ମେଟ୍ରୋ

୧୪ ଓଏଏସ୍‌ ଅଫିସରଙ୍କୁ ପଦୋନ୍ନତି

ଭୁବନେଶ୍ୱର,୬।୧୨(ବ୍ୟୁରୋ):ରାଜ୍ୟ ସରକାର ୧୪ ଜଣ ଓଏଏସ୍‌ ଅଫିସରଙ୍କୁ ଓଏଏସ୍‌ (ସୁପରଟାଇମ୍‌ ସ୍କେଲ) ଲେଭଲ-୧୨କୁ ପଦୋନ୍ନତି ଦେଇଛନ୍ତି। ସୋମବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ସେମାନେ ହେଲେ ମାଲକାନଗିରି ଆଇଟିଡିଏ ପିଏ ତ୍ରିନାଥ ମାଝି,…

୧୫ ଦିନ ମଧ୍ୟରେ ଡିଜିପି ଜବାବ ଦେବାକୁ ନିର୍ଦ୍ଦେଶ

କଟକ ଅଫିସ,୬ା୧୨:ମହିଳାଙ୍କ ସୁରକ୍ଷା ଓ ନିରାପତ୍ତା ଦୃଷ୍ଟିରୁ ମହିଳା ହିଂସା ସମ୍ପର୍କିତ ମାମଲାଗୁଡ଼ିକର ପଞ୍ଜୀକରଣ ପାଇଁ ରାଜ୍ୟରେ ଇ-ଏଫ୍‌ଆଇଆର୍‌ ବ୍ୟବସ୍ଥା ପ୍ରଚଳନ ପାଇଁ ହାଇକୋର୍ଟ ଗୁରୁତ୍ୱାରୋପ କରିଛନ୍ତି। ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ (ଡିଜିପି)ଙ୍କୁ ଏନେଇ ୧୫ ଦିନ ମଧ୍ୟରେ ଜବାବ ରଖିବାକୁ…

‘ମୋତେ କହିବାକୁ ଦିଆଯାଉ, ସିବିଆଇ ତଦନ୍ତ ହେଉ’

ଭୁବନେଶ୍ୱର,୬।୧୨ (ବ୍ୟୁରୋ):‘ମୋତେ ଆର୍ବିଟାରିଲି ଆରେଷ୍ଟ କରାଯାଇଛି। ମୋ ପରିବାରକୁ ନଜରବନ୍ଦୀ ରଖାଯାଇଥିଲା। ମୋ ସାଥିରେ କ’ଣ ହେଉଥିଲା ୬ଦିନ ପର୍ଯ୍ୟନ୍ତ ଜାଣିପାରି ନ ଥିଲି। ପାଟି, ଆଖି, ମୁହଁ ବନ୍ଦ କରି ମୋତେ କୋର୍ଟ ଫର୍‌ୱାର୍ଡ କରାଗଲା। ଶ୍ରଦ୍ଧାଞ୍ଜଳି ମୋ ଘର…

ଜି୨୦ ସର୍ବଦଳୀୟ ବୈଠକରେ ନବୀନ

ନୂଆଦିଲ୍ଲୀ,୬।୧୨:ଆସନ୍ତା ବର୍ଷ ହେବାକୁ ଥିବା ଜି୨୦ ସମିଟ୍‌ ଲାଗି ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରଣନୀତି ପ୍ରସ୍ତୁତି ସର୍ବଦଳୀୟ ବୈଠକରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇଛନ୍ତି। ଭାରତ ୨୦ ରାଷ୍ଟ୍ରସମୂହକୁ ନେଇ ଗଠିତ ଜି୨୦ର ଅଧ୍ୟକ୍ଷତା ଗ୍ରହଣ…

ସଚିବାଳୟ ଘେରିଲେ ଆଶାକର୍ମୀ

ଭୁବନେଶ୍ୱର,୬ା୧୨(ବ୍ୟୁରୋ):ରାଜ୍ୟ ସରକାରଙ୍କ ଉଦାସୀନତାର ପ୍ରତିବାଦ ସହ ବିଭିନ୍ନ ଦାବି ନେଇ ଆଶାକର୍ମୀମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଆଶାକର୍ମୀ ୟୁନିଅନ ସଂଯୁକ୍ତ ମୋର୍ଚ୍ଚାର ଆହ୍ବାନକ୍ରମେ ନିଖିଳ ଓଡ଼ିଶା ଆଶାକର୍ମୀ ସଂଘ ଓ ପଶ୍ଚିମ ଓଡ଼ିଶା ଆଶାକର୍ମୀ ସଂଘ ପକ୍ଷରୁ ହଜାର ହଜାର ଆଶାକର୍ମୀ ସୋମବାର…

‘ହକି ବିଶ୍ୱକପ୍‌ ସ୍ମରଣୀୟ ହେବ’

ଭୁବନେଶ୍ୱର, ୬ା୧୨ (କ୍ରୀଡ଼ା ପ୍ରତିନିଧି):ହକି ବିଶ୍ୱକପ୍‌ର ୧୫ତମ ସଂସ୍କରଣ ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମ ଓ ରାଉରକେଲାର ବିର୍ସା ମୁଣ୍ଡା ଷ୍ଟାଡିୟମରେ ୨୦୨୩ ଜାନୁୟାରୀ ୧୩ରୁ ୨୯ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଦ୍ୱିତୀୟ ଥର ପାଇଁ ଓଡ଼ିଶାରେ ହେବାକୁ ଯାଉଥିବା ଏହି ମେଗା…

୪୮ ଘଣ୍ଟାରେ ବାତ୍ୟା ଆଶଙ୍କା

ଭୁବନେଶ୍ୱର,୬ା୧୨(ବ୍ୟୁରୋ):ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରି ଅବପାତ(ଡିପ୍ରେସନ)ରେ ପରିଣତ ହେବ। ଏ ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଟୁଇଟ୍‌…

କାମକୁ ନୁହେଁ ଆଣ୍ଟି ରାଗିଂ ସେଲ୍‌

ଭୁବନେଶ୍ୱର, ୬ା୧୨ (ବ୍ୟୁରୋ): ରାଜ୍ୟର ଶିକ୍ଷାନୁଷ୍ଠାନଗୁଡ଼ିକରେ ରାଗିଂ ବର୍ତ୍ତମାନ ଏକ ଗୁରୁତର ସମସ୍ୟା ହୋଇ ଛିଡ଼ା ହୋଇଛି। ଶୈକ୍ଷିକ ବାତାବରଣ ନଷ୍ଟ ହେବା ସହ କ୍ୟାମ୍ପସ୍‌ ଧୀରେ ଧୀରେ ଅପରାଧପ୍ରବଣ ହୋଇପଡୁଛି। ରାଗିଂ ରୋକିବାକୁ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ(ୟୁଜିସି) ୨୦୦୯ରୁ ସ୍ବତନ୍ତ୍ର…

୭ ଦିନ ରିମାଣ୍ଡରେ ଯିବେ ଅର୍ଚ୍ଚନା

ଭୁବନେଶ୍ୱର,୫।୧୨(ବ୍ୟୁରୋ): ବହୁ ଚର୍ଚ୍ଚିତ ମହିଳା ବ୍ଲାକ୍‌ମେଲର୍‌ ଅର୍ଚ୍ଚନା ନାଗ ମାମଲରେ ଇଡି(ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ)ଖୋଡତାଳ କରୁଛି। ମାମଲାକୁ ନେଇ ଅଧିକ ତଥ୍ୟ ଜାଣିବା ପାଇଁ ଇଡି ଅର୍ଚ୍ଚନାଙ୍କୁ ୧୫ ଦିନ ରିମାଣ୍ଡରେ ନେବାକୁ ଆବେଦନ କରିଥିଲା। ତେବେ କୋର୍ଟ ଆବେଦନକୁ ଗ୍ରହଣ କରି…

ଆଜି କୋର୍ଟରେ ହାଜର ହେବେ ଅର୍ଚ୍ଚନା

ଭୁବନେଶ୍ୱର, ୫ା୧୨ (ବ୍ୟୁରୋ): ବହୁଚର୍ଚ୍ଚିତ ବ୍ଲାକ୍‌ମେଲର୍‌ ଅର୍ଚ୍ଚନା ନାଗଙ୍କ ବେଆଇନ ଆର୍ଥିକ କାରବାର ଦିଗରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଖୋଳତାଡ ଜାରି ରଖିବା ସହ ଜଣକ ପରେ ଜଣେ ବ୍ୟକ୍ତିଙ୍କୁ ଜେରା କରି ତଥ୍ୟ ହାସଲ କରୁଛି। ଏକାଧିକଙ୍କୁ ବାରମ୍ବାର ଜେରା…

ଗାଡ଼ି ସାଇଡ୍‌ ମାରି ଖଣ୍ଡାରେ ହାଣିଲେ

ଭୁବନେଶ୍ୱର (ବ୍ୟୁରୋ)/ଯଁାଳା,୫।୧୨(ଡି.ଏନ୍‌.ଏ.) :ଛାତ୍ର ନେତାଙ୍କ ଗୁଣ୍ଡାରାଜ୍‌। ଜଣେ ଯୁବତୀଙ୍କୁ ଏକତରଫା ପ୍ରେମ କରି ବିଫଳ ହେବା ପରେ ତାଙ୍କ ଭାଇଙ୍କୁ ହତ୍ୟା ଯୋଜନା କରିଥିଲେ। ଗାଡି ସାଇଡ୍‌ ମାରିବା ପରେ ଖଣ୍ଡାରେ ଗୋଡ଼ାଇ ଗୋଡ଼ାଇ ହାଣିଥିଲେ। ହେଲେ ସୌଭାଗ୍ୟ ବଶତଃ ଖଣ୍ଡ…

ଆସନ୍ତା ବର୍ଷରୁ ପେପରଲେସ୍‌ ହେବ ଏମ୍ସ

ଭୁବନେଶ୍ୱର, ୫ା୧୨(ବ୍ୟୁରୋ):ଆସନ୍ତା ବର୍ଷରୁ ଭୁବନେଶ୍ୱର ଏମ୍ସରେ ଇ-ହସ୍ପିଟାଲ କାର୍ଯ୍ୟକ୍ଷମ ହେବ। ଅର୍ଥାତ୍‌ ଏହି ଜାତୀୟ ସ୍ବାସ୍ଥ୍ୟ ଅନୁଷ୍ଠାନ ସମ୍ପୂର୍ଣ୍ଣ ପେପରଲେସ୍‌ ହେବ। ଫଳରେ ଚିକିତ୍ସା ସମ୍ପର୍କିତ ସମସ୍ତ ପଞ୍ଜୀକରଣ ବ୍ୟବସ୍ଥାରେ ସୁଧାର ଆସିପାରିବ। ଏମ୍ସରେ ପ୍ରତିଦିନ ୧୦ ହଜାରରୁ ଅଧିକ ରୋଗୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?