କମୁଛି ସଂକ୍ରମଣ: ଆଜି ରାଜ୍ୟରୁ ୨୨୧ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୨୯ା୮(ବ୍ୟୁରୋ): ରାଜ୍ୟରୁ ସୋମବାର ୨୨୧ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୨୭,୧୫୦ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୧୨୯ ଜଣ ଚିହ୍ନଟ ହୋଇଥିବା…
ଦୁର୍ଗନ୍ଧରେ ଅଣନିଃଶ୍ୱାସୀ ଅଞ୍ଚଳବାସୀ
ଭୁବନେଶ୍ୱର,୨୯।୮(ବ୍ୟୁରୋ): ସ୍ମାର୍ଟସିଟି ଭୁବନେଶ୍ୱର ଏବେ ଆବର୍ଜନା ସିଟିରେ ପରିଣତ ହୋଇଛି। ଯୁଆଡେ ଚାହିଁବ ଅଳିଆ ଆବର୍ଜନା ଦେଖିବାକୁ ମିଳୁଛି। ଦାରୁଠେଙ୍ଗ ଗ୍ରାମବାସୀଙ୍କ ନାଲିଆଖି ଓ ବିରୋଧ ଯୋଗୁ ୨୦ ଦିନରୁ ଊର୍ଦ୍ଧ୍ୱ ହେବ ଭୁଆସୁଣୀ ଡମ୍ପିଂୟାର୍ଡକୁ ଅଳିଆ ଯାଇ ପାରୁନାହିଁ। ବିଏମ୍ସି…
୧୦୮ ଆମ୍ବୁଲାନ୍ସକୁ ‘ଇଟି ଲିଡରଶିପ୍ ଏକ୍ସିଲେନ୍ସ ଆୱାର୍ଡସ୍’
ଭୁବନେଶ୍ୱର,୨୯ା୮(ବ୍ୟୁରୋ): ଉଲ୍ଲେଖନୀୟ ଜରୁରିକାଳୀନ ସେବା ବିତରଣ ପାଇଁ ଓଡ଼ିଶାର ୧୦୮ ଆମ୍ବୁଲାନ୍ସ ଜାତୀୟ ସ୍ତରୀୟ ପ୍ଲାଟ୍ଫର୍ମରେ ଉଚ୍ଚ ପ୍ରଶଂସିତ ହେବା ସହ ପୁରସ୍କାର ପାଇଛି। ନିକଟରେ ନୂଆଦିଲ୍ଲୀସ୍ଥିତ ରୋଜିଏଟ୍ ହାଉସ୍ଠାରେ ଆୟୋଜିତ ଏକ ଉତ୍ସବରେ ‘ଇଟି ଲିଡରଶିପ୍ ଏକ୍ସିଲେନ୍ସ ଆୱାର୍ଡସ୍ ୨୦୨୨’…
ଓଡ଼ିଶା ସ୍ବାସ୍ଥ୍ୟ ବିଜ୍ଞାନ ବିଶ୍ୱବିଦ୍ୟାଳୟ ଖୁବ୍ଶୀଘ୍ର କାର୍ଯ୍ୟକ୍ଷମ ହେବ
ଭୁବନେଶ୍ୱର,୨୯।୮(ବ୍ୟୁରୋ): ରାଜ୍ୟରେ ଖୁବ୍ଶୀଘ୍ର କାର୍ଯ୍ୟକ୍ଷମ ହେବ ଓଡ଼ିଶା ସ୍ବାସ୍ଥ୍ୟ ବିଜ୍ଞାନ ବିଶ୍ୱବିଦ୍ୟାଳୟ। ଏହା ଅଧୀନରେ ରାଜ୍ୟରେ ଥିବା ମେଡିକାଲ କଲେଜଗୁଡ଼ିକ କାର୍ଯ୍ୟ କରିବ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ସୂଚନା ଦେଇଛନ୍ତି। ଓଡ଼ିଶା ସ୍ବାସ୍ଥ୍ୟ ବିଜ୍ଞାନ ବିଶ୍ୱବିଦ୍ୟାଳୟର ଏକ ଦୃଷ୍ଟିକୋଣ…
ବଜ୍ରପାତ ସୂଚନା ଦେବାକୁ ‘ଦାମିନୀ’ ଆପ୍ର ବିକାଶ
ଭୁବନେଶ୍ୱର,୨୯।୮(ବ୍ୟୁରୋ): ମୟୂରଭଞ୍ଜ ଓ ଝାରସୁଗୁଡ଼ା ଜିଲାରେ ବଜ୍ରପାତ ୫ ଜଣଙ୍କ ଜୀବନ ନେଇଥିବା ବେଳେ ଶନିବାର ଉଦଳାରେ ୨ ଜଣଙ୍କର ମୃତ୍ୟୁ ହୋଇଥିଲା। ବଜ୍ରପାତ ସୂଚନା ଦେବାକୁ ‘ଦାମିନୀ’ ଆପ୍ର ବିକାଶ କରାଯାଇଛି। ଭାରତୀୟ ପାଣିପାଗ ବିଭାଗ, ଓସ୍ଡମା ଓ କର୍ପସ…
‘ଅଣସଙ୍ଗଠିତ ଶ୍ରମିକ କଂଗ୍ରେସରେ ଗୁରୁତ୍ୱପୂର୍ଣ୍ଣ ଭୂମିକା’
ଭୁବନେଶ୍ୱର,୨୯।୮(ବ୍ୟୁରୋ): କଂଗ୍ରେସର ଅଣସଂଗଠିତ ଶ୍ରମିକ କର୍ମଚାରୀ ସଂଘ ରାଜ୍ୟ ସଭାପତି ବିଦ୍ୟାଧର ମହାନ୍ତିଙ୍କ ଅଧ୍ୟକ୍ଷତାରେ ରବିବାର ଏକ ରାଜ୍ୟସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। କଂଗ୍ରେସ ଭବନଠାରେ ଅନୁଷ୍ଠିତ ବୈଠକରେ ଅଣସଙ୍ଗଠିତ ଶ୍ରମିକ କର୍ମଚାରୀଙ୍କୁ ତୃଣମୂଳସ୍ତରରୁ କିଭଳି ସଙ୍ଗଠିତ କରାଯାଇପାରିବ ସେନେଇ…
ସ୍ବତନ୍ତ୍ର ଓଜେଇଇ ପାଇଁ ଆଡ୍ମିଟ୍ କାର୍ଡ ଉପଲବ୍ଧ
ଭୁବନେଶ୍ୱର,୨୯।୮(ବ୍ୟୁରୋ): ସ୍ବତନ୍ତ୍ର ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ) ବା ଦ୍ୱିତୀୟ ଓଜେଇଇ ସେପ୍ଟେମ୍ବର ୩ରେ ଆରମ୍ଭ ହେବ। ପରୀକ୍ଷା ପାଇଁ ରବିବାରଠାରୁ ଓଜେଇଇ ୱେବ୍ସାଇଟ୍ରେ ଆଡ୍ମିଟ୍ କାର୍ଡ ଉପଲବ୍ଧ ହୋଇଛି। ପରୀକ୍ଷାର୍ଥୀମାନେ ସେମାନଙ୍କ ଆବେଦନ ନମ୍ବର ଏବଂ ଜନ୍ମ ତାରିଖ ଦେଇ…
୨ ପର୍ଯ୍ୟନ୍ତ ବଜ୍ରପାତ, ଝଡ଼ତୋଫାନ ଆଶଙ୍କା
ଭୁବନେଶ୍ୱର, ୨୯।୮(ବ୍ୟୁରୋ)- ରାଜ୍ୟରେ ମୌସୁମୀ ଦୁର୍ବଳ ହୋଇଥିବାବେଳେ ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ସହ ବଜ୍ରପାତ ହେଉଛି। ୨ ତାରିଖ ସକାଳ ପର୍ଯ୍ୟନ୍ତ ବିଭିନ୍ନ ଜିଲାକୁ ଏହିଭଳି ଝଡ଼ତୋଫାନ ହେବାର ଆଶଙ୍କା ରହିଛି। ଏଥିପାଇଁ ବିଭିନ୍ନ ଜିଲାକୁ ଝଡ଼ତୋଫାନ ଓ ବଜ୍ରପାତ ନେଇ…
ପ୍ରୋଟିନ୍ଯୁକ୍ତ ଚାଉଳ ଯୋଗାଇବେ ସରକାର
ଭୁବନେଶ୍ୱର,୨୯ା୮(ବ୍ୟୁରୋ):ରାଜ୍ୟ ସରକାର ସମନ୍ବିତ ଶିଶୁ ବିକାଶ ଯୋଜନା (ଆଇସିଡିଏସ୍), ମଧ୍ୟାହ୍ନଭୋଜନ (ଏମ୍ଡିଏମ୍) ଏବଂ ପବ୍ଲିକ ଡିଷ୍ଟ୍ରିବ୍ୟୁଶନ ସିଷ୍ଟମ (ପିଡିଏସ୍)ରେ ପ୍ରୋଟିନଯୁକ୍ତ ଚାଉଳ ଯୋଗାଇ ଦେବାକୁ ଯୋଜନା କରିଛନ୍ତି। ପ୍ରଥମେ ରାଜ୍ୟରେ ଆଇସିଡିଏସ୍ ଏବଂ ଏମ୍ଡିଏମ୍ ବ୍ୟବସ୍ଥାରେ ଏହା ଲାଗୁ ହେବ। ଏହାପରେ…
ଆଜି ରାଜ୍ୟରୁ ୨୫୭ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୨୮ା୮(ବ୍ୟୁରୋ): ରାଜ୍ୟରୁ ଗୁରୁବାର ୨୫୭ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୨୬,୯୨୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୧୫୧ ଜଣ ଚିହ୍ନଟ ହୋଇଥିବା…
ରାଜଧାନୀରୁ ଯୁକ୍ତ ୨ ଛାତ୍ର ନିଖୋଜ
ଭୁବନେଶ୍ୱର,୨୮।୮(ବ୍ୟୁରୋ): ରାଜଧାନୀରେ ଶିକ୍ଷାନୁଷ୍ଠାନଗୁଡ଼ିକରେ ଦିିନକୁ ଦିନ ରାଗିଂ ଘଟଣା ବଢ଼ିବାରେ ଲାଗିଥିବାବେଳେ ଏବେ ଚନ୍ଦ୍ରଶେଖରପୁର ଥାନା ଅନ୍ତର୍ଗତ ପଟିଆର ଏକ ଘରୋଇ କଲେଜରେ ଯୁକ୍ତ ୨ରେ ପଢ଼ୁଥିବା ଜଣେ ଛାତ୍ର ନିଖୋଜ ହୋଇଛନ୍ତି। ନିଖୋଜ ଛାତ୍ରଜଣଙ୍କ ହେଲେ ବାଲେଶ୍ୱର ଜିଲାର ହୃଦୟେଶ…
ବିରୋଧୀ ଦଳରେ ଛାତ୍ର ନେତା ସୃଷ୍ଟି ନ କରିବାକୁ ଷଡ଼ଯନ୍ତ୍ର
ଭୁବନେଶ୍ୱର,୨୮।୮(ବ୍ୟୁରୋ): ବିଭିନ୍ନ ମହାବିଦ୍ୟାଳୟ ଏବଂ ବିଶ୍ୱବିଦ୍ୟାଳୟଗୁଡ଼ିକରେ ନିର୍ବାଚିତ ପ୍ରତିନିଧିଙ୍କ ଭଳି ବିଜୁ ଜନତା ଦଳ ଏକ ମନୋନୀତ କ୍ୟାମ୍ପସ କମିଟି ଗଠନ କରୁଛି। ଏହାଦ୍ୱାରା ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକ କାହିଁକି କଲେଜ ଏବଂ ବିଶ୍ୱବିଦ୍ୟାଳୟଗୁଡ଼ିକରେ…
Archives


