ମେଟ୍ରୋ

ମେକ୍‌ ଇନ୍‌ ଓଡ଼ିଶା ପାଇଁ ଏଫ୍‌ଆଇସିସିଆଇ ହେବ ପାର୍ଟନର

ଭୁବନେଶ୍ୱର,୨୧ା୧୦(ବ୍ୟୁରୋ): ମେକ୍‌-ଇନ୍‌ ଓଡ଼ିଶାର ତୃତୀୟ ସଂସ୍କରଣ ପାଇଁ ଫେଡେରେଶନ ଅଫ୍‌ ଇଣ୍ଡିଆନ ଚାମ୍ବର୍ସ ଅଫ୍‌ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରିଜ(ଏଫ୍‌ଆଇସିସିଆଇ) ନ୍ୟାଶନାଲ ପାର୍ଟନର ହେବ। ଏନେଇ ମଙ୍ଗଳବାର ଭିଡିଓ କନ୍‌ଫରେନ୍ସ ଜରିଆରେ ଇପିକଲ ଏବଂ ଏଫ୍‌ଆଇସିସିଆଇ ମଧ୍ୟରେ ବୁଝାମଣା ପତ୍ର (ଏମ୍‌ଓୟୁ)...

ଶୀତ ପାଇଁ ମୌସୁମୀ ବାଧକ

ଭୁବନେଶ୍ୱର,୨୧ା୧୦(ବ୍ୟୁରୋ): ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ସକ୍ରିୟ ରହିଛି। ନଭେମ୍ବର ପହିଲା ପୂର୍ବରୁ ଏହା ପ୍ରତ୍ୟାବର୍ତ୍ତନ କରିବା ସମ୍ଭାବନା କ୍ଷୀଣ। ଅକ୍ଟୋବରରେ ଲଗାତର ଲଘୁଚାପ ଯୋଗୁ ମୌସୁମୀ ଅଧିକ ବଳବାନ ହୋଇଛି। ବିଭିନ୍ନ ପ୍ରାନ୍ତରେ ତୁହାକୁ ତୁହା ବର୍ଷା ଲାଗିରହିଛି।...

ସାବଧାନ ନ ହେଲେ ହଇରାଣ ହେବା

ଭୁବନେଶ୍ୱର, ୨୧ା୧୦(ବ୍ୟୁରୋ): ଆଗକୁ ପାର୍ବଣ ସାଙ୍ଗକୁ ଶୀତଦିନ ଆସୁଛି। ସଚେତନ ନ ରହିଲେ ପରିସ୍ଥିତି ପୁଣି ବିଗିଡ଼ିଯିବ। କେରଳ ଓ ପାଶ୍ଚାତ୍ୟ ଦେଶ ଭଳି ପୁଣି ସଂକ୍ରମଣ ବଢ଼ିଯିବ। ଆମେ ଓ ଆମ ପରିବାର ହଇରାଣ ହେବେ। ପାର୍ବଣରେ ସର୍ବସାଧାରଣ...

ଦାଦାବଟି ମାଗୁଥିଲେ ଏହି ନମ୍ବରରେ ଫୋନ୍‌ କରିବାକୁ ନିର୍ଦ୍ଦେଶ ଦେଲେ ପୋଲିସ ମହାନିର୍ଦ୍ଦେଶକ

ଭୁବନେଶ୍ୱର,୨୦।୧୦(ବ୍ୟୁରୋ):ପାର୍ବଣ ସମୟରେ ସୁରକ୍ଷା ଉପରେ ଗୁରୁତ୍ୱ ଦେଇଛନ୍ତି କମିଶନରେଟ୍‌ ପୋଲିସ। ଦାଦାବଟି ରୋକିବାକୁ ହେଲ୍ପଲାଇନ ନମ୍ବର ଜାରି କରିଛନ୍ତି ପୋଲିସ ଡିଜି ଅଭୟ। ଏହି ହେଲ୍ପ ଲାଇନ ନମ୍ବର ହେଲା ୯୯୩୮୯୧୦୦୦୦। ଏହି ହେଲ୍ପଲାଇନ ନମ୍ବର ଭୁବନେଶ୍ୱର ଓ କଟକରେ...

ଅପରାହ୍ନ ୪ଟାରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୦।୧୦(ବ୍ୟୁରୋ): ମଙ୍ଗଳବାର ଅପରାହ୍ନ ୪ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ। ତେବେ ସେ କ’ଣ ବାର୍ତ୍ତା ଦେଉଛନ୍ତି ତା ଉପରେ ସମସ୍ତଙ୍କର ନଜର ରହିଛି। ସେହିପରି ଆଜି ସନ୍ଧ୍ୟା ୬ଟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ...

କଂଗ୍ରେସର ପୂର୍ବତନ ବିଧାୟକ ଗୁରୁପଦ ନନ୍ଦଙ୍କ ପରଲୋକ

ଭୁବନେଶ୍ୱର, ୨୦।୧୦(ବ୍ୟୁରୋ): ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ବିଧାୟକ ଗୁରୁପଦ ନନ୍ଦଙ୍କର ମଙ୍ଗଳବାର ପରଲୋକ ଘଟିଛି। କଟକ ସଦଗୁରୁ ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଥିବା ସୂଚନା ମିଳିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୭ ବର୍ଷ ହୋଇଥିଲା।...

ଦୁର୍ଘଟଣାଗ୍ରସ୍ତ ଛାତ୍ରୀଛାତ୍ର ଏହିଦିନ ଦେଇପାରିବେ ଓଜେଇ ପରୀକ୍ଷା

ଭୁବନେଶ୍ୱର,୨୦।୧୦(ବ୍ୟୁରୋ): ଗଜପତି ଜିଲା ଚାନ୍ଦିପୁଟ, ରାମଗିରି ଓ ଚନ୍ଦ୍ରଗିରି ଅଞ୍ଚଳର ୪୫ ଜଣ ପରୀକ୍ଷାର୍ଥୀ ଓଜେଇ ପରୀକ୍ଷା ଦେବା ଲାଗି ଏକ ବସ୍‌ରେ ଯାଉଥିବା ସମୟରେ ବସଟି ଗଞ୍ଜାମ ଜିଲା ତପ୍ତପାଣି ଘାଟି ପାଖ ପାକୁଖୋଳା ଗାଁ ନିକଟରେ ଦୁର୍ଘଟଣାଗ୍ରସ୍ତ...

ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ

ଭୁବନେଶ୍ୱର,୨୦।୧୦(ବ୍ୟୁରୋ): ଭୁବନେଶ୍ୱର ଜିପିଏଚ୍‌ ଡିଭିଜନ୍‌-୨ର ସହକାରୀ ନିର୍ବାହୀ ଯନ୍ତ୍ରୀ ରବୀନ୍ଦ୍ର ନାଥ ପ୍ରଧାନଙ୍କ ଘରେ ମଙ୍ଗଳବାର ଭିଜିଲାନ୍ସ ଚଢ଼ାଉ କରିଛି। ତାଙ୍କ ଘର ସମେତ ଏକକାଳୀନ ୬ଟି ସ୍ଥାନରେ ଭିଜିଲାନ୍ସର ଟିମ୍‌ ଚଢ଼ାଉ ଜାରିରଖିଛି। ତେବେ ଆୟବହିର୍ଭୂତ ସମ୍ପତ୍ତିଠୁଳ ଅଭିଯୋଗରେ...

ପୁଣି ରାଜ୍ୟରେ ୧୬ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୦।୧୦(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୧୬ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୧୬୮ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ରାଜ୍ୟରେ...

CORONAVIRUS UPDATE: ରାଜ୍ୟରେ ୧୯୦୪ ନୂଆ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧା ଆଗରେ ଥିଲେ ବି କମିଛି ସଂଖ୍ୟା

ଭୁବନେଶ୍ୱର,୨୦।୧୦(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୧୯୦୪ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୭୨୨୫୦କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ...

ବିସ୍ଫୋରଣ ସ୍ଥଳରୁ ଜବତ ସାମଗ୍ରୀ କୋର୍ଟରେ ଦାଖଲ

ଭୁବନେଶ୍ୱର,୨୦।୧୦(ବ୍ୟୁରୋ): ରାଜଭବନ ଛକସ୍ଥିତ ଇଣ୍ଡିଆନ୍‌ ଅଏଲ ପେଟ୍ରୋଲ ପମ୍ପ୍‌ ବିସ୍ଫୋରଣ ଘଟଣାର ୧୨ ଦିନ ପରେ ବି ପୋଲିସ କେବଳ ଫୋରେନ୍‌ସିକ୍‌ ରିପୋର୍ଟକୁ ଚାହିଁ ବସିଛି। ରିପୋର୍ଟ ମିଳିବା ପରେ ପୋଲିସ ତଦନ୍ତ ଆଗକୁ ବଢିବ। ସେପଟରେ ନିଖୋଜ ସୀମାଞ୍ଚଳ ପରିଡ଼ା...

ଇକୋ ବାର୍‌ ସିଲ୍‌, ମାଲିକଙ୍କୁ ନୋଟିସ

ଭୁବନେଶ୍ୱର,୨୦।୧୦ (ବ୍ୟୁରୋ): କୋଭିଡ୍‌ ନିୟମ ଉଲ୍ଲଂଘନ କରି ଜନ୍ମଦିନ ପାଳିବା ମହଙ୍ଗା ପଡ଼ିଛି। ଚନ୍ଦ୍ରଶେଖରପୁର ଥାନା ପୋଲିସ ଇନ୍‌ଫୋସିଟି ରୋଡ୍‌ରେ ଥିବା ଇକୋ ବାର୍‌ରେ ଚଢାଉ କରି ତାହାକୁ ସିଲ୍‌ କରିଛି। ମାଲିକଙ୍କୁ କାରଣ ଦର୍ଶାଅ ନୋଟିସ କରିବା ସହ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri