ପଞ୍ଜାବ ଆଣ୍ଡ ସିନ୍ଧ୍ ବ୍ୟାଙ୍କ ପରିଚାଳନା ନିର୍ଦ୍ଦେଶକଙ୍କ ଓଡ଼ିଶା ଗସ୍ତ
ଭୁବନେଶ୍ୱର, ୭।୧୨: ପଞ୍ଜାବ ଆଣ୍ଡ ସିନ୍ଧ୍ ବ୍ୟାଙ୍କର ଭୁବନେଶ୍ୱର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ମଙ୍ଗଳବାର ସ୍ଥାନୀୟ ଜୟଦେବ ବିହାର ନିକଟସ୍ଥ ଏକ ହୋଟେଲରେ ବ୍ୟାଙ୍କର ଓଡିଶା କ୍ଷେତ୍ରର କାରବାର ସମ୍ପର୍କିତ ଏକ ସମୀକ୍ଷା ବୈଠକ ଆୟୋଜିତ ହୋଇଥିଲା। ଏଥିରେ ପଞ୍ଜାବ ଆଣ୍ଡ…
ସହର ସଫେଇରେ ଦୁର୍ନୀତି
ଭୁବନେଶ୍ୱର,୭ା୧୨(ବ୍ୟୁରୋ): ସହରାଞ୍ଚଳ ବର୍ଜ୍ୟବସ୍ତୁ ଚିନ୍ତା ବଢ଼ାଇଛି। ସହରରୁ ଦୈନିକ ବାହାରୁ ଥିବା କୁଢ଼ କୁଢ଼ ଆବର୍ଜନା ଦୀର୍ଘ ଦିନ ଧରି ପାହାଡ଼ ଭଳି ଗଦା ହେଉଛି। ଏଭଳିସ୍ଥଳେ ବର୍ଜ୍ୟବସ୍ତୁ ପରିଚାଳନାରେ ହେଉଥିବା ଅନିୟମିତତା ଏବଂ ପୌରସଂସ୍ଥାର ଅପାରଗତାର ପର୍ଦ୍ଦାଫାଶ କରିଛନ୍ତି କମ୍ପ୍ଟ୍ରୋଲର…
‘ମୁଁ ଯେବେ ମୁହଁ ଖୋଲିବି, ରାଜ୍ୟ ବଦଳିବ‘
ଭୁବନେଶ୍ୱର,୬।୧୨(ବ୍ୟୁରୋ): ବହୁ ଚର୍ଚ୍ଚିତ ଅର୍ଚ୍ଚନା ନାଗ ଘଟଣା ନୂଆ ମୋଡ ନେଉଛି। ମଙ୍ଗଳବାର ରିମାଣ୍ଡରେ ଯିବା ପୂର୍ବରୁ ଗଣମାଧ୍ୟମ ସମ୍ମୁଖରେ ଅର୍ଚ୍ଚନା ବିସ୍ଫୋରକ ବୟାନ ଦେଇଛନ୍ତି। ସେ କହିଛନ୍ତି, ମାତ୍ର ୩୦ ମିନିଟ୍ରେ ପ୍ରମାଣ ସହ ଏକ୍ସକ୍ଲୁସିଭ ତଥ୍ୟ ଦେବି। ମୁଁ…
୧୦ ତାରିଖ ବେଳକୁ ଏହି ସବୁ ଜିଲାରେ ବର୍ଷା!
ଭୁବନେଶ୍ୱର,୬।୧୨(ବ୍ୟୁରୋ): ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ କ୍ଷେତ୍ର ସଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା ଆଜି ସନ୍ଧ୍ୟା ସୁଦ୍ଧା ଅବପାତରେ ପରିଣତ ହେବ। ପରବର୍ତ୍ତୀ ସମୟରେ ଆହୁରି ଘନୀଭୂତ ହୋଇ ଏକ ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି।…
ଇଡିରେ ହାଜର ହେଲେ ଅର୍ଚ୍ଚନାଙ୍କ ଘରର ଆର୍କିଟେକ୍ଟ ରଞ୍ଜିତ ବେହେରା
ଭୁବନେଶ୍ୱର,୬।୧୨(ବ୍ୟୁରୋ): ବହୁ ଚର୍ଚ୍ଚିିତ ମହିଳା ବ୍ଲାକ୍ମେଲର ଅର୍ଚ୍ଚନା ନାଗ ଗିରଫ ମାମଲାରେ ଇଡି ଜଣଙ୍କ ପରେ ଜଣଙ୍କୁ ଇଡି ଜେରା କରୁଛି। ମଙ୍ଗଳବାର ଆର୍କିଟେକ୍ଟ ରଞ୍ଜିତ ବେହେରା ହାଜର ହୋଇଛନ୍ତି। ରଞ୍ଜିତ ଅର୍ଚ୍ଚନାଙ୍କ ଘର ବିଡିଏ ଆପ୍ରୁଭାଲଠାରୁ ଆରମ୍ଭ କରି ଡିଜାଇନ…
ଶୁଣାଣି ବନ୍ଦ କଲେ ମହିଳା କମିଶନ, ଦୀପିକା ନିରାଶ
ଭୁବନେଶ୍ୱର,୬।୧୨(ବ୍ୟୁରୋ): ବ୍ରହ୍ମପୁର ବଡବଜାର ଦେଶୀ ବେହେରା ସାହିର କେ ଦୀପିକା-କେ ଦୀନେଶ ବିବାହ ବିବାଦ ମାମଲା ଦିନକୁ ଦିନ ଜଟିଳ ହେବାରେ ଲାଗିଛି। ମହିଳା କମିଶନରେ ଆପୋସ ସମାଧାନ ହୋଇପାରୁ ନାହିଁ। ସୋମବାର ଦୀପିକା ୫ମ ଥର ପାଇଁ କମିଶନଙ୍କ ନିକଟରେ…
‘ମୁକ୍ତା’ ଯୋଜନାରେ ବଦଳିବ ସହରର ଚିତ୍ର
ଭୁବନେଶ୍ୱର, ୬।୧୨ (ବ୍ୟୁରୋ): ମୁଖ୍ୟମନ୍ତ୍ରୀ କର୍ମତତ୍ପର ଅଭିଯାନ ‘ମୁକ୍ତା’ ଯୋଜନାରେ ବଦଳିବ ସହରର ଚିତ୍ର। ମୁକ୍ତାକାଶ ଜିମ୍ ସହିତ ପିଲାଙ୍କ ପାଇଁ ପାର୍କ, କମ୍ୟୁନିଟି ସେଣ୍ଟର ଠାରୁ ଆରମ୍ଭ କରି ପୋଖରୀ ମରାମତି, ରାସ୍ତା, ସୌନ୍ଦର୍ଯ୍ୟକରଣ ଆଦି କରାଯିବ। ଏନେଇ ସୋମବାର…
ପ୍ରେମିକା ଘରେ ପ୍ରେମୀଯୁଗଳଙ୍କ ଆତ୍ମହତ୍ୟା
ଭୁବନେଶ୍ୱର, ୬।୧୨(ବ୍ୟୁରୋ):ପ୍ରେମିକା ଘରୁ ପ୍ରେମୀଯୁଗଳଙ୍କ ଝୁଲନ୍ତା ମୃତଦେହ ମିଳିଛି। ରାଜଧାନୀ ଭୁବନେଶ୍ୱରର ସାଲିଆ ସାହିରେ ରବିବାର ଏଭଳି ଘଟଣା ସାମ୍ନାକୁ ଆସିଛି। ମୃତକ ଦ୍ୱୟ ହେଲେ ଗଞ୍ଜାମ ଜିଲା କେ. ନୂଆଗାଁ ଥାନା ଅନ୍ତର୍ଗତ ନାରାୟଣପୁର ଗ୍ରାମର ଚିତ୍ରସେନ ଗୌଡ଼ (୨୦)…
ଜାତୀୟ ରାଜପଥରୁ ୫୦ ଫୁଟ ଯାଏ ହଟିବ ଜବରଦଖଲ
ଭୁବନେଶ୍ୱର,୬।୧୨(ବ୍ୟୁରୋ): ହକି ବିଶ୍ୱ କପ୍କୁ ଦୃଷ୍ଟିରେ ରଖି ରାଜଧାନୀ ଭୁବନେଶ୍ୱରର ସୌନ୍ଦର୍ଯ୍ୟକରଣ କରାଯାଉଛି। ତେବେ ଏଥିରେ ଜବରଦଖଲ ବାଧକ ସାଜୁଥିବାରୁ ଉଚ୍ଛେଦ କାର୍ଯ୍ୟକୁ ତ୍ୱରାନ୍ବିତ କରାଯାଇଛି। ଏଥିସହ ବିଡିଏ ଉପାଧ୍ୟକ୍ଷ ବଲବନ୍ତ ସିଂଙ୍କ ନିର୍ଦ୍ଦେଶକ୍ରମେ ଜାତୀୟ ରାଜପଥରୁ ୫୦ ଫୁଟ ଯାଏ…
ମହିଳା ଭେଣ୍ଡିଂ ଜୋନ୍ ଆଶା ମଉଳିଲା
ଭୁବନେଶ୍ୱର,୬।୧୨(ବ୍ୟୁରୋ):ବକେୟା ବିଲ୍ ପାଉ ନ ଥିବାରୁ ଠିକା ସଂସ୍ଥାଗୁଡ଼ିକ ମନଇଚ୍ଛା କାମ କରୁଛନ୍ତି। ଫଳରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି)ର ବହୁ ପ୍ରକଳ୍ପ ଆଗେଇ ପାରୁନାହିଁ। ଏପରିକି କିଛି ପ୍ରକଳ୍ପ ଆରମ୍ଭରୁ ତ ଆଉ କିଛି ଅଧାରୁ ବନ୍ଦ ହୋଇ ରହିଛି,…
ସରିଲା କୋଣାର୍କ, ବାଲୁକା କଳା ଉତ୍ସବ
କୋଣାର୍କ,୬।୧୨(ଡି.ଏନ୍.ଏ.):କୋଣାର୍କ ସୂର୍ଯ୍ୟମନ୍ଦିରର ପାଦଦେଶ ମୁକ୍ତାକାଶ ରଙ୍ଗମଞ୍ଚରେ ରାଜ୍ୟ ସରକାରଙ୍କ ପର୍ଯ୍ୟଟନ ବିଭାଗ ପକ୍ଷରୁ ଡିସେମ୍ବର ୧ଠାରୁ ଆରମ୍ଭ ହୋଇଥିବା କଳା ଓ ସଂସ୍କୃତିର ମହାକୁମ୍ଭ ୩୩ତମ କୋଣାର୍କ ଉତ୍ସବ ସୋମବାର ସରିଛି। କୋଣାର୍କ ଉତ୍ସବର ଉଦ୍ଯାପନୀ ସାର ଅତିଥି ଭାବେ ଓଡ଼ିଶା…
ଭାଜପା ନେତା ଟଙ୍କା ବାଣ୍ଟୁଥିଲେ: ବିଜେଡି
ଭୁବନେଶ୍ୱର,୬।୧୨(ବ୍ୟୁରୋ):ପଦ୍ମପୁର ଉପନିର୍ବାଚନରେ ଭାରତୀୟ ଜନତା ପାର୍ଟି (ଭାଜପା)ର ପରାଜୟ ନିଶ୍ଚିତ ଜାଣି ଦଳୀୟ ନେତାମାନେ ହତାଶ ହୋଇ ପଡ଼ିଛନ୍ତି। ସୋମବାର ଉପନିର୍ବାଚନ ପାଇଁ ମତଦାନ ଚାଲିଥିବା ବେଳେ ଭାଜପା ନେତାମାନେ ଭୋଟରଙ୍କୁ ଟଙ୍କା ବାଣ୍ଟିବା ବେଳେ ଧରାପଡ଼ିଛନ୍ତି। ପଦ୍ମପୁର, ପାଇକମାଳ ଓ…

