ଫୋରେନ୍ସିକ୍ ଲ୍ୟାବ୍କୁଗଲା ଜବତ ମୋବାଇଲ
ଭୁବନେଶ୍ୱର,୨୬ା୯ (ବ୍ୟୁରୋ): ପୁରୀ ଜିଲା ନିମାପଡ଼ା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ୧୧ ନମ୍ବର ଜୋନ୍ର ବିଜେଡି ଜିଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁଙ୍କ ଭୁବନେଶ୍ୱରରେ ସନ୍ଦେହଜନକ ମୃତ୍ୟୁ ଘଟଣାକୁ ରବିବାର ୨ଦିନ ବିତିଛି। ମୃତ୍ୟୁକୁ ନେଇ ରହସ୍ୟ ଲାଗି ରହିଥିବାବେଳେ ଏହା ଆତ୍ମହତ୍ୟା…
ଆଜି ରାଜ୍ୟରୁ ୧୬୪ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୨୬ା୯(ବ୍ୟୁରୋ): ରାଜ୍ୟରୁ ସୋମବାର ୧୬୪ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୩,୩୩୨ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୯୬ ଜଣ ଚିହ୍ନଟ ହୋଇଥିବା…
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ’ ପୁସ୍ତକ ଲୋକାର୍ପିତ
ଭୁବନେଶ୍ୱର,୨୬।୯(ବ୍ୟୁରୋ): ଲେଖିକା ତେଜସ୍ବିନୀ ପଣ୍ଡାଙ୍କ ପୁସ୍ତକ ‘ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ’ ଲୋକାର୍ପଣ ଉତ୍ସବ ସ୍ଥାନୀୟ ଏକ ହୋଟେଲରେ ରବିବାର ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ କବି ରକ୍ଷକ ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଛନ୍ତି, ଯେତେବେଳେ ସାହିତ୍ୟ…
ଦୁର୍ଗା ପୂଜାରେ ସର୍ବଧର୍ମ ସମନ୍ବୟର ବାର୍ତ୍ତା
ଭୁବନେଶ୍ୱର,୨୬ା୯(ବ୍ୟୁରୋ): ମା’ ଆସୁଛନ୍ତି। ଚଳଚଞ୍ଚଳ ହୋଇପଡ଼ିଛି ରାଜଧାନୀ। ଚାରିଆଡ଼େ ଖୁସିର ମାହୋଲ। କରୋନା ମହାମାରୀ ଯୋଗୁଁ ୨ ବର୍ଷ ନିରାଡ଼ମ୍ବରରେ ପାଳିତ ହୋଇଥିବା ଦୁର୍ଗାପୂଜା ଚଳିତ ବର୍ଷ ମହାଆଡ଼ମ୍ବରରେ ପାଳନ ହେବାକୁ ଯାଉଛି। ଏଥିପାଇଁ ବିଭିନ୍ନ ପୂଜା କମିଟି ପକ୍ଷରୁ ଜୋରଦାର…
ପୂଜା ଭିଡ଼ ନିୟନ୍ତ୍ରଣ ପାଇଁ ଆଉ ୫ ଟ୍ରାଫିକ୍ ମୋବାଇଲ ବାଇକ୍
ଭୁବନେଶ୍ୱର,୨୬।୯ (ବ୍ୟୁରୋ): ଦୁର୍ଗାପୂଜାକୁ ଦୃଷ୍ଟିରେ ରଖି କମିଶନରେଟ ପୋଲିସ ପକ୍ଷରୁ ରବିବାର ଟ୍ରାଫିକ ପରିଚାନାରେ ଆଉ ୫ଟି ମୋବାଇଲ ବାଇକ ସାମିଲ କରାଯାଇଛି। ଭୁବନେଶ୍ୱରରେ ୨ଟି ଓ କଟକରେ ୩ଟି କାର୍ଯ୍ୟ କରିବ। ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ଏହାକୁ ଉଦ୍ଘାଟନ…
ପୋର୍ଟାଲ ଖୋଲିଛି, ଇନ୍ଭେଷ୍ଟର୍ସ ନାହାନ୍ତି
ଭୁବନେଶ୍ବର,୨୬ା୯(ବ୍ୟୁରୋ): କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରଣାଳୟ ପକ୍ଷରୁ ରାଜ୍ୟ ସରକାରଙ୍କୁ ରାଜ୍ୟସ୍ତରୀୟ ରେଜିଷ୍ଟ୍ରେଶନ ଭେଇକିଲ ସ୍କ୍ରାପିଂ ଫାସିଲିଟି(ଆର୍ଭିଏସ୍ଏଫ୍) ଘୋଷଣା ପାଇଁ କୁହଯାଇଛିି। ଏଥିଲାଗି ମନ୍ତ୍ରଣାଳୟ ପକ୍ଷରୁ ଏକ ଗେଜେଟ୍ ନୋଟିଫିକେଶନ ଜାରି କରାଯାଇଛିି। ଓଡ଼ିଶାରେ ୨୦ ବର୍ଷରୁ ଅଧିକ ୧୪.୭୪ଲକ୍ଷ ନନ୍…
ଚକଡ଼ା ପୋକ ଦମନ ପାଇଁ ମାର୍ଗଦର୍ଶିକା ଜାରି
ଭୁବନେଶ୍ୱର, ୬।୯(ବ୍ୟୁରୋ): ଖରିଫ ଧାନରେ ସାଧାରଣତଃ ସେପ୍ଟେମ୍ବର ଓ ଅକ୍ଟୋବରରେ ଚକଡ଼ା ପୋକ ବା ମାଟିମୁଣ୍ଡିଆ ପୋକ ଦେଖାଯାଏ। ତାପମାତ୍ରା ୨୮-୩୦ ଡିଗ୍ରୀ ସେଲସିୟସ ଓ ମଧ୍ୟମ ଧରଣର ବର୍ଷା ତଥା ଅଧିକ ଆର୍ଦ୍ରତା ରହିଲେ ଏହି ପୋକ ଅଧିକ ଲାଗେ।…
ଅସୀତ ପୁଣି ଭୁବନେଶ୍ୱର କ୍ଲବ ସଭାପତି
ଭୁବନେଶ୍ବର,୨୬ା୯(ବ୍ୟୁରୋ): ଭୁବନେଶ୍ୱର କ୍ଲବ୍ ସଭାପତି ନିର୍ବାଚନ ଫଳାଫଳ ରବିବାର ପ୍ରକାଶ ପାଇଛି। ପୂର୍ବତନ ମୁଖ୍ୟ ଶାସନ ସଚିବ ତଥା ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ଅସୀତ୍ ତ୍ରିପାଠୀ ପୁଣିଥରେ କ୍ଲବର ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ଅସୀତ ଏବଂ ପୂର୍ବତନ…
ପରୀକ୍ଷା ପାଇଁ ଖାତା ନିଅଣ୍ଟ
ଭୁବନେଶ୍ୱର,୨୬।୯(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା କଲେଜଗୁଡ଼ିକରେ ସୋମବାରଠାରୁ ଯୁକ୍ତ୩ ଚତୁର୍ଥ ସେମିଷ୍ଟର ପରୀକ୍ଷା ଆରମ୍ଭ ହେବ। କିନ୍ତୁ ଏବେ କଲେଜୁଗଡ଼ିକରେ ଉତ୍ତର ଖାତାର ଅଭାବ ଦେଖାଯାଇଛି। ତେଣୁ ଉତ୍କଳ ବିଶ୍ୱବିଦ୍ୟାଳୟ ପରୀକ୍ଷା ନିୟନ୍ତ୍ରକ ଶରତ କୁମାର ମାଝୀ ଏନେଇ ସବୁ…
ଭୁବନେଶ୍ୱରରେ ପହଞ୍ଚିଲେ ଲିଜେଣ୍ଟସ କ୍ରିକେଟର୍: ଦେଖିବାକୁ ଲୋକଙ୍କ ଭିଡ଼
ଭୁବନେଶ୍ୱର,୨୫।୯: ବାରବାଟୀରେ ଖେଳାଯିବାକୁ ଥିବା ଲିଜେଣ୍ଡ ଲିଗ ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଆସନ୍ତା ୨୬ ହେବାକୁ ଥିବା ମ୍ୟାଚ୍ ପାଇଁ ଭୁବନେଶ୍ୱରରେ ପହଞ୍ଚିଛନ୍ତି ଦୁଇ ଦଳ ଭିଲୱାରା କିଙ୍ଗ୍ସ ଓ ମନିପଲ ଟାଇଗର୍ସ। ବିମାନବନ୍ଦର ପହଞ୍ଚିବା ପରେ ଖେଳାଳିଙ୍କୁ…
ନ୍ୟାୟ ନ ପାଇ ନବୀନ ନିବାସ ସମ୍ମୁଖ ଗଛରେ ଚଢ଼ିଗଲେ ମହିଳା
ଭୁବନେଶ୍ୱର,୨୫ା୯(ବ୍ୟୁରୋ): ରବିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିବାସ ନିକଟରେ ଥିବା ଏକ ଗଛରେ ଜଣେ ମହିଳା ଚଢ଼ିଯାଇଥିଲେ। ସେଠାରେ ଉପସ୍ଥିତ ଥିବା କମିଶନରେଟ ପୋଲିସ ଓ ଅଗ୍ନିଶମ କର୍ମଚାରୀମାନେ ତାଙ୍କୁ ବହୁ କଷ୍ଟରେ ଗଛରୁ ଉଦ୍ଧାର କରିଛନ୍ତି। ଗଛରୁ ଓହ୍ଲାଇବା ପରେ…
ତନିସ୍କର ପୂଜା କଲେକ୍ସନ ‘ଆଲେଖ୍ୟ’ ଉନ୍ମୋଚିତ
ଭୁବନେଶ୍ୱର,୨୫।୯: ଦେଶର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ତନିସ୍କ ପକ୍ଷରୁ ଚଳିତ ପାର୍ବଣ ଉପଲକ୍ଷେ ଏକ ସ୍ବତନ୍ତ୍ର ପୂଜା କଲେକ୍ସନ ‘ଆଲେଖ୍ୟ’ ର ଉନ୍ମୋଚନ କରାଯାଇଛି। ବିଶେଷକରି ଏହା ଜରିଆରେ ଭାରତର ପୁରୁଣା ତଥା ସମୃଦ୍ଧକଳାକୁ ଗ୍ରାହକମାନେ ସ୍ମରଣ କରିପାରିବେ। କାରଣ ‘ଆଲେଖ୍ୟ’…
Archives


