ମେଟ୍ରୋ

ଆଜି ପ୍ରକାଶ ପାଇବ ମେଧା ତାଲିକା

ଭୁବନେଶ୍ୱର, ୭ା୯(ବ୍ୟୁରୋ): ରାଜ୍ୟର ଡିଗ୍ରୀ କଲେଜଗୁଡ଼ିକରେ ଯୁକ୍ତ୩ ନାମଲେଖା ପାଇଁ ବୁଧବାର ଅପରାହ୍ନ ୨ଟାରେ ପ୍ରଥମ ପର୍ଯ୍ୟାୟ ମେରିଟ୍‌ ଲିଷ୍ଟ ବା ମେଧା ତାଲିକା ପ୍ରକାଶ ପାଇବ। ଏହା ସାମ୍ସ ୱେବ୍‌ସାଇଟ samsodisha.gov.inରେ ଉପଲବ୍ଧ ହେବ। ପ୍ରଥମ ପର୍ଯ୍ୟାୟ ନାମଲେଖା ୭ତାରିଖ…

୮ରେ ଲଘୁଚାପ

ଭୁବନେଶ୍ୱର,୭ା୯(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ବୁଧବାର ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଏହାର ପରବର୍ତ୍ତୀ ୪୮ ଘଣ୍ଟାରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବ। ଏହା ପ୍ରଭାବରେ ୮ରୁ ଦକ୍ଷିଣ ଓଡ଼ିଶା ଓ ୯ରୁ ଉପକୂଳ ଓଡ଼ିଶାରେ ବର୍ଷା ହେବାର…

ମୁଖ୍ୟମନ୍ତ୍ରୀଙ୍କୁ ଭବ୍ୟ ସ୍ବାଗତ

ଭୁବନେଶ୍ୱର,୭ା୯(ବ୍ୟୁରୋ): ଦୀର୍ଘ ୨୫ ବର୍ଷ ଧରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାବାସୀଙ୍କ ସେବାରେ ନିଜକୁ ନିୟୋଜିତ କରି ଆସିଛନ୍ତି। ସ୍ବଚ୍ଛ, ନିର୍ମଳ ଭାବମୂର୍ତ୍ତି ନବୀନଙ୍କୁ କେବଳ ରାଜ୍ୟ ନୁହେଁ, ଜାତୀୟ ରାଜନୀତିରେ ମଧ୍ୟ ଏକ ସ୍ବତନ୍ତ୍ର ପରିଚୟ ଦେଇଛି। ଦୀର୍ଘ ଉତ୍ସର୍ଗୀକୃତ…

୮ରେ ଲଘୁଚାପ, ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୬ା୯(ବ୍ୟୁରୋ)-ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ବୁଧବାର ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ଏହାର ପରବର୍ତ୍ତୀ ୪୮ ଘଣ୍ଟାରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବ । ଏହା ପ୍ରଭାବରେ ୮ରୁ ଦକ୍ଷିଣ ଓଡ଼ିଶା ଓ ୯ରୁ ଉପକୂଳ ଓଡ଼ିଶାରେ ବର୍ଷା…

ଚର୍ଚ୍ଚିତ ମିଶ୍ରଙ୍କୁ ଜାମିନ

ଭୁବନେଶ୍ୱର,୬।୯(ବ୍ୟୁରୋ): ବିଶିଷ୍ଟ ଶିଳ୍ପପତି ମହିମା ମିଶ୍ରଙ୍କ ପୁଅ ଚର୍ଚ୍ଚିତ ମିଶ୍ରଙ୍କୁ ମଙ୍ଗଳବାର ଜାମିନ ମିଳିଛି। ପାରାଦୀପ ପୋର୍ଟ ଲାଞ୍ଚ କାରବାର ମାମଲାରେ ତାଙ୍କୁ ଜାମିନ ମିଳିଥିବା ନେଇ ଜଣାପଡ଼ିଛି। ଚର୍ଚ୍ଚିତ ହେଉଛନ୍ତି ଓଡ଼ିଶା ଷ୍ଟିଭେଡୋର୍ସ ଲିମିଟେଡର ନିର୍ଦ୍ଦେଶକ । ସ୍ବତନ୍ତ୍ର ସିବିଆଇ…

ଓଡ଼ିଶା ଫେରିଲେ ନବୀନ: ଭବ୍ୟ ସମ୍ବର୍ଦ୍ଧନା ପାଇଁ ବିଜେଡି ପକ୍ଷରୁ ବ୍ୟାପକ ପ୍ରସ୍ତୁତି

ଭୁବନେଶ୍ୱର,୬।୯(ବ୍ୟୁରେ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଓଡ଼ିଶା ଫେରିଛନ୍ତି। ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀଙ୍କୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା କରାଯାଇଥିଲା। ଜନସେବାରେ ନବୀନ ୨୫ ବର୍ଷ ପୂରଣ କରିଛନ୍ତି। ଏହାସହ ନବୀନଙ୍କୁ ଦିଲ୍ଲୀରେ କ୍ୟାପିଟାଲ ଫାଉଣ୍ଡେସନ ପକ୍ଷରୁ ଲାଇଫଟାଇମ ଆଚିଭ୍‌ମେଣ୍ଟ…

୨୯ରେ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭୁବନେଶ୍ୱର,୬।୯(ବ୍ୟୁରେ): ଆସନ୍ତା ୨୯ ତାରିଖରେ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା। ଏନେଇ ଭାଜପା ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର ମଙ୍ଗଳବାର ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ନଡ୍ଡା ୨୯ ତାରିଖରେ ଓଡ଼ିଶାରେ ପହଞ୍ଚିବେ। ୨୯ ଓ…

କାଲିଠୁ ଅବିଶ୍ରାନ୍ତ ବର୍ଷିବ

ଭୁବନେଶ୍ୱର,୬।୯(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ବୁଧବାର ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ପରବର୍ତ୍ତୀ ୪୮ ଘଣ୍ଟାରେ ଏହା ଲଘୁଚାପ ରୂପ ନେବ। ଏହାର ପ୍ରଭାବରେ ବୁଧବାରଠୁ ଅବିଶ୍ରାନ୍ତ ବର୍ଷା ଆରମ୍ଭ ହେବ । ଏ ନେଇ ୭ଟି ଜିଲାକୁ ୟେଲୋ ଓ୍ବାର୍ନିଂ…

ପ୍ରକାଶ ପାଇଲା ପିଜି ନାମଲେଖା ପାଇଁ ମେଧା ତାଲିକା

ଭୁବନେଶ୍ୱର,୬।୯(ବ୍ୟୁରୋ): ରାଜ୍ୟର ବିଭିନ୍ନ ବିଶ୍ୱବିଦ୍ୟାଳୟ ଓ ସ୍ବୟଂଶାସିତ ମହାବିଦ୍ୟାଳୟରେ ପିଜି ନାମଲେଖା ପାଇଁ ମେଧା ତାଲିକା ପ୍ରକାଶ ପାଇଛି। ସେପ୍ଟେମ୍ବର ୧୬ ଓ ୧୭ ତାରିଖରେ ପ୍ରଥମ ପର୍ଯ୍ୟାୟ ନାମଲେଖା ହେବ। ତେବେ ଛାତ୍ରୀଛାତ୍ର ୧୯ ତାରିଖ ପର୍ଯ୍ୟନ୍ତ ସ୍ଲାଇଡ ଅପ୍‌…

ଭାଜପାର କୋର କମିଟି ବୈଠକ ଆରମ୍ଭ

ଭୁବନେଶ୍ୱର,୬।୯(ବ୍ୟୁରୋ): ମଙ୍ଗଳବାର ରାଜ୍ୟ କାର୍ଯ୍ୟାଳୟରେ ଭାଜପାର କୋର କମିଟି ବୈଠକ ଆରମ୍ଭ ହୋଇଯାଇଛି। ଏହି ବୈଠକରେ ଭାଜପା ପ୍ରଭାରୀ ସୁନୀଲ ବଂଶଲ, ରାଜ୍ୟ ସଭାପତି ସମୀର ମହାନ୍ତି, ରାଷ୍ଟ୍ରୀୟ ଉପଧ୍ୟକ୍ଷ ବୈଜୟନ୍ତ ପଣ୍ଡା, ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର, କେନ୍ଦ୍ର ମନ୍ତ୍ରୀ…

ଝଲସିବ ବାରାଣାସୀ ଗଙ୍ଗାଘାଟ

ପାର୍ବଣ ଋତୁରେ ମା’ଙ୍କ ଆଗମନ ପାଇଁ ରାଜଧାନୀରେ ଆରମ୍ଭ ହୋଇଗଲାଣି ପୂଜା ପ୍ରସ୍ତୁତି। କରୋନା ପାଇଁ ୨ ବର୍ଷ ହେବ କଟକଣାରେ କେବଳ ବିଧିରକ୍ଷା ପୂର୍ବକ ଦଶହରା ପାଳନ କରାଯାଉଥିଲା। ମାତ୍ର ଚଳିତ ଥର କଟକଣା ନ ଥିବାରୁ ଦେବୀ ଦୁର୍ଗାଙ୍କୁ…

୬୫ବର୍ଷୀୟ ଇରାକୀୟଙ୍କ ସଫଳ ଅସ୍ତ୍ରୋପଚାର

ଭୁବନେଶ୍ୱର,୬।୯(ବ୍ୟୁରୋ):ସମ୍‌ ଅଲ୍ଟିମେଟ୍‌ ମେଡିକେୟାର (ସମମ୍‌)ରେ ଜଣେ ୬୫ବର୍ଷୀୟ ଇରାକୀ ନାଗରିକଙ୍କ ସଫଳ ଅସ୍ତ୍ରୋପଚାର କରାଯାଇଛି। ସେ ହେଲେ ଅବଦୁଲ ଖାଲେକ ଆବେଦ ଇମ୍ରାନ ଅଲ୍‌ କନନ୍‌। ସେ ସେଣ୍ଟ୍ରାଲ ସ୍କଲ୍‌ ବେସ୍‌ ଓଷ୍ଟିଓମାଇଲିଟିଜ୍‌ ସମସ୍ୟାରେ ପୀଡ଼ିତ ଥିଲେ। ଇରାକରେ ଏହି ଜଟିଳ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri