ମେଟ୍ରୋ

୧୩ରେ ରାଜ୍ୟ କ୍ୟାବିନେଟ୍‌: ସରକାରଙ୍କ କସରତ

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୬-୨୭ ଆର୍ଥିକବର୍ଷ ପାଇଁ ବିଧାନସଭାରେ ବଜେଟ ଅଧିବେଶନ ୧୭ରୁ ଆରମ୍ଭ ହେବ। ଏଥିପାଇଁ ସରକାରଙ୍କ ପକ୍ଷରୁ ବ୍ୟାପକ କସରତ ଗତ ଦେଢ଼ମାସ ଧରି ଚାଲିଛି। ଏହି ପରିପ୍ରେକ୍ଷୀରେ ରାଜ୍ୟବାସୀଙ୍କୁ କିଭଳି ମୌଳିକ ସୁବିଧା ସୁଯୋଗ…

ଓଡ଼ିଶାରେ ୪,୧୦୦ କୋଟିର ପୁଞ୍ଜିନିବେଶକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦,୦୦୦ ନିଯୁକ୍ତି

ଭୁବନେଶ୍ୱର,୧୦।୨: ଓଡ଼ିଶା ଶିଳ୍ପାୟନ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ମଙ୍ଗଳବାର ସିଙ୍ଗଲ୍ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି (SLSWCA) ରାଜ୍ୟ ସରକାର ୪,୧୧୧.୮୦ କୋଟି ଟଙ୍କାର ୨୩ଟି ଶିଳ୍ପ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ଏହି ପ୍ରକଳ୍ପଗୁଡ଼ିକ ଦ୍ୱାରା ରାଜ୍ୟରେ…

ବଡ ନିର୍ଦେଶ ଦେଲେ ଓଡିଶା ହାଇକୋର୍ଟ, ପେଣ୍ଡିଂ ଚାଲାଣ କାଟିବା ବାଧ୍ୟତାମୂଳକ

ଭୁବନେଶ୍ୱର,୧୦।୨: ଗାଡି ଚଳାଉଥିବା ଲୋକମାନଙ୍କ ପାଇଁ ଏକ ବଡ଼ ଖବର। ଏଣିକି ଗାଡ଼ିର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର ବା PUCC ପାଇବାକୁ ହେଲେ, ସମସ୍ତ ପେଣ୍ଡିଂ ଟ୍ରାଫିକ ଚାଲାଣ ପଇଠ କରିବାକୁ ପଡ଼ିବ। ଏକ ଜନସ୍ୱାର୍ଥ ମାମଲା (PIL) ର ଶୁଣାଣି…

ସତ୍ୟବ୍ରତ ହତ୍ୟାକାଣ୍ଡ: ପ୍ରେମିକାଙ୍କୁ ଥାନାକୁ ନେଇ ଖଟାପାଣି ପିଆଇଥିଲା ପୋଲିସ

ଭୁବନେଶ୍ୱର,୧୦।୨: ଭୁବନେଶ୍ବର ଚନ୍ଦ୍ରଶେଖରପୁର ଟ୍ୟାକ୍ସି ଡ୍ରାଇଭର ହତ୍ୟା ଘଟଣା ଦିନକୁ ଦିନ ନୂଆ ମୋଡ ନେଇଛି। ଯାହା ଚାଞ୍ଚଲ୍ୟ ସୃଷ୍ଟ କରିଛି। ଏବେ ଯେଉଁ ଘଟଣା ସାମ୍ନାକୁ ଆସିଛି ତାହା ଯେତିକି ଆଶ୍ଚର୍ଯ୍ୟ ଲାଗିଲା ପରି। ରବିବାର ରାତିରେ ମୃତ ସତ୍ୟବ୍ରତ…

ଅଚାନକ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଉପମୁଖ୍ୟମନ୍ତ୍ରୀ: କାଫେରେ ତାଲା ଝୁଲୁଥିବା ଦେଖି…

ଦାରିଙ୍ଗବାଡି, ୧୦।୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଗସ୍ତରେ ଆସିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ସେ ପର୍ଯ୍ୟଟନସ୍ଥଳ ବୁଲି ଇଲୋ ରିଟ୍ରିଟ୍‌କୁ ଫେରିବା ସମୟରେ ଅଚାନକ ଗାଡି ଚାଳକଙ୍କୁ ଦାରିଙ୍ଗବାଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସର ଭିତରକୁ ଯିବାକୁ ନିର୍ଦ୍ଦେଶ…

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ଆୟୁଷ ଡାକ୍ତରଙ୍କ ବଢ଼ିଲା ଦରମା, ଏକାଥରକେ ବଢିଗଲା ଏତେ…

ଭୁବନେଶ୍ୱର,୧୦।୨: NHMରେ କାର୍ଯ୍ୟରତ ଚୁକ୍ତିଭିତ୍ତିକ ଆୟୁଷ ଡାକ୍ତରଙ୍କ ଦରମା ବଢ଼ିଲା। ଏନେଇ ମଙ୍ଗଳବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଜାରି ହୋଇଛି। ବରିଷ୍ଠତା ଭିତ୍ତିରେ ୨୦ ହଜାର ଟଙ୍କାରୁ ୪୦ ହଜାର ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି ପାଇଛି। ଆୟୁଷ ଡାକ୍ତରମାନଙ୍କ ସର୍ବନିମ୍ନ…

୧୫ରେ ମହାଶିବରାତ୍ରୀ ପାଳନ ନେଇ କୌଣସି ଦନ୍ଦ୍ୱ ନାହିଁ: ଲିଙ୍ଗରାଜ ମନ୍ଦିର ସୁପରଭାଇଜର

ଭୁବନେଶ୍ୱର,୧୦।୨: ଆସନ୍ତା ୧୫ରେ ପାଳନ ହେବ ମହାଶିବରାତ୍ରି। ଏଥିରେ କୌଣସି ଦନ୍ଦ୍ୱ ନାହିଁ ବୋଲି ସୂଚନା ଦେଇଛନ୍ତି ଲିଙ୍ଗରାଜ ମନ୍ଦିର ସୁପରଭାଇଜର। ଯେଉଁ ଦିନ ଚତୁର୍ଦ୍ଦଶୀରେ ବେଢ଼ା ପରିକ୍ରମା ପଡ଼ିଥାଏ ସେହି ଦିନ ମହାଶିବରାତ୍ରି ପାଳନ କରାଯାଏ। ୧୫ରେ ପାଳନ ହେବ…

ସାମ୍ନାକୁ ଆସିଲା ସିସିଟିଭି ଫୁଟେଜ୍‌: କେମିତି ଜୀବନ ବଞ୍ଚାଇବାକୁ ତଣ୍ଟି ଧରି ଦୌଡୁଛନ୍ତି ସତ୍ୟ, ପଛରେ…

ଭୁବନେଶ୍ୱର,୧୦।୨: ସାମ୍ନାକୁ ଆସିଲା ସତ୍ୟବ୍ରତ ହତ୍ୟା ମାମଲରେ CCTV ସତ। ସିସିଟିଭିରେ କଏଦ୍‌ ହୋଇଛି ସତ୍ୟଙ୍କ ମଡର ମିଷ୍ଟ୍ରି। ବେକ କଟିଯିବା ପରେ ସିସିଟିଭିରେ ସତ୍ୟବ୍ରତ ଦୌଡ଼ି ପଳାଉଥିବାର ଦୃଶ୍ୟ କଏଦ୍‌ ହୋଇଛି। ସତ୍ୟବ୍ରତ ପଛେ ପଛେ ପ୍ରେମିକା ଓ ଦିନେଶ…

ଗୁରୁବାର ଭାରତ ବନ୍ଦ: ଓଡ଼ିଶାରେ ପଡିବ ବନ୍ଦର ପ୍ରଭାବ, ଏହି ସବୁ ସେବା ହେବ ପ୍ରଭାବିତ!

ଭୁବନେଶ୍ୱର,୧୦।୨: କେନ୍ଦ୍ରୀୟ ଟ୍ରେଡ ୟୁନିଅନ ଦ୍ୱାରା କୃଷକ ସଂଗଠନଗୁଡ଼ିକର ଦୃଢ଼ ସମର୍ଥନ ସହିତ ଦେଶବ୍ୟାପୀ ଧର୍ମଘଟ ଡାକରା ଦିଆଯାଇଛି। ଫେବୃଆରୀ ୧୨ ତାରିଖ ଅର୍ଥାତ୍‌ ଗୁରୁବାର ଭାରତରେ ବ୍ୟାପକ ବାଧା ଉପୁଜିବାର ସମ୍ଭାବନା ରହିଛି। ଏହି ଧର୍ମଘଟ ବିଭିନ୍ନ ରାଜ୍ୟରେ ଦୈନନ୍ଦିନ…

ପ୍ରେମକୁ ମଜଭୁତ କରିବ ଟେଡି ଡେ’

ଭୁବନେଶ୍ୱର,୧୦ା୨(ସୌମ୍ୟରଞ୍ଜନ ରାଉତ):ଭାଲେଣ୍ଟାଇନ୍ସ ସପ୍ତାହର ତୃତୀୟ ଦିବସ ସୋମବାର ଚକୋଲେଟ୍‌ ଡେ’ରେ ପ୍ରେମୀଯୁଗଳ ପରସ୍ପରକୁ ଚକୋଲେଟ ଦେଇ ସମ୍ପର୍କରେ ମଧୁରତା ବୃଦ୍ଧି କରିଥିଲେ। ମଙ୍ଗଳବାର ଚତୁର୍ଥ ଦିବସକୁ ଟେଡି ଡେ’ ଭାବେ ପାଳନ କରିବେ ସେମାନେ। ପ୍ରେମିକା ଓ ପ୍ରେମିକ ପରସ୍ପରକୁ ଟେଡି…

ଭୁବନେଶ୍ବରରୁ ଛାତ୍ରୀ ନିଖୋଜ ଘଟଣା, ୫ ଘଣ୍ଟା ପରେ….

ଭୁବନେଶ୍ବର, ୧୦।୨: ଭୁବନେଶ୍ୱରରୁ ଛାତ୍ରୀ ନିଖୋଜ ଘଟଣାରେ ପୋଲିସକୁ ସଫଳତା । ୫ ଘଣ୍ଟା ପରେ କ୍ୟାପିଟାଲ ହସ୍ପିଟାଲରୁ ଉଦ୍ଧାର ହେଲେ ଛାତ୍ରୀ । ସୂଚନା ଅନୁସାରେ, ସୋମବାର ଦିନ ୧ଟା୩୦ ସମୟରେ ସ୍କୁଲ ଛୁଟି ପରେ ଘରକୁ ଫେରିନଥିଲେ ।…

ପ୍ରେମ ସପ୍ତାହରେ ରକ୍ତରଂଜିତ କାହାଣୀ: ତ୍ରିକୋଣୀୟ ପ୍ରେମକୁ ନେଇ ଜଘନ୍ୟ ହତ୍ୟାକାଣ୍ଡ

ଭୁବନେଶ୍ୱର,୯।୨: ରାଜଧାନୀ ଭୁବନେଶ୍ୱରରେ ଏକ ସିନେମା ଷ୍ଟାଇଲ୍‌ରେ ଘଟିଛି ଜଘନ୍ୟ ହତ୍ୟାକାଣ୍ଡ। ‘ଚକୋଲେଟ୍ ଡେ’ ପାଳନ ପରେ ପ୍ରେମିକର ବେକ କାଟି ହତ୍ୟା କରିବା ସହ ପ୍ରମାଣ ନଷ୍ଟ କରିବାକୁ ଯାଇ ଦୁର୍ଘଟଣାର ଶିକାର ହୋଇଛି କାର୍। ଶିଶୁ ଭବନ ଛକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?