ମେଟ୍ରୋ

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଅଭିନେତା ଆର୍‌.ମାଧବନ

ଭୁବନେଶ୍ୱର,୨୧ା୭(ବ୍ୟୁରୋ): ବଲିଉଡ୍‌ ଓ ସାଉଥ ଫିଲ୍ମ ଦୁନିଆର ପ୍ରସିଦ୍ଧ ଅଭିନେତା ଆର. ମାଧବନ ଏବଂ ତାଙ୍କ ପରିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ବୁଧବାର ଭେଟିଥିଲେ। ଏହି ସାକ୍ଷାତ ସମୟରେ ମାଧବନ ମୁଖ୍ୟମନ୍ତ୍ରୀଙ୍କୁ ଖୁବ୍‌ ପ୍ରଶଂସା କରିଥିଲେ। ନବୀନ ମଧ୍ୟ ମାଧବନଙ୍କ...

ଓଟିଡିସି ମ୍ୟାନେଜର ଗିରଫ

ଭୁବନେଶ୍ୱର,୨୧ା୭(ବ୍ୟୁରୋ): ଭୁବନେଶ୍ୱର ହୋଟେଲ ‘ନିମନ୍ତ୍ରଣ’ରେ ଅର୍ଥ ହେରଫେର ଅଭିଯୋଗରେ ଓଟିଡିସି ମ୍ୟାନେଜର ଓ ଠିକା କର୍ମଚାରୀ ଗିରଫ ହୋଇଛନ୍ତି। ମ୍ୟାନେଜର ରାଜ ଅର୍ଦ୍ଧେନ୍ଦୁ ଶେଖର ମହାନ୍ତି ଓ ଠିକା କର୍ମଚାରୀ ସୁନୀଲ ଘଡ଼େଇ ୬ ମାସରେ ୧୭ ଲକ୍ଷ ୫୦...

୨୧ଶହ ବିଦ୍ୟାଳୟରେ ଜଣେ ଲେଖାଏ ଶିକ୍ଷକ

ଭୁବନେଶ୍ୱର, ୨୧।୭(ବ୍ୟୁରୋ): ରାଜ୍ୟରେ ପ୍ରାଥମିକ ଶିକ୍ଷାକୁ ଗୁରୁତ୍ୱ ଦିଆଯାଉଥିବା ସରକାର କହୁଛନ୍ତି। ଏପରି କି ବିଦ୍ୟାଳୟକୁ ରୂପାନ୍ତରଣ କାର୍ଯ୍ୟକ୍ରମରେ ସାମିଲ କରାଯାଇ ଉନ୍ନତ ଏବଂ ଶୈକ୍ଷିକ ବାତାବରଣ ସୃଷ୍ଟି କରାଯାଉଛି। ଭିତ୍ତିଭୂମି ବିକାଶ ସହ ଆଧୁନିକୀକରଣ କରାଯାଉଛି। ହେଲେ ଶିକ୍ଷକ...

ପରଲୋକରେ ଟେଲି ଅଭିନେତ୍ରୀ ରାଜେଶ୍ୱରୀ

ଭୁବନେଶ୍ୱର,୨୧।୭(ବ୍ୟୁରୋ): ପରଲୋକରେ ଓଡ଼ିଆ ଟେଲି ଅଭିନେତ୍ରୀ ରାଜେଶ୍ୱରୀ ରାୟ ମହାପାତ୍ର। ବୁଧବାର ବିଳମ୍ବିତ ରାତିରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ୨୦୧୯ରେ ମସ୍କିଷ୍କ ଏବଂ ଫୁସ୍‌ଫୁସ୍‌ କ୍ୟାନ୍‌ସରରେ ପୀଡ଼ିତ ଥିବା ନେଇ ରାଜେଶ୍ୱରୀ...

ଡରାଇଲାଣି କରୋନା: ଚିହ୍ନଟ ହେଲେ ଆଉ ୧୧୯୬ ଆକ୍ରାନ୍ତ

ଭୁବନେଶ୍ୱର,୨୧।୭(ବ୍ୟୁରୋ): ବେଳକୁ ବେଳ କାୟା ବିସ୍ତାର କରୁଛି କରୋନା। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧୯୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୯୯ ଜଣ କ୍ୱାରେଣ୍ଟାଇନ୍‌ରୁ ଥିବା ବେଳେ ୪୯୭ ଲୋକାଲ୍‌...

୨୦ ବ୍ଲକରେ ଡିଗ୍ରୀ କଲେଜ ନାହିଁ

ଭୁବନେଶ୍ୱର, ୨୦।୭(ବ୍ୟୁରୋ) – ରାଜ୍ୟର ୧୦ଟି ଜିଲାର ୨୦ ବ୍ଲକରେ ଡିଗ୍ରୀ କଲେଜ ନାହିଁ ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ ସୂଚନା ଦେଇଛନ୍ତି। ରାଜ୍ୟରେ କେଉଁ କେଉଁ ସ୍ଥାନରେ ଡିଗ୍ରୀ କଲେଜ ଓ କେତେ ପିଲା ପଢ଼ୁଛନ୍ତି ଏବଂ...

ରାଜ୍ୟରୁ ସୁସ୍ଥ ହେଲେ ଆଉ ୮୦୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୦ା୭(ବ୍ୟୁରୋ): ରାଜ୍ୟରୁ ଆଉ ୮୦୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୮୬,୯୧୫ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା...

ରାଜଧାନୀରେ ଟିକାକରଣ କେନ୍ଦ୍ର ସଂଖ୍ୟା ବଢ଼ିଲା

ଭୁବନେଶ୍ୱର,୨୦।୭(ବ୍ୟୁରୋ): ଦିନକୁ ଦିନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ବୁଷ୍ଟର ଅଥବା ପ୍ରିକସନ୍‌ ଡୋଜ୍‌ ଦେବା ପ୍ରକ୍ରିୟାକୁ ତ୍ୱରାନ୍ବିତ କରାଯାଉଛି। ଏହି କ୍ରମରେ ଭୁବନେଶ୍ୱରରେ ଟିକାକରଣ କେନ୍ଦ୍ର ସଂଖ୍ୟା ବୃଦ୍ଧି ପାଇଛି।...

ପୋଷ୍ଟର ମୁକ୍ତ ହେବ ରାଜଧାନୀ ଭୁବନେଶ୍ୱର

ଭୁବନେଶ୍ୱର,୨୦।୭(ବ୍ୟୁରୋ): ଏଣିକି ରାଜଧାନୀ ରାସ୍ତାପାର୍ଶ୍ୱ କାନ୍ଥରେ ପୋଷ୍ଟର ଲଗାଇବା ମନା। ଯଦି କେହି ଏପରି କରେ ତେବେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏନେଇ ଟୁଇଟ୍‌ ଯୋଗେ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ସୂଚନା ଦିଆଯାଇଛି । ପ୍ରଥମ...

‘କାଶୀପୁରରେ ସୁଧୁରୁଛି ସ୍ଥିତି’

ଭୁବନେଶ୍ୱର,୨୦।୭(ବ୍ୟୁରୋ): ରାୟଗଡ଼ାଜିଲା କାଶୀପୁରରେ ପାଣି ଉତ୍ସରୁ ସଂକ୍ରମଣ ହୋଇଛି । ସେଠାରେ ଭିବ୍ରିଓ କଲେରା ବ୍ୟାକ୍ଟେରିଆର ସଂକ୍ରମଣ ଥିବା ଜଣାପଡିଛି । ଯେହେତୁ ସାଧାରଣ ପାଣି ସୋର୍ସ ଥିଲା, ପାଖପାଖି ସ୍ଥାନକୁ ଏହା ଆକ୍ରାନ୍ତ କରିଛି । ପ୍ରଥମେ ଅବସ୍ଥା...

ସାପ ହେଲେ ବି ମା’: ଭୋକରେ ମରିଗଲା, ହେଲେ ଛୁଆଙ୍କୁ ଖାଇଲାନି

ଭୁବନେଶ୍ୱର,୨୦।୭(ବ୍ୟୁରୋ): ଛୁଆ ପାଇଁ ମା’ ସବୁକିଛି। ଛୁଆଙ୍କ ପାଇଁ ସେ ତା ଜୀବନ ଦେବାକୁ ମଧ୍ୟ ପଛାଏ ନାହିଁ। ନିଜେ ମା’ର ପରିଚୟ ସୃଷ୍ଟି କରିଛି ନାଗୁଣି। ଛୁଆଙ୍କୁ ଜଗି ଜଗି ନିଜେ ଭୋକରେ ଜୀବନ ହାରିଲା ପଛେ, ହେଲେ...

ଗୁରୁବାର ପ୍ରକାଶ ପାଇବ ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷା ଫଳ

ନୂଆଦିଲ୍ଲୀ,ଭୁବନେଶ୍ୱର,୨୦।୭(ବ୍ୟୁରୋ): ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷା ଫଳ ଗୁରୁବାର ପ୍ରକାଶ ପାଇବ। ମଧ୍ୟାହ୍ନ ୧୨ଟାରେ ଛାତ୍ରୀଛାତ୍ର ନିଜର ଫଳାଫଳ www.cbse.nic.in ଓ୍ବେବ୍‌ସାଇଟ ମାଧ୍ୟମରେ ଦେଖିପାରିବେ।

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri