ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୪୨୦ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୧୩ା୭(ବ୍ୟୁରୋ): ରାଜ୍ୟରୁ ବୁଧବାର ଆଉ ୪୨୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍ ୧୨,୮୨,୬୯୦ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ...
ବିପଦ ଟଳିନି, ମାସ୍କ ପିନ୍ଧିବାକୁ ଅନୁରୋଧ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୩ା୭(ବ୍ୟୁରୋ): ରାଜ୍ୟରେ ପ୍ରତିଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି। ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ରାଜଧାନୀ ଭୁବନେଶ୍ୱରରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ ଘୋଷଣା କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ମାସ୍କ ପିନ୍ଧିବାକୁ ରାଜ୍ୟବାସୀଙ୍କୁ ଅନୁରୋଧ କରିଛନ୍ତ। ବର୍ତ୍ତମାନ...
ଚିତ୍ରକୋଣ୍ଡା ଏସ୍ଡିପିଓଙ୍କୁ ନେଇ ହୁଲସ୍ତୁଲ ହେଲା ବିଧାନସଭା
ଭୁବନେଶ୍ୱର,୧୩।୭(ବ୍ୟୁରୋ): ଚିତ୍ରକୋଣ୍ଡା ଏସ୍ଡିପିଓ ଅଂଶୁମାନ ଦ୍ୱିବେଦୀଙ୍କୁ ନେଇ ବିଧାନସଭା ହୁଲସ୍ତୁଲ। ଜୁନ ୫ ତାରିଖ ରାତିରେ ଚିତ୍ରକୋଣ୍ଡା ଏସ୍ଡିପିଓ ଅଂଶୁମାନ ଦ୍ୱିବେଦୀ କୌଣସି ମହିଳା ପୋଲିସଙ୍କୁ ନ ନେଇ ଗାଁ ଭିତରେ ପଶି ମହିଳାଙ୍କୁ ମାଡ଼ ମାରିଥିବା ଅଭିଯୋଗ ହୋଇଥିଲା।...
ଗ୍ରୀନ୍ ଚିଲିକୁ ସିଲ୍ କଲା ବିଏମ୍ସି
ଭୁବନେଶ୍ୱର,୧୩।୭(ବ୍ୟୁରୋ): ଅସ୍ବାସ୍ଥ୍ୟକର ପରିବେଶରେ ଖାଦ୍ୟ ପରସିବା ପଡ଼ିଲା ମହଙ୍ଗା। ରାଜଧାନୀର ମାଷ୍ଟରକ୍ୟାଣ୍ଟିନରେ ଥିବା ଗ୍ରୀନ ଚିଲି ଦୋକାନକୁ ସିଲ୍ କରିଛି ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି)। ବୁଧବାର ବିଏମ୍ସିର ଏକ ତଦନ୍ତକାରୀ ଟିମ୍ ଗ୍ରୀନ ଚିଲି ଦୋକାନରେ ପହଞ୍ଚି ସ୍ଥିତି ଅନୁଧ୍ୟାନ...
ଏଥର ମଧ୍ୟ ହେବ ନାହିଁ ଛାତ୍ର ସଂସଦ ନିର୍ବାଚନ
ଭୁବନେଶ୍ୱର,୧୩।୭(ବ୍ୟୁରୋ): ଚଳିତ ବର୍ଷ ମଧ୍ୟ ଛାତ୍ର ସଂସଦ ନିର୍ବାଚନ ହେବ ନାହିଁ। କଲେଜ ଓ ବିଶବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ହେବ ନାହିଁ ବରଂ ଯେଉଁଭଳି ପାଠପଢା ଚାଲିଛି ଆଗକୁ ସେମିତି ଜାରି ରହିବ। ଅଗଷ୍ଟ ମାସରୁ ବିଶ୍ବବିଦ୍ୟାଳୟ ଓ...
ପୁଣି ଡରାଇଲାଣି କରୋନା: ରାଜ୍ୟରେ ୭୪୩ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୧୩।୭(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ବୁଧବାର ୭୪୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮୭ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତ ମଧ୍ୟରୁ ୪୩୬ ଜଣ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ...
ଆଜିଠୁ ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ
ଭୁବନେଶ୍ୱର,୧୩।୭(ବ୍ୟୁରୋ): ଆଜିଠୁ ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ ବସିବ । ଗୃହରେ ୧୦ ଟି ଷ୍ଟାଣ୍ଡିଂ କମିଟି ରିପୋର୍ଟ ଉପସ୍ଥାପନ ହେବ। ୧୪ରୁ ୨୯ ତାରିଖ ଭିତରେ ବିଭିନ୍ନ ବିଭାଗର ଖର୍ଚ୍ଚଦାବି ଉପରେ ଆଲୋଚନା ହେବ। ଯେଉଁ ବିଭାଗର...
ରାଷ୍ଟ୍ରପତି ନିର୍ବାଚନ: ଭୁବନେଶ୍ୱରରେ ପହଞ୍ଚିଲା ବାଲାଟ ବକ୍ସ
ଭୁବନେଶ୍ୱର,୧୩।୭(ବ୍ୟୁରୋ): ରାଷ୍ଟ୍ରପତି ନିର୍ବାଚନ ଆସନ୍ତା ୧୮ ତାରିଖରେ ହେବାକୁ ଥିବା ବେଳେ ୨୧ ତାରିଖରେ ଫଳାଫଳ ପ୍ରକାଶ ପାଇବ । ଦେଶର ସର୍ବୋଚ୍ଚ ପଦ ଅଳଙ୍କୃତ କରିବାକୁ ଏନ୍ଡିଏ ସମର୍ଥିତ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଓ ବିରୋଧୀ ମେଣ୍ଟର ପ୍ରାର୍ଥୀ...
ଘୁଞ୍ଚିଲା ଏକକ ପିଜି ପ୍ରବେଶିକା ଆବେଦନ
ଭୁବନେଶ୍ୱର,୧୩।୭(ବ୍ୟୁରୋ): ଏକକ ପିଜି ପ୍ରବେଶିକା ପରୀକ୍ଷା(ସିପିଇଟି) ପାଇଁ ଆବେଦନ ସମୟସୀମା ବୃଦ୍ଧି କରିଛି ଉଚ୍ଚଶିକ୍ଷା ବିଭାଗ। ଚଳିତ ମାସ ୧୨ ତାରିଖ ଆବେଦନର ଶେଷ ତାରିଖ ଥିବାବେଳେ ଏହାକୁ ଆଉ ୫ଦିନ ଘୁଞ୍ଚାଇ ଦିଆଯାଇଛି। ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ...
ଚାଇନା ନାଗରିକଙ୍କ ବିରୋଧରେ ଲୁକ୍ ଆଉଟ୍ ସର୍କୁଲାର
ଭୁବନେଶ୍ୱର,୧୩।୭ (ବ୍ୟୁରୋ): ଗ୍ରାହକଙ୍କୁ ଆପ୍ ଦ୍ୱାରା ଲୋନ୍ ଦେଇ ପରବର୍ତ୍ତୀ ସମୟରେ ମାନସିକ ନିର୍ଯାତନା ଦେବା ସହ ଅଧିକ ଟଙ୍କା ଆଦାୟ ମାମଲାରେ ମାଷ୍ଟରମାଇଣ୍ଡ୍ ହେଉଛନ୍ତି ଜଣେ ଚାଇନା ନାଗରିକ। ସେ ହେଲେ ଲିୟୁ ଇ। କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ...
ମୌସୁମୀ ସକ୍ରିୟ: ୧୬ ଯାଏ ବର୍ଷା
ଭୁବନେଶ୍ୱର,୧୩।୭(ବ୍ୟୁରୋ): ଓଡ଼ିଶା ଉପକୂଳ ଓ ଏହାର ଆଖପାଖରେ ସୃଷ୍ଟି ହୋଇଥିବା ଲଘୁଚାପ ମଙ୍ଗଳବାର ଓ୍ବେଲମାର୍କ ଲୋପ୍ରେସରରେ ପରିଣତ ହୋଇଛି। ଏଥିସହିତ ଓଡ଼ିଶା ଉପରେ ଏକ ଘୂର୍ଣ୍ଣିବଳୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର,...
କେନ୍ଦ୍ର ଉପରେ ୩ ହଜାର କୋଟି ଜିଏସ୍ଟି ବାକି
ଭୁବନେଶ୍ୱର,୧୩।୭(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ଉପରେ ୨୭୩୯ କୋଟି ଟଙ୍କାର ଦ୍ରବ୍ୟ ଓ ସେବା ଟିକସ(ଜିଏସ୍ଟି) ବାକି ରହିଛି। ଚଳିତ ମୌସୁମୀ ଅଧିବେଶନ ବେଳେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ କେନ୍ଦ୍ର ସରକାରଙ୍କ ଉପରେ...
Archives


