ଆଜି ରାଜ୍ୟରେ ୧୭୯ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୫।୯(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୭୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୧୦୫…
‘ଏକ ଦୌଡ ଦେଶ କା ନାମ’
ଭୁବନେଶ୍ୱର,୫।୯ (ବ୍ୟୁରୋ):ସ୍ବାଧୀନତାର ୭୫ବର୍ଷ ପୂର୍ତ୍ତି ଅବସରରେ ସାରା ଦେଶ ଆଜାଦୀ କା ଅମୃତ ମହୋତ୍ସବ ପାଳନ କରୁଛି। ଏହି ପରିପ୍ରେକ୍ଷୀରେ ରବିବାର ସ୍ଥାନୀୟ ପାହାଳଠାରେ ‘ଏକ ଦୌଡ ଦେଶ କା ନାମ’ ଶୀର୍ଷକ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏପରିକି ଭାରତୀୟ…
ଛାତ୍ରଙ୍କଠାରୁ ୭୮ ହଜାର ନେଇଗଲେ ସାଇବର ଠକ
ଭୁବନେଶ୍ୱର,୫।୯ (ବ୍ୟୁରୋ):ରାଜଧାନୀରେ ପ୍ରତିଦିନ କେହି ନା କେହି ସାଇବର ଠକେଇର ଶିକାର ହେଉଛନ୍ତି। ଏଠାରେ ରହି ସିଭିଲ୍ ସର୍ଭିସ ପାଇଁ ପ୍ରସ୍ତୁତ ହେଉଥିବା ଜଣେ ଛାତ୍ର ସ୍ମାର୍ଟ ଓ୍ବାଚ୍ କିଣିବାକୁ ଯାଇ ସାଇବର ଠକଙ୍କ ଜାଲରେ ପଡିଛନ୍ତି। ସାଇବର ଠକମାନେ ତାଙ୍କଠାରୁ…
ବିଜେବିରେ ସେଲ୍ଫ ଫାଇନାନ୍ସିଂ କୋର୍ସ ଫି’ ବଢ଼ିଲା
ଭୁବନେଶ୍ୱର, ୫।୯(ବ୍ୟୁରୋ):୨୦୨୨-୨୩ ଶିକ୍ଷାବର୍ଷରୁ ଭୁବନେଶ୍ୱରସ୍ଥିତ ବିଜେବି କଲେଜରେ ସେଲ୍ଫ ଫାଇନାନ୍ସିଂରେ ପାଠପଢ଼ା ମହଙ୍ଗା ହେବ। ସିଟ୍ ସହ କୋର୍ସ ଫି’କୁ ମଧ୍ୟ ବଢ଼ାଇ ଦିଆଯାଇଛି। ପିପିପି ମୋଡ୍ରେ ଚାଲୁଥିବା ୫ବର୍ଷିଆ ଇଣ୍ଟିଗ୍ରେଟେଡ ଏମ୍ବିଏ, ଆଇଏମ୍ଏସ୍ସି-ଇଟିସି, ଆଇଏମ୍ଏସ୍ସି ବିଆଇ, ୨ବର୍ଷିଆ ଏମ୍ଜେଏମ୍ସିର ଫି’…
ଏପଟେ ଆଲୋଚନା, ସେପଟେ ଆତ୍ମହତ୍ୟା
ଭୁବନେଶ୍ୱର,୫।୯(ବ୍ୟୁରୋ):କରୋନା ପରଠାରୁ ଲୋକଙ୍କ ଆତ୍ମହତ୍ୟା ପ୍ରବଣତା ବଢ଼ି ଚାଲିଛି। ଉନ୍ନତ ଜୀବନ ଶୈଳୀ ଭିତରେ ମଣିଷ ଜୀବନକୁ ମୂଲ୍ୟହୀନ ମନେ କରୁଛି। ବିଶେଷକରି ଓଡ଼ିଶାରେ ଆତ୍ମହତ୍ୟା ହାର ଜାତୀୟ ହାରଠାରୁ ଅଧିକ ରହିବା ଉଦ୍ବେଗ ସୃଷ୍ଟି କରିଛି। ଏପରିସ୍ଥିତିରେ କମିଶନରେଟ ପୋଲିସ…
ଆତ୍ମହତ୍ୟା ଏଡ଼ାଇବାକୁ ସାମଗ୍ରିକ ରଣନୀତି ଆବଶ୍ୟକ
ଭୁବନେଶ୍ୱର,୫।୯ (ବ୍ୟୁରୋ):ବର୍ତ୍ତମାନ ଆତ୍ମହତ୍ୟା ପ୍ରବଣତା ଦିନକୁ ଦିନ ବଢିବାରେ ଲାଗିଛି। ପାରିବାରିକ କଳହ, ପ୍ରେମ ପ୍ରତାରଣା, ଅର୍ଥନୈତିକ ସମସ୍ୟା ଭଳି ଅନ୍ୟାନ୍ୟ କାରଣ ପାଇଁ ସେଲିବ୍ରିଟି ହୁଅନ୍ତୁ ବା ସାଧାରଣ ଲୋକ ଜୀବନ ହାରିଦେଉଛନ୍ତି। ୨୦୨୧ ଏନ୍ସିଆର୍ବି ରିପୋର୍ଟ ମୁତାବକ, ଆତ୍ମହତ୍ୟା…
୬ରୁ ବର୍ଷିବ, ତାତିରୁ ଆଶ୍ୱସ୍ତି ମିଳିବ
ଭୁବନେଶ୍ୱର, ୫ା୯(ବ୍ୟୁରୋ):ରାଜ୍ୟରେ ପ୍ରବଳ ଗରମ ଅନୁଭୂତ ହେଉଛି। ପ୍ରଚଣ୍ଡ ରୌଦ୍ରତାପ ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଉଛି। ଅଧିକାଂଶ ସହରରେ ତାପମାତ୍ରା ୩୫ ଡିଗ୍ରୀ ଉପରେ ରହୁଛି। ରବିବାର ୧୧ ସହରର ତାପମାତ୍ରା ୩୫ ଡିଗ୍ରୀ ଉପରେ ଥିବାବେଳେ ଚାନ୍ଦବାଲିରେ ସର୍ବାଧିକ ୩୬.୨ ଡିଗ୍ରୀ…
ବୃଦ୍ଧଙ୍କୁ ଅଜଗର ଗିଳିବା ଘଟଣା ଚର୍ଚ୍ଚାରେ ରହିଗଲା: ୮ଦିନ ପରେ ନିଖୋଜ ବୃଦ୍ଧଙ୍କ ପତ୍ତା ମିଳୁନି
ଭୁବନେଶ୍ୱର, ୫।୯(ବ୍ୟୁରୋ):କଟକ ଜିଲା ବାଙ୍କୀ ସବ୍ଡିଭିଜନ ଅନ୍ତର୍ଗତ ଡମପଡ଼ା ଅଭୟାରଣ୍ୟ ଭିତରେ ଜଣେ ବୃଦ୍ଧକୁ ଅଜଗର ଗିଳିଥିବା ନେଇ ୫ଦିନ ହେବ ଚର୍ଚ୍ଚା ଚାଲିଛି। ହେଲେ ଏଯାଏ ଅଜଗରଟିକୁ ଧରି ଏକ୍ସ-ରେ କରାଗଲା ନାହିଁ, କି ପେଟରେ କ’ଣ ରହିଛି, ତାହା…
ମୁଖ୍ୟମନ୍ତ୍ରୀଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ
ଭୁବନେଶ୍ବର,୫ା୯(ବ୍ୟୁରୋ):ସଫଳ ନେତୃତ୍ୱ ଯୋଗୁ ଦୁଇ ଦଶନ୍ଧିରୁ ଊର୍ଦ୍ଧ୍ୱ ସମୟ ଧରି ଓଡ଼ିଶାବାସୀଙ୍କ ସେବା କରିଆସୁଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ରବିବାର ଜୀବନବ୍ୟାପୀ ସାଧନା ସମ୍ମାନରେ ସମ୍ମାନିତ କରାଯାଇଛି। ନୂଆଦିଲ୍ଲୀସ୍ଥିତ କ୍ୟାପିଟାଲ ଫାଉଣ୍ଡେଶନ ସୋସାଇଟି ତରଫରୁ ନବୀନଙ୍କୁ ଏହି ସମ୍ମାନ ଦିଆଯାଇଛି। ନୂଆଦିଲ୍ଲୀର…
ମହିଳାଙ୍କ ସୁରକ୍ଷା ପ୍ରସଙ୍ଗ: ୭, ୮ରେ ଭାଜପା କରିବ ସାଧାରଣ ସଭା
ଭୁବନେଶ୍ବର,୪ା୯(ବ୍ୟୁରୋ):୨୩ ବର୍ଷର ନିରୁଙ୍କଶ ଶାସନରେ ମଧ୍ୟ ଓଡିଶାର ମହିଳାମାନେ ନ୍ୟାୟ ପାଇବା ସ୍ବପ୍ନ ପାଲଟିଛି। ଏନ୍ସିଆର୍ବି ରିପୋର୍ଟ-୨୦୨୧ରେ ଏହା ସ୍ପଷ୍ଟ ଉଲ୍ଳେଖ ରହିଛି। ରାଜ୍ୟରେ ମହିଳା ବିରୋଧୀ ହିଂସା, ମହିଳା ଅପହରଣ, ମହିଳା ଅସଦାଚରଣ, ବଳାତ୍କାର, ନାବାଳିକା ଯୈାନ ନିଯ୍ୟାତନା, ମହିଳା…
ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟର ନୂଆ କୁଳପତି ଭାବେ ପ୍ରଫେସର ରବୀନ୍ଦ୍ର କୁମାର ପଣ୍ଡା ନିଯୁକ୍ତ
ଭୁବନେଶ୍ୱର,୪।୯(ବ୍ୟୁରୋ): ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟର ନୂଆ କୁଳପତି ଭାବେ ପ୍ରଫେସର ରବୀନ୍ଦ୍ର କୁମାର ପଣ୍ଡାଙ୍କୁ ରାଜ୍ୟପାଳ ତଥା କୁଳାଧିପତି ପ୍ରଫେସର ଗଣେଶୀ ଲାଲ ନିଯୁକ୍ତି ଦେଇଛନ୍ତି। ଆସନ୍ତା ୪ ବର୍ଷ ପାଇଁ ଶ୍ରୀଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟର କୁଳପତି ଭାବେ ରବୀନ୍ଦ୍ର କୁମାର…
ଆଜି ରାଜ୍ୟରେ ୨୨୧ କରୋନା ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୪।୯(ବ୍ୟୁରୋ): ରାଜ୍ୟରେ ରବିବାର ୨୨୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟର ୪୧ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତ ମଧ୍ୟରୁ ୧୨୯ ଜଣ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୯୨ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା…
Archives


