Odisha Elections 2024

ମେଟ୍ରୋ

ସର୍ବସାଧାରଣଙ୍କ ପାଇଁ ବିଧାନସଭା ରାସ୍ତା ସିଲ୍‌

ଭୁବନେଶ୍ୱର,୨୯।୧୧(ବ୍ୟୁରୋ): ସର୍ବସାଧାରଣଙ୍କ ପାଇଁ ବିଧାନସଭା ରାସ୍ତାକୁ ରବିବାର ସିଲ୍‌ କରାଯାଇଛି। ଶୀତ ଅଧିବେଶନ ଆରମ୍ଭ ହେବା ଦିନରୁ ଲଗାତାର ଆତ୍ମାହୃତି ଉଦ୍ୟମ ହେଉଥିବା ଯୋଗୁ ଉକ୍ତ ରାସ୍ତାକୁ ବନ୍ଦ କରିଦିଆଯାଇଛି। ଜୟଦେବ ଭବନରୁ ରବୀନ୍ଦ୍ର ମଣ୍ଡପ ଯାଏ ରାସ୍ତାକୁ ସିଲ...

ଥମୁନି ‘ପରୀ’ ତାତି: ବିଧାନସଭାରେ ଭାଜପା ସଦସ୍ୟଙ୍କ ହୋ-ହଲ୍ଲା, ଗୃହ ମୁଲତବୀ

ଭୁବନେଶ୍ୱର,୨୯।୧୧(ବ୍ୟୁରୋ): ବିଧାନସଭାରେ ଥମୁନି ପରୀ ତାତି। ରବିବାର ମଧ୍ୟ ଗୃହରେ ଭାଜପା ସଦସ୍ୟଙ୍କ ହୋ-ହଲ୍ଲା ଦେଖିବାକୁ ମିଳିଛି। ଏପରିକି ବାଚସ୍ପତିଙ୍କ ପୋଡିୟମ ଉପରକୁ ସଦସ୍ୟମାନେ ଚଢ଼ିବାକୁ ଉଦ୍ୟମ କରିଛନ୍ତି। ସେମାନେ ମନ୍ତ୍ରୀ ଅରୁଣ ସାହୁଙ୍କ ଇସ୍ତଫା ସହ ଘଟଣାର ସିବିଆଇ...

ବିଧାୟକ ପ୍ରଦୀପ ପାଣିଗ୍ରାହୀ ବିଜେଡିରୁ ବହିଷ୍କୃତ

ଭୁବନେଶ୍ୱର,୨୯।୧୧(ବ୍ୟୁରୋ): ବିଜେଡିରୁ ବହିଷ୍କୃତ ହେଲେ ଗଞ୍ଜାମ ଗୋପାଳପୁର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରଦୀପ ପାଣିଗ୍ରାହୀ। ତାଙ୍କୁ ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କୃତ କରାଯାଇଛି। ଜନ ବିରୋଧୀ କାର୍ଯ୍ୟ ପାଇଁ ବିଜେଡି ସଭାପତିଙ୍କ ନିର୍ଦ୍ଦେଶ କ୍ରମେ ତାଙ୍କୁ ବହିଷ୍କାର କରାଯାଇଛି।...

ଏସ୍‌ଆଇଟିର ଖୋଳତାଡ଼: ଆଇଏଫ୍‌ଏସ୍‌ ଅଫିସର ଅଭୟକାନ୍ତ ପାଠକଙ୍କ ସମ୍ପତ୍ତିର ଗୁମର ଖୋଲିବ

ଭୁବନେଶ୍ୱର,୨୯ା୧୧(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରାଜ୍ୟ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇ ଝାରପଡ଼ା ଜେଲରେ ଅଛନ୍ତି ବରିଷ୍ଠ ଆଇଏଫ୍‌ଏସ୍‌ ଅଧିକାରୀ ତଥା ନିଲମ୍ବିତ ଅତିରିକ୍ତ ପିସିସିଏଫ୍‌ ଅଭୟକାନ୍ତ ପାଠକ। ଏଥିସହ ଟାଟା ମୋଟର୍ସରେ ଚାକିରି ଦେବା ଆଳରେ...

ପରୀ ହତ୍ୟା ମାମଲା: ତଦନ୍ତ କରିବ ଏସ୍‌ଆଇଟି

ଭୁବନେଶ୍ୱର,୨୯ା୧୧(ବ୍ୟୁରୋ): ନୟାଗଡ଼ ଜିଲାର ୫ବର୍ଷର ଶିଶୁ କନ୍ୟା ପରୀ ହତ୍ୟା ମାମଲାର ତଦନ୍ତ ସ୍ପେଶାଲ ଇନ୍‌ଭେଷ୍ଟିଗେଶନ ଟିମ୍‌(ଏସ୍‌ଆଇଟି) ବା ସ୍ବତନ୍ତ୍ର ତଦନ୍ତକାରୀ ଟିମ୍‌ ଦ୍ୱାରା କରାଯିବ। ହାଇକୋର୍ଟଙ୍କ ତତ୍ତ୍ୱାବଧାନରେ ଏହି ତଦନ୍ତ କରାଯିବ ବୋଲି ଶନିବାର ସଂସଦୀୟ ବ୍ୟାପାର ମନ୍ତ୍ରୀ...

ଡିସେମ୍ବରରେ ୭୫ ପ୍ରତିଶତ କର୍ମଚାରୀଙ୍କୁ ନେଇ ଚାଲିବ ଅଫିସ

ଭୁବନେଶ୍ୱର,୨୮ା୧୧(ବ୍ୟୁରୋ)- କୋଭିଡ୍‌-୧୯ ମହାମାରୀକୁ ଦୃଷ୍ଟିରେ ରଖି ଅତ୍ୟାବଶ୍ୟକ ସେବା ଯୋଗାଉଥିବା ଅଫିସଗୁଡିକୁ ବାଦ ଦେଇ ସମସ୍ତ ସରକାରୀ କାର୍ଯ୍ୟାଳୟ ୫୦ ପ୍ରତିଶତ କର୍ମଚାରୀଙ୍କୁ ନେଇ ଚାଲୁଛି। କର୍ମଚାରୀମାନେ ରୋଷ୍ଟର ଡ୍ୟୁଟି କରୁଛନ୍ତି। ତେବେ ଆସନ୍ତା ଡିସେମ୍ବର ପହିଲାରୁ କଟକ ଓ...

ରାଜ୍ୟରେ ସୁସ୍ଥ ହେଲେ ୮୦୨ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୨୮।୧୧।(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୮୦୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୦୪ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ସୁନ୍ଦରଗଡରୁ ୮୦, କଟକରୁ ୭୦, ମୟୁରଭଞ୍ଜରୁ ୫୬, ଜଗତସିଂହପୁରରୁ ୫୧, ନୂଆପଡାରୁ ୪୯, ଅନୁଗୁଳରୁ ୪୩, କେନ୍ଦ୍ରାପଡାରୁ ୩୨,...

ଭୁବନେଶ୍ୱରରୁ ଆଜି ୪୩ ପଜିଟିଭ ଚିହ୍ନଟ: ସେଥିରୁ ଲୋକାଲ କେସ୍‌ ୩୪

ଭୁବନେଶ୍ୱର,୨୮ ା୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ୪୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୯ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୩୪ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୪୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ...

ଏସଆଇଟିର ମୁଖ୍ୟ ହେଲେ ଅରୁଣ ବୋଥ୍ରା

ଭୁବନେଶ୍ୱର,୨୮।୧୧।(ବ୍ୟୁରୋ)-ନୟାଗଡ ’ପରୀ’ ହତ୍ୟା ମାମଲାର ତଦନ୍ତ ପାଇଁ ଏସଆଇଟି ଟିମ ଗଠନ କରିଛନ୍ତି ରାଜ୍ୟ ସରକାର । ଏସଆଇଟି ମୁଖ୍ୟ ଭାବେ ଆଇଜି ଅରୁଣ ବୋଥ୍ରାଙ୍କୁ ଦାୟିତ୍ୱ ଦିଆଯାଇଛି। ଅରୁଣଙ୍କ ନେତୃତ୍ୱରେ ଗଠିତ ଏସଆଇଟି ଟିମରେ କ୍ରାଇମବ୍ରାଞ୍ଚ ଏସପି ଆର....

ପୁଣି ବିଧାନସଭା ନିକଟରେ ଆତ୍ମାହୁତି ଉଦ୍ୟମ

ଭୁବନେଶ୍ୱର, ୨୮।୧୧(ବ୍ୟୁରୋ): ପୁଣି ବିଧାନସଭା ନିକଟରେ ଆତ୍ମାହୁତି ଉଦ୍ୟମ ହୋଇଛି। ଜଗତ୍‌ସିଂହପୁର ଜିଲା କୁଜଙ୍ଗ ଅଞ୍ଚଳର ମା’ ସୁଲୋଚନା ଦାସ ଓ ପୁଅ ସୁବ୍ରୋତ ଦାସ ବିଧାନସଭା ପଛପଟ ଇଡକଲ ରାସ୍ତାରେ ଶନିବାର କିରୋସିନ ଢ଼ାଳି ଆତ୍ମାହୁତି ଉଦ୍ୟମ କରିଛନ୍ତି।...

ରାଜ୍ୟରେ ପୁଣି ୫୫୦ କରୋନା ପଜିଟିଭ ଚିହ୍ନଟ; ଆଖି ବୁଜିଲେ ୧୨

ଭୁବନେଶ୍ୱର, ୨୮।୧୧(ବ୍ୟୁରୋ): ରାଜ୍ୟରେ ଶନିବାର ନୂଆ ୫୫୦ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ …ଜଣଙ୍କ ମୃତ୍ୟୁ ଘଟିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୩୧୭ଜଣ କ୍ୱାରାଣ୍ଟାଇନରୁ ଚିହ୍ନଯ ହୋଇଥିବା ବେଳେ ୨୩୩ ଲୋକାଲ କେସ୍‌ ରହିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ...

ଅଙ୍ଗନଓ୍ବାଡି କର୍ମୀଙ୍କଠାରୁ ଲାଞ୍ଚ ନେବା ମାମଲା: ପୂର୍ବତନ ସିଡିପିଓଙ୍କୁ ୩ବର୍ଷ ଜେଲ

ଭୁବନେଶ୍ୱର,୨୮ା୧୧(ବ୍ୟୁରୋ): ଅଙ୍ଗନଓ୍ବାଡ଼ି କର୍ମୀଙ୍କ ପାଣ୍ଠି ମଞ୍ଜୁର କରାଇବା ପାଇଁ ଲାଞ୍ଚ ନେବା ମାମଲାରେ ଖୋର୍ଦ୍ଧା ଜିଲା ବାଣପୁରର ପୂର୍ବତନ ସିଡିପିଓ ରାଜକୁମାରୀ ଦେଈ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ମାମଲାର ଚୂଡ଼ାନ୍ତ ଶୁଣାଣି କରି ଭୁବନେଶ୍ୱର ଭିଜିଲାନ୍ସ ସ୍ବତନ୍ତ୍ର ଜଜ୍‌ ତାଙ୍କୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri