ମେଟ୍ରୋ

ସାଇବର ଠକଙ୍କ ଟାର୍ଗେଟରେ ଓଡ଼ିଶା ମହିଳା

ଭୁବନେଶ୍ୱର,୨।୯(ବ୍ୟୁରୋ): ଦେଶରେ ମହିଳା ବିରୋଧୀ, ନିର୍ଯାତନା, ବଳାତ୍କାର ଆଦି ଅପରାଧ ମାମଲା ବଢ଼ୁଥିବା ବେଳେ ସାଇବର ଅଶ୍ଳୀଳତା ଓ ମର୍ଫିଂ ମାମଲା ମଧ୍ୟ ଚିନ୍ତାଜନକ ସ୍ଥିତିରେ ରହିଛି। ୨୦୨୧ରେ ଦେଶବ୍ୟାପୀ ସାଇବର ଅଶ୍ଳୀଳତା ଓ ମର୍ଫିଂ ମାମଲା ମୋଟ ୨,୫୯୭ ରୁଜୁ…

ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୨।୯ (ବ୍ୟୁରୋ): ଜଣେ ନାବାଳିକାଙ୍କୁ ବାରମ୍ବାର ବଳାତ୍କାର କରିବା ଅଭିଯୋଗରେ ଇନ୍‌ଫୋସିଟି ଥାନା ପୋଲିସ ଜଣଙ୍କୁ ଗିରଫ କରି ଗୁରୁବାର କୋର୍ଟ ଚାଲାଣ କରିଛି। ସେ ହେଲେ ବନଫୁଲ ବସ୍ତିର ସନ୍ତୁ ଓରଫ୍‌ ସନ୍ତୋଷ ନାୟକ(୨୩)। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ…

୩୦ ହଜାର ଠକେଇ, ନକଲି କମ୍ପାନୀ କର୍ମଚାରୀ ଗିରଫ

ଭୁବନେଶ୍ୱର,୨।୯ (ବ୍ୟୁରୋ): ନିଜକୁ ରାଜ୍ୟର ଅମୁଲ କମ୍ପାନୀର ମୁଖ୍ୟ ବୋଲି ପରିଚୟ ଦେଇଥିଲେ। କମ୍‌ ଟଙ୍କାରେ ଅମୁଲ ଆଉଟ୍‌ଲେଟ କାଉଣ୍ଟର ଯୋଗାଇଦେବାକୁ ପ୍ରତିଶ୍ରୁତି ଦେଇ ଜଣେ ବ୍ୟକ୍ତିଙ୍କଠାରୁ ୩୦ ହଜାର ଟଙ୍କା ଠକିଥିବା ଜଣେ ବ୍ୟକ୍ତିଙ୍କୁ ଖଣ୍ଡଗିରି ଥାନା ପୋଲିସ ଗିରଫ…

ମୁଖ୍ୟମନ୍ତ୍ରୀଙ୍କୁ ଦିଲ୍ଲୀରେ ବିଜେଡି ଦେବ ସମ୍ବର୍ଦ୍ଧନା

ଭୁବନେଶ୍ବର,୨ା୯(ବ୍ୟୁରୋ): ଆସନ୍ତା ୪ ତାରିଖରେ ନୂଆଦିଲ୍ଲୀଠାରେ କ୍ୟାପିଟାଲ ଫାଉଣ୍ଡେଶନ ପକ୍ଷରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ ପ୍ରଦାନ କରାଯିବ। ସଫଳ ଓ ଉଲ୍ଲେଖନୀୟ ନେତୃତ୍ୱ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଏହି ସମ୍ମାନ ପ୍ରଦାନ କରାଯିବାକୁ ଥିବାରୁ ଶୁଭେଚ୍ଛା…

ପୁରୀରେ ଏଫ୍‌ଏନ୍‌ପିର ଏକ୍ସକ୍ଳୁସିଭ ଆଉଟଲେଟ୍‌

ଭୁବନେଶ୍ୱର,୨।୯:ଦେଶର ପ୍ରମୁଖ ଷ୍ଟାର୍ଟଅପ୍‌ ୟୁନିଟ୍‌ ଫର୍ନସ ଏନ୍‌ ପେଟାଲ୍ସ (ଏଫ୍‌ଏନ୍‌ପି) ର ଏକ୍ସକ୍ଳୁସିଭ ଆଉଟଲେଟ୍‌ ନିକଟରେ ପୁରୀ ସହରରେ ଉଦ୍‌ଘାଟିତ ହୋଇଯାଇଛି। ୭୫୦ ବର୍ଗଫୁଟ ପରିମିତ ସ୍ଥାନରେ ଗଢି ଉଠିଥିବା ଏହି ଷ୍ଟୋରଟି ପୁରୀ ଗ୍ରାଣ୍ଡ ରୋଡ୍‌ଠାରେ ଶୁଭାରମ୍ଭ ହୋଇଥିବା ଏଫ୍‌ଏନ୍‌ପି…

‘ଓଡ଼ିଶାରେ ବୃଦ୍ଧି ପାଉଛି ରପ୍ତାନି କାରବାର’

ଭୁବନେଶ୍ୱର,୨।୯:ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ (ପିଏନ୍‌ବି)ର କର୍ପୋରେଟ୍‌ ବ୍ୟାଙ୍କିଙ୍ଗ୍‌ ଶାଖା ଦ୍ୱାରା ନିକଟରେ ଏକ ଦିନିକିଆ ରପ୍ତାନି ଓ ଆମଦାନୀକାରୀଙ୍କ ବୈଠକ ଭୁବନେଶ୍ୱର ଅଞ୍ଚଳ କାର୍ଯ୍ୟାଳୟ ପରିସରରେ ଆୟୋଜିତ ହୋଇଯାଇଛି। ଉକ୍ତ ବୈଠକରେ ପିଏନ୍‌ବିର ଭୁବନେଶ୍ୱର ଅଞ୍ଚଳ କାର୍ଯ୍ୟାଳୟର ଅଞ୍ଚଳ ମୁଖ୍ୟ ଏ.ଉଦୟ…

ଜି-୨୦ ବୈଠକରେ ବାଲିଯାତ୍ରା କଥା ଉଠାଇଲେ ଅଶ୍ୱିନୀ ବୈଷ୍ଣବ

ଭୁବନେଶ୍ୱର,୨ା୯(ବ୍ୟୁରୋ):ଓଡ଼ିଶାର ବାଲିଯାତ୍ରା ୨ ହଜାର ବର୍ଷର ପୁରୁଣା ପରମ୍ପରା। କେଉଁ ଆବହମାନ କାଳରୁ ଏହା ଇଣ୍ଡୋନେସିଆ ସହିତ ଜଡ଼ିତ। ଇଣ୍ଡୋନେସିଆର ବାଲିଠାରେ ଅନୁଷ୍ଠିତ ଜି-୨୦ ଡିଜିଟାଲ ଇକୋନୋମି ମିନିଷ୍ଟର୍ସ ବୈଠକ (ଡିଇଏମ୍‌ଏମ୍‌)ରେ ଯୋଗ ଦେଇ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏହି ସୂଚନା…

ଭୁବନେଶ୍ୱରରୁ ୪୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର କୋକେନ୍‌ ଜବତ ଘଟଣା:ମୁଖ୍ୟ ଅଭିଯୁକ୍ତ ଉତ୍ତରପ୍ରଦେଶରୁ ଗିରଫ

ଭୁବନେଶ୍ୱର,୨।୯(ବ୍ୟୁରୋ):କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ(ଏସ୍‌ଟିଏଫ୍‌) ଭୁବନେଶ୍ୱରରୁ ଗତ ଏପ୍ରିଲ ଦ୍ୱିତୀୟ ସପ୍ତାହରେ ଦୁଇ ଆନ୍ତଃରାଜ୍ୟ ନିଶା ବେପାରୀଙ୍କୁ ଗିରଫ କରିବା ସହ ସେମାନଙ୍କଠାରୁ ୪୦ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ୨୦୨ଗ୍ରାମର ‘କୋକେନ’ ଜବତ କରିଥିଲା। ଉକ୍ତ ମାମଲାର ମୁଖ୍ୟ ଅଭିଯୁକ୍ତ ଗୁଲ୍‌ବେସ୍‌…

ଓଡ଼ିଶା ସମେତ ୮ରାଜ୍ୟରୁ ରିପୋର୍ଟ ତଲବ

ଭୁବନେଶ୍ୱର,୨ା୯(ବ୍ୟୁରୋ):ଓଡ଼ିଶା ସମେତ ୮ରାଜ୍ୟରେ ଖ୍ରୀଷ୍ଟିଆନ ବିରୋଧୀ ଆକ୍ରମଣ ଘଟଣାରେ କି କି କାର୍ଯ୍ୟାନୁଷ୍ଠାନ ନିଆଯାଇଛି, ସେ ସମ୍ପର୍କରେ ସବିଶେଷ ତଥ୍ୟ ପ୍ରଦାନ କରିବାକୁ ଗୁରୁବାର ସର୍ବୋଚ୍ଚ ଅଦାଲତ ସ୍ବରାଷ୍ଟ୍ର ମନ୍ତ୍ରଣାଳୟକୁ ନିର୍ଦ୍ଦେଶ ଦେଇଛନ୍ତି। ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ଼ ଏବଂ ହିମା କୋହଲିଙ୍କୁ…

ଶରତରେ ଅଗ୍ନିବର୍ଷା

ଭୁବନେଶ୍ୱର,୨ା୯(ବ୍ୟୁରୋ):ଶରତରେ ଗ୍ରୀଷ୍ମର ତାତି ସାଙ୍ଗକୁ ଅସହ୍ୟ ଗୁଳୁଗୁଳି ଜନଜୀବନକୁ କଲବଲ କରୁଛି। ଦିନରେ ବାହାରକୁ ଯିବା ମୁସ୍କିଲ ହୋଇପଡୁଛି। ଦକ୍ଷିଣ ପଶ୍ଚିମ ମୌସୁମୀ ଦୁର୍ବଳ ରହିଥିବାରୁ ରାଜ୍ୟରେ ତାତି ବଢ଼ୁଛି। ଆସନ୍ତା ୩ ଦିନ ପ୍ରବଳ ଗରମ ଜାରି ରହିବା ସହ…

ମୃତ୍ୟୁ ପୂର୍ବରୁ ୭ରୁ ଅଧିକ କଲ୍‌ କରିଥିଲେ ଶୁଭଶ୍ରୀ

ଭୁବନେଶ୍ୱର,୨ା୯(ବ୍ୟୁରୋ):ଭୁବନେଶ୍ୱର ଖାରବେଳନଗର ଥାନା ଅନ୍ତର୍ଗତ ଶାସ୍ତ୍ରୀନଗରରେ ରହୁଥିବା ଶୁଭଶ୍ରୀ ମହାପାତ୍ରଙ୍କ ହତ୍ୟା ମାମଲାରେ ପୋଲିସ ଖୋଳତାଡ଼ ଜାରି ରଖିଛି। ଘଟଣାକୁ ୩ଦିନ ବିତିଥିବାବେଳେ ଶୁଭଶ୍ରୀଙ୍କ ମୋବାଇଲର କଲ୍‌ ଡିଟେଲ୍ସ ରିପୋର୍ଟ (ସିଡିଆର୍‌)ରୁ ପୋଲିସକୁ ବଡ଼ ପ୍ରମାଣ ମିଳିଛି। ମୃତ୍ୟୁ ପୂର୍ବରୁ ଅର୍ଥାତ୍‌…

୩୦ ହଜାର ଠକେଇ,ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୧।୯ (ବ୍ୟୁରୋ): ନିଜକୁ ରାଜ୍ୟର ଅମୂଲ କମ୍ପାନୀର ମୁଖ୍ୟ ବୋଲି ପରିଚୟ ଦେଇଥିଲେ। ଏହାପରେ କମ୍‌ ଟଙ୍କାରେ ଅମୁଲ ଆଉଟଲେଟ କାଉଣ୍ଟର ଯୋଗାଇଦେବାକୁ ପ୍ରତିଶ୍ରୁତି ଦେଇ ଜଣେ ବ୍ୟକ୍ତିଙ୍କଠାରୁ ୩୦ ହଜାର ଟଙ୍କା ଠକିବା ଅଭିଯୋଗରେ ଖଣ୍ଡଗିରି ଥାନା ପୋଲିସ ଜଣେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri