Odisha Elections 2024

ମେଟ୍ରୋ

ପୁଣି ବିଧାନସଭା ନିକଟରେ ଆତ୍ମାହୁତି ଉଦ୍ୟମ

ଭୁବନେଶ୍ୱର, ୨୮।୧୧(ବ୍ୟୁରୋ): ପୁଣି ବିଧାନସଭା ନିକଟରେ ଆତ୍ମାହୁତି ଉଦ୍ୟମ ହୋଇଛି। ଜଗତ୍‌ସିଂହପୁର ଜିଲା କୁଜଙ୍ଗ ଅଞ୍ଚଳର ମା’ ସୁଲୋଚନା ଦାସ ଓ ପୁଅ ସୁବ୍ରୋତ ଦାସ ବିଧାନସଭା ପଛପଟ ଇଡକଲ ରାସ୍ତାରେ ଶନିବାର କିରୋସିନ ଢ଼ାଳି ଆତ୍ମାହୁତି ଉଦ୍ୟମ କରିଛନ୍ତି।...

ରାଜ୍ୟରେ ପୁଣି ୫୫୦ କରୋନା ପଜିଟିଭ ଚିହ୍ନଟ; ଆଖି ବୁଜିଲେ ୧୨

ଭୁବନେଶ୍ୱର, ୨୮।୧୧(ବ୍ୟୁରୋ): ରାଜ୍ୟରେ ଶନିବାର ନୂଆ ୫୫୦ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ …ଜଣଙ୍କ ମୃତ୍ୟୁ ଘଟିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୩୧୭ଜଣ କ୍ୱାରାଣ୍ଟାଇନରୁ ଚିହ୍ନଯ ହୋଇଥିବା ବେଳେ ୨୩୩ ଲୋକାଲ କେସ୍‌ ରହିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ...

ଅଙ୍ଗନଓ୍ବାଡି କର୍ମୀଙ୍କଠାରୁ ଲାଞ୍ଚ ନେବା ମାମଲା: ପୂର୍ବତନ ସିଡିପିଓଙ୍କୁ ୩ବର୍ଷ ଜେଲ

ଭୁବନେଶ୍ୱର,୨୮ା୧୧(ବ୍ୟୁରୋ): ଅଙ୍ଗନଓ୍ବାଡ଼ି କର୍ମୀଙ୍କ ପାଣ୍ଠି ମଞ୍ଜୁର କରାଇବା ପାଇଁ ଲାଞ୍ଚ ନେବା ମାମଲାରେ ଖୋର୍ଦ୍ଧା ଜିଲା ବାଣପୁରର ପୂର୍ବତନ ସିଡିପିଓ ରାଜକୁମାରୀ ଦେଈ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ମାମଲାର ଚୂଡ଼ାନ୍ତ ଶୁଣାଣି କରି ଭୁବନେଶ୍ୱର ଭିଜିଲାନ୍ସ ସ୍ବତନ୍ତ୍ର ଜଜ୍‌ ତାଙ୍କୁ...

ଉତ୍କର୍ଷର ଶିଖରରେ ପହଞ୍ଚିବ ଉତ୍କଳ ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର,୨୮ା୧୧(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟ ଶିକ୍ଷା ଓ ଗବେଷଣା କ୍ଷେତ୍ରରେ ଉତ୍କର୍ଷର ଶିଖରରେ ପହଞ୍ଚତ୍ବ। ଶୁକ୍ରବାର ଉତ୍କଳ ବିଶ୍ୱବିଦ୍ୟାଳୟର ୭୮ତମ ପ୍ରତିଷ୍ଠା ଦିବସ ପାଳନ ଅବସରରେ ନବନିଯୁକ୍ତ କୁଳପତି ପ୍ରଫେସର ସବିତା ଆଚାର୍ଯ୍ୟ ଏହା କହିଛନ୍ତି। ବିଶ୍ୱବିଦ୍ୟାଳୟର ସମସ୍ତ କର୍ମଚାରୀ, ଶିକ୍ଷକ...

କେନ୍ଦ୍ର ଶିକ୍ଷା ମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର: ଉତ୍କଳ ବିଶ୍ୱବିଦ୍ୟାଳୟକୁ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ମାନ୍ୟତା ମିଳୁ

ଭୁବନେଶ୍ୱର,୨୮ା୧୧(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ଦିବସରେ ଏହାକୁ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ମାନ୍ୟତା ମିଳୁ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ଏନେଇ ଶୁକ୍ରବାର କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିଆଲ ନିଶକଙ୍କୁ ଚିଠି ଲେଖି ଏହି ପ୍ରସଙ୍ଗରେ ବ୍ୟକ୍ତିଗତ ହସ୍ତକ୍ଷେପ...

୬୨୭ ସଂସ୍ଥାର ଜଳକର ବକେୟା ୩୯୩୬.୮୬ କୋଟି

ଭୁବନେଶ୍ୱର,୨୮ା୧୧(ବ୍ୟୁରୋ): ଜଳବାୟୁ ପରିବର୍ତ୍ତନ, ଦ୍ରୁତ ଶିଳ୍ପାୟନ ଓ ସହରୀକରଣ କାରଣରୁ ରାଜ୍ୟର ଅଧିକାଂଶ ନଦୀରେ ଜଳ ପ୍ରବାହ ହ୍ରାସ ପାଇବାରେ ଲାଗିଛି। ୨୦୫୦ ବେଳକୁ ରାଜ୍ୟରେ ଉତ୍କଟ ପାନୀୟ ଜଳ ସଙ୍କଟ ସୃଷ୍ଟି ହେବା ନେଇ ପରିବେଶବିତ୍‌ ଚେତାବନୀ ଦେଲେଣି।...

ଆଲୋକୀକରଣ ହେଲା ମଣିକର୍ଣ୍ଣିକା ପୁଷ୍କରିଣୀ

ପୁରୁଣା ଭୁବନେଶ୍ୱର, ୨୮ା୧୧(ଡି.ଏନ୍‌.ଏ.): କପିଳେଶ୍ୱର ମନ୍ଦିର ପରିସରରେ ରହିଥିବା ଐତିହ୍ୟ ମଣିକର୍ଣ୍ଣିକା ପୁଷ୍କରିଣୀକୁ ଶୁକ୍ରବାର ଆଲୋକୀକରଣ କରାଯାଇଛି। ସନ୍ଧ୍ୟାରେ ସ୍ଥାନୀୟ ବିଧାୟକ ତଥା ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଏହାକୁ ଉଦ୍‌ଘାଟନ କରିଥିଲେ। ଟୁରିଜମ ବିଭାଗ ପକ୍ଷରୁ ୧୧ଲକ୍ଷ ଟଙ୍କା...

ସୌମ୍ୟ କହିଲେ ଛୋଟ ଘଟଣା, ଲେଖାଶ୍ରୀ ପଚାରିଲେ ବଡ଼ କ’ଣ

ଭୁବନେଶ୍ୱର,୨୮।୧୧(ବ୍ୟୁରୋ): ବିଜେଡି ଉପସଭାପତି ତଥା ଖଣ୍ଡପଡା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ ନାବାଳିକା ପରୀ ହତ୍ୟାକାଣ୍ଡକୁ ଏକ ଛୋଟ ଘଟଣା ବୋଲି ମତ ଦେଇଛନ୍ତି। ଏହାକୁ ନେଇ ଭାଜପା ସୌମ୍ୟଙ୍କୁ କଡ଼ା ସମାଲୋଚନା କରିଛି। ନୟାଗଡ଼ ଜିଲାର ୫ ବର୍ଷର ଝିଅ...

ପୁଅ ଆକାଶଙ୍କ ସହ ଜେଲଗଲେ ଅଭୟକାନ୍ତ

ଭୁବନେଶ୍ୱର,୨୮।୧୧(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବରିଷ୍ଠ ଆଇଏଫ୍‌ଏସ୍‌ ଅଧିକାରୀ ତଥା ରାଜ୍ୟର ଅତିରିକ୍ତ ପିସିସିଏଫ୍‌ ଅଭୟକାନ୍ତ ପାଠକ ଓ ପୁଅ ଆକାଶଙ୍କୁ ଶେଷରେ ଶୁକ୍ରବାର ଭିଜିଲାନ୍ସ ଗିରଫ କରିଛି। ପରେ ଉଭୟଙ୍କୁ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ହାଜର...

୫ବର୍ଷର ଧର୍ମପଦ ପୁରସ୍କାର, ଶିଳ୍ପୀ ସମ୍ବର୍ଦ୍ଧନା ଘୋଷଣା

ଭୁବନେଶ୍ୱର,୨୮ା୧୧(ବ୍ୟୁରୋ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧୀନ ଓଡିଶା ଲଳିତ କଳା ଏକାଡେମୀ ପକ୍ଷରୁ ଦିଆଯାଉଥିବା ସର୍ବୋଚ୍ଚ ସମ୍ମାନ ‘ଧର୍ମପଦ ପୁରସ୍କାର’ ୫ବର୍ଷ ପାଇଁ ଘୋଷଣା କରାଯାଇଛି। ଏହାସହ ଏକାଡେମୀ ତରଫରୁ ସମ୍ବର୍ଦ୍ଧିତ ହେବାକୁ ଥିବା ଶିଳ୍ପୀଙ୍କ...

ବିଧାନସଭା ଆଗରେ ୩ ଚାଷୀଙ୍କ ଆତ୍ମାହୁତି ଉଦ୍ୟମ

ଭୁବନେଶ୍ୱର,୨୮।୧୧(ବ୍ୟୁରୋ): କଡ଼ା ସୁରକ୍ଷା ବଳୟ ଭେଦ କରି ବିଧାନସଭା ଆଗରେ ପୁଣି ଆତ୍ମାହୁତି ଉଦ୍ୟମ। ଗତ ମଙ୍ଗଳବାର ନୟାଗଡ଼ ପରୀ ହତ୍ୟା ମାମଲାରେ ତାଙ୍କ ବାପା ଓ ମା’ ବିଧାନସଭା ଆଗରେ ଆତ୍ମାହୁତି ଉଦ୍ୟମ କରିଥିବାବେଳେ ଶୁକ୍ରବାର ଆଉଏକ ଘଟଣା...

ପୁଅ ଆକାଶଙ୍କ ସହ ଜେଲଗଲେ ଅଭୟକାନ୍ତ

ଭୁବନେଶ୍ୱର,୨୭।୧୧(ବ୍ୟୁରୋ): ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବରିଷ୍ଠ ଆଇଏଫ୍‌ଏସ୍‌ ଅଧିକାରୀ ତଥା ରାଜ୍ୟର ଅତିରିକ୍ତ ପିସିସିଏଫ୍‌ ଅଭୟକାନ୍ତ ପାଠକ ଓ ପୁଅ ଆକାଶଙ୍କୁ ଶେଷରେ ଶୁକ୍ରବାର ଭିଜିଲାନ୍ସ ଗିରଫ କରିଛି। ପରେ ଉଭୟଙ୍କୁ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ହାଜର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri