ମେଟ୍ରୋ

କମିଲା ଶୀତ

ଭୁବନେଶ୍ୱର,୨୩ା୧୧(ବ୍ୟୁରୋ): ଗତ କିଛିଦିନ ଧରି ଶୀତର ପ୍ରକୋପ ସାମାନ୍ୟ ବଢ଼ିଥିବା ବେଳେ ସୋମବାରଠାରୁ ପୁଣି ହ୍ରାସ ପାଇଛି। ସର୍ବନିମ୍ନ ତାପମାତ୍ରାରେ ୩ରୁ ୪ ଡିଗ୍ରୀ ସେଲ୍‌ସିୟସ ବୃଦ୍ଧି ହୋଇଛି। ଅଧିକାଂଶ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧୫ ଡିଗ୍ରୀ ଉପରେ ରହିଛି। ଆଞ୍ଚଳିକ…

ମାଲକାନଗିରି ବିକାଶ ସବୁଠୁ ଅଧିକ ଖୁସି ଦିଏ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର(ବ୍ୟୁରୋ)/ମାଲକାନଗିରି,୨୩ା୧୧(ଡି.ଏନ୍‌.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ମାଲକାନଗିରି ଜିଲା ପାଇଁ ୬ଟି ଗୁରୁତ୍ୱପୂର୍ଣ୍ଣ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ କରିଛନ୍ତି। ଏଥିପାଇଁ ୨୫ କୋଟି ଟଙ୍କା ବିନିଯୋଗ କରାଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଏହିସବୁ ପ୍ରକଳ୍ପ ଜିଲାର ସାମାଜିକ ଓ ଆର୍ଥିକ…

ହାତୀ ମୃତ୍ୟୁ ତଦନ୍ତ ବାଟବଣା

ଅସମାପିକା ସାହୁ ଭୁବନେଶ୍ୱର, ୨୩ା୧୧(ବ୍ୟୁରୋ): ହାତୀ ମୃତ୍ୟୁ ଏବଂ ଅପମୃତ୍ୟୁ ଲୁଚେଇବା କ୍ଷେତ୍ରରେ ଓଡ଼ିଶା ଅନେକ ଅପଯଶ ଲାଭ କରିଛି। ରାଜ୍ୟରେ ବିଦ୍ୟୁତ୍‌ ତାର ଜନିତ ଦୁର୍ଘଟଣା ଏବଂ ଶିକାର ଯୋଗୁ ହାତୀ ମୃତ୍ୟୁ ସଂଖ୍ୟା ବଢୁଛି। ସେହିପରି ବିଷ ପ୍ରୟୋଗ…

ନଭେମ୍ବର ୨୬ରେ ରାଜ୍ୟବ୍ୟାପୀ ପାଳନ ହେବ ସମ୍ବିଧାନ ଦିବସ

ଭୁବନେଶ୍ୱର,୨୨ା୧୧(ବ୍ୟୁରୋ): ଭାରତୀୟ ସମ୍ବିଧାନ କାର୍ଯ୍ୟକାରୀ ହେବାର ଦିବସ ନଭେମ୍ବର ୨୬କୁ ସାରା ଦେଶରେ ସମ୍ବିଧାନ ଦିବସ ରୂପେ ପାଳନ ପାଇଁ ଜାତୀୟ ସ୍ତରରେ ନିଷ୍ପତ୍ତି ହୋଇଛି। ଏ ସଂକ୍ରାନ୍ତରେ କେନ୍ଦ୍ର ସରକାରଙ୍କ ସଂସଦୀୟ ବ୍ୟାପାର ମନ୍ତ୍ରଣାଳୟର ସଚିବ ରାଜ୍ୟ ସରକାରଙ୍କୁ ପତ୍ର…

ଇଡିରେ ହାଜର ହେଲେ ଫିଲ୍ମ ପ୍ରଯୋଜକ

ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ଫିଲ୍ମ ପ୍ରଯୋଜକ ଅକ୍ଷୟ ପରିଜା ମଙ୍ଗଳବାର ଇଡି କାର୍ଯାଳୟରେ ହାଜର ହୋଇଛନ୍ତି। ଅର୍ଚ୍ଚନା ନାଗ ବ୍ଲାକମେଲ ମାମଲାରେ ସେ ହାଜର ହୋଇଥିବା ଜଣାପଡ଼ିଛି। ଏ ନେଇ ତାଙ୍କୁ ନୋଟିସ ହୋଇଥିଲା । ଖବର ଅନୁଯାୟୀ, ଅର୍ଚ୍ଚନା ନାଗ ଅର୍ଥ ହେରଫେର…

ଦୁର୍ବଳ ହେଲା ଅବପାତ

ଭୁବନେଶ୍ୱର,୨୨।୧୧: ଅବପାତ ମଙ୍ଗଳବାର ଦୁର୍ବଳ ହୋଇ ପଶ୍ଚିମ-କେନ୍ଦ୍ରୀୟ ପାର୍ଶ୍ୱବର୍ତ୍ତୀ ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ଏକ ସଦୃଶଃ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା ଆଗାମୀ ୨୪ଘଣ୍ଟା ମଧ୍ୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତିକରିବା ସହ ଆହୁରି ଦୁର୍ବଳ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର…

୧୫ ଘଣ୍ଟା ପରେ ସ୍ବାଭାବିକ ହେଲା ଟ୍ରେନ୍‌ ଚଳାଚଳ

ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ଯାଜପୁର ଜିଲା କୋରେଇ ରେଳ ଷ୍ଟେଶନରେ ସୋମବାର ଏକ ମାଲବାହୀ ଟ୍ରେନ୍‌ ବିଶ୍ରାମାଗାର ଉପରେ ମାଡିଯିବା ଘଟଣାରେ ରେଳ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। ତେବେ ଘଟଣାର ୧୫ ଘଣ୍ଟା ପରେ ରେଳ ଚଳାଚଳ ସ୍ବାଭାବିକ ହୋଇଛି। ମଙ୍ଗଳବାର ସକାଳେ ୨ଟି…

ଅର୍ଚ୍ଚନା ନାଗ ମାମଲା: ଇଡିରେ ହାଜର ହେଲେ ବ୍ୟବସାୟୀ ଅମୀୟକାନ୍ତ

ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ବହୁ ଚର୍ଚ୍ଚିତ ବ୍ଲାକ୍‌ମେଲର ଅର୍ଚ୍ଚନା ନାଗ ମାମଲା ରୋଚକ ହେବାରେ ଲାଗିଛି। ଏହାକୁ ନେଇ ଇଡି (ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ) ତନାଘନା ଚଳାଇଛି। ଏହି ପରିପ୍ରେକ୍ଷୀରେ ଅର୍ଚ୍ଚନାଙ୍କ ବ୍ୟବସାୟୀ ଅମୀୟକାନ୍ତ ଦାସ ମଙ୍ଗଳବାର ଇଡି କାର୍ଯ୍ୟାଳୟରେ ହାଜର ହୋଇଛନ୍ତି। ଅର୍ଚ୍ଚନା ଏବଂ…

ପାର୍କିଂସ୍ଥଳର ଅପବ୍ୟବହାର କଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମାଞ୍ଚଳରେ ଦିନକୁ ଦିନ ଯାନବାହାନ ସଂଖ୍ୟା ବଢ଼ୁଥିବାବେଳେ ଟ୍ରାଫିକ ସମସ୍ୟା ଅଣାୟତ୍ତ ହେଉଛି। କେଉଁ କାରଣରୁ ଟ୍ରାଫିକ ସମସ୍ୟା ଅଧିକ ହେଉଛି, ସେନେଇ ବିଏମ୍‌ସି ତର୍ଜମା କରୁଛି। ଏହି କ୍ରମରେ ସହରରେ ଥିବା ବିଭିନ୍ନ ଆପାର୍ଟମେଣ୍ଟ, ବ୍ୟବସାୟିକ…

ମା’ଙ୍କ ମୃତଦେହକୁ ଷ୍ଟ୍ରେଚରରେ ନେଲେ ପୁଅ

ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ରାଜଧାନୀରେ ଦାନ ମାଝି ଭଳି ଅଭାବନୀୟ ଘଟଣାର ପୁନରାବୃତ୍ତି ହୋଇଛି। ମା’ଙ୍କ ମୃତଦେହ ଘରକୁ ନେବା ପାଇଁ ମିଳିଲାନି ମହାପ୍ରୟାଣ ଗାଡ଼ି। ଘରୋଇ ଆମ୍ବୁଲାନ୍ସରେ ନେବାକୁ ପାଖରେ ନ ଥିଲା ଟଙ୍କା। ଶେଷରେ ମୃତଦେହକୁ ଷ୍ଟ୍ରେଚର୍‌ରେ ଟାଣି ଟାଣି ନେଇଥିଲେ…

କୌଶଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଗୁଆ

ଭୁବନେଶ୍ୱର, ୨୨।୧୧(ବ୍ୟୁରୋ):ମାନବସମ୍ବଳ ଓ କୌଶଳ ବିକାଶ କ୍ଷେତ୍ରରେ ଓଡ଼ିଶା ସଫଳ ପଦକ୍ଷେପ ଗ୍ରହଣ କରି ଆସୁଛି। ବିଶେଷକରି ଯୁବଗୋଷ୍ଠୀଙ୍କ ଦକ୍ଷତା ବୃଦ୍ଧି ଓ ନିରନ୍ତର ପ୍ରଗତି ସହ ସେମାନଙ୍କ କ୍ରିୟାଶୀଳ ଭୂମିକାକୁ ଉନ୍ନତ କରିବା କ୍ଷେତ୍ରରେ ଓଡ଼ିଶା ଏକ ଅଗ୍ରଣୀ ରାଜ୍ୟ…

ଡିସେମ୍ବରରୁ ଦେଓମାଳିରେ ପାରାଗ୍ଲାଇଡିଂ

ଭୁବନେଶ୍ୱର,୨୨।୧୧(ବ୍ୟୁରୋ):ଓଡ଼ିଶାର ଉଚ୍ଚତମ ଶୃଙ୍ଗ ଭାବେ ପରିଚିତ କୋରାପୁଟର ଦେଓମାଳି ଏଣିକି ଆହୁରି ଆକର୍ଷଣୀୟ ଦେଖାଯିବ। ଏହି ଉଚ୍ଚତମ ପାହାଡ଼ ସମେତ ପୂରା କୋରାପୁଟ ସହରକୁ ପର୍ଯ୍ୟଟକ ଏବେ ପକ୍ଷୀ ଭଳି ଆକାଶରେ ଉଡ଼ି ଦେଖିବା ସହ ପ୍ରକୃତିର ସୌନ୍ଦର୍ଯ୍ୟକୁ ଉପଭୋଗ କରିପାରିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?