ମେଟ୍ରୋ

ଆନନ୍ଦ ଟପ୍ପୋ ମୃତ୍ୟୁ ମାମଲା, ବାନ୍ଧବୀ ମନଜିତ୍‌ ଟେଟେଙ୍କୁ ଜେରା

ଭୁବନେଶ୍ୱର, ୧୫।୧୨(ବ୍ୟୁରୋ): ବହୁଚର୍ଚ୍ଚିତ ଆନନ୍ଦ ଟପ୍ପୋ ମୃତ୍ୟୁ ମାମଲାରେ କମିଶନରେଟ ପୋଲିସ ତଦନ୍ତ ଜାରି ରଖିଛି। ଭୁବନେଶ୍ୱର ଇନ୍‌ଫୋସିଟି ଥାନାରେ ବୁଧବାର ମୃତ ଆନନ୍ଦଙ୍କ ବାନ୍ଧବୀ ମନ୍‌ଜିତ୍‌ ଟେଟେଙ୍କୁ ଜେରା କରାଯାଇଛି। ଏହାପୂର୍ବରୁ ସୋମବାର ଆନନ୍ଦଙ୍କ ପିଲାଦିନର ସାଙ୍ଗ ତଥା ଆନ୍ତର୍ଜାତିକ…

ଲୋକସେବା ଭବନ ଆଗରେ ବୃଦ୍ଧଙ୍କ ଆତ୍ମହତ୍ୟା ଉଦ୍ୟମ

ଭୁବନେଶ୍ୱର, ୧୫।୧୨(ବ୍ୟୁରୋ): ଥାନାରୁ ନ୍ୟାୟ ନ ପାଇ ଜଣେ ବୃଦ୍ଧ ବୁଧବାର ଲୋକସେବା ଭବନ ଆଗରେ ଫିନାଇଲ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ସେ ହେଲେ ଜଗତ୍‌ସିଂହପୁର ଜିଲା ରଘୁନାଥପୁର ଗ୍ରାମର ରବୀନ୍ଦ୍ର ମୋହନ ଦାସ (୭୫)। ଫିନାଇଲ ପିଇଦେବା ପରେ…

ରାଜ୍ୟରେ ଶୀତ ଗାଏବ

ଭୁବନେଶ୍ୱର,୧୫।୧୨(ବ୍ୟୁରୋ): ରାଜ୍ୟରେ ଶୀତ ଗାଏବ ହୋଇଯାଇଛି। ରାତ୍ରିର ସର୍ବୋଚ୍ଚ ତାପମାତ୍ରା ୨୦ରୁ ୨୨ ଡିଗ୍ରୀ ସେଲ୍‌ସିୟସ ମଧ୍ୟରେ ରହୁଛି। ଗତ କିଛିଦିନ ହେବ ରାଜ୍ୟରେ ଶୀତର ପ୍ରକୋପ ହ୍ରାସପାଇଛି। ସର୍ବନିମ୍ନ ତାପମାତ୍ରା ୫ରୁ ୬ ଡିଗ୍ରୀ ବୃଦ୍ଧି ପାଇଛି। ଆଞ୍ଚଳିକ ପାଣିପାଗ…

ଯୁକ୍ତ୨ କଳା, ବାଣିଜ୍ୟ କରେସପଣ୍ଡେନ୍ସ କୋର୍ସ ନାମଲେଖା, ୨୧ରୁ ଦ୍ୱିତୀୟ ପର୍ଯ୍ୟାୟ ଆବେଦନ

ଭୁବନେଶ୍ୱର, ୧୫।୧୨(ବ୍ୟୁରୋ): ଯୁକ୍ତ୨ ପ୍ରଥମ ବର୍ଷ କଳା ଓ ବାଣିଜ୍ୟ ଆନୁଷଙ୍ଗିକ ବିଷୟ(କରେସପଣ୍ଡେନ୍ସ କୋର୍ସ)ରେ ନାମଲେଖା ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଆବେଦନ ପ୍ରକ୍ରିୟା ଆସନ୍ତା ୨୧ ତାରିଖରୁ ଆରମ୍ଭ ହେବ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ପକ୍ଷରୁ ବୁଧବାର ବିଜ୍ଞପ୍ତି…

୧୯ରୁ ଏଲ୍‌ଆର୍‌ପି ଏଣ୍ଡ୍‌-ଟର୍ମ

ଭୁବନେଶ୍ୱର, ୧୫।୧୨(ବ୍ୟୁରୋ): କରୋନା ଯୋଗୁ ଶିକ୍ଷାଦାନ ବାଧାପ୍ରାପ୍ତ ହୋଇଥିଲା। ତେଣୁ ସ୍କୁଲ ଖୋଲିବା ପରେ ପିଲାଙ୍କ ଦକ୍ଷତା ମାପିବା ପାଇଁ ରାଜ୍ୟ ସରକାର ଲର୍ନିଂ ରିକଭରି ପ୍ରୋଗ୍ରାମ(ଏଲ୍‌ଆର୍‌ପି) ଆରମ୍ଭ କରିଥିଲେ। ଏଥିପାଇଁ ତୃତୀୟରୁ ନବମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ବିଷୟରେ ପରୀକ୍ଷା…

ରାଜ୍ୟରେ ଲାଗୁ ହେବ ଆଧାର ସଂଯୋଗ ‘ଲର୍ନର ଲାଇସେନ୍ସ’ ବ୍ୟବସ୍ଥା

ଭୁବନେଶ୍ୱର,୧୪।୧୨(ବ୍ୟୁରୋ): ରାଜ୍ୟରେ ଆଧାର ସଂଯୋଗ ଲର୍ନର ଲାଇସେନ୍ସ ବ୍ୟବସ୍ଥା କାର୍ଯ୍ୟକାରୀ ହେବ। ଏ ନେଇ ବୁଧବାର ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ରାଜ୍ୟ ପରିବହନ କମିଶନରଙ୍କୁ ଚିଠି ଲେଖି ଅବଗତ କରାଯାଇଛି। କେନ୍ଦ୍ର ମୋଟର ଯାନ ନିୟମର ନିୟମ-୧୧ ଅନୁଯାୟୀ…

ବାହାର ରାଜ୍ୟରୁ ଆସୁଛି ନକଲି ଔଷଧ: ୧୨ ବିତରକଙ୍କ ବିରୋଧରେ ମାମଲା ରୁଜୁ

ଭୁବନେଶ୍ୱର, ୧୪।୧୨(ବ୍ୟୁରୋ): ରାଜ୍ୟରେ ନକଲି ମେଡିସିନ କାରବାର ବଢ଼ି ଚାଲିଛି। ବାହାର ରାଜ୍ୟରୁ ନକଲି ଔଷଧ ଆସୁଛି। ଇତି ମଧ୍ୟରେ କଟକରେ ୬ଟି, ଝାରସୁଗୁଡାରେ ୨ ଏବଂ କେନ୍ଦ୍ରାପଡ଼ା, ସୁନ୍ଦରଗଡ଼, ବରଗଡ ଓ ସମ୍ବଲପୁରରେ ଗୋଟିଏ ଲେଖାଏ ସ୍ଥାନରୁ ନକଲି ଔଷଧ…

ଶ୍ରଦ୍ଧାଞ୍ଜଳିଙ୍କୁ ମିଳିଲାନି ଅନ୍ତରୀଣ ସୁରକ୍ଷା

ଭୁବନେଶ୍ୱର,୧୪।୧୨(ବ୍ୟୁରୋ): ବହୁ ଚର୍ଚ୍ଚିତ ମହିଳା ବ୍ଲାକମେଲର ଅର୍ଚ୍ଚନା ନାଗଙ୍କ ସହଯୋଗୀ ଶ୍ରଦ୍ଧାଞ୍ଜଳି ବେହେରାଙ୍କୁ ମିଳିଲାନି ଅନ୍ତରୀଣ ସୁରକ୍ଷା। ଏହି ମାମଲାରେ ଇଡିକୁ ତଦନ୍ତରେ ସହଯୋଗ କରିବାକୁ ଶ୍ରଦ୍ଧାଞ୍ଜଳିଙ୍କୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ତଦନ୍ତରେ ଶ୍ରଦ୍ଧାଞ୍ଜଳି ସହଯୋଗ କରୁନଥିବା ଇଡି ପକ୍ଷରୁ କୁହାଯାଇଥିଲା।…

ଓଡ଼ିଆ ଚଳଚ୍ଚିତ୍ରକୁ ନେଇ ଜାତୀୟ ସ୍ତରରେ ଆଲୋଚନା

ଭୁବନେଶ୍ୱର,୧୪।୧୨(ବ୍ୟୁରୋ): ଓଡ଼ିଆ ଚଳଚ୍ଚିତ୍ରକୁ ନେଇ ଜାତୀୟ ସ୍ତରରେ ଆଲୋଚନା ଆରମ୍ଭ ହୋଇଛି। ଏହାର ଏକ ଭିଡିଓ ମଙ୍ଗଳବାର ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ଦେଖିବାକୁ ମିଳିଛି। ଉକ୍ତ ଭିଡିଓଟି ସିନେ ସମୀକ୍ଷକ ଅନୁପମା ଚୋପ୍ରାଙ୍କ ଦ୍ୱାରା ଆୟୋଜିତ ପ୍ରଥମ ‘ପ୍ୟାନ୍‌ ଇଣ୍ଡିଆ…

ସହରରେ ସିଟି ଫେଷ୍ଟିଭାଲ, ଜିଲାରେ ହେବ ଉତ୍ସବ

ଭୁବନେଶ୍ୱର,୧୪।୧୨(ବ୍ୟୁରୋ): ଆସନ୍ତା ବର୍ଷ ଭୁବନେଶ୍ୱର ଓ ରାଉରକେଲାରେ ପୁରୁଷ ହକି ବିଶ୍ବକପ୍‌-୨୦୨୩ ଅନୁଷ୍ଠିତ ହେବ। ଏ ନେଇ ପ୍ରସ୍ତୁତି ଜୋରଦାର ଚାଲିଛି। ବିଶ୍ୱକପ୍‌ ବେଳେ ସାରା ରାଜ୍ୟରେ ସିଟି ଫେଷ୍ଟିଭାଲ ଓ ଜିଲା ସ୍ତରରେ ଜିଲାସ୍ତରୀୟ ଉତ୍ସବ ଆୟୋଜିତ ହେବ। ସ୍କୁଲ,…

ଉଚ୍ଛେଦ, ବାର୍‌ ଆଣ୍ଡ୍‌ ରେଷ୍ଟୁରାଣ୍ଟ ସିଲ୍‌

ଭୁବନେଶ୍ୱର, ୧୪।୧୨(ବ୍ୟୁରୋ): ରାଜଧାନୀରେ ଜବରଦଖଲ ଉଚ୍ଛେଦ ସହିତ ପରିମଳ ବ୍ୟବସ୍ଥା ନେଇ ଯାଞ୍ଚ ଓ ପଦକ୍ଷେପକୁ ଜୋରଦାର କରାଯାଉଛି। ଦୋକାନ ହେଉ କି ହୋଟେଲ, ସ୍ବଚ୍ଛତା ନିୟମ ନ ମାନିଲେ ବିଡିଏ ପକ୍ଷରୁ ଜରିମାନା ଆଦାୟ ସହ ଦୋକାନଗୁଡିକୁ ସିଲ୍‌ କରାଯାଉଛି।…

ସବୁଠି ପହଞ୍ଚତ୍ପାରୁନି ଇ-ବର୍ଜ୍ୟ ସଂଗ୍ରହ ଅଭିଯାନ

ଭୁବନେଶ୍ୱର,୧୪।୧୨(ବ୍ୟୁରୋ): ସ୍ମାର୍ଟସିଟିବାସୀଙ୍କୁ ସ୍ମାର୍ଟ ଜୀବନଶୈଳୀ ଦେବା ପାଇଁ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପରିମଳ ରକ୍ଷା ଉପରେ ଗୁରୁତ୍ୱ ଦେଉଛି। ସହରକୁ ସ୍ବଚ୍ଛ ଓ ପରିଚ୍ଛନ୍ନ ରଖିବା ସହ କୋଣ ଅନୁକୋଣରୁ ବର୍ଜ୍ୟ ପରିଚାଳନା ପାଇଁ ମାଳମାଳ ଯୋଜନା ପ୍ରସ୍ତୁତ ହେଉଛି। ମାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?