ମେଟ୍ରୋ

ଭେଣ୍ଟିଲେଟରରୁ ବାହାରିଲେ ଅଭିଜିତ ମୁଜୁମଦାର

ଭୁବନେଶ୍ୱର,୨୫।୧୦: ଧିରେ ଧିରେ ସୁସ୍ଥ ହେଉଛନ୍ତି ଅଭିଜିତ ମୁଜୁମଦାର୍‌। ସେ ଭେଣ୍ଟିଲେଟରରୁ ବାହାରିଛନ୍ତି। ହେଲେଏବେବି କୋମାରେ ସଙ୍ଗୀତ ଅଛନ୍ତି । । ଗୁରୁତର ହୋଇ ଭୁବନେଶ୍ବର ଏମ୍ସ ଭେଣ୍ଟିଲେଟରରେ ଥିଲେ । ଅଭିଜିତଙ୍କ ମସ୍ତିସ୍କ ଏବେ ବି କାମ କରୁନି ।…

ଭୀଷଣ ବାତ୍ୟାର ରୂପ ନେବ ‘ମୋନ୍ଥା’: ସ୍ପଷ୍ଟ ହେଲା ଏଇଠି କରିବ ଲ୍ୟାଣ୍ଡ୍‌ଫଲ

ଭୁବନେଶ୍ୱର,୨୫ା୧୦: ଆସନ୍ତା ୨୮ ତାରିଖ ସନ୍ଧ୍ୟା ଅର୍ଥାତ୍‌ ମଙ୍ଗଳବାର ପରେ ଆନ୍ଧ୍ର କାକିନଡ଼ା ପାଖରେ ବାତ୍ୟା ଲ୍ୟାଣ୍ଡ୍‌ଫଲ କରିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି। ତେବେ ବାତ୍ୟା ‘ମୋନ୍ଥା’ ମଛଲିପଟ୍ଟନମ ଓ କଳିଙ୍ଗପଟ୍ଟନମ ଭିତରେ…

ବାତ୍ୟା ସମୀକ୍ଷା ବୈଠକ ପରେ ମନ୍ତ୍ରୀଙ୍କ ବଡ଼ ସୂଚନା: ଏହି ୧୫ ଜିଲା ହୋଇପାରେ ପ୍ରଭାବିତ

ଭୁବନେଶ୍ୱର,୨୫।୧୦: ଶନିବାର ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ବାତ୍ୟା ସମୀକ୍ଷା କରିଛନ୍ତି। ମନ୍ତ୍ରୀ କହିଛନ୍ତି, ପ୍ରାୟ ୧୫ ଜିଲା ପ୍ରଭାବିତ ହେବାର ଆଶଙ୍କା ରହିଛି। ବିଶେଷକରି ଦକ୍ଷିଣାଞ୍ଚଳ ଓ ଉପକୂଳ ଜିଲ୍ଲାରେ ପ୍ରଭାବ ପଡ଼ିପାରେ।ଯଦି ବି ବାତ୍ୟା ଦିଗ ପରିବର୍ତ୍ତନ କରେ…

ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ବୈଠକ କଲେ ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର,୨୫ା୧୦: ବଙ୍ଗୋପସାଗରରେ ଆସୁଛି ବାତ୍ୟା। ଏହାର ନାମ ଥାଇ ଭାଷାରେ ‘ମୋନ୍ଥା’। ଇତିମଧ୍ୟରେ ଶୁକ୍ରବାର ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବାବେଳେ ଏହା ପଶ୍ଚିମ, ଉତ୍ତର-ପଶ୍ଚିମ ଦିଗକୁ ୩ କି.ମି. ବେଗରେ ଗତି କରୁଛି। ଶନିବାର ସୁଦ୍ଧା ଏହା…

ଆସୁଛି ବାତ୍ୟା ମୋନ୍ଥା! ପାରାଦୀପରେ ସତର୍କ ସୂଚନା, ୨୯ ତାରିଖ ଯାଏ…

ଭୁବନେଶ୍ୱର,୨୫।୧୦: ଭୀଷଣ ବାତ୍ୟା ‘ମୋନ୍ଥା’ ପାଇଁ ପାରାଦୀପରେ ସତର୍କ ସୂଚନା ଜାରି କରାଯାଇଛି। ମାଇକ ଦାରା ସତର୍କ କରାଇଲେ ମତ୍ସ୍ୟ ବିଭାଗ ଓ ସାମୁଦ୍ରିକ ପୋଲିସ। ନେହରୁବଙ୍ଗଳା ଫିସିଂ ହାର୍ବର, ଅଠରବାଙ୍କି, ଷଣ୍ଢକୁଦରେ ପ୍ରଚାର ଯୋଗେ ସତର୍କ କରାଯାଇଛି। ନୂଆବଜାର, ଚୌମୁହାଣି…

ସୃଷ୍ଟି ହେଲା ଅବପାତ: ଏହି ସବୁ ଜିଲାରେ ପ୍ରବଳ ବର୍ଷିବ, ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୨୫।୧୦: ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଅବପାତ ସୃଷ୍ଟି ହୋଇଛି। ଘନୀଭୂତ ହୋଇ କାଲି ଗଭୀର ଅବପାତର ରୂପ ନେବ।୨୭ ତାରିଖ ସକାଳେ ବାତ୍ୟାର ରୂପ ନେବ ବୋଲି ଜଣାପଡିଛି। ଶୁକ୍ରବାର ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବାବେଳେ ଏହା…

ଆଜି ରାଜ୍ୟ କ୍ୟାବିନେଟ୍‌: ୭ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୨୫ା୧୦(ସୁନିତ୍‌ ମିଶ୍ର): ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‌ ବୈଠକ ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲା କନ୍‌ଫରେନ୍ସ ହଲ୍‌ଠାରେ ଅପରାହ୍ନ ୫ଟା ସମୟରେ ହେବାକୁ ଥିବା ଏହି ବୈଠକରେ ୭ଟି ପ୍ରସ୍ତାବ…

ଆସୁଛି ବାତ୍ୟା, ଜାଣନ୍ତୁ ଓଡ଼ିଶାରେ କ’ଣ ରହିବ ପ୍ରଭାବ

ଭୁବନେଶ୍ୱର, ୨୫ା୧୦(ବନ୍ଦନା ସେଠୀ):ବଙ୍ଗୋପସାଗରରେ ଆସୁଛି ବାତ୍ୟା। ଏହାର ନାମ ଥାଇ ଭାଷାରେ ‘ମୋନ୍ଥା’। ଇତିମଧ୍ୟରେ ଶୁକ୍ରବାର ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବାବେଳେ ଏହା ପଶ୍ଚିମ, ଉତ୍ତର-ପଶ୍ଚିମ ଦିଗକୁ ୩ କି.ମି. ବେଗରେ ଗତି କରୁଛି। ଶନିବାର ସୁଦ୍ଧା…

ରାଜ୍ୟ ସରକାରଙ୍କ ବଡ଼ଘେୋଷଣୋ: ରାଜ୍ୟରେ ଖାଲିପଡ଼ିଥିବା ୪୨୧୯ କନଷ୍ଟେବଳ ପଦ ସିଧାସଳଖ ପୂରଣ ହେବ

ଭୁବନେଶ୍ୱର,୨୪ା୧୦(ରବିନାରାୟଣ ଜେନା): ରାଜ୍ୟରେ ଖାଲି ପଡ଼ିଥିବା ୪୨୧୯ କନଷ୍ଟେବଲ ପଦକୁ ସିଧାସଳଖ ପୂରଣ କରାଯିବ ବୋଲି ଗୃହ ବିଭାଗ ପକ୍ଷରୁ କୁହାଯାଇଛି। ଶୁକ୍ରବାର ଏ ସଂକ୍ରାନ୍ତରେ ଗୃହବିଭାଗ ଉପସଚିବ ତରୁଣ କୁମାର ପଣ୍ଡା ପୋଲିସ ମହାନିର୍ଦ୍ଦେଶକ ଏବଂ ଆଇଜିଙ୍କୁ ପତ୍ର ଲେଖି…

ପୁରୀରେ ଗଣବଳାତ୍କାର! ଦାଦା-ଭାଇ ମିଶି କଲେ…

ପୁରୀ,୨୪।୧୦: ପୁରୀରୁ ଆସିଲା ବଡ଼ ଖବର। ଘରେ ପଶି ନାବାଳିକାକୁ ଗଣବଳାତ୍କାର! ଏନେଇ ଚନ୍ଦନପୁର ଥାନା ଅଞ୍ଚଳରେ ଅଭିଯୋଗ ହୋଇଛି। କାଳୀପୂଜା ଭସାଣି ଦିନ ଏପରି ବର୍ବର କାଣ୍ଡ ଘଟିଥିବା ସୂଚନା ମିଳିଛି। ସୂଚନାନୁସାରେ ନିଜ ସଂପର୍କୀୟ ଭାଇ ଓ ଦାଦା…

ମାଡ଼ି ଆସୁଛି ବାତ୍ୟା ମୋନ୍ଥା, ନାଁ ପଛର କାରଣ ଜାଣିଲେ ହେବେ ତାଜୁବ

ଭୁବନେଶ୍ୱର,୨୪।୧୦: ଭାରତୀୟ ପାଣିପାଗ ବିଭାଗ ଅନୁମାନ କରିଛି ଯେ ସମ୍ଭାବ୍ୟ ବାତ୍ୟା ୨୭ ସକାଳେ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ । ବଙ୍ଗୋପସାଗରରେ ଆସୁଛି ବାତ୍ୟା । ୨୭ ସକାଳେ ବାତ୍ୟାର ରୂପ ନେବ ଲଘୁଚାପ । ସ୍ପଷ୍ଟ କଲା ଭାରତୀୟ ପାଣିପାଗ…

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଆଳୁ, ଡାଲିରେ ହେବ ଓଡ଼ିଶା ଆତ୍ମନିର୍ଭର

ଭୁବନେଶ୍ୱର,୨୪।୧୦: ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ ଶୁକ୍ରବାର ଏକ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି। ରାଜ୍ୟରେ କୃଷି ବିଭାଗ ପକ୍ଷରୁ ରବି କ୍ୟାମ୍ପେନ ଆରମ୍ଭ ହୋଇଥିବା ସେ କହିଛନ୍ତି। ଡାଲି ଏବଂ ତୈଳବିଜ ଚାଷ ପାଇଁ ରବି କ୍ୟାମ୍ପେନ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଏହା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri