ଗାଁକୁ ଯାଇ ରାଜସ୍ବ ମାମଲା ଫଇସଲା କରିବେ ତହସିଲଦାର
ଭୁବନେଶ୍ୱର,୧୩ା୯(ବ୍ୟୁରୋ):ଆସନ୍ତା ୧୫ ତାରିଖରୁ ତହସିଲଦାରମାନେ କ୍ୟାମ୍ପ କୋର୍ଟ ଶୁଣାଣି ଆରମ୍ଭ କରିବେ। ସେହିପରି ପ୍ରତ୍ୟେକ ମାସରେ ତହସିଲଦାର ଓ ଅତିରିକ୍ତ ତହସିଲଦାର ସେମାନଙ୍କ ଅଧୀନରେ ଥିବା ପ୍ରତ୍ୟେକ ଗଁାକୁ ଯାଇ ବିଭିନ୍ନ ରାଜସ୍ବ ମାମଲା ଫଇସଲା କରିବେ। ଏଥିପାଇଁ ରାଜସ୍ବ ବିଭାଗ…
୧୮ରୁ ବଢିବ ବର୍ଷା!
ଭୁବନେଶ୍ୱର,୧୨।୯(ବ୍ୟୁରୋ): ଆସନ୍ତା ୧୮ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ବାୟୁମଣ୍ଡଳର ଉପରି ଭାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୧୮ରୁ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର…
ରାଜ୍ୟରୁ ସୁସ୍ଥ ହେଲେ ୨୦୬ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୧୨।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୨୦୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଯାବତ୍ ୧୩,୧୯,୫୮୮ ଜଣ ସୁସ୍ଥ ହୋଇସାରିଲେଣି। ଏନେଇ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ…
ମଙ୍ଗଳବାର ମୁମ୍ବାଇ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୨।୯(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାରଠୁ ମୁମ୍ବାଇ ଗସ୍ତରେ ଯିବେ। ଆସନ୍ତା ୧୪ରେ ମୁମ୍ବାଇରେ ଅନୁଷ୍ଠିତ ହେବାକୁ ଥିବା ଓଡ଼ିଶା ଇନଭେଷ୍ଟର୍ସ ମିଟ୍ରେ ମୁଖ୍ୟମନ୍ତ୍ରୀ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀଙ୍କ ସମେତ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର,…
ରାଜଧାନୀରେ ଶୋଭାପାଇବ ୧୭୮ ମେଢ଼
ଭୁବନେଶ୍ୱର,୧୨।୯(ବ୍ୟୁରୋ): ୨ ବର୍ଷ ପରେ ଭକ୍ତଙ୍କ ଗହଣରେ ପୂଜା ପାଇବେ ମା’ଦୁର୍ଗା। କରୋନା କମୁଥିବାରୁ ଏଥର ରାଜଧାନୀରେ ଜାକଜମକରେ ଦୂର୍ଗା ପୂଜା ହେବ। ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଗଲାଣି। ରାଜଧାନୀରେ ୧୭୮ଟି ମେଢ଼ ଶୋଭାପାଇବ। ପୂର୍ବ ଭଳି ଭସାଣି ପାଇଁ ଅସ୍ଥାୟୀ…
ଦୁର୍ବଳ ହେଲା ଅବପାତ!
ଭୁବନେଶ୍ୱର,୧୨।୯(ବ୍ୟୁରୋ): ଦକ୍ଷିଣ-ପୂର୍ବ ମଧ୍ୟପ୍ରଦେଶ ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଅବପାତ ଦୁର୍ବଳ ହୋଇ ଏକ ସୁଦୃଶଃ-ଲଘୁଚାପ କ୍ଷେତ୍ର ଭାବେ ସକ୍ରିୟ ରହିଛି। ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ…
କମିଲା ସଂକ୍ରମଣ: ଆଜି ରାଜ୍ୟରୁ ୧୯୪ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୧୨ା୯(ବ୍ୟୁରୋ): ରାଜ୍ୟରୁ ସୋମବାର ୧୯୫ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୦,୪୩୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୧୧୫ ଜଣ ଚିହ୍ନଟ ହୋଇଥିବା…
ଆଜିଠୁ ଓଜେଇଇ ଓ୍ବେବ୍ କାଉନସେଲିଂ
ଭୁବନେଶ୍ୱର,୧୨ା୯(ବ୍ୟୁରୋ): ସୋମବାରଠାରୁ ଆରମ୍ଭ ହେବ ଓଜେଇଇ ଓ୍ବେବ୍ କାଉନସେଲିଂ। ଆଜି ଏମ୍ବିଏ, ଏମ୍ସିଏ, ଏମ୍.ଟେକ୍, ଏମ୍.ଆର୍ଚ ଏବଂ ଏମ୍. ପ୍ଲାନ୍ ପାଇଁ କାଉନସେଲିଂ ହେବ। ସେହିପରି ଆସନ୍ତାକାଲି ଅର୍ଥାତ୍ ମଙ୍ଗଳବାରଠାରୁ ବି.ଟେକ୍, ବି.ଆର୍ଚ, ବି. ପ୍ଲାନ୍, ବି.କ୍ୟାଟ୍, ଏମ୍.ଏସ୍ସି ଆଦି ପାଇଁ…
ଦିବ୍ୟାଂଶୁ ମଲୁ ଓଡ଼ିଶା ଟପ୍ପର
ଭୁବନେଶ୍ୱର, ୧୨।୯(ବ୍ୟୁରୋ): ଇଞ୍ଜିନିୟରିଂ ପାଠ୍ୟକ୍ରମରେ ନାମଲେଖା ପାଇଁ ରବିବାର ଜେଇଇ ଆଡ୍ଭାନ୍ସଡ୍ ରେଜଲ୍ଟ ପ୍ରକାଶ ପାଇଛି। ଆଇଆଇଟି ବମ୍ବେ ପକ୍ଷରୁ ପରୀକ୍ଷା ଫଳ ଘୋଷଣା କରାଯିବା ସହ jeeadv.ac.in ୱେବ୍ସାଇଟ୍ରେ ମଧ୍ୟ ଉପଲବ୍ଧ କରାଯାଇଛି। ଆଇଆଇଟି ବମ୍ବେ ଜୋନ୍ର ଆର୍. କେ.…
ଆନ୍ଦୋଳନକୁ ଓହ୍ଲାଇଛନ୍ତି ବିଭିନ୍ନ ବିଭାଗର ଠିକା କର୍ମଚାରୀ
ଭୁବନେଶ୍ୱର,୧୧ା୯(ବ୍ୟୁରୋ): ରାଜ୍ୟ ସରକାରଙ୍କ ନିଯୁକ୍ତି ନିୟମାବଳୀ ବିରୋଧରେ ଠିକା କର୍ମଚାରୀ ସଂଘର ବଡ଼ ଧରଣର ଆନ୍ଦୋଳନ। ରବିବାର ପ୍ରାୟ ୧୦ ହଜାର ଠିକା କର୍ମଚାରୀ ଲୋୟର ପିଏମ୍ଜି ଛକରେ ବିକ୍ଷୋଭ କରୁଛନ୍ତି। ସମାନ କାମକୁ ସମାନ ଦରମା ଦାବିରେ ଏହି ଆନ୍ଦୋଳନ…
ଆଜି ଚିହ୍ନଟ ହେଲେ ୨୪୫ ଆକ୍ରାନ୍ତ
ଭୁବନେଶ୍ୱର,୧୧।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୪୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୪୪ଜଣ କ୍ୱାରାଣ୍ଟାଇନ୍ରୁ ଥିବା ବେଳେ ୧୦୧ ଲୋକାଲ କେସ୍ ରହିଛି। ଏହାଛଡ଼ା ୪୩ଜଣ ସଂକ୍ରମିତ ୧୮ ବର୍ଷରୁ କମ୍ ଥିବା ନେଇ ରବିବାର ରାଜ୍ୟ…
ଏଥର ହାଇକୋର୍ଟ ତୋରଣ
ଭୁବନେଶ୍ୱର, ୧୧।୯ (ବ୍ୟୁରୋ): ଦୁର୍ଗାପୂଜା ପାଇଁ ରାଜଧାନୀ ଭୁବନେଶ୍ୱର କ୍ରମଶଃ ଚଳଚଞ୍ଚଳ ହେବାରେ ଲାଗିଛି। ବିଭିନ୍ନ ପୂଜା କମିଟି ମଧ୍ୟ ନିଜ ନିଜର ପ୍ରସ୍ତୁତିକୁ ଜୋର୍ଦାର କରିଛନ୍ତି। ପ୍ରତିଯୋଗିତାମୂଳକ ଭାବେ ମା’ଙ୍କ ପାଇଁ ସୁଦୃଶ୍ୟ ମଣ୍ଡପ ଓ ତୋରଣ ତିଆରି ଚାଲିଛି।…
Archives


