ମେଟ୍ରୋ

ନିଟ୍‌ ରେଜଲ୍ଟ ପ୍ରକାଶ: ରାଜସ୍ଥାନ ଝିଅ ତନିସ୍କା ଅଲ୍‌ ଇଣ୍ଡିଆ ଟପ୍ପର, ଓଡ଼ିଶା ଟପ୍ପର ପ୍ରିୟ ସୋମଦତ୍ତ

ନୂଆଦିଲ୍ଲୀ/ଭୁବନେଶ୍ୱର,୮ା୯(ବ୍ୟୁରୋ): ଡାକ୍ତରୀ ପାଠ୍ୟକ୍ରମରେ ନାମଲେଖା ପାଇଁ ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି(ଏନ୍‌ଟିଏ) ଦ୍ୱାରା ପରିଚାଳିତ ଏନ୍‌ଇଇଟି(ୟୁଜି)-୨୦୨୨ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ଦେଶରେ ମୋଟ ୧୭,୬୪,୫୭୧ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିବାବେଳେ ୯,୯୩,୦୬୯ଜଣ ଉତ୍ତୀର୍ଣ୍ଣ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ୫,୬୩,୯୦୨ଜଣ ଛାତ୍ରୀ ଥିବାବେଳେ…

ବନ୍ୟାରେ ୧୪,୨୩୫ ଘର ନଷ୍ଟ, ୨୪ ଜିଲା ପ୍ରଭାବିତ

ଭୁବନେଶ୍ୱର,୮ା୯(ବ୍ୟୁରୋ): ଗତ ମାସ ଦ୍ୱିତୀୟ ଓ ତୃତୀୟ ସପ୍ତାହରେ ହୋଇଥିବା ବନ୍ୟା ଏବଂ ଲଘୁଚାପଜନିତ ପ୍ରବଳ ବର୍ଷା ଯୋଗୁ ରାଜ୍ୟର ୨୪ ଜିଲା ପ୍ରଭାବିତ ହୋଇଛି। ୧,୨୬,୧୬୨ ହେକ୍ଟର ଚାଷଜମିର ୩୩ ପ୍ରତିଶତରୁ ଊର୍ଦ୍ଧ୍ୱ ଫସଲ ହାନି ହୋଇଛି। ୧୪,୨୩୫ ବାସଗୃହ…

ରାଜ୍ୟରେ ଚିହ୍ନଟ ହେଲେ ଆଉ ୨୬୯ ଆକ୍ରାନ୍ତ

ଭୁବନେଶ୍ୱର,୮।୯(ବ୍ୟୁରୋ): ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୬୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୫୯ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୧୧୨ ଲୋକାଲ କେସ୍‌ ରହିଛି। ଏହାଛଡ଼ା ୧୮ ବର୍ଷ ମଧ୍ୟରେ ୪୮ ଆକ୍ରାନ୍ତ ରହିଥିବା ନେଇ ରାଜ୍ୟ ସୂଚନା…

ବଢ଼ିଲା ବିଧାୟକଙ୍କ ସ୍ବାସ୍ଥ୍ୟବୀମା, ଏଣିକି ମିଳିବ ୧୦ ଲକ୍ଷ ଟଙ୍କାର ସୁବିଧା

ଭୁବନେଶ୍ୱର,୭।୯(ବ୍ୟୁରୋ): ରାଜ୍ୟର ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବାର୍ଷିକ ସ୍ବାସ୍ଥ୍ୟବୀମା ପରିମାଣକୁ ୧୦ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି । ଏହାକୁ ନେଇ ବାରମ୍ବାର ଦାବି ହେଉଥିବା ବେଳେ ଅର୍ଥ ବିଭାଗ ଏହି ପ୍ରସ୍ତାବ ଉପରେ ମୋହର ମାରିଛି। ଏହାପରେ ପ୍ରତ୍ୟେକ ବିଧାୟକ,…

ହାଇକୋର୍ଟରୁ ଆବେଦନ ପ୍ରତ୍ୟାହାର କଲେ ବର୍ଷା

କଟକ ଅଫିସ,୭ା୯: ଅଭିନେତା ତଥା ଏମ୍‌ପି ଅନୁଭବ ମହାନ୍ତି ଏବଂ ତାଙ୍କ ସ୍ତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ପାରିବାରିକ ବିବାଦ ମାମଲାରେ ବୁଧବାର ହାଇକୋର୍ଟରୁ ଆବେଦନ ପ୍ରତ୍ୟାହାର କରି ନେଇଛନ୍ତି ବର୍ଷା। କଟକ ପାରିବାରିକ ଅଦାଲତଙ୍କ ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ ଦାୟର…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୯୯ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୭ା୯(ବ୍ୟୁରୋ): ରାଜ୍ୟରୁ ବୁଧବାର ଆଉ ୧୯୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୩,୧୮,୫୫୦ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୭।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକ ହେଲେ କଟକ ଜିଲାର ୭୨ ବର୍ଷିୟ ବ୍ୟକ୍ତି। ଅନ୍ୟପଟେ ରାଜ୍ୟରେ ୩୨୮ କରୋନା…

ଆଜି ରାଜ୍ୟରେ ୩୨୮ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୭।୯(ବ୍ୟୁରୋ): ରାଜ୍ୟରେ ବୁଧବାର ୩୨୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟର ୭୪ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତ ମଧ୍ୟରୁ ୧୯୨ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୩୬ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା…

୨୪ଘଣ୍ଟାରେ ଘୂର୍ଣ୍ଣିବଳୟ

ଭୁବନେଶ୍ୱର,୭।୯(ବ୍ୟୁରୋ): ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ୨୪ଘଣ୍ଟା ମଧ୍ୟରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ଏହାର ପରବର୍ତ୍ତୀ ୪୮ଘଣ୍ଟା ମଧ୍ୟରେ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହା ପ୍ରଭାବରେ ୮ରୁ…

ହାରିଥିବା ଲୋକ ସଭା, ବିଧାନସଭା ଆସନ ଉପରେ ଭାଜପାର ଫୋକସ

ଭୁବନେଶ୍ବର,୭।୯(ବ୍ୟୁରୋ): ଭାଜପା ରାଜ୍ୟ ପ୍ରଭାରୀ ସୁନୀଲ ବଂଶଲ ତାଙ୍କ ୨ଦିନିଆ ଓଡ଼ିଶା ଗସ୍ତ ଶେଷକରି ଫେରିଯାଇଛନ୍ତି। ତାଙ୍କ ଗସ୍ତ ଶେଷ ପୂର୍ବରୁ ସେ ଦଳର ରାଜ୍ୟ ସଭାପତି, ପଦାଧିକାରୀ, ମୋର୍ଚ୍ଚା ସଭାପତି ଏବଂ ବରିଷ୍ଠ ନେତାମାନଙ୍କ ସହ ଦୀର୍ଘ ସମୟ ଆଲୋଚନା…

କିଣା ଆଓ୍ବାର୍ଡ: ଭାଜପା

ଭୁବନେଶ୍ବର,୭।୯(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ ମିଳିବା ପରେ ସେ ଭୁବନେଶ୍ୱର ଫେରିଛନ୍ତି। ତାଙ୍କୁ ସ୍ବାଗତ କରିବା ଲାଗି ହଜାର ହଜାର ସଂଖ୍ୟାରେ ବିଜେଡି କର୍ମୀ ଭୁବନେଶ୍ୱରରେ ଛାଉଣି ହୋଇଯାଇଛନ୍ତି। ହେଲେ ଏହାକୁ କଡ଼ା ଭାଷାରେ ବିରୋଧୀ ସମାଲୋଚନା…

ଅସମ୍ଭାଳ ଭିଡ଼, ଲୋକେ ହଇରାଣ

ଭୁବନେଶ୍ୱର,୭।୯(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନୂଆଦିଲ୍ଲୀଠାରେ କ୍ୟାପିଟାଲ ଫାଉଣ୍ଡେଶନ ସୋସାଇଟି ପକ୍ଷରୁ ଜୀବନବ୍ୟାପୀ ସାଧନା ପୁରସ୍କାର ଗ୍ରହଣ କରି ମଙ୍ଗଳବାର ଓଡ଼ିଶା ଫେରିବା ପରେ ତାଙ୍କୁ ବିଜେଡି ପକ୍ଷରୁ ବିପୁଳ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଛି। ଏଥିପାଇଁ ରାଜଧାନୀ ଭୁବନେଶ୍ୱରରେ ବଡ଼ଧରଣର ସମ୍ବର୍ଦ୍ଧନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri