ମେଟ୍ରୋ

ଓଟିଡିସିକୁ ବିଶ୍ବସ୍ତରୀୟ କରିବାକୁ ଆହ୍ବାନ

ଭୁବନେଶ୍ୱର,୪।୯(ବ୍ୟୁରୋ): ଓଡ଼ିଶା ପର୍ଯ୍ୟଟନ ନିଗମ (ଓଟିଡିସି) ସର୍ବଦା ‘ଅତିଥି ଦେବୋ ଭବଃ’କୁ ଗୁରୁତ୍ୱ ଦେଇ ଆସୁଛି। ଅନ୍ୟ ରାଜ୍ୟ ବା ଦେଶରୁ ଆସୁଥିବା ଅତିଥିମାନଙ୍କୁ ଉଚିତ୍‌ ଆତିଥେୟତା ସହ ଆନୁଷଙ୍ଗିକ ସୁବିଧା ପ୍ରଦାନ କରୁଛି। ଆଗାମୀ ଦିନରେ ଓଟିଡିସିକୁ ଏକ ବିଶ୍ବସ୍ତରୀୟ…

ଓଡ଼ିଶାରେ ସୂର୍ଯ୍ୟକିରଣ ଶୋ’ କରିବ ବାୟୁସେନା

ଭୁବନେଶ୍ୱର, ୪।୯ (ବ୍ୟୁରୋ): ଓଡ଼ିଶାରେ ସୂର୍ଯ୍ୟକିରଣ ଶୋ’ ହେବ। ଭାରତୀୟ ବାୟୁସେନା ପକ୍ଷରୁ ଏହି ଶୋ’ ଆୟୋଜନ କରାଯିବ ବୋଲି ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର ନିର୍ଦ୍ଦେଶକ ପ୍ରସନ୍ନ ପ୍ରଧାନ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଭୁବନେଶ୍ୱର ଓ ପୁରୀରେ…

୩୦ରେ ସରିବ ମାଗଣା ବୁଷ୍ଟର ଡୋଜ୍‌ ଟିକାକରଣ

ଭୁବନେଶ୍ୱର,୪।୯(ବ୍ୟୁରୋ): ରାଜ୍ୟରେ ମାଗଣା କରୋନା ଟିକା ଅବଧି ସରିଆସୁଛି। ତେଣୁ ତୁରନ୍ତ ବୁଷ୍ଟର ଡୋଜ୍‌ ବା ପ୍ରିକଶନ ଡୋଜ୍‌ ଟିକା ନେବା ପାଇଁ ସ୍ବାସ୍ଥ୍ୟ ବିଭାଗ ପରାମର୍ଶ ଦେଇଛି। ପରିବାର କଲ୍ୟାଣ ନିର୍ଦ୍ଦେଶକ ଡା. ବିଜୟ କୁମାର ପାଣିଗ୍ରାହୀ କହିଛନ୍ତି, ଏବେ…

ଭତ୍ତାଧାରୀଙ୍କୁ ଗରିବ କଲ୍ୟାଣ ଯୋଜନାରେ ମିଳିବ ଅଗ୍ରାଧିକାର

ଭୁବନେଶ୍ୱର,୪।୯(ବ୍ୟୁରୋ): ଜାତୀୟ ସାମାଜିକ ସୁରକ୍ଷା ଯୋଜନାରେ ମାସିକ ଭତ୍ତା ପାଉଥିବା ହିତାଧିକାରୀଙ୍କୁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଦ୍ୱାରା ପରିଚାଳିତ ହେଉଥିବା ଗରିବ କଲ୍ୟାଣ ଯୋଜନାଗୁଡ଼ିକରେ ଅଗ୍ରାଧିକାର ମିଳିବ। ଯେକୌଣସି ଗରିବ କଲ୍ୟାଣ କାର୍ଯ୍ୟକ୍ରମ ବା ଯୋଜନାର ହିତାଧିକାରୀ ଚୟନବେଳେ…

ଆଜି ନବୀନ ପାଇବେ ଜୀବନବ୍ୟାପୀ ସାଧନା ସମ୍ମାନ

ଭୁବନେଶ୍ବର,୪।୯(ବ୍ୟୁରୋ): ଦୃଢ଼ ନେତୃତ୍ୱ ପାଇଁ ଶ୍ରେଷ୍ଠ ଶାସକ ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କ୍ୟାପିଟାଲ ଫାଉଣ୍ଡେଶନ ସୋସାଇଟି ପକ୍ଷରୁ ଜୀବନବ୍ୟାପୀ ସାଧନା ସମ୍ମାନ ମିଳିବ। ନୂଆଦିଲ୍ଲୀ ସ୍ଥିତ ଇଣ୍ଡିଆ ଇଣ୍ଟରନ୍ୟାଶନାଲ ସେଣ୍ଟର ଅଡିଟୋରିୟମଠାରେ ରବିବାର ପୂର୍ବାହ୍ନ ୧୦ଟାରେ ଏହି କାର୍ଯ୍ୟକ୍ରମ ଆରମ୍ଭ…

ଓଡ଼ିଶାର ଆକ୍ସନ ପ୍ଲାନ୍‌କୁ କେନ୍ଦ୍ରର ମଞ୍ଜୁରୀ

ଓଡ଼ିଶା ପ୍ରଥମ ରାଜ୍ୟ ଭାବେ ୨୦୨୦ରୁ ୨୦୩୦ ପର୍ଯ୍ୟନ୍ତ ଏକ ୧୦ ବର୍ଷିଆ ରାଜ୍ୟ ଜଳବାୟୁ ପରିବର୍ତ୍ତନ ଆକ୍ସନ ପ୍ଲାନ୍‌ ପ୍ରସ୍ତୁତ କରିଛି। ଏହାକୁ କେନ୍ଦ୍ର ସରକାରଙ୍କ ଅନୁମୋଦନ ମିଳିଛି। ପରିବର୍ତ୍ତିତ ପରିସ୍ଥିତି ସହିତ ଖାପ ଖୁଆଇ ଜୀବନଜୀବିକାକୁ ସୁରକ୍ଷା ଯୋଗାଇବାରେ…

ଓଏଏସ୍‌ ଅଫିସରସ୍ତରରେ ଅଦଳବଦଳ, ୪ଜଣଙ୍କୁ ମିଳିଲା ପଦୋନ୍ନତି

ଭୁବନେଶ୍ୱର,୩ା୯(ବ୍ୟୁରୋ): ରାଜ୍ୟ ସରକାର ଓଏଏସ୍‌ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ଏ ନେଇ ଶନିବାର ସାଧାରଣ ପ୍ରଶାସନ ବିଭାଗ ଓ ସାଧାରଣ ଅଭିଯୋଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ତଦନୁଯାୟୀ ବ୍ରହ୍ମପୁର କନ୍‌ସୋଲିଡେଶନ ଆଣ୍ଡ ସେଟଲମେଣ୍ଟ ଅତିରିକ୍ତ କମିଶନର ସୂର୍ଯ୍ୟମାଧବ ପାଣିଗ୍ରାହୀଙ୍କୁ…

ସୁସ୍ଥ ହେଲେ ଆଉ ୨୧୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୩ା୯(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୨୧୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୩,୭୪,୪୯୨ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ବାତ୍ୟା ହେବନି କେବଳ ବର୍ଷିବ

ଭୁବନେଶ୍ୱର, ୩।୯(ବ୍ୟୁରୋ): ସେପ୍ଟେମ୍ବରରେ ଏକ ବାତ୍ୟା ନେଇ ଚର୍ଚ୍ଚା ଜୋର ଧରିଥିଲା। ତେବେ ଶୁକ୍ରବାର ଏକ ଆଶ୍ୱସ୍ତିକର ଖବର ମିଳିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ କହିଛନ୍ତି, ବାତ୍ୟା ସମ୍ପର୍କରେ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି)…

ଶୁଭଶ୍ରୀ ଆତ୍ମହତ୍ୟା ମାମଲା: ଲାଷ୍ଟ ସିନ୍‌ ଦେଖାଇଲେ ଚିତ୍ତ

ଭୁବନେଶ୍ୱର,୩।୯(ବ୍ୟୁରୋ): ଭୁବନେଶ୍ୱରସ୍ଥିତ ଶାସ୍ତ୍ରୀନଗରରେ ରହୁଥିବା ଶୁଭଶ୍ରୀ ମହାପାତ୍ର ଆତ୍ମହତ୍ୟା ଘଟଣାରେ ଶନିବାର ଶାସ୍ତ୍ରୀନଗର ଘରେ ପୋଲିସ ସିନ୍‌ ରିକ୍ରେସନ କରିବ। ପୁରୁଷବନ୍ଧୁ ଚିତ୍ତ ଲାଷ୍ଟ ସିନ ଦେଖାଇଛନ୍ତି। ସନ୍ଦେହରୁ ଝଗଡ଼ା, ପରେ ଆତ୍ମହତ୍ୟା କରିଥିବା କମିଶନରେଟ ପୋଲିସ ଏପରି ତଥ୍ୟ ରଖିଛନ୍ତି।…

ଗ୍ୟାସ୍‌ ଟାଙ୍କି ଫାଟି ଜଳିଗଲା ଏକାଧିକ ଦୋକାନ

ଭୁବନେଶ୍ୱର,୩।୯: ଗ୍ୟାସ୍‌ ଟାଙ୍କି ଫାଟି ନିଆଁ ଲାଗିଯିବାରୁ ଭିଏସଏସ୍‌ ନଗର ପାଣିଟାଙ୍କି ସମ୍ମୁଖରେ ଥିବା ଏକାଧିକ ଦୋକାନ ଜଳିଯାଇଛି। ଶୁକ୍ରବାର ଅପରାହ୍ନରେ ଫଳ ଦୋକାନୀ ରୋଷେଇ କରୁଥିବା ସମୟରେ ଏହି ଘଟଣା ଘଟିଥିଲା। ଉକ୍ତ ଅଗ୍ନିକାଣ୍ଡର ଭୟାବହତା ଏତେ ଅଧିକ ଥିଲା…

ଏଣିକି ପଡି ରହିଥିବା ପୁରୁଣା ମାମଲା ତୁରନ୍ତ ଫଇସଲା ହେବ

ଭୁବନେଶ୍ୱର,୩।୯ (ବ୍ୟୁରୋ): ରାଜଧାନୀରେ ଆଉ ଏକ ପରିବାର ଅଦାଲତ ଖୋଲିଛି। ଭୁବନେଶ୍ବର କୋର୍ଟ ପରିସରରେ ଶୁକ୍ରବାର ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ହାଇକୋର୍ଟର ମୁଖ୍ୟ ବିଚାରପତି ଡ. ଏସ୍‌. ମୁରଲୀଧର ଏହାକୁ ଉଦ୍‌ଘାଟନ କରିଛନ୍ତି। ଏହାଦ୍ୱାରା ପ୍ରଥମ କୋର୍ଟ ଉପରୁ ଚାପ ହଟିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri