ଦକ୍ଷିଣ, ଉତ୍ତର ଓଡ଼ିଶାରେ ବେଶି ବର୍ଷିବ
ଭୁବନେଶ୍ୱର,୯ା୯(ବ୍ୟୁରୋ): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଗୁରୁବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ଘନୀଭୂତ ହେବ। ଏହା ପ୍ରଭାବରେ ଶୁକ୍ରବାର ରାତିରୁ ବର୍ଷା ଆରମ୍ଭ ହେବ। ୯ ଓ ୧୦ ରେ ଦକ୍ଷିଣ…
ସାଇ ଇଣ୍ଟରନ୍ୟାଶନାଲ୍ ସ୍କୁଲ ଛାତ୍ର ଏନ୍ଇଇଟି ଓଡ଼ିଶା ଟପ୍ପର
ଭୁବନେଶ୍ୱର, ୯।୯ (ବ୍ୟୁରୋ) : ଡାକ୍ତରୀ ପାଠ୍ୟକ୍ରମରେ ନାମଲେଖା ପାଇଁ ଅନୁଷ୍ଠିତ ପ୍ରବେଶିକା ପରୀକ୍ଷା ଏନ୍ଇଇଟି(ୟୁଜି)-୨୦୨୨ରେ ସାଇ ଇଣ୍ଟରନ୍ୟାଶନାଲ ସ୍କୁଲ ଛାତ୍ର ପ୍ରିୟ ସୋମଦତ୍ତ ନାୟକ ସର୍ବଭାରତୀୟ ସ୍ତରରେ ୩୯ତମ ର଼୍ୟାଙ୍କ ହାସଲ କରିବା ସହ ରାଜ୍ୟ ଟପ୍ପର ହୋଇଛନ୍ତି। ସେ…
ଧଉଳି ଶାନ୍ତିସ୍ତୂପକୁ ପୂରୁଛି ୫୦ ବର୍ଷ
ଭୁବନେଶ୍ୱର, ୯ା୯(ବ୍ୟୁରୋ):ରାଜଧାନୀ ଉପକଣ୍ଠ ଧଉଳି ପାହାଡ଼ରେ ପ୍ରତିଷ୍ଠିତ ବିଶ୍ୱବିଦିତ ଶାନ୍ତିସ୍ତୂପ ଏବଂ ବୌଦ୍ଧପୀଠ ଚଳିତ ବର୍ଷ ଅକ୍ଟୋବରରେ ୫୦ ବର୍ଷ ପୂରଣ କରୁଛି। ଏହାକୁ ସ୍ମରଣୀୟ କରିବା ନିମନ୍ତେ ଧଉଳି ଶାନ୍ତିସ୍ତୂପର ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ପାଳନ ପାଇଁ ରାଜ୍ୟ ସରକାରଙ୍କ…
ରାଜ୍ୟ ସମବାୟ ମନ୍ତ୍ରୀଙ୍କ ରାଷ୍ଟ୍ରୀୟ ସମ୍ମିଳନୀ
ଭୁବନେଶ୍ବର,୯ା୯(ବ୍ୟୁରୋ): ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନରେ ୨ ଦିନିଆ ରାଜ୍ୟ ସମବାୟ ମନ୍ତ୍ରୀମାନଙ୍କ ରାଷ୍ଟ୍ର୍ରୀୟ ସମ୍ମିଳନୀ ଅନୁଷ୍ଠିତ ହୋଇଛି। ଏଥିରେ ଓଡ଼ିଶାର ସମବାୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଯୋଗ ଦେଇ ସମବାୟ ବ୍ୟାଙ୍କ, ଚାଷୀ…
ଓଡ଼ିଶାରେ ଖୁବ୍ଶୀଘ୍ର ଆଇଟିଏମ୍ଏସ୍
ଭୁବନେଶ୍ୱର,୯ା୯(ବ୍ୟୁରୋ): ରାଜ୍ୟରେ ଖୁବ୍ଶୀଘ୍ର ଆରମ୍ଭ ହେବ ଅନ୍ଲାଇନ ମନ୍ଦିର ଦର୍ଶନ। ଏଥିପାଇଁ ରାଜ୍ୟ ସରକାର କର୍ନାଟକ ଓ ତାମିଲନାଡୁ ଭଳି ସମନ୍ବିତ ମନ୍ଦିର ପରିଚାଳନା ବ୍ୟବସ୍ଥା (ଆଇଟିଏମ୍ଏସ୍) ପ୍ରଚଳନ କରିବେ। ଏଥିପାଇଁ ଏକ ଓ୍ବେବ୍ପୋର୍ଟାଲ ଓ୍ବାନ-ଷ୍ଟପ୍-ସପ୍ ବିକାଶ କରାଯିବ। ଆଇଟିଏମ୍ଏସ୍ ଜରିଆରେ…
କିସ୍କୁ ବିଶ୍ୱର ଶ୍ରେଷ୍ଠ ସାକ୍ଷରତା ସମ୍ମାନ
ଭୁବନେଶ୍ୱର, ୯ା୯(ବ୍ୟୁରୋ):ଆନ୍ତର୍ଜାତିକ ସାକ୍ଷରତା ଦିବସ ପାଳନ ଅବସରରେ ଭୁବନେଶ୍ୱରସ୍ଥିତ କଳିଙ୍ଗ ଇନଷ୍ଟିଚ୍ୟୁଟ ଅଫ୍ ସୋସିଆଲ ସାଇନ୍ସ(କିସ୍)କୁ ମିଳିଛି ବିଶ୍ୱର ଶ୍ରେଷ୍ଠ ଶିକ୍ଷା ସମ୍ମାନ। ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ନିମନ୍ତେ ଜାତିସଂଘ ପକ୍ଷରୁ କିସ୍କୁ ସମ୍ମାନଜନକ ୟୁନେସ୍କୋ କିଙ୍ଗ୍ ସିଜଙ୍ଗ୍ ଇଣ୍ଟରନ୍ୟାଶନାଲ…
ଏଣିକି ଲିଙ୍ଗରାଜଙ୍କ ପୂଜା, ପ୍ରସାଦ ପାଇଁ ହେବ ଅନଲାଇନ ବୁକିଂ
ଭୁବନେଶ୍ୱର,୮।୯(ବ୍ୟୁରୋ): ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିରରେ ଅନଲାଇନ୍ ସମନ୍ବିତି ମନ୍ଦିର ପରିଚାଳନା ବ୍ୟବସ୍ଥା ବା ଆଇଟିଏମଏସ ଲାଗୁ ହେବ । ଏପରି ହେଲେ ଭକ୍ତ ଦର୍ଶନ, ପୂଜା କିମ୍ବା ପ୍ରସାଦ ପାଇଁ ଅନ୍ଲାଇନରେ ବୁକିଂ କରିପାରିବେ। ଏ ନେଇ ଓଡ଼ିଆ ଭାଷା, ସାହିତ୍ୟ…
ସୃଷ୍ଟି ହେଲା ଲଘୁଚାପ: ୯ରୁ ପ୍ରବଳ ବର୍ଷା!
ଭୁବନେଶ୍ୱର, ୮।୯(ବ୍ୟୁରୋ): ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ପଶ୍ଚିମ-କେନ୍ଦ୍ରୀୟ ତତସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଆଗାମୀ ୪୮ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ପଶ୍ଚିମ-କେନ୍ଦ୍ରୀୟ ତତସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ପାର୍ଶବର୍ତ୍ତୀ ଉତ୍ତର ଆନ୍ଧ୍ର ଏବଂ ଦକ୍ଷିଣ…
ବିଟେକ୍ ଛାତ୍ରୀଙ୍କ ଆତ୍ମହତ୍ୟା
ଭୁବନେଶ୍ୱର,୮।୯ (ବ୍ୟୁରୋ): ଚନ୍ଦ୍ରଶେଖରପୁର ଥାନା ଅନ୍ତର୍ଗତ ରେଳବିହାରରେ ଜଣେ ବିଟେକ୍ ଛାତ୍ରୀ ଫ୍ୟାନ୍ରେ ଓଢ଼ଣି ଦ୍ୱାରା ଝୁଲି ଆତ୍ମହତ୍ୟା କରିଛନ୍ତି। ମୃତା ଛାତ୍ରୀ ହେଲେ ଆର.ଏନ୍.ନିୟତି ନାୟକ(୨୪)। ପୋଲିସ ମୃତଦେହ ଜବତ କରି କ୍ୟାପିଟାଲ ହସ୍ପିଟାଲକୁ ପଠାଇବା ସହ ଏକ ଅପମୃତ୍ୟୁ…
ଟ୍ରେନ୍ରେ ଦେବଦୂତ ସାଜିଲେ ଓଡ଼ିଆ ଡାକ୍ତର
ଭୁବନେଶ୍ୱର, ୮।୯(ବ୍ୟୁରୋ): ଟ୍ରେନ୍ରେ ଜଣେ ମହିଳା ଯାତ୍ରୀ ପ୍ରସବ ଯନ୍ତ୍ରଣାରେ ଛଟପଟ ହେଉଥିବାବେଳେ ଦେବଦୂତ ସାଜିଥିଲେ ଓଡ଼ିଆ ଡାକ୍ତର। ବିନା ସରଞ୍ଜାମରେ ତାଙ୍କର ସଫଳ ତଥା ନିରାପଦ ପ୍ରସବ କରାଇ ଏବେ ସେ ଚର୍ଚ୍ଚାରେ। ମହିଳାଙ୍କର ଏକ କନ୍ୟା ସନ୍ତାନ ହୋଇଥିବାବେଳେ…
ଏଥର ଆକର୍ଷଣ ସାଜିବ ଅକ୍ଷରଧାମ ମନ୍ଦିର
ଭୁବନେଶ୍ୱର,୮।୯(ବ୍ୟୁରୋ): ୩୦ବର୍ଷରେ ପହଞ୍ଚତ୍ଛି ରସୁଲଗଡ଼ ଦୁର୍ଗାପୂଜା। ୧୯୯୨ରେ ୧୦ରୁ ୧୫ ହଜାର ଟଙ୍କା ମଧ୍ୟରେ ଆରମ୍ଭ ହୋଇଥିବା ପୂଜା ୨୦୧୯ରେ ସର୍ବାଧିକ ୮୦ଲକ୍ଷ ଟଙ୍କାରେ ପହଞ୍ଚତ୍ଥିଲା। ତେବେ କୋଭିଡ୍ ପରିସ୍ଥିତି ପାଇଁ ଆର୍ଥିକ ସ୍ଥିତି ପ୍ରଭାବିତ ହୋଇଥିବାରୁ ଚଳିତ ବର୍ଷ ପୂଜା…
ସମୂହ ବାଦ୍ୟ ଧ୍ୱନି, ଦର୍ଶକଙ୍କ ତାଳିରେ କମ୍ପିଲା ମଞ୍ଚ
ଭୁବନେଶ୍ୱର,୮।୯(ବ୍ୟୁରୋ): ବାଦ୍ୟଯନ୍ତ୍ର ସମୂହର ସୁମଧୁର ଧ୍ୱନିରେ ପ୍ରକମ୍ପିତ ହୋଇଉଠିଥିଲା ପୂରା ମଞ୍ଚ। ଝୁମି ଉଠିଥିଲେ ଶ୍ରୋତା, ଦର୍ଶକ ଓ ଅତିଥି। ଅବସର ଥିଲା ରବୀନ୍ଦ୍ର ମଣ୍ଡପରେ ଚାଲିଥିବା ୨୮ତମ ଓଏମ୍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ତୃତୀୟ ସନ୍ଧ୍ୟା। ବାଦ୍ୟ…
Archives


