ମେଟ୍ରୋ

ଆଳୁ ଉତ୍ପାଦନରେ ଆତ୍ମନିର୍ଭର ହେବ ଓଡ଼ିଶା: ତିନି ଲକ୍ଷ କ୍ଵିଣ୍ଟାଲ୍ ଆଳୁ ବାଣ୍ଟିବେ ସରକାର, ଏହି ନମ୍ବରରେ ୧୫୫୩୩୩…

ଭୁବନେଶ୍ୱର,୨୪।୧୦: ଓଡ଼ିଶାକୁ ଆଳୁ ଉତ୍ପାଦନରେ ଆତ୍ମନିର୍ଭରଶୀଳ କରିବା ଅଭିଯାନରେ ରାଜ୍ୟ ସରକାର ଚଳିତ ବର୍ଷ ୫୦ ହଜାରରୁ ଉର୍ଦ୍ଧ୍ବ ଏକର ଚାଷଜମିରେ ଆଳୁଚାଷ କରିବା ପାଇଁ ଯୋଜନା କରିଛନ୍ତି। ଗୁରୁବାର ଲୋକସେବା ଭବନରେ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ଭୁଶୁଡ଼ିଲା ଆୟୁର୍ବେଦିକ ଇନ୍‌ଷ୍ଟିଚ୍ୟୁଟ୍‌ର ଗେଟ୍‌ ଛାତ

ଭୁବନେଶ୍ୱର,୨୩ା୧୦: ସମ୍‌ ହସ୍ପିଟାଲ ନିକଟରେ ଥିବା ଏକ ଆୟୁର୍ବେଦିକ ଇନ୍‌ଷ୍ଟିଚ୍ୟୁଟର ଗେଟ୍‌ ଛାତ ଗୁରୁବାର ଭୁଶୁଡ଼ି ପଡ଼ିଛି। ସବୁଠୁ ଗୁରୁତ୍ୱପୂର୍ଣ୍ଣ ବିଷୟ ହେଲା ଆଜି ସନ୍ଧ୍ୟାରେ ଉକ୍ତ ଗେଟ୍‌ ଛାତ ପଡ଼ିଥିବାବେଳେ ରାତିରେ ହିଁ ଭୁଶୁଡ଼ି ପଡ଼ିଛି। ସୌଭାଗ୍ୟ ବଶତଃ ଏଥିରେ…

କଲେଜ ଛାତ୍ରଛାତ୍ରୀ ଶିଖିବେ ସାଇବର ସୁରକ୍ଷା

ଭୁବନେଶ୍ୱର,୨୩ା୧୦: ରାଜ୍ୟର ସମସ୍ତ ଡିଗ୍ରୀ କଲେଜର ଛାତ୍ରଛାତ୍ରୀଙ୍କୁ ସାଇବର ସୁରକ୍ଷା ବିଷୟରେ ସଚେତନ କରାଯିବ। ଏନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସମସ୍ତ ଡିଗ୍ରୀ କଲେଜର ଅଧ୍ୟକ୍ଷମାନଙ୍କୁ ଚିଠି ଲେଖାଯାଇଛି। ଅକ୍ଟୋବର ୧୮ ତାରିଖରୁ ନଭେମ୍ବର ୧୭ ତାରିଖ ପର୍ଯ୍ୟନ୍ତ ଏହି ସାଇବର…

ସଂସ୍କୃତ ବିଦ୍ୟାଳୟରେ ନିଯୁକ୍ତି ପାଇବେ ଅତିଥି ଫ୍ୟାକଲ୍ଟି, ଜାଣନ୍ତୁ କେମିତି କରିବେ ଆବେଦନ…

ଭୁବନେଶ୍ୱର,୨୩ା୧୦: ଅତିଥି ଫ୍ୟାକଲ୍ଟି ନିଯୁକ୍ତି ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶାବଳୀ ଜାରି ହୋଇଛି। ୪୮୮ ଓ ୬୬୨ ବର୍ଗ, ସଂସ୍କୃତ ବିଦ୍ୟାଳୟରେ ନିଯୁକ୍ତି ପାଇଁ ଏହି ନିର୍ଦ୍ଦେଶାବଳୀ ଜାରି ହୋଇଛି। ଅବସରପ୍ରାପ୍ତ ଶିକ୍ଷାବିତ୍‌ଙ୍କୁ ଅତିଥି ଫ୍ୟାକଲ୍ଟି ଭାବେ ନିଯୁକ୍ତି ଦିଆଯାଇପାରିବ।…

ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ: ୨୪ ଘଣ୍ଟାରେ ଆହୁରି ଘନୀଭୂତ ସମ୍ଭାବନା

ଭୁବନେଶ୍ୱର,୨୩ା୧୦: ଆସନ୍ତା ୨୪ ତାରିଖରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି। ଦକ୍ଷିଣପୂର୍ବ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ବାୟୁମଣ୍ଡଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଥିବାବେଳେ ଏହାର ପ୍ରଭାବରେ ଅନେକ ସ୍ଥାନରେ ବର୍ଷା ଲାଗି ରହିବ। ଉତ୍ତର ପଶ୍ଚିମ ଦିଗରେ ଗତି…

ରାଜ୍ୟସ୍ତରୀୟ ଭାଗବତ ମହୋତ୍ସବ

ଭୁବନେଶ୍ୱର,୨୩।୧୦: ପ୍ରେସ କଲୋନି ୟୁନିଟ-୩ ସ୍ଥିତ ରାଧାକୃଷ୍ଣ ମନ୍ଦିରରେ ନିଖିଳ ଉତ୍କଳ ପ୍ରବକ୍ତା ପରିଷଦ ଆନୁକୂଲ୍ୟରେ ସନ୍ଧ୍ୟାତାରା ଯୁବକ ସଂଘ ଏବଂ ମନ୍ଦିର ପରିଚାଳନା କମିଟି ସହଯୋଗରେ ୭ ଦିନ ଧରି ଚାଲିଥିବା ରାଜ୍ୟସ୍ତରୀୟ ଭାଗବତ ମହୋତ୍ସବ ଉଦ୍‌ଯାପିତ ହୋଇଯାଇଛି l…

ଭୁବନେଶ୍ୱରରେ ହେବ IRC ଅଧିବେଶନ: ଯୋଗଦେବେ ଗଡ଼କରି

ଭୁବନେଶ୍ୱର,୨୩।୧୦: ଭୁବନେଶ୍ୱରରେ ହେବ ଇଣ୍ଡିଆନ ରୋଡ କଂଗ୍ରେସର ୮୪ତମ ଅଧିବେଶନ। ଏଥିରେ କେନ୍ଦ୍ର ସଡ଼କ ଓ ପରିବହନ ମନ୍ତ୍ରୀ ନୀତିନ ଗଡ଼କରି ଯୋଗ ଦେବାର କାର୍ଯ୍ୟକ୍ରମର ରହିଛି। ନଭେମ୍ବର ୭ରୁ ୧୦ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର ଜନତା ମୈଦାନରେ ଅଧିବେଶନ ଚାଲିବ…

୧୯ ଜିଲାକୁ ମିଳିବ ଅତିରିକ୍ତ ପୋଷଣଯୁକ୍ତ ଚାଉଳ

ଭୁବନେଶ୍ୱର,୨୩ା୧୦(ରବିନାରାୟଣ ଜେନା): ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍‌ଏଫ୍‌ଏସ୍‌ଏ) ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା(ଏସ୍‌ଏଫ୍‌ଏସ୍‌ଏସ୍‌)ରେ ରାଜ୍ୟ ସରକାର ହିତାଧିକାରୀଙ୍କୁ ୩ ମାସର ପୋଷଣଯୁକ୍ତ ଚାଉଳ(ଫର୍ଟିଫାଏଡ୍‌ ରାଇସ୍‌) ବଣ୍ଟନ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ସେପ୍ଟେମ୍ବରରୁ ନଭେମ୍ବର ତିନିମାସ ପାଇଁ ଅତିରିକ୍ତ…

ପୀତବାସ ପଣ୍ଡା ମର୍ଡରକୁ ନେଇ ବଡ଼ ଖୁଲାସା; ହତ୍ୟା ପଛରେ ବଡ଼ କାରଣ…

ବ୍ରହ୍ମପୁର,୨୩।୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରର ବରିଷ୍ଠ ଆଇନଜୀବୀ ତଥା ଭାଜପା ନେତା ପୀତବାସ ପଣ୍ଡା ହତ୍ୟା ଘଟଣା ପଛରେ ରହିଛି ବଡ଼ ଷଡ଼ଯନ୍ତ୍ର। ୧୫ଦିନର ଖୋଳତାଡ଼ ପରେ ପୋଲିସ ବୁଧବାର ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା, ବ୍ରହ୍ମପୁର ମହାନଗର ନିଗମ…

ୟୁନିଟ-୧ ପରିବା ମାର୍କେଟରେ ଭୟାବହ ଅଗ୍ନିକାଣ୍ଡ: ୨୬ ଦୋକାନ, ୫ ଗୋଦାମ ଜଳିଗଲା

ଭୁବନେଶ୍ୱର,୨୩ା୧୦(ସତ୍ୟଜିତ ରାଉତ): ଭୁବନଶ୍ୱର ୟୁନିଟ-୧ ପରିବା ମାର୍କେଟରେ ବୁଧବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ନିଆଁରେ ୨୬ ଦୋକାନ ଓ ପ୍ରାୟ ୫ଟି ପରିବା ଗୋଦାମ ଜଳିଯାଇଛି। ଆଉ କିଛି ଦୋକାନ ଆଂଶିକ କ୍ଷତିଗ୍ରସ୍ତ ହୋଇଛି। ଏଥିରେ କ୍ଷୟକ୍ଷତି ଆକଳନ କରାଯାଇ ନ…

CBI ହାତକୁ ଗଲା SI ନିଯୁକ୍ତି ସ୍କାମ୍‌

ଭୁବନେଶ୍ୱର,୨୨ା୧୦: CBI ତଦନ୍ତ ପାଇଁ ସୁପାରିସ ହୋଇଛି ଏସ୍‌ଆଇ ନିଯୁକ୍ତି ସ୍କାମ୍‌। ତଦନ୍ତ ପାଇଁ ସୁପାରିସ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଦୁର୍ନୀତିରେ ଆନ୍ତଃରାଜ୍ୟ ସଂଗଠିତ କ୍ରିମିନାଲ ଗ୍ୟାଙ୍ଗର ସଂପୃକ୍ତି ସନ୍ଦେହ କରାଯାଇଛି। ଏହି ଦୁର୍ନୀତିର ଚେର ଆନ୍ଧ୍ର ଓ…

ସମ୍ଭାବ୍ୟ ବାତ୍ୟାକୁ ନେଇ ଏମିତି କହିଲେ ଆଇଏମ୍‌ଡି

ଭୁବନେଶ୍ୱର,୨୨ା୧୦: ସମ୍ଭାବ୍ୟ ବର୍ଷା ଓ ଏହାର ମୁକାବିଲା ନିମନ୍ତେ କୃଷି ବିଭାଗର ଏକ ପ୍ରସ୍ତୁତି ବୈଠକ କୃଷି ବିଭାଗ ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ କୃଷି ନିର୍ଦ୍ଦେଶକ ଶୁଭମ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri