ମେଟ୍ରୋ

‘ବନ୍ୟା ପରେ ଜଳବାହିତ ରୋଗ ବ୍ୟାପିବାର ଆଶଙ୍କା’

ଭୁବନେଶ୍ୱର, ୨୫।୮ (ବ୍ୟୁରୋ): ରାଜ୍ୟରେ ବନ୍ୟାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର କହିଛନ୍ତି। ସେ କହିଛନ୍ତି, ବନ୍ୟା ପରେ ଜଳବାହିତ ରୋଗ ବ୍ୟାପିବାର ଆଶଙ୍କା ରହିଛି। ଏଥିପାଇଁ ସ୍ବାସ୍ଥ୍ୟ ବିଭାଗ ସଚେତନ ଅଛି। ଏବେ ୪୭ହଜାରରୁ ଊର୍ଦ୍ଧ୍ୱ…

ରାଜ୍ୟରୁ ୪୨୧ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୨୫।୮(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୨୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୮୫, ସୁନ୍ଦରଗଡ଼ରୁ ୮୨, ବୌଦ୍ଧରୁ ୪୨,…

ଶ୍ୱେତା ମୃତ୍ୟୁ ମାମଲା: ପୋଲିସକୁ ମିଳିଲା ଡାଏରୀ

ଭୁବନେଶ୍ୱର,୨୫।୮(ବ୍ୟୁରୋ): ସଫ୍ଟୱେୟାର ଇଞ୍ଜିନିୟର ଶ୍ୱେତା ଉତ୍କଳକୁମାରୀ(୨୬)ଙ୍କ ମୃତଦେହ ମିଳିବା ଘଟଣାରେ ଦିନକୁ ଦିନ ନୂଆ ତଥ୍ୟ ମିଳିବାରେ ଲାଗିଛି। ଏବେ ଶ୍ୱେତାଙ୍କ ଡାଏରୀ ପୋଲିସକୁ ମିଳିଥିବା ଜଣାପଡିଛି। ଯେଉଁଥିରେ ଲେଖାଅଛି,ସୌମ୍ୟଜିତ୍‌ ମୋତେ ତାଙ୍କ ସ୍ତ୍ରୀ ଭାବେ ଗ୍ରହଣ କରିଛନ୍ତି। ସେ ମୋତେ…

ରାଜ୍ୟରେ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୨୫।୮(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକ ଜଣଙ୍କ ହେଲେ ସୁନ୍ଦରଗଡ଼ର ୬୫ ବର୍ଷିୟ ବ୍ୟକ୍ତି। ସେ ଉଚ୍ଚ ରକ୍ତ…

ଦିନେ କମିଲେ ଦିନେ ବଢୁଛି: ଆଜି ରାଜ୍ୟରୁ ୩୫୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୫ା୮(ବ୍ୟୁରୋ): ରାଜ୍ୟରୁ ଗୁରୁବାର ୩୫୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୨୬,୧୨୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୦୮ ଜଣ ଚିହ୍ନଟ ହୋଇଥିବା…

ଯୁବ ଓ ବାଲ୍‌ ସାହିତ୍ୟ ପୁରସ୍କାର ପାଇବେ ଦିଲ୍ଲୀପ, ନରେନ୍ଦ୍ର

ଭୁବନେଶ୍ୱର,୨୫।୮(ବ୍ୟୁରୋ): କେନ୍ଦ୍ର ସାହିତ୍ୟ ଏକାଡେମୀ ଯୁବ ଓ ବାଲ୍‌ ପୁରସ୍କାର-୨୦୨୨ ବୁଧବାର ଘୋଷଣା କରାଯାଇଛି। ଶିଶୁ ସାହିତି୍ୟକ ତଥା ବିଜେବି କଲେଜର ପୂର୍ବତନ ଅଧ୍ୟକ୍ଷ ନରେନ୍ଦ୍ର ଦାସ କେନ୍ଦ୍ର ସାହିତ୍ୟ ଏକାଡେମୀ ବାଲ୍‌ ସାହିତ୍ୟ ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। ଓଡ଼ିଆ…

ଯୁକ୍ତ ୩ ନାମଲେଖା ଅବଧି ବଢ଼ିଲା

ଭୁବନେଶ୍ୱର,୨୪ା୮(ବ୍ୟୁରୋ): ରାଜ୍ୟରେ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଯୁକ୍ତ ୩ ନାମଲେଖା ଅବଧି ବଢ଼ାଇ ଦିଆଯାଇଛି। ଅନ୍‌ଲାଇନ ସିଏଫ୍‌ ଆବେଦନ ଶେଷ ତାରିଖ ଅଗଷ୍ଟ ୨୫ରୁ ସେପ୍ଟେମ୍ବର ୧କୁ ବୃଦ୍ଧି କରାଯାଇଛି। ପ୍ରଥମ ପର୍ଯ୍ୟାୟ ନାମଲେଖା ୭ରୁ ୧୧ ପର୍ଯ୍ୟନ୍ତ ଚାଲିବ।…

ସେପ୍ଟେମ୍ବର ୩ରୁ ସ୍ପେଶାଲ ଓଜେଇଇ, ୪ ଶିଫ୍ଟରେ ପରୀକ୍ଷା ଦେବେ ପିଲା

ଭୁବନେଶ୍ୱର,୨୪ା୮(ବ୍ୟୁରୋ): ସେପ୍ଟେମ୍ବର ୩ରୁ ସ୍ପେଶାଲ ଓ ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ଅନୁଷ୍ଠିତ ହେବ। ସେପ୍ଟେମ୍ବର ୩, ୪ ଓ ୭ରେ ଏହି ପରୀକ୍ଷା କରାଯିବ। କମ୍ପ୍ୟୁଟର ବେସ୍‌ଡ ଟେଷ୍ଟ (ସିବିଟି) ମୋଡ୍‌ରେ ୪ଟି ଶିଫ୍ଟରେ ପରୀକ୍ଷା କରାଯିବ। ପରୀକ୍ଷା ସୂଚୀ…

୨୭ରେ ଖୋର୍ଦ୍ଧା ଜିଲାର ୧୩୯ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା

ଭୁବନେଶ୍ୱର,୨୪ା୮(ବ୍ୟୁରୋ): ଚଳିତମାସ ୨୭ ତାରିଖରେ ଖୋର୍ଦ୍ଧା ଜିଲାର ୧୩୯ ଶିକ୍ଷାନୁଷ୍ଠାନକୁ ସ୍ବତନ୍ତ୍ର ଛୁଟି ଘୋଷଣା କରାଯାଇଛି। ଚଳିତ ବର୍ଷ ହେବାକୁ ଥିବା ଏଏସ୍‌ଓ ପରୀକ୍ଷା କେନ୍ଦ୍ର ପାଇଁ ଜିଲା ପ୍ରଶାସନ ପକ୍ଷରୁ ଏହି ସ୍ବତନ୍ତ୍ର ଛୁଟି ଘୋଷଣା ହୋଇଛି। ଏଏସ୍‌ଓ ପରୀକ୍ଷା…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୪୦୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୪ା୮(ବ୍ୟୁରୋ): ରାଜ୍ୟରୁ ବୁଧବାର ଆଉ ୪୦୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୩,୧୪,୭୫୨ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ଏଥର ବିନା କଟକଣାରେ ହେବ ଗଣେଶ ପୂଜା

ଭୁବନେଶ୍ୱର,୨୪।୮(ବ୍ୟୁରୋ): ଏଥର ବିନା କଟକଣାରେ ପାଳନ ହେବ ଗଣେଶ ପୂଜା। ଗତ ୨ ବର୍ଷ ଧରି କରୋନା କଟକଣା ଭିତରେ ବିନା ଭକ୍ତରେ ପ୍ରଭୁଙ୍କ ପୂଜା ଆୟୋଜନ କରାଯାଉଥିଲା। ହେଲେ ଚଳିତ ବର୍ଷ ରାଜଧାନୀରେ ସେଭଳି କିଛି କଟକଣା ଲାଗିବ ନାହିଁ।…

୫ କୋଟି ଟଙ୍କାର ମାନହାନି ମୋକଦ୍ଦମା ଦାୟର କଲେ ପ୍ରକୃତି, ୟୁଟ୍ୟୁବ୍‌ ବି ପକ୍ଷଭୁକ୍ତ

ଭୁବନେଶ୍ୱର,୨୪।୮(ବ୍ୟୁରୋ): କିଛି ଦିନ ବ୍ୟବଧାନ ପରେ ତେଜିଛି ଓଲିଉଡ ସୁପରଷ୍ଟାର ବାବୁସାନ ମହାନ୍ତି ଏବଂ ପ୍ରକୃତି ମିଶ୍ରଙ୍କ ବିବାଦ। ବୁଧବାର ଭୁବନେଶ୍ୱର କୋର୍ଟରେ ମାନହାନି ମୋକଦ୍ଦମା ଦାୟର କରିଛନ୍ତି ଅଭିନେତ୍ରୀ ପ୍ରକୃତି ମିଶ୍ର। ବାବୁଶାନଙ୍କ ସ୍ତ୍ରୀ ତୃପ୍ତି ଓ ତାଙ୍କ ଶ୍ୱଶୁର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri