ମେଟ୍ରୋ

ଶେଷ ବେଳକୁ ବିଜେଡିରେ ଥିବେ  କେବଳ ଏହି ୩ ଜଣ: କହୁକହୁ କହିଦେଲେ ବିଧାୟିକା

ଭୁବନେଶ୍ୱର,୯।୨: ଭାଜପା ବିଧାୟିକା ଉପାସନା ମହାପାତ୍ର ବିଜେଡିକୁ ଟାର୍ଗେଟ କରିଛନ୍ତି। କୃଷ୍ଣପ୍ରସାଦ ବ୍ଲକ ଅଧ୍ୟକ୍ଷା ଭାଜପାରେ ମିଶିବା ପରେ ତେରେଛା ବାଣ ମାରିଲେ ଉପାସନା। ନାଁ ନ ନେଇ ସଞ୍ଜୟ ଦାସବର୍ମା ଏବଂ ବିଜେଡି ଉପରେ ବର୍ଷିଲେ ବିଧାୟିକା। ସେ କହିଛନ୍ତି,…

ନବୀନଙ୍କୁ କଡ୍ଡା କାଉଣ୍ଟର କଲେ ବାବୁ , ଲୋକହସା କଥା କହି…

ଭୁବନେଶ୍ୱର,୯।୨: ରାଜ୍ୟରେ କୃଷକଙ୍କ ସମସ୍ୟା ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖିଛନ୍ତି । ଏ ନେଇ ବାବୁ ସିଂ ନବୀନଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ନବୀନ କୃଷକର ‘କ’ ଅକ୍ଷର ବିଷୟରେ…

ବିଧାୟକ ବାବୁ ସିଂଙ୍କ ଆବେଦନ ଖାରଜ କଲେ ହାଇକୋର୍ଟ

ଭୁବନେଶ୍ୱର,୯।୨: ବିଧାୟକ ବାବୁ ସିଂଙ୍କ ଆବେଦନ ହାଇକୋର୍ଟରେ ଖାରଜ କରାଯାଇଛି। ଭୁବନେଶ୍ୱର ଏକାମ୍ର ନିର୍ବାଚନୀ ମାମଲାରେ ଆବେଦନ ଖାରଜ କରାଯାଇଛି। ବିନା ଶୁଣାଣିରେ ମାମଲା ଖାରଜ କରିବାକୁ ବାବୁ ସିଂ ଆବେଦନ କରିଥିଲେ। ନିର୍ବଚନୀ ମାମଲାର ଶୁଣାଣି ହେବ କହିଲେ ହାଇକୋର୍ଟ।…

ଓଲିଉଡ୍‌ ଅଭିନେତା ସାତ୍ୟକି ମିଶ୍ରଙ୍କୁ ହତ୍ୟା ଧମକ, ଜୀବନରୁ ମାରିଦେବାକୁ…

ଭୁବନେଶ୍ବର,୯।୧: ଓଲିଉଡ୍‌ ଅଭିନେତା ସାତ୍ୟକି ମିଶ୍ରଙ୍କୁ ଜୀବନରୁ ମାରିଦେବାକୁ ଧମକ ଦିଆଯାଇଥିବା ନେଇ ଅଭିଯୋଗ ହୋଇଛି । ଦୁଇ ବଡ଼ବାପାଙ୍କ ପୁଅଙ୍କ ବିରୋଧରେ ଅଭିଯୋଗ ଆଣିଲେ ସାତ୍ୟକି । ପୈତୃକ ସମ୍ପତ୍ତି ଓ ବ୍ୟବସାୟିକ ପ୍ରତିଷ୍ଠାନର ମାଲିକାନାକୁ ନେଇ ଧମକ ।…

ପ୍ରେମ ସପ୍ତାହରେ ପ୍ରେମିକଙ୍କୁ ହତ୍ୟା: ଗାଁରୁ ଆସିଥିବା ଟ୍ୟାକ୍ସି ଡ୍ରାଇଭର ପ୍ରେମିକଙ୍କୁ ହତ୍ୟାକଲେ ପାଲରେ କାମ କରୁଥିବା ପ୍ରେମିକା

ଭୁବନେଶ୍ୱର,୯।୨: ଭୁବନେଶ୍ବର ଚନ୍ଦ୍ରଶେଖରପୁର ଟ୍ୟାକ୍ସି ଡ୍ରାଇଭର ହତ୍ୟା ଘଟଣା ଏବେ ନୂଆ ମୋଡ ନେଇଛି। ଯାହା ଚାଞ୍ଚଲ୍ୟ ସୃଷ୍ଟ କରିଛି। ତଣ୍ଟି କାଟି ହତ୍ୟା କରିବା ଅଭିଯୋଗରେ ପ୍ରେମିକାଙ୍କୁ ଅଟକ ରଖିଛି ପୋଲିସ। ଆଉ ଜଣେ ପ୍ରେମିକ ଜରିଆରେ ପ୍ରେମିକା ହତ୍ୟା…

ମନମୁତାବକ ପୋଷ୍ଟିଂ ପାଇଁ ବଢୁଛି ପୋଲିସ ଅଧିକାରୀଙ୍କ ଲବି

ଭୁବନେଶ୍ୱର,୯ା୨(ତ୍ରିନାଥ ମହାନ୍ତି): କମିଶନରେଟ୍‌ ପୋଲିସରେ କାମ କରିବାକୁ ଅଧିକାଂଶ ପୋଲିସ ବାବୁଙ୍କ ଇଚ୍ଛା। ସବୁକିଛି ସୁବିଧା ମିଳୁଥିବାରୁ ସେମାନେ ଜିଲାକୁ ଯିବାକୁ ଚାହୁଁନାହାନ୍ତି। ନିଜ ମନମୁତାବକପୋଷ୍ଟିଂ ପାଇଁ ଡିଜିପିଙ୍କ ନିକଟରେ ବଦଳି ଆବେଦନ କରିବା ସହ ନେତା, ଉଚ୍ଚ ଅଧିକାରୀ ଓ…

ମୋହନଙ୍କୁ ଚିଠି ଲେଖିଲେ ନବୀନ: କହିଲେ ରାଜ୍ୟର ଚାଷୀ କେତେ ଦୁଃଖରେ…

ଭୁବନେଶ୍ୱର,୯।୨: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ଚିଠି ଲେଖିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଉକ୍ତ ଚିଠିରେ ନବୀନ ଲେଖିଛନ୍ତି, ରାଜ୍ୟରେ ଥିବା ମଣ୍ଡିଗୁଡ଼ିକ ଏବେ ନିର୍ଯାତନାର କେନ୍ଦ୍ର ପାଲଟିଛି। ବିଭିନ୍ନ ଆଳରେ କ୍ୱିଣ୍ଟାଲ ପିଛା ୫ରୁ ୭ କେଜି…

‘ସତ୍‌ସଙ୍ଗ ମଣିଷ ଭିତରେ ସକାରାତ୍ମକ ଭାବ ସୃଷ୍ଟି କରୁଛି’

ଭୁବନେଶ୍ୱର,୯ା୨(ବନ୍ଦନା ସେଠୀ): ସତ୍‌ସଙ୍ଗ ମଣିଷ ଭିତରେ ଏକ ସକାରାତ୍ମକ ଭାବ ସୃଷ୍ଟି କରିଚାଲିଛି। ଏହା ମଣିଷ ଭିତରେ ପାରସ୍ପରିକତା ବୃଦ୍ଧି କରୁଛି। ଭ୍ରାତୃଭାବ ସୃଷ୍ଟି ସହ ସୁସ୍ଥ ସମାଜ ଗଠନରେ ଏହା ସହାୟକ ହେଉଛି ବୋଲି ପୂର୍ତ୍ତ, ଅବକାରୀ ଏବଂ ଆଇନ…

ବଡ଼ ସଙ୍କେତ ଦେଲେ ସୁର: ଆମ ପାଖରେ ପଇସା ଅଛି, ଜଟଣୀରୁ ନିର୍ବାଚନ…

ଭୁବନେଶ୍ବର,୯।୨: ପୁଣି ନିର୍ବାଚନ ଲଢ଼ିବେ ସୁର ରାଉତରାୟ । ଏନେଇ ଆଜି ସେ ଗଣମାଧ୍ୟମକୁ ପ୍ରକିକ୍ରିୟା ଦେଇ ଘୋଷଣା କରିଛନ୍ତି । ଲୋକେ ଚାହିଁଲେ କଂଗ୍ରେସ ଟିକେଟରୁ ଲଢ଼ିବି ବୋଲି ସେ କହିଛନ୍ତି । ୨୦୨୪ ନିର୍ବାଚନରେ ଜଟଣୀରୁ ହାରିଥିଲା କଂଗ୍ରେସ…

ହଠାତ୍‌ ପାରଦ ତଳମୁହାଁ: ରାତିରେ ଖସୁଛି, ଦିନରେ ତାତି

ଭୁବନେଶ୍ୱର, ୯ା୨ (ବନ୍ଦନା ସେଠୀ):ରାଜ୍ୟରେ ହଠାତ୍‌ ପାରଦ ତଳମୁହାଁ ହୋଇଛି। ଫଳରେ ଏବେ ରାତିରେ ଶୀତ ଓ ଦିନରେ ଖରାତାତି ଅନୁଭୂତ ହେଉଛି। ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ପ୍ରାୟ ୨ରୁ ୩ ଡିଗ୍ରୀ ହ୍ରାସ ପାଇଛି।…

ଆଜି ଚକୋଲେଟ୍‌ ଦେଇ ସମ୍ପର୍କରେ ମଧୁରତା ଭରିବେ ପ୍ରେମୀଯୁଗଳ

ଭୁବନେଶ୍ୱର,୯। ୨ (ସୌମ୍ୟରଞ୍ଜନ ରାଉତ): ରାଜଧାନୀରେ ଏବେ ପ୍ରେମଛିଟା ବୋଳି ହୋଇଯାଇଛି। କଲେଜଠାରୁ ଆରମ୍ଭ କରି ପାର୍କ, ହୋଟେଲ୍‌, ସିନେମା ହଲ୍‌ ଓ ବିଭିନ୍ନ ମଲ୍‌ରେ ଏବେ ପ୍ରେମପକ୍ଷୀଙ୍କ ରାଜ୍‌ ଚାଲିଛି। ପ୍ରେମ ସପ୍ତାହର ଦ୍ବିତୀୟ ଦିନ ଆର୍ଥାତ୍‌ ରବିବାର ପ୍ରପୋଜ…

ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮ା୨: ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଚିକିଟି ବ୍ଲକ ଅନ୍ତର୍ଗତ ସୁନପୂରର ୨ ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏ ଅନୁକମ୍ପା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଦୁଃଖଦ ଦୁର୍ଘଟଣାରେ ପ୍ରାଣହାନି ନେଇ ଗଭୀର ଦୁଃଖପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?