ମେଟ୍ରୋ

ଗାଡି ଚାଳକଙ୍କୁ ଆଶ୍ୱସ୍ତି: ଆଉ ମାସେ ବଢିଲା ନମ୍ବର ପ୍ଳେଟ୍‌ ଅବଧି

ଭୁବନେଶ୍ୱର,୩୦।୧୧(ବ୍ୟୁରୋ): ବଢିଲା ହାଇ ସିକ୍ୟୁରିଟି ନମ୍ବର ପ୍ଳେଟ୍‌ ଅବଧି। ୧, ୨, ୩, ୪ ନମ୍ବର ପାଇଁ ରାଜ୍ୟ ସରକାର ଆଉ ମାସେ ବଢାଇ ଦେଇଛନ୍ତି। ଏନେଇ ହାଇକୋର୍ଟରେ ସତ୍ୟପାଠ ଦାଖଲ କରିଛନ୍ତି ରାଜ୍ୟ ସରକାର। ଡିସେମ୍ବର ୩୧ ଯାଏ ସମୟ…

‘କାହା ଟଙ୍କା ଧରାପଡ଼ିବା ଭୟରେ ଡରୁଛି ଭାଜପା’

ଭୁବନେଶ୍ବର, ୩୦।୧୧(ବ୍ୟୁରୋ): ସୋମବାର ସାରେ ପଦ୍ମପୁର ଜଗଦମ୍ବା କ୍ଲଥ୍‌ ଷ୍ଟୋରରେ ଜିଏସ୍‌ଟି ଚଢ଼ାଉ ସମୟରେ ଭାଜପାର ୩ ଜଣ ନେତା ଠାକୁର ରଣଜିତ ଦାସ, ପିଙ୍କି ପ୍ରଧାନ ଏବଂ କାଳନ୍ଦୀ ସାମଲ ଜାଣିଶୁଣି ଗଣ୍ଡଗୋଳ ଭିଆଇଥିବା ଅଭିଯୋଗ ଆଣିଛି ବିଜେଡି। ଏହି…

ଓଡ଼ିଶା ଜିଲା ଯୋଜନା କମିଟି (ସଂଶୋଧନ) ବିଲ୍‌-୨୦୨୨ ବିଧାନସଭାରେ ଗୃହୀତ

ଭୁବନେଶ୍ୱର,୩୦।୧୧(ବ୍ୟୁରୋ): ବିରୋଧୀଙ୍କ ହଟ୍ଟଗୋଳ ମଧ୍ୟରେ ମଙ୍ଗଳବାର ଓଡ଼ିଶା ଜିଲା ଯୋଜନା କମିଟି (ସଂଶୋଧନ) ବିଲ୍‌-୨୦୨୨ ବିଧାନସଭାର ଅନୁମୋଦନ ଲାଭ କରିଛି। ସଂଶୋଧିତ ବିଲ୍‌ରେ ଜିଲା ଯୋଜନା କମିଟିର ସଦସ୍ୟମାନଙ୍କୁ ଶୃଙ୍ଖଳିତ ଓ ଦାୟିତ୍ୱବାନ୍‌ କରିବା ଉଦ୍ଦେଶ୍ୟରେ ମୂଳ ଅଧିନିୟମର ଧାରା-୫ରେ ଥିବା…

୧ରୁ ପୂର୍ବାହ୍ନ ୯ରୁ ସନ୍ଧ୍ୟା ୫ ଯାଏ କ୍ୟାପିଟାଲ ହସ୍ପିଟାଲ ଓପିଡି ଖୋଲା

ଭୁବନେଶ୍ୱର, ୩୦।୧୧(ବ୍ୟୁରୋ): ସ୍ବାସ୍ଥ୍ୟ ବିଭାଗର ନିର୍ଦ୍ଦେଶନାମା ଅନୁଯାୟୀ କ୍ୟାପିଟାଲ ହସ୍ପିଟାଲ ବହିର୍ବିଭାଗ (ଓପିଡି) ସମୟ ପରିବର୍ତ୍ତନ ହୋଇଛି। ଡିସେମ୍ବର ୧ରୁ ସକାଳ ୯ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ କ୍ୟାପିଟାଲ ହସ୍ପିଟାଲର ଓପିଡି ଖୋଲା ରହିବ। ତେବେ ଅପରାହ୍ନ ୧ଟାରୁ ୨ଟା ପର୍ଯ୍ୟନ୍ତ…

ଚଳଚ୍ଚିତ୍ର ପ୍ରଯୋଜକ ପ୍ରମୋଦ ସ୍ବାଇଁଙ୍କୁ ଇଡିର ଜେରା

ଭୁବନେଶ୍ୱର,୩୦ା୧୧(ବ୍ୟୁରୋ): ବହୁଚର୍ଚ୍ଚିତ ଲେଡି ବ୍ଲାକ୍‌ମେଲର ଅର୍ଚ୍ଚନା ନାଗଙ୍କ ବେଆଇନ ଆର୍ଥିକ କାରବାରର ଚେର କେଉଁଆଡ଼େ ଲମ୍ବିଛି ତାହାର ଖୋଳତାଡ଼ ଜାରି ରଖିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)। ଅର୍ଚ୍ଚନାଙ୍କ ସହ ଆର୍ଥିକ କାରବାର କରିଥିବା ବ୍ୟକ୍ତିମାନଙ୍କ ମଧ୍ୟରୁ ଜଣକ ପରେ ଜଣଙ୍କୁ ଜେରା…

୧୮ ପ୍ରସ୍ତାବକୁ କ୍ୟାବିନେଟ୍‌ ମୋହର

ଭୁବନେଶ୍ୱର,୩୦ା୧୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଅପରାହ୍ନରେ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ବୁଧବାର ମେକ୍‌ ଇନ୍‌ ଓଡ଼ିଶାର ତୃତୀୟ ସଂସ୍କରଣ ଆରମ୍ଭ ହେବାକୁ ଯାଉଛି। ଏହା ପୂର୍ବରୁ…

ଆଜିଠୁ ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ

ଭୁବନେଶ୍ୱର,୩୦ା୧୧: ‘ମେକ୍‌ ଇନ୍‌ ଓଡ଼ିଶା’(ଏମ୍‌ଆଇଓ) କନ୍‌କ୍ଲେଭ-୨୦୨୨ ବୁଧବାରଠାରୁ ଆରମ୍ଭ ହେବ। ୫ଦିନ ବ୍ୟାପି ହେବାକୁ ଥିବା ଏହି କନ୍‌କ୍ଲେଭକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅପରାହ୍ନ ସାଢ଼େ ୫ଟାରେ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିବେ। ଏହି କନ୍‌କ୍ଲେଭ ଆସନ୍ତା ୪ତାରିଖ ପର୍ଯ୍ୟନ୍ତ ଚାଲିବାକୁ…

ଶିକ୍ଷକ ଆନ୍ଦୋଳନ: ଅଡୁଆରେ ସରକାର

ଭୁବନେଶ୍ୱର,୩୦ା୧୧(ବ୍ୟୁରୋ): ଶିକ୍ଷକ ଆନ୍ଦୋଳନ ସରକାରଙ୍କ ଅଡୁଆ ବଢ଼ାଇ ଦେଇଛି। ଦାବି ପୂରଣ ନେଇ ସଚିବ ଓ ମୁଖ୍ୟ ଶାସନ ସଚିବ ସ୍ତରରେ ଆଲୋଚନା ଜାରି ରହିଥିଲେ ମଧ୍ୟ କୌଣସି ନିଷ୍କର୍ଷ ବାହାରିପାରି ନାହିଁ। ପଦ୍ମପୁର ଉପନିର୍ବାଚନ ପାଖେଇ ଆସୁଥିବାବେଳେ ଶିକ୍ଷକଙ୍କ ଆନ୍ଦୋଳନ…

କ୍ୟାପିଟାଲ ହସ୍ପିଟାଲ ଓପିଡି ସମୟରେ ପରିବର୍ତ୍ତନ

ଭୁବନେଶ୍ୱର,୨୯।୧୧(ବ୍ୟୁରୋ): କ୍ୟାପିଟାଲ ହସ୍ପିଟାଲ ବହିର୍ବିଭାଗ (ଓପିଡି) ସମୟରେ ପରିବର୍ତ୍ତନ କରାଯାଇଛି। ସ୍ବାସ୍ଥ୍ୟ ବିଭାଗର ନିର୍ଦ୍ଦେଶନାମା ଅନୁଯାୟୀ ଏଭଳି ନିଷ୍ପତ୍ତି ନିଆଯାଇଛି। ଆସନ୍ତା ଡିସେମ୍ବର ୧ ତାରିଖରୁ ସକାଳ ୯ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ କ୍ୟାପିଟାଲ ହସ୍ପିଟାଲର ବହିର୍ବିଭାଗ (ଓପିଡିି) ଖୋଲା ରହିବ…

ସ୍ଥିତି ହରାଇଛି ଚଳଚ୍ଚିତ୍ର ପତ୍ରିକା

ଭୁବନେଶ୍ୱର,୨୯।୧୧(ବ୍ୟୁରୋ) ଶର୍ମିଷ୍ଠା ପାଣିଗ୍ରାହୀ: ସମୟ ଥିଲା ଓଡ଼ିଆ ଚଳଚ୍ଚିତ୍ର ପତ୍ରିକା ପଢ଼ିବାକୁ ସହରଠୁ ଗାଁ କାହିଁକେତେ ଉତ୍କଣ୍ଠା ପ୍ରକାଶ ପାଉଥିଲା। କେଉଁ ଗାଁକୁ ଜଣେ ଅଧେ ପାଖକୁ ଡାକରେ ପତ୍ରିକାଟିଏ ପହଞ୍ଚତ୍ବା ପରେ ଏଘରୁ ସେ ଘର, ଏଗାଁରୁ ସେ ଗାଁକୁ…

କମ୍ପାନୀର ବରିଷ୍ଠ ଉପସଭାପତି ହରିୟାଣାରୁ ଗିରଫ

ଭୁବନେଶ୍ୱର,୨୯ା୧୧(ବ୍ୟୁରୋ): ରାଜଧାନୀର ୨ଟି ଘରୋଇ ହସ୍ପିଟାଲକୁ ଆମ୍ବୁଲାନ୍ସ ଦେବା ଓ ସେଥିରେ ସରଞ୍ଜାମ ଲଗାଇବା ଆଳରେ ଠକେଇ କରିଥିବା ଏକ ସଂସ୍ଥା ‘ଏମ୍‌/ଏସ୍‌ ବାଫ୍‌ନା ହେଲ୍‌ଥ କେୟାର ପ୍ରାଇଭେଟ ଲିମିଟେଡ’ର ଉପ ସଭାପତିଙ୍କୁ ହରିୟାଣାରୁ ଶୁକ୍ରବାର ଖଣ୍ଡଗିରି ଥାନା ପୋଲିସ ଗିରଫ…

ଶ୍ରଦ୍ଧାଞ୍ଜଳିଙ୍କ ଆକାଉଣ୍ଟରେ ୧୦ ଲକ୍ଷ କାରବାର

ଭୁବନେଶ୍ୱର,୨୯।୧୧(ବ୍ୟୁରୋ): ରହସ୍ୟମୟୀ ବ୍ଲାକ୍‌ମେଲର୍‌ ଅର୍ଚ୍ଚନା ନାଗଙ୍କ ବେଆଇନ ଆର୍ଥିକ କାରବାର ଦିଗରେ ଅଧିକ ତଦନ୍ତ ଜାରି ରଖିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)। ଆର୍ଥିକ କାରବାର ଓ କଳା ସାମ୍ରାଜ୍ୟର ଗୋପନ ପେଡ଼ି ଖୋଲୁଥିବା ଇଡିକୁ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ମିଳିଛି। ବଡ଼ବଡ଼ିଆଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?