୩୦ ହଜାର ଠକେଇ,ଅଭିଯୁକ୍ତ ଗିରଫ
ଭୁବନେଶ୍ୱର,୧।୯ (ବ୍ୟୁରୋ): ନିଜକୁ ରାଜ୍ୟର ଅମୂଲ କମ୍ପାନୀର ମୁଖ୍ୟ ବୋଲି ପରିଚୟ ଦେଇଥିଲେ। ଏହାପରେ କମ୍ ଟଙ୍କାରେ ଅମୁଲ ଆଉଟଲେଟ କାଉଣ୍ଟର ଯୋଗାଇଦେବାକୁ ପ୍ରତିଶ୍ରୁତି ଦେଇ ଜଣେ ବ୍ୟକ୍ତିଙ୍କଠାରୁ ୩୦ ହଜାର ଟଙ୍କା ଠକିବା ଅଭିଯୋଗରେ ଖଣ୍ଡଗିରି ଥାନା ପୋଲିସ ଜଣେ…
ଚାଷୀଙ୍କ ଖାତାକୁ ଗଲା କାଳିଆ ଟଙ୍କା
ଭୁବନେଶ୍ୱର,୧।୯(ବ୍ୟୁରୋ): ଚାଷୀଙ୍କୁ ନୂଆଁଖାଇର ଭେଟି ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗୁରୁବାର ରାଜ୍ୟର ପ୍ରତ୍ୟେକ ଚାଷୀଙ୍କ ଆକାଉଣ୍ଟକୁ ୨୦୦୦ ଟଙ୍କା ପଠାଯାଇଛି। ୪୧ ଲକ୍ଷ ଛୋଟ ଚାଷୀ ଓ ୮୫ ହଜାର ଭୂମିହୀନ ଚାଷୀ ଏହି ସହାୟତା ପାଇଛନ୍ତି। ଏହି ବାବଦକୁ…
ରାଜ୍ୟରେ ବଢୁଛି ତାତି,୩୫ ଡିଗ୍ରୀ ଉପରେ ୧୧ ସହରର ତାପମାତ୍ରା
ଭୁବନେଶ୍ୱର,୧।୯(ବ୍ୟୁରୋ): ରାଜ୍ୟରେ ଦୁର୍ବଳ ମୌସୁମୀ ଯୋଗୁ ବଢୁଛି ତାତି। ଆଗକୁ ଆହୁରି ଗରମ ସାଙ୍ଗକୁ ଗୁଳୁଗୁଳି ଜାରି ରହିବ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ବୁଧବାର ରାଜ୍ୟର ୧୧ ସହରର ତାପମାତ୍ରା ୩୫ ଡିଗ୍ରୀରୁ…
ବନ୍ଦ କରିଦେଲେ ପ୍ରେସ୍ ବିଜ୍ଞପ୍ତି
ଭୁବନେଶ୍ବର,୧।୯(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଥିବା ମୋ ସ୍କୁଲ ଅଭିଯାନ ଏବେ ଯେଉଁ ସ୍ଥିତିରେ ପହଞ୍ଚିଛି ତାହାର ବାସ୍ତବ ଚିତ୍ର କେହି ଦେଖିପାରୁନାହାନ୍ତି। ୨୦୧୭ ନଭେମ୍ବର ୧୪ ଶିଶୁଦିବସ ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ଏହି…
ସବୁ ପିଲାଙ୍କୁ ୫୦%-୫୦% ଆଧାରରେ ମାର୍କ ଦେଉ ସିବିଏସ୍ଇ
ଭୁବନେଶ୍ୱର, ୧।୯(ବ୍ୟୁରୋ): ଦଶମ ଟର୍ମ-୧ ଓ ଟର୍ମ ୨ର ମୂଲ୍ୟାୟନ ୫୦:୫୦ ପ୍ରତିଶତ ଆଧାରରେ କରିବା ପାଇଁ ଦିଲ୍ଲୀ ହାଇକୋର୍ଟ ସିବିଏସ୍ଇକୁ ନିର୍ଦ୍ଦେଶ ଦେଇଛନ୍ତି। ତେଣୁ ସିବିଏସ୍ଇ ନିଜ ତରଫରୁ ସମସ୍ତ ଛାତ୍ରୀଛାତ୍ରଙ୍କୁ ଏହି ସୁବିଧା ଦେବା ପାଇଁ ଓଡ଼ିଶା ଅଭିଭାବକ…
ଆଜି ସରିବ ଯୁକ୍ତ ୩ ନାମଲେଖା ଆବେଦନ
ଭୁବନେଶ୍ୱର,୧।୯(ବ୍ୟୁରୋ): ରାଜ୍ୟର ଡିଗ୍ରୀ କଲେଜଗୁଡ଼ିକରେ ଯୁକ୍ତ୩ ନାମଲେଖା ପାଇଁ ଆବେଦନ ପ୍ରକ୍ରିୟା ଗୁରୁବାର ଶେଷ ହେବ। ରାତି ୧୧ଟା ୪୫ ଭିତରେ ଛାତ୍ରୀଛାତ୍ର ଆବେଦନ କରିପାରିବେ। ପୂର୍ବରୁ ପ୍ରଥମେ ନାମଲେଖା ଆବେଦନ ସମୟସୀମା ଅଗଷ୍ଟ ୨୫ ପର୍ଯ୍ୟନ୍ତ ରହିଥିଲା। କିନ୍ତୁ ରାଜ୍ୟରେ…
ଆଜି ନୂଆଁଖାଇ: ରାଜ୍ୟବାସୀଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧।୯(ବ୍ୟୁରୋ): ଆଜି ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଅଁଖାଇ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଚଳିତ ବର୍ଷ ରବି ଫସଲ ପାଇଁ ୮୬୯ କୋଟି ଟଙ୍କାର କାଳିଆ ଟଙ୍କା ସହାୟତା ପ୍ରଦାନର ଶୁଭାରମ୍ଭ କରିବାକୁ ଯାଉଥିବାରୁ ସେ…
୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୮୭ ଆକ୍ରାନ୍ତ
ଭୁବନେଶ୍ୱର,୧।୯(ବ୍ୟୁରୋ): ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୮୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୦୯ କ୍ୱାରାଣ୍ଟାଇନ୍ରୁ ଥିବା ବେଳେ ୭୮ ଲୋକାଲ କେସ୍ ରହିଛି। ଏହାଛଡ଼ା ୧୮ ବର୍ଷ ମଧ୍ୟରେ ୨୮ ଆକ୍ରାନ୍ତ ରହିଛନ୍ତି। ଏନେଇ ରାଜ୍ୟ ସୂଚନା ଓ…
ନିଖୋଜ ବୃଦ୍ଧଙ୍କୁ ଅଜଗର ଗିଳିଥିବା ଚର୍ଚ୍ଚା
ଭୁବନେଶ୍ୱର, ୧।୯(ବ୍ୟୁରୋ):କଟକ ଜିଲା ବାଙ୍କୀ ସବ୍ଡିଭିଜନ ଅନ୍ତର୍ଗତ ଡମପଡ଼ା ଅଭୟାରଣ୍ୟ ଭିତରେ ଜଣେ ବୃଦ୍ଧଙ୍କୁ ଏକ ଅଜଗର ଗିଳିଦେଇଥିବା ଖବର ମଙ୍ଗଳବାରଠାରୁ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଯଦିଓ ସାପଟି ମଣିଷକୁ ଗିଳିବା ବା ଧରିବା କେହି ଦେଖିନାହାନ୍ତି, କିନ୍ତୁ…
ଓଡ଼ିଶା ଆସିବେ ନଡ୍ଡା
ଭୁବନେଶ୍ବର,୩୧।୮(ବ୍ୟୁରୋ): ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ର ଅଧ୍ୟକ୍ଷ ଜେ.ପି ନଡ୍ଡା। ସେପ୍ଟେମ୍ବର ଶେଷ ସପ୍ତାହରେ ଓଡ଼ିଶା ଆସିବା ନେଇ ଭାଜପା ସାଧାରଣ ସମ୍ପାଦକ ପୃଥ୍ବୀରାଜ ହରିଚନ୍ଦନ ବୁଧବାର ସୂଚନା ଦେଇଛନ୍ତି। ମିଶନ ୨୦୨୪ ପାଇଁ ଓଡ଼ିଶାରେ ଭାଜପା ପକ୍ଷରୁ ପ୍ରଶିକ୍ଷଣ ଶିବିର…
୩,୪୨୫ ଲଡୁରେ ଗଣେଶଙ୍କ ବାଲୁକାକଳା
ଭୁବନେଶ୍ବର,୩୧।୮(ବ୍ୟୁରୋ): ଗତ ଦୁଇ ବର୍ଷ କରୋନା କଟକଣା ଯୋଗୁ ଲୋକମାନେ କୌଣସି ଉତ୍ସବ ଧୁମ୍ଧାମ୍ରେ ପାଳନ କରିପାରି ନ ଥିଲେ। କିନ୍ତୁ ଚଳିତ ବର୍ଷ ସାରା ଦେଶରେ ଗଣେଶ ପୂଜା ବହୁ ଆଡ଼ମ୍ବରରେ ପାଳନ କରାଯାଉଛି। ଏହି ଅବସରରେ ବାଲୁକା ଶିଳ୍ପୀ…
ରାଜ୍ୟବାସୀଙ୍କୁ ଗଣେଶ ଚତୁର୍ଥୀରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର,୩୧।୮(ବ୍ୟୁରୋ): ଆଜି ପବିତ୍ର ଗଣେଶ ଚତୁର୍ଥୀ। ଦୁଇ ବର୍ଷ କରୋନା କଟକଣା ପରେ ଭକ୍ତଙ୍କ ଗହଣରେ ଆଜି ପ୍ରଭୁ ଶ୍ରୀ ଗଣେଶ ପୂଜା ପାଉଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଟୁଇଟ୍ କରି ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି,‘ପବିତ୍ର…
Archives


