ମେଟ୍ରୋ

ଚାଷୀ ପ୍ରସଙ୍ଗକୁ ନେଇ ବିରୋଧୀଙ୍କ ହଟ୍ଟଗୋଳ: ସାଢେ ୧୧ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ୱର,୨।୧୨(ବ୍ୟୁରୋ): ବିଧାନସଭା ଆରମ୍ଭରୁ ଗୃହରେ ବିରୋଧୀଙ୍କ ହଟ୍ଟଗୋଳ। ପ୍ରଶ୍ନକାଳ ଚାଲିଥିବା ସମୟରେ ଚାଷୀ ପ୍ରସଙ୍ଗକୁ ନେଇ ଭାଜପା ସଦସ୍ୟ ଗୃହର ମଧ୍ୟଭାଗକୁ ଆସି ନାରାବାଜି କରିଥିଲେ। ଏଥିସହ ବାଚସ୍ପତିଙ୍କ ପୋଡିୟମ ଆଗରେ ଧାରଣାରେ ବସି ରହିଥିଲେ। ଫଳରେ ବାଚସ୍ପତି ଗୃହକୁ ସାଢେ…

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଝରଣା ଦାସଙ୍କ ହେବ ଶେଷକୃତ୍ୟ: ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨ା୧୨(ବ୍ୟୁରୋ): ଓଡ଼ିଆ ଚଳଚ୍ଚିତ୍ର ଜଗତର ସୁନାମଧନ୍ୟ ଅଭିନେତ୍ରୀ ଝରଣା ଦାସଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ଶୋକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ଝରଣା ଦାସଙ୍କୁ ଜଣେ ଯଶସ୍ବୀ କଳାକାର ଭାବରେ ବର୍ଣନା କରିଛନ୍ତି। ଆକାଶବାଣୀ ସହିତ…

ଝରଣା ଦାସଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨ା୧୨(ବ୍ୟୁରୋ): ଓଡ଼ିଆ ଚଳଚ୍ଚିତ୍ର ଜଗତର ବର୍ଷୀୟାନ ଅଭିନେତ୍ରୀ ଝରଣା ଦାସଙ୍କ ଗୁରୁବାର ବିଳମ୍ବିତ ରାତିରେ ପରଲୋକ ଘଟିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି, ଓଡ଼ିଆ ଚଳଚ୍ଚିତ୍ର ଜଗତର କିମ୍ବଦନ୍ତୀ ଅଭିନେତ୍ରୀ ଝରଣା…

ସହରର କଞ୍ଜରଭାନ୍ସି ଲେନ୍‌ରୁ ହଟିବ ଜବରଦଖଲ

ଭୁବନେଶ୍ୱର,୨।୧୨(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମାଞ୍ଚଳରେ ବିଭିନ୍ନ କଞ୍ଜରଭାନ୍ସି (ସଂରକ୍ଷିତ) ଲେନରେ ଥିବା ଜବରଦଖଲ ଖୁବ୍‌ଶୀଘ୍ର ହଟିବ। ସହରର ସୁନ୍ଦର ଓ ସ୍ବାସ୍ଥ୍ୟକର କରିବା ପାଇଁ ୩ଦିନ ଧରି ଚାଲିଥିବା ୱାର୍ଡସ୍ତରୀୟ ପରିମଳ କମିଟି କର୍ମଶାଳା ‘ଆତ୍ମମନ୍ଥନ’ର ଉଦ୍‌ଯାପନୀ ଉତ୍ସବରେ ଏହି ଘୋଷଣା…

ଟାଙ୍କି ଖନନବେଳେ ଭୁଶୁଡ଼ିଲା ପାଚେରି

ଭୁବନେଶ୍ୱର, ୨।୧୨(ବ୍ୟୁରୋ): ଏକ ନିର୍ମାଣାଧୀନ ଆପାର୍ଟମେଣ୍ଟର ସ୍ବେରେଜ ଟାଙ୍କି ଖୋଳାଯାଉଥିବାବେଳେ ପାଚେରୀ ଭୁଶୁଡି ପଡ଼ିବାରୁ ଏହା ତଳେ ଚାପି ହୋଇ ଜଣେ ମହିଳା ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଏଥିସହ ଆଉଜଣେ ମହିଳା ଶ୍ରମିକ ଗୁରୁତର ଆହତ ହୋଇଛନ୍ତି। ଭରତପୁର ଥାନା ଅନ୍ତର୍ଗତ…

ସଂଖ୍ୟାଲଘୁଙ୍କ ପାଖରେ ପହଞ୍ଚୁନି ସରକାରୀ ସୁବିଧା

ଭୁବନେଶ୍ବର,୨ା୧୨(ବ୍ୟୁରୋ):ଓଡ଼ିଶାରେ ସଂଖ୍ୟାଲଘୁଙ୍କୁ ସରକାରୀ ସୁବିଧା ସୁଯୋଗ ମିଳୁନାହିଁ। ସଂଖ୍ୟାଲଘୁଙ୍କ ପାଇଁ କେନ୍ଦ୍ର ଏବଂ ରାଜ୍ୟ ସରକାର ଯେଉଁସବୁ ଯୋଜନା ଏବଂ କାର୍ଯ୍ୟକ୍ରମ କରୁଛନ୍ତି ସଚେତନତା ଅଭାବରୁ ତାହା ସେମାନଙ୍କ ନିକଟରେ ପହଞ୍ଚିପାରୁନାହିଁ। ଏପରିକି କେନ୍ଦ୍ରୀୟ ପାଣ୍ଠି ମଧ୍ୟ ଫେରିଯାଉଛି। ୩ ଦିନିଆ…

୬ ସ୍ଥାନରେ ଇକୋ ରିଟ୍ରିଟ୍‌ ଆରମ୍ଭ

ଭୁବନେଶ୍ୱର,୨।୧୨(ବ୍ୟୁରୋ): ଓଡ଼ିଶା ପର୍ଯ୍ୟଟନ କ୍ଷେତ୍ରରେ ଇକୋ ରିଟ୍ରିଟ୍‌ ଏକ ବେଞ୍ଚ୍‌ମାର୍କ ସ୍ଥାପନ କରିବ। ପର୍ଯ୍ୟଟକଙ୍କୁ ପ୍ରାକୃତିକ ସୌନ୍ଦର୍ଯ୍ୟର ଭରପୂର ତଥା ଚମତ୍କାର ଅନୁଭୂତି ପ୍ରଦାନ କରିବ। ପର୍ଯ୍ୟଟନ ଓ ଆତିଥେୟତା କ୍ଷେତ୍ରର ସର୍ବୋତ୍ତମତାକୁ ଆବିଷ୍କାର କରିବା ପାଇଁ ପର୍ଯ୍ୟଟକଙ୍କ ଲାଗି ଏହା…

ଫେବୃୟାରୀ ୧୩ରେ ଆଇଏସ୍‌ସି, ୨୭ରୁ ଆଇସିଏସ୍‌ଇ ପରୀକ୍ଷା

ଭୁବନେଶ୍ୱର,୨।୧୨(ବ୍ୟୁରୋ): କାଉନ୍‌ସିଲ ଫର୍‌ ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଏକଜାମିନେଶନ (ସିଆଇଏସ୍‌ସିଇ) ଦ୍ୱାରା ପରିଚାଳିତ ଆଇସିଏସ୍‌ଇ ଓ ଆଇଏସ୍‌ସି ପରୀକ୍ଷା ତାରିଖ ଘୋଷଣା କରାଯାଇଛି। ଆଇସିଏସ୍‌ଇ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ଫେବୃୟାରୀ ୨୭ରୁ ଆରମ୍ଭ ହୋଇ ମାର୍ଚ୍ଚ ୨୯ରେ ଶେଷ ହେବ।…

ଠିକା ନିଯୁକ୍ତିକୁ ନେଇ ବିରୋଧୀଙ୍କ ଉଦ୍‌ବେଗ

ଭୁବନେଶ୍ୱର,୨ା୧୨(ବ୍ୟୁରୋ): ରାଜ୍ୟରେ ଠିକା ନିିଯୁକ୍ତି ଉଠିଗଲା। ସରକାର ଐତିହାସିକ ନିଷ୍ପତ୍ତି ନେଲେ। କିିଛି କର୍ମଚାରୀ ମିଠା ବାଣ୍ଟିଲେ, ବାଜା ବଜାଇ ନାଚିଲେ। ମାତ୍ର ଆହୁରି ଅନେକ କର୍ମଚାରୀ ଦୀର୍ଘ ବର୍ଷ ହେବ କମ୍‌ ପଇସାରେ ଅତି ଦୟନୀୟ ଅବସ୍ଥାରେ ରହିଛନ୍ତି। ବ୍ଲକ୍‌ଗ୍ରାଣ୍ଟ…

ରାଜସ୍ବ ମାନ୍ୟତା ଅପେକ୍ଷାରେ ୩୩୫୨ ପଡ଼ାଗ୍ରାମ

ଭୁବନେଶ୍ୱର,୨ା୧୨(ବ୍ୟୁରୋ): ପଡ଼ାଗ୍ରାମକୁ ରାଜସ୍ବ ଗ୍ରାମ କରାଯାଉ ନ ଥିବାରୁ ଗୁରୁବାର ପ୍ରଶ୍ନକାଳରେ ଉଭୟ ଶାସକ ଓ ବିରୋଧୀ ଦଳର ସଦସ୍ୟମାନେ ଉଦ୍‌ବେଗ ପ୍ରକାଶ କରିଥିଲେ। ସେମାନେ ଅଭିଯୋଗ କରିଥିଲେ ଯେ ରାଜସ୍ବ ଗ୍ରାମ ମାନ୍ୟତା ପାଇବାକୁ ଅନେକ ପଡ଼ାଗ୍ରାମ ଯୋଗ୍ୟ ଥିଲେ…

୨୭୪ ସହକାରୀ ପ୍ରଫେସର ନିଯୁକ୍ତି ପାଇଁ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର,୨ା୧୨(ବ୍ୟୁରୋ): ରାଜ୍ୟବାସୀଙ୍କୁ ଉଚ୍ଚମାନର ସ୍ବାସ୍ଥ୍ୟସେବା ଯୋଗାଇଦେବା ନିମନ୍ତେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସରକାର ଚଳିତବର୍ଷ ୨୩ଟି ସ୍ପେଶାଲିଷ୍ଟ ବିଭାଗରେ ୨୪୯ ସହକାରୀ ପ୍ରଫେସରଙ୍କୁ ନିଯୁକ୍ତି ଦେଇଛନ୍ତି। ଏମାନଙ୍କୁ ବିଭିନ୍ନ ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲରେ ନିୟୋଜିତ କରାଯାଇଛି।…

ଟ୍ରିଲିୟନ ଡଲାର ଅର୍ଥନୀତି ଛୁଇଁବ ଓଡ଼ିଶା

ଭୁବନେଶ୍ୱର,୨ା୧୨(ବ୍ୟୁରୋ): ନିକଟ ଭବିଷ୍ୟତରେ ଓଡ଼ିଶା ଟ୍ରିଲିୟନ(୧ ଲକ୍ଷ କୋଟି) ଡଲାର ଅର୍ଥନୀତିକୁ ଛୁଇଁବ। ଆମେ ହିଁ ହେବୁ ଦକ୍ଷିଣ ପୂର୍ବ ଏସିଆ ଓ ପୂର୍ବ ଭାରତ ବିକାଶର ମୁଖଶାଳା। ଆପଣମାନେ ଆସନ୍ତୁ, ନୂଆ ଓଡ଼ିଶା ଗଢ଼ିବାକୁ ରାଜ୍ୟରେ ଅଧିକରୁ ଅଧିକ ପୁଞ୍ଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?