ମେଟ୍ରୋ

ଆଜି ସରୁଛି ଅର୍ଚ୍ଚନାଙ୍କ ରିମାଣ୍ଡ ତଥାପି ଖୋଲୁନାହାନ୍ତି ମୁହଁ

ଭୁବନେଶ୍ୱର,୧୨ା୧୨(ବ୍ୟୁରୋ): ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗଙ୍କ ୭ ଦିନିଆ ରିମାଣ୍ଡ ସୋମବାର ସରୁଛି। ମାତ୍ର ଅର୍ଚ୍ଚନା ଇଡିକୁ ସହଯୋଗ କରୁ ନ ଥିବାରୁ ତଦନ୍ତରେ ବାଧା ଉପୁଜୁଛି। ତେବେ କାହିଁକି ସେ ମୁହଁ ଖୋଲୁ ନାହାନ୍ତି ସେନେଇ ଅନେକ ପ୍ରଶ୍ନ ଉଙ୍କି…

ଆମିଷ ହାଟକୁ ଭୁଲିଗଲା ବିଏମ୍‌ସି

ଭୁବନେଶ୍ୱର, ୧୨।୧୨ (ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ପରିମଳ ବ୍ୟବସ୍ଥାକୁ ଦୃଢ କରିବା ପାଇଁ ବିଏମ୍‌ସି ବହୁ କୋଟି ଟଙ୍କା ଖର୍ଚ୍ଚ କରୁଥିବାବେଳେ ଏଥିରେ ସଫଳ ହୋଇପାରୁନାହିଁ। ବ୍ୟବସାୟିକ ଅଞ୍ଚଳରୁ ଅଳିଆ ଉଠାଇବା ପାଇଁ ୫୭ଟି ନୂତନ ସଫେଇ ଗାଡ଼ି ନିୟୋଜିତ କରିଥିବାବେଳେ…

ବ୍ୟାପୁଛି ଚର୍ମବିଣ୍ଡି, ୧୦ହଜାରରୁ ଊର୍ଦ୍ଧ୍ୱ ଗୋରୁ ଆକ୍ରାନ୍ତ

ଭୁବନେଶ୍ୱର,୧୨।୧୨(ବ୍ୟୁରୋ): ରାଜ୍ୟରେ ବର୍ତ୍ତମାନ କେତେକ ସ୍ଥାନରେ ଗୋରୁଙ୍କଠାରେ ଭୂତାଣୁଜନିତ ଚର୍ମବିଣ୍ଡି ରୋଗ ଦେଖାଯାଇଛି। ଏହା ବ୍ୟାପୁଥିବାରୁ ଚିନ୍ତା ବଢ଼ିଛି। ଏହି ରୋଗର ନିରାକରଣ ପାଇଁ ସରକାରଙ୍କ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି। ରାଜ୍ୟର ୫୪୧ ପ୍ରାଣୀ ଚିକିତ୍ସାଳୟ, ୩,୨୩୯ ପ୍ରାଣୀସମ୍ପଦ…

ମାର୍ଚ୍ଚ ସୁଦ୍ଧା ବରମୁଣ୍ଡା ଆଇଏସ୍‌ବିଟି

ଭୁବନେଶ୍ବର,୧୨ା୧୨(ବ୍ୟୁରୋ): ପାଖେଇ ଆସୁଛି ହକି ବିଶ୍ୱକପ୍‌। ଜାନୁୟାରୀରେ ଆୟୋଜିତ ହେବାକୁ ଥିବା ଏହି ଅନ୍ତର୍ଜାତୀୟ ପ୍ରତିଯୋଗିତାକୁ ସଫଳ କରିବା ପାଇଁ ରାଜ୍ୟ ସରକାର ଜୋର୍‌ସୋର୍‌ରେ ଚଳାଇଛନ୍ତି ପ୍ରସ୍ତୁତି। ଏହି ବିଶ୍ୱସ୍ତରୀୟ ଟୁର୍ନାମେଣ୍ଟରେ ଭୁବନେଶ୍ୱର ଫୋକ୍‌ସରେ ରହିବ। ତେଣୁ ରାଜଧାନୀକୁ ସୁସଜ୍ଜିତ କରାଯାଉଛି।…

ବିଗ୍‌ ବଜାର: ମିଳୁନି ସୁୁବିଧା

ଭୁବନେଶ୍ୱର, ୧୨।୧୨ (ବ୍ୟୁରୋ): କିଶୋର ବୟାନୀଙ୍କ ‘ଫ୍ୟୁଚର ଗ୍ରୁପ୍‌’ ଅଧୀନ ଦେଶର ସର୍ବବୃହତ୍‌ ହାଇପରମାର୍କେଟ ଚେନ୍‌ ‘ବିଗ୍‌ ବଜାର’ ଷ୍ଟୋରଗୁଡ଼ିକରେ ଏବେ ତାଲା ଝୁଲୁଛି। ବହୁ ଗ୍ରାହକ ବିଗ୍‌ ବଜାର ଷ୍ଟୋର ଥିବା ସ୍ଥାନକୁ ଯାଇ ଫେରି ଆସୁଛନ୍ତି। ପୂର୍ବରୁ ଶସ୍ତାରେ…

ପଦମ୍‌ପୁର ସୃଷ୍ଟି କଲା ଆଗୁଆ ନିର୍ବାଚନ ଉକ୍ତି

ଭୁବନେଶ୍ବର,୧୨ା୧୨(ବ୍ୟୁରୋ): ୨୦୦୪ ନିର୍ବାଚନ କଥା ଓଡ଼ିଶା ଲୋକମାନେ ଏପର୍ଯ୍ୟନ୍ତ ଭୁଲି ନାହାନ୍ତି। ଯେତେବେଳେ ୨୦୦୫ ମାର୍ଚ୍ଚରେ ଓଡ଼ିଶା ବିଧାନସଭା ନିର୍ବାଚନ ହେବାର ଥିଲା ସେତେବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୋଟିଏ ବର୍ଷର ମୁଖ୍ୟମନ୍ତ୍ରିତ୍ୱ ଛାଡିଦେଇ ୨୦୦୪ ମାର୍ଚ୍ଚରେ ଆଗୁଆ ନିର୍ବାଚନ କରିଦେଲେ।…

ଚକିତ କଲା ଦେଶୀ କୁକୁର ‘ଟମି’

‘ଓବିଡିଏନ୍ସ ଟ୍ରାଏଲ୍ସ’ ପ୍ରତିଯୋଗିତାରେ ପ୍ରଥମଥର ଭାଗ ନେଇଥିଲା ଏକ ଦେଶୀ କୁକୁର। ଦେଶୀ ହୋଇଥିଲେ ମଧ୍ୟ ସେ ଅନ୍ୟକୁକୁରଙ୍କଠାରୁ କୌଣସି ଗୁଣରେ କମ୍‌ ନ ଥିଲା। ଭୁବନେଶ୍ୱରର ଗୌରବ ଅଗ୍ରଓ୍ବାଲଙ୍କ ଏହି ଦେଶୀ କୁକୁର ‘ଟମି’ ନିଜ କୌଶଳ ଦେଖାଇ ସେ…

ଗୁମର ଖୋଲିବାକୁ କହୁଥିବା ଅର୍ଚ୍ଚନାଙ୍କ ପାଟି ଚୁପ୍‌

ଭୁବନେଶ୍ୱର, ୧୧।୧୨ (ବ୍ୟୁରୋ): ‘ମୋତେ ଫସାଇ ଦିଆଯାଇଛି। ପାଟି, ଆଖି, କାନ ବନ୍ଦ କରି ରଖାଯାଇଛି। ମୁଁ ମୁହଁ ଖୋଲିଲେ ରାଜ୍ୟ ଦୋହଲିଯିବ। ଇଡିକୁ ଅପେକ୍ଷା କରିଥିଲି, ଏବେ ମୁହଁ ଖୋଲିବାକୁ ସୁଯୋଗ ମିଳିବ। ମୋତେ ୩୦ ମିନିଟ୍‌ ଦିଆଯାଉ। ନେତା,…

ପୋଲିସ କର୍ମଚାରୀଙ୍କୁ କାମୁଡ଼ି ଯୁବକ ଗିରଫ

ଭୁବନେଶ୍ୱର, ୧୧।୧୨ (ବ୍ୟୁରୋ): ବିବାହ ଶୋଭାଯାତ୍ରା ଅନୁମତି ପତ୍ରର ନକଲ ମାଗିବାରୁ ପୋଲିସ କର୍ମଚାରୀଙ୍କୁ ଦୁର୍ବ୍ୟବହାର କରିବା ସହ କାମୁଡ଼ି ଦେବା ଅଭିଯୋଗରେ ଖାରବେଳ ନଗର ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ବଡ଼ଗଡ଼ ଥାନା ଅଞ୍ଚଳର…

ରାଜନୀତିକୁ ଆସୁଥିବା ମହିଳାଙ୍କୁ ଅସମ୍ମାନ ଶୋଭନୀୟ ନୁହେଁ: ବିଜେଡି

ଭୁବନେଶ୍ୱର,୧୧ା୧୨(ବ୍ୟୁରୋ): ପଦ୍ମପୁର ଉପନିର୍ବାଚନରେ ବିଜୟ ପରେ ମୁଖ୍ୟମନ୍ତ୍ରୀ ଉଲ୍ଲେଖ କରିଥିଲେ ଯେ ନିଜ ପିତାଙ୍କୁ ହରାଇଥିବା ଓଡ଼ିଆ ଆଦିବାସୀ ମହିଳା ବର୍ଷା ସିଂ ବରିହାଙ୍କ ବିରୋଧରେ ଓଡ଼ିଶା ଭାଜପା ନେତାମାନେ ଅପମାନଜନକ ମନ୍ତବ୍ୟ ଦେଇଛନ୍ତି। ରାଜନୀତିକୁ ଆସୁଥିବା ମହିଳାଙ୍କ ପ୍ରତି ଏଭଳି…

୪ ବର୍ଷ ୟୁଜି ପାଠ୍ୟକ୍ରମ ପରେ ଅନର୍ସ ଡିଗ୍ରୀ

ଭୁବନେଶ୍ୱର, ୧୧।୧୨(ବ୍ୟୁରୋ): ଏଣିକି ସ୍ନାତକରେ ଅନର୍ସ ଡିଗ୍ରୀ ପାଇଁ ୪ବର୍ଷ ପଢ଼ିବାକୁ ପଡ଼ିବ। ଏନେଇ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ(ୟୁଜିସି) ପକ୍ଷରୁ ଚିଠା ପ୍ରସ୍ତାବ ପ୍ରସ୍ତୁତ କରାଯାଇଛି। ନୂଆ ଚିଠା ନିୟମାବଳୀ ଅନୁଯାୟୀ, ୩ ବର୍ଷ ପରିବର୍ତ୍ତେ ୪ ବର୍ଷ ଅଣ୍ଡରଗ୍ରାଜୁଏଶନ (ୟୁଜି)…

ନିର୍ମାଣ ନିଗମକୁ ବୁଡ଼ାଇବେ ଅଧିକାରୀ

ଭୁବନେଶ୍ୱର,୧୧ା୧୨(ବ୍ୟୁରୋ): ସରକାରୀ ସଂସ୍ଥା ଓଡ଼ିଶା ନିର୍ମାଣ ନିଗମ ଲିମିଟେଡ(ଓସିସିଏଲ୍‌) ଡୁବିବାକୁ ବସିଲାଣି। ଦାୟିତ୍ୱରେ ଥିବା ଅଧିକାରୀ, କର୍ମଚାରୀ ମିଳିମିଶି ନିଗମକୁ ତଳିତଳାନ୍ତ କରିବାରେ ଲାଗିଛନ୍ତି। କେତେଜଣ ଅଧିକାରୀଙ୍କ ଦୁର୍ନୀତିଖୋର ମନୋଭାବ ଏହି ଲାଭଜନକ ସଂସ୍ଥାକୁ ଭିତରୁ ଖୋଳ କରିସାରିଲାଣି। ବିଭିନ୍ନ ପ୍ରକଳ୍ପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?