ମେଟ୍ରୋ

କେନ୍ଦ୍ରମନ୍ତ୍ରୀଙ୍କ ଓଡ଼ିଶା ଗସ୍ତକୁ ନେଇ ଏପରି କହିଲେ ବିଜେଡି, କଂଗ୍ରେସ

ଭୁବନେଶ୍ୱର,୯।୯(ବ୍ୟୁରୋ): ୫ କେନ୍ଦ୍ରମନ୍ତ୍ରୀ ଆଜି ଓଡ଼ିଶା ଆସୁଛନ୍ତି । ଯାହାକୁ ନେଇ ରାଜ୍ୟ ରାଜନୀତି ସରଗରମ ହୋଇଛି । ଏତେ ସଂଖ୍ୟାରେ କେନ୍ଦ୍ରମନ୍ତ୍ରୀ ଏକକାଳୀନ ଓଡ଼ିଶା ଆସିବାକୁ ନେଇ ପ୍ରତିକ୍ରିୟା ରଖଛନ୍ତି ଉଭୟ ବିଜେଡି ଓ କଂଗ୍ରେସ । ବିଜେଡି କହିଛି,…

ବ୍ରାଣ୍ଡ ନାଁରେ ନକଲି ଔଷଧ: ଚାଲିଛି ଚଢ଼ାଉ

ଭୁବନେଶ୍ୱର,୯।୯(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ନାମୀଦାମୀ କମ୍ପାନି ନାରେ ନକଲି ଔଷଧ ବିକ୍ରି ହେଉଥିବା ଅଭିଯୋଗ । ଏହି ଅଭିଯୋଗ ପରେ ରାଜଧାନୀର ବିଭିନ୍ନ ମେଡିସିନ ଷ୍ଟୋରରେ ଡ୍ରଗ କଣ୍ଟ୍ରୋଲ ବିଭଗର ଚଢ଼ାଉ କରାଯାଇଛି । ରସୁଲଗଡ ସ୍ଥିତ ସ୍ବସ୍ତିକ ଡ୍ରଗ ହାଉସରେ…

ସକ୍ରିୟ ରହିଛି ଲଘୁଚାପ: ଜାରି ହେଲା ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୯।୯(ବ୍ୟୁରୋ): ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ଆଗାମୀ ୩୬ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ପଶ୍ଚିମ-କେନ୍ଦ୍ରୀୟ ତତସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତଥା ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡିଶା ଉପକୁଳ ସମୁଦ୍ର ଏକ ସୁଦୃଶ ଲଘୁଚାପ କ୍ଷେତ୍ରରେ…

ଆଜି ରାଜ୍ୟରୁ ୨୫୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୯ା୯(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୨୫୪ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୨୯,୭୨୭ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୪୯ ଜଣ ଚିହ୍ନଟ ହୋଇଥିବା…

ଜମି କିଣାଇଦେବା ନାଁରେ ୧୭ ଲକ୍ଷ ଠକେଇ: ୧୧ ମାସ ପରେ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୯।୯(ବ୍ୟୁରୋ): ଜମି କିଣାଇଦେବା ନାଁରେ ୧୭ ଲକ୍ଷରୁ ଅଧିକ ଟଙ୍କା ଠକେଇ କରିବା ଅଭିଯୋଗରେ ଚନ୍ଦ୍ରଶେଖରପୁର ଥାନା ପୋଲିସ ଜଣେ ଦଲାଲଙ୍କୁ ଗିରଫ କରି ଗୁରୁବାର କୋର୍ଟ ଚାଲାଣ କରିଛି। ସେ ହେଲେ ପଶ୍ଚିମବଙ୍ଗରେ ରହୁଥିବା କଟକ ଜିଲା ମାହାଙ୍ଗା ଥାନା…

ରାଜସ୍ବ ଆଦାୟରେ ଲକ୍ଷ୍ୟପୂରଣ ନେଇ ଆଶଙ୍କା

ଭୁବନେଶ୍ୱର,୯।୯(ବ୍ୟୁରୋ): ବିଏମ୍‌ସି ଅନ୍‌ଲାଇନ୍‌ରେ ସମସ୍ତ ପ୍ରକାର ଟିକସ ପଇଠ କରିବା ନେଇ ବ୍ୟବସ୍ଥା ଆରମ୍ଭ ହୋଇଛି। ଏହାଦ୍ୱାରା ଜନସାଧାରଣ ଦେଉଥିବା ଟିକସ ଆଉ ବାଟମାରଣା ହେବ ନାହିଁ। ହେଲେ ଅଫ୍‌ଲାଇନ୍‌ ହେଉ ଅବା ଅନ୍‌ଲାଇନ୍‌ କେଉଁଥିରେ ବି ବିଏମ୍‌ସି ଧାର୍ଯ୍ୟ ଲକ୍ଷ୍ୟ…

ଏଏସ୍‌ବିଏମ୍‌ ପକ୍ଷରୁ ନବାଗତଙ୍କୁ ସ୍ବାଗତ

ଭୁବନେଶ୍ୱର,୯।୯:ରାଜ୍ୟର ପ୍ରମୁଖ ଶିକ୍ଷାନୁଷ୍ଠାନ ଏଏସ୍‌ବିଏମ୍‌ ବିଶ୍ୱବିଦ୍ୟାଳୟ ପକ୍ଷରୁ ଚଳିତ ବର୍ଷର ଛାତ୍ରୀଛାତ୍ରଙ୍କ ପାଇଁ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ନବାଗତ ସ୍ବାଗତ ଉତ୍ସବ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଏକ ୧୦ ଦିନିଆ ଓରିଏଣ୍ଟେଶନ କାର୍ଯ୍ୟକ୍ରମର ମଧ୍ୟ ଆୟୋଜନ ହୋଇଯାଇଛି। ଉକ୍ତ…

ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡସରେ ପ୍ରଫେସର ଉଦୟନାଥ ସାହୁ

ଭୁବନେଶ୍ୱର,୯।୯ (ବ୍ୟୁରୋ): ଗବେଷକ, ସମାଲୋଚକ ତଥା ସାହିତି୍ୟକ ପ୍ରଫେସର ଉଦୟନାଥ ସାହୁ ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡସ୍‌ରେ ସ୍ଥାନ ପାଇଛନ୍ତି। ଓଡ଼ିଆ, ବଙ୍ଗଳା ଓ ଅସମୀୟା ଭାଷାରେ ଲିଖିତ ମହାଭାରତ ଓ ଶ୍ରୀମଦ୍‌ ଭାଗବତର ତୁଳାତ୍ମକ ଅଧ୍ୟୟନ ନିମିତ୍ତ ସେ ଏହି…

ନ୍ୟୁ ଇଣ୍ଡିଆ ଆସ୍ୟୁରାନ୍ସର ନୂତନ ଉପ ମହାପ୍ରବନ୍ଧକ

ଭୁବନେଶ୍ୱର,୯।୯:ଦେଶର ପ୍ରମୁଖ ବୀମା କମ୍ପାନୀ ନ୍ୟୁ ଇଣ୍ଡିଆ ଆସ୍ୟୁରାନ୍ସର ଭୁବନେଶ୍ୱର କ୍ଷେତ୍ରୀୟ କାର୍ଯ୍ୟାଳୟର ଉପ ମହାପ୍ରବନ୍ଧକ ଭାବେ ସଦାନନ୍ଦ ମହାନ୍ତି ଯୋଗ ଦେଇଛନ୍ତି। ଏହା ପୂର୍ବରୁ ମହାନ୍ତି ମୁମ୍ବାଇସ୍ଥିତ ମୁଖ୍ୟ କାର୍ଯ୍ୟାଳୟରେ ଉପ ମହାପ୍ରବନ୍ଧକଭାବେ କାର୍ଯ୍ୟ କରୁଥିଲେ। ୧୯୯୧ରେ ମହାନ୍ତି ନ୍ୟୁ…

ଓଏଏସ୍‌, ଓଆର୍‌ଏସ୍‌ ଅଫିସର ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୯ା୯(ବ୍ୟୁରୋ): ରାଜ୍ୟ ସରକାର ଓଏଏସ୍‌ ଏବଂ ରାଜସ୍ବ ସେବା ବର୍ଗ(ଓଆରଏସ୍‌) ଅଫିସର ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରିଛନ୍ତି। ଗୁରୁବାର ଏ ନେଇ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ୪୯…

୧୪୭ କମନ କ୍ୟାଡର ଅଡିଟର ନିଯୁକ୍ତ

ଭୁବନେଶ୍ୱର,୯ା୯(ବ୍ୟୁରୋ): ଆମେ ମନେରଖିବା ଉଚିତ ଯେ ଆମ ଦରମାର ପ୍ରତ୍ୟେକ ମୁଦ୍ରା ଓ ଅନ୍ୟାନ୍ୟ ସୁବିଧା ରାଜ୍ୟର ଲୋକଙ୍କଠାରୁ ଆସୁଛି। ଅତ୍ୟନ୍ତ ସମୟାନୁବର୍ତ୍ତୀ, ଦାୟିତ୍ୱବାନ, କଠିନ ପରିଶ୍ରମ ଓ ନୂଆ ଜ୍ଞାନକୌଶଳକୁ ବ୍ୟବହାର କରି ନିଜର ସବୁଠାରୁ ଉତ୍ତମ ସେବା ଯୋଗାଇବାକୁ…

କୋଟିଏରୁ ଊର୍ଦ୍ଧ୍ୱ ଟଙ୍କାର ବ୍ରାଉନସୁଗାର ଜବତ

ଭୁବନେଶ୍ୱର,(ବ୍ୟୁରୋ)/ବାଲେଶ୍ୱର ଅଫିସ୍‌, ୯।୯:ନିଶା କାରବାରର ପେଣ୍ଠସ୍ଥଳ ପାଲଟିଥିବା ବାଲେଶ୍ୱରରୁ ପୁଣି କୋଟିଏରୁ ଅଧିକ ଟଙ୍କା ମୂଲ୍ୟର ବ୍ରାଉନସୁଗାର ଜବତ ହୋଇଛି। କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ(ଏସ୍‌ଟିଏଫ୍‌) ସହଦେବଖୁଣ୍ଟା ଆଦର୍ଶ ଥାନା ପୋଲିସ ସହାୟତାରେ ସ୍ଥାନୀୟ ଅରଡ଼ବଜାର ଅଞ୍ଚଳରେ ଚଢ଼ାଉ କରି ଜଣେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri