ମେଟ୍ରୋ

ଆଜି ଉଦ୍‌ଘାଟନ ହେବ ବନ ଶହୀଦ ସ୍ମାରକସ୍ତମ୍ଭ

ଭୁବନେଶ୍ୱର, ୧୧।୯(ବ୍ୟୁରୋ): ଭୁବନେଶ୍ୱର ଆଞ୍ଚଳିକ ଉଦ୍ଭିଦ ଗବେଷଣା କେନ୍ଦ୍ର (ଆର୍‌ପିଆର୍‌ସି) ପରିସର ଏକାମ୍ର କାନନର ଗୋଲାପ ବଗିଚା ମଧ୍ୟରେ ବନବାହିନୀ ଶହୀଦ ସ୍ମାରକ ସ୍ତମ୍ଭ ସ୍ଥାପନ କରାଯାଇଛି। ବନ ଶହୀଦ ଦିବସ ପାଳନ ଅବସରରେ ରବିବାର ପୂର୍ବାହ୍ନ ୧୦ଟାରେ ଜଙ୍ଗଲ, ପରିବେଶ…

ଲଘୁଚାପ ଘନୀଭୂତ, ୧୨ ଜିଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର,୧୧ା୯(ବ୍ୟୁରୋ): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଶନିବାର ଲଘୁଚାପରେ ପରିଣତ ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଘନୀଭୂତ ହୋଇ ଉତ୍ତର ଆନ୍ଧ୍ର ପ୍ରଦେଶ ଏବଂ ଓଡ଼ିଶା ଉପକୂଳ ଅତିକ୍ରମ କରିବ। ଏହାର ପ୍ରଭାବରେ ଗଜପତି, କଳାହାଣ୍ଡି,…

କଟକ ନକଲି ଔଷଧ: ଦୁଇ ଷ୍ଟକିଷ୍ଟଙ୍କ ନାଁରେ ମାମଲା

କଟକ ଅଫିସ,୧୧ା୯: ରାଜ୍ୟରେ ନକଲି ଔଷଧ କାରବାର ଏବେ ଚିନ୍ତାର କାରଣ ପାଲଟିଛି। ବିଶେଷକରି କଟକରୁ ନକଲି ଔଷଧ ରାଜ୍ୟ ତଥା ରାଜ୍ୟ ବାହାରକୁ ଯୋଗାଣ ହେଉଥିବା ଅଭିଯୋଗ ହେବା ପରେ ଡ୍ରଗ୍ସ କଣ୍ଟ୍ରୋଲ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ସ୍ଥାନୀୟ…

ଜୁନିୟର ମହିଳା ବିଶ୍ୱକପ ଲୋଗୋ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦।୯(ବ୍ୟୁରୋ): ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଜୁନିୟର ମହିଳା ବିଶ୍ୱକପ ଲୋଗୋ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟାନାୟକ । ଏଥିଲାଗି ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ସୂଚନାନୁଯାୟୀ, କଳିଙ୍ଗ ଷ୍ଟାଡିୟମରେ ୧୭ ବର୍ଷରୁ କମ୍‌ ମହିଳା ଫୁଟବଲ ବିଶ୍ବକପର ମ୍ୟାଚ୍‌…

ଘନୀଭୂତ ହେଉଛି ଲଘୁଚାପ, ୧୧ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା

ଭୁବନେଶ୍ୱର,୧୦।୯(ବ୍ୟୁରୋ): ଆଗାମୀ ୨୪ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ସୁଦୃଶ ଲଘୁଚାପରେ ରୂପ ନେଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ବର୍ତ୍ତମାନ ପଶ୍ଚିମ କେନ୍ଦ୍ରୀୟ ତତ-ସଂଲଗ୍ନ ଉତ୍ତରପଶ୍ଚିମ ବଙ୍ଗୋପସାଗର ତଥା ସମୁଦ୍ର ମଧ୍ୟରେ ଦକ୍ଷିଣଓଡିଶା…

ରାଜ୍ୟରୁ ୨୬୯ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୦।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୬୯ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୭ ଜଣ କ୍ୱାରାଣ୍ଟାଇନ୍‌ରୁ ରହିଥିବା ବେଳେ ୧୧୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିଭଳି ୧୮ ବର୍ଷ ବୟସ…

ନଭେମ୍ବର ୮ରୁ କଟକ ବାଲିଯାତ୍ରା

ଭୁବନେଶ୍ୱର, ୧୦ା୯(ବ୍ୟୁରୋ): ଦୁଇବର୍ଷ ପରେ ଆସନ୍ତା ନଭେମ୍ବର ୮ରୁ ୧୬ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ କଟକର ବିଶ୍ୱପ୍ରସିଦ୍ଧ ବାଲିଯାତ୍ରା। ଏହାକୁ ରାଜ୍ୟସ୍ତରୀୟ ଉତ୍ସବ ଭାବେ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି। ଏ ନେଇ ଶୁକ୍ରବାର ଲୋକସେବା ଭବନଠାରେ…

ଉତ୍ତମ ସମାରିଟାନ ନାମ ସୁପାରିସ କରିବ ପୋଲିସ

ଭୁବନେଶ୍ୱର, ୧୦।୯(ବ୍ୟୁରୋ): ରାଜ୍ୟରେ ସଡ଼କ ଦୁର୍ଘଟଣାଜନିତ ମୃତ୍ୟୁ ବଢ଼ିଚାଲିଛି। ଦୁର୍ଘଟଣାଗ୍ରସ୍ତଙ୍କୁ ଠିକ୍‌ ସମୟରେ ଡାକ୍ତରଖାନାରେ ପହଞ୍ଚାଇବାରେ ବିଳମ୍ବ ହେଉଥିବାରୁ ମୃତ୍ୟୁସଂଖ୍ୟା ବୃଦ୍ଧି ପାଉଛି। ଦୁର୍ଘଟଣାରେ ଆହତଙ୍କୁ ସହାୟତା କରିବା ଲାଗି ଆଗେଇ ଆସୁଥିବା ବ୍ୟକ୍ତିଙ୍କୁ ଆର୍ଥିକ ପ୍ରୋତ୍ସାହନ ଦେବା ସକାଶେ ରାଜ୍ୟ…

ଓଡ଼ିଶା ରାଜନୀତି ସରଗରମ

ଭୁବନେଶ୍ବର,୧୦ା୯(ବ୍ୟୁରୋ): ଦୀର୍ଘଦିନ ଧରି ଶାସକ ବିଜେଡି ଏବଂ ବିରୋଧୀ ଭାଜପା ମଧ୍ୟରେ ରାଜନୈତିକ ଆକ୍ଷେପ ଓ ପ୍ରତି ଆକ୍ଷେପ ସେତେଟା ଦେଖିବାକୁ ମିଳୁ ନ ଥିଲା। ହେଲେ କିଛିଦିନ ହେଲା ଉଭୟ ଦଳର ଆଚରଣରେ ପରିବର୍ତ୍ତନ ଆସିଥିବା ଦେଖିବାକୁ ମିଳିଛି। ମୁଖ୍ୟମନ୍ତ୍ରୀ…

ଜି. ରାଜେଶ ଖଣି ନିର୍ଦ୍ଦେଶକ

ଭୁବନେଶ୍ୱର୧୦,ା୯(ବ୍ୟୁରୋ): ରାଜ୍ୟ ସରକାର ଆଇଏଫଏସ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ଏ ନେଇ ଶୁକ୍ରବାର ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ସିସିଏଫ୍‌(ନୋଡାଲ) ଜି. ରାଜେଶଙ୍କୁ ଖଣି ନିର୍ଦ୍ଦେଶକ ଭାବେ…

ଯୁକ୍ତ୨ ନାମଲେଖା ପାଇଁ ଆଉ ଥରେ ସୁଯୋଗ

ଭୁବନେଶ୍ୱର, ୧୦।୯(ବ୍ୟୁରୋ): ରାଜ୍ୟର ଉଚ୍ଚ ମାଧ୍ୟମିକ ସ୍କୁଲଗୁଡ଼ିକରେ ଯୁକ୍ତ୨ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ଶନିବାର ଶେଷ ହେଉଛି। ଏପରି ସ୍ଥିତିରେ ପ୍ରଥମ ପର୍ଯ୍ୟାୟରୁ ବଞ୍ଚତ୍ତ ଛାତ୍ରୀଛାତ୍ରଙ୍କ ପାଇଁ ରାଜ୍ୟ ସରକାର ଆଉ ଥରେ ସୁଯୋଗ ଦେଇଛନ୍ତି। ଦଶମ ବା ହାଇସ୍କୁଲ ସାର୍ଟିଫିକେଟ୍‌…

ପ୍ରଫେସର ପ୍ରଭାତ କୁମାର ରାଉଳ ହେଲେ ଓୟୁଏଟିର ନୂତନ କୁଳପତି

ଭୁବନେଶ୍ୱର,୯।୯(ବ୍ୟୁରୋ): ଓଡ଼ିଶା କୃଷି ଏବଂ ପ୍ରଯୁକ୍ତିବିଦ୍ୟା(ଓୟୁଏଟି)ର ନୂତନ କୂଳପତି ଭାବେ ପ୍ରଫେସର ପ୍ରଭାତ କୁମାର ରାଉଳଙ୍କୁ ନିଯୁକ୍ତି ମିଳିଛି। ରାଜ୍ୟପାଳ ତଥା ବିଶ୍ୱବିଦ୍ୟାଳୟଗୁଡ଼ିକର କୁଳାଧିପତି ପ୍ରଫେସର ଗଣେଶୀ ଲାଲ ତିନି ବର୍ଷ ପାଇଁ ତାଙ୍କୁ ଏହି ନିଯୁକ୍ତି ଦେଇଛନ୍ତି। ତେବେ ପ୍ରଫେସର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri