ମେଟ୍ରୋ

ନୂଆ ଏୟାରପୋର୍ଟ ଛକରୁ ଫାୟାର ଷ୍ଟେଶନ ନୋ ପାର୍କିଂ ଏରିଆ

ଭୁବନେଶ୍ୱର, ୩।୧୨ (ବ୍ୟୁରୋ): ହକି ବିଶ୍ୱକପ୍‌ ପାଇଁ ସଜେଇ ହେଉଛି ରାଜଧାନୀ। ସୌନ୍ଦର୍ଯ୍ୟକରଣ ସହିତ ସହରର ପାର୍କିଂ ବ୍ୟବସ୍ଥାକୁ ସଜାଡ଼ିବାକୁ ଅଣ୍ଟା ଭିଡ଼ିଛି ବିଏମ୍‌ସି। ଏହି କ୍ରମରେ ନୂଆ ଏୟାରପୋର୍ଟ ଛକଠାରୁ ଫାୟାର ଷ୍ଟେଶନ ଛକ ପର୍ଯ୍ୟନ୍ତ ନୋ ପାର୍କିଂ ଏରିଆ…

୧୧୫ ପୌରାଞ୍ଚଳରେ ଖୋଲିବ ୨୦୫୫ ୱାର୍ଡ କାର୍ଯ୍ୟାଳୟ

ଭୁବେନଶ୍ବର,୩ା୧୨(ବ୍ୟୁରୋ): ରାଜ୍ୟର ୧୧୫ ପୌରାଞ୍ଚଳର ସମସ୍ତ ୨୦୫୫ ୱାର୍ଡରେ ମୌଳିକ ସୁବିଧାକୁ ରାଜ୍ୟ ସରକାର ଗୁରୁତ୍ୱାରୋପ କରିଛନ୍ତି। ଆସନ୍ତା ଜାନୁଆରୀ ୨୬ରୁ ଏହି ୱାର୍ଡ କାର୍ଯ୍ୟାଳୟ କାର୍ଯ୍ୟକ୍ଷମ କରିବାକୁ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ନିଷ୍ପତ୍ତି ହୋଇଛି। ସେହିପରି…

ଶ୍ୟାମଳୀ ନାୟିକା

ଅଭିନେତ୍ରୀ ଝରଣା ଦାସ ପ୍ରାୟ ୪୦ଟି ଚଳଚ୍ଚିତ୍ରରେ ଅଭିନୟ କରିଛନ୍ତି। ଶ୍ୟାମଳୀ ଥିବାରୁ ଚଳଚ୍ଚିତ୍ରରେ ସେ ଅଭିନୟ କରିବେ ବୋଲି କେବେ ବି ଭାବି ନ ଥିଲେ। ୧୯୬୨ରେ ସେ ‘ମଲାଜହ୍ନ’ରେ ନାୟିକା ଭାବରେ ଅଭିନୟ କରିଥିଲେ। ତେବେ ଏହା ବହୁ…

ଆଗୁଆ ଶେଷ ହେଲା ଶୀତ ଅଧିବେଶନ

ଭୁବନେଶ୍ୱର,୩ା୧୨(ବ୍ୟୁରୋ): ବିଧାନସଭାର ଶୀତ ଅଧିବେଶନ ନିର୍ଦ୍ଧାରିତ ସମୟର ୨୫ଟି କାର୍ଯ୍ୟଦିବସ ଥାଇ ଶୁକ୍ରବାର ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରାଯାଇଛି। ଚଳିତ ଅଧିବେଶନରେ ନିର୍ଦ୍ଧାରିତ ୩୩ଟି କାର୍ଯ୍ୟଦିବସ ବଦଳରେ ମାତ୍ର ୮ଟି କାର୍ଯ୍ୟଦିବସ ହୋଇପାରିଛି। ମୁଖ୍ୟ ବିରୋଧୀ ଦଳ ଭାଜପା…

୧.୭୫ ଲକ୍ଷ କୋଟିର ନିବେଶ ପ୍ରସ୍ତାବ

ଭୁବନେଶ୍ୱର,୩ା୧୨: ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ-୨୨ର ଶୁକ୍ରବାର ୩ୟ ଦିନରେ ରାଜ୍ୟ ଶକ୍ତି ବିଭାଗ ପକ୍ଷରୁ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ଏଥିରେ ବୈଦ୍ୟୁତିକ ଉପକରଣ ଏବଂ ଗ୍ରୀନ୍‌ ହାଇଡ୍ରୋଜେନ୍‌ ଶୀର୍ଷକ ଦୁଇଟି ପ୍ୟାନେଲ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି…

ବିଧାନସଭା ଅଚଳ କଲା ଭାଜପା

ଭୁବନେଶ୍ୱର,୩।୧୨(ବ୍ୟୁରୋ): ପଦ୍ମପୁର ଉପନିର୍ବାଚନ ପ୍ରଚାର ସରଗରମ ଥିବାବେଳେ ଚାଷୀ ପ୍ରସଙ୍ଗକୁ ଭାଜପା ହାତଛଡ଼ା କରିବାକୁ ଚାହୁଁନାହିଁ। ବିଧାନସଭା ବାହାରେ ଦଳ ପକ୍ଷରୁ ଆନ୍ଦୋଳନ କରାଯାଉଥିବା ବେଳେ ବିଧାନସଭାରେ ଭାଜପା ସଦସ୍ୟମାନେ ପ୍ରବଳ ହଟ୍ଟଗୋଳ କରିଛନ୍ତି । ସରକାର ମିଲର ପାଇଁ ଦଲାଲି…

ଚାଷୀଙ୍କୁ ନେଇ ବିଧାନସଭା ଘେରିଲା ଭାଜପା

ଭୁବନେଶ୍ୱର, ୩।୧୨(ବ୍ୟୁରୋ) : ଓଡ଼ିଶାର କୃଷକ ଓ କୃଷି ପ୍ରସଙ୍ଗରେ ଭାଜପାର ୧୫ଦିନ ଧରି ଚାଲିଥିବା ସତ୍ୟାଗ୍ରହ ଶୁକ୍ରବାର ଜୋର୍‌ଦାର ହୋଇଥିଲା। ଚାଷୀ ବିରୋଧୀ ରାଜ୍ୟ ସରକାରଙ୍କ ବିରୋଧରେ ହଜାର ହଜାର ଚାଷୀଙ୍କୁ ନେଇ ଭୁବନେଶ୍ୱର ଲୋୟର ପିଏମ୍‌ଜିରେ ସମାବେଶ କରିବା…

ସୋମବାର କୋର୍ଟରେ ହାଜର ହେବେ ଅର୍ଚ୍ଚନା

ଭୁବନେଶ୍ୱର,୩।୧୨(ବ୍ୟୁରୋ): ବହୁଚର୍ଚ୍ଚିତ ରହସ୍ୟମୟୀ ବ୍ଲାକ୍‌ମେଲର୍‌ ଅର୍ଚ୍ଚନା ନାଗଙ୍କ ବେଆଇନ ଆର୍ଥିକ କାରବାର ଦିଗରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଖୋଳତାଡ଼ ଜାରି ରଖିଛି। ଅଭିଯୁକ୍ତା ଅର୍ଚ୍ଚନାଙ୍କୁ ରିମାଣ୍ଡରେ ଆଣି ଏହି ମାମଲାରେ ଅଧିକ ତଥ୍ୟ ହାସଲ କରିବାକୁ ଇଡି ପ୍ରସ୍ତୁତି କରୁଛି। ଗତ…

ସିଏଜି ଧରିଲେ ଅବକାରୀ ଅନିୟମିତତା

ଭୁବନେଶ୍ୱର,୩।୧୨(ବ୍ୟୁରୋ): ମଦ ଉତ୍ପାଦନ ଓ ଯୋଗାଣ କ୍ଷେତ୍ରରେ ବ୍ୟାପକ ହେରଫେର ହେଉଛି। କେତେ ମଦ ଉତ୍ପାଦନ ଓ ଯୋଗାଣ ହେଉଛି ତାହାର ତଥ୍ୟ ଅବକାରୀ କମିଶନଙ୍କ ନିକଟରେ ରହୁନାହିଁ। ମାନୁଆଲ କମ୍ପ୍ୟୁଟର ସଫ୍ଟଓ୍ବେର କିମ୍ବା ମୋବାଇଲ ଆପ୍‌ ବଦଳରେ ମାନୁଆଲ ରେଜିଷ୍ଟର…

ଅର୍ଚ୍ଚନା ନାଗ ମାମଲା: ଇଡିରେ ହାଜର ହେଲେ ଜମି ବ୍ୟବସାୟୀ

ଭୁବନେଶ୍ୱର,୨।୧୨(ବ୍ୟୁରୋ): ବହୁ ଚର୍ଚ୍ଚିତ ମହିଳା ବ୍ଲାକ୍‌ମେଲର୍‌ ଅର୍ଚ୍ଚନା ନାଗ ମାମଲାରେ ଜମି ବ୍ୟବସାୟୀ ପ୍ରଭାତ ରଞ୍ଜନ ପତି ଶୁକ୍ରବାର ଇଡି(ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ)ରେ ହାଜର ହୋଇଛନ୍ତି। ଅର୍ଚ୍ଚନା- ଖଗେଶ୍ୱର କିଣିଥିବା ଜମି ବାବଦରେ ଇଡିର ସମନ ପରେ ସେ ହାଜର ହୋଇଥିବା ଜଣାପଡିଛି।…

‘ନାରୀଙ୍କୁ ଅପମାନିତ କରିବା ଭାଜପା ନେତାଙ୍କ ଚରିତ୍ର ହେଲାଣି’

ଭୁବନେଶ୍ବର, ୨ା୧୨(ବ୍ୟୁରୋ): ଭାଜପା ଏମ୍‌ପି ଜୁଏଲ ଓରାମ ଜଣେ ନାରୀଙ୍କୁ ଅପମାନ କରିଛନ୍ତି । ନାରୀଙ୍କୁ ଅପମାନିତ କରିବା ଭାଜପା ନେତାଙ୍କ ଚରିତ୍ର ହୋଇଗଲାଣି ବୋଲି ବିଜେଡି ମୁଖପାତ୍ର ଶ୍ରୀମୟୀ ମିଶ୍ର କହିଛନ୍ତି। ଏକ ଭିଡିଓ ବାର୍ତ୍ତା ଜାରି କରି ଶ୍ରୀମୟୀ…

ଚାଷୀ ପ୍ରସଙ୍ଗକୁ ନେଇ ବିରୋଧୀଙ୍କ ହଟ୍ଟଗୋଳ: ସାଢେ ୧୧ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ୱର,୨।୧୨(ବ୍ୟୁରୋ): ବିଧାନସଭା ଆରମ୍ଭରୁ ଗୃହରେ ବିରୋଧୀଙ୍କ ହଟ୍ଟଗୋଳ। ପ୍ରଶ୍ନକାଳ ଚାଲିଥିବା ସମୟରେ ଚାଷୀ ପ୍ରସଙ୍ଗକୁ ନେଇ ଭାଜପା ସଦସ୍ୟ ଗୃହର ମଧ୍ୟଭାଗକୁ ଆସି ନାରାବାଜି କରିଥିଲେ। ଏଥିସହ ବାଚସ୍ପତିଙ୍କ ପୋଡିୟମ ଆଗରେ ଧାରଣାରେ ବସି ରହିଥିଲେ। ଫଳରେ ବାଚସ୍ପତି ଗୃହକୁ ସାଢେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?