ମେଟ୍ରୋ

ଆପାର୍ଟମେଣ୍ଟରୁ ମିଳିଲା ସଫ୍ଟଓ୍ବେୟାର ଇଞ୍ଜିନିୟରଙ୍କ ଝୁଲନ୍ତା ମୃତଦେହ

ଭୁବନେଶ୍ୱର,୨୧ା୮(ବ୍ୟୁରୋ): ରାଜଧାନୀରେ ଜଣେ ସଫ୍ଟଓ୍ବେୟାର ଇଞ୍ଜିନିୟର ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ଆତ୍ମହତ୍ୟା କରିଥିବା ଯୁବତୀ ଜଣକ ହେଲେ ଶ୍ୱେତା ଉତ୍କଳ କୁମାରୀ। ଏକ ଆପାର୍ଟମେଣ୍ଟରୁ ତାଙ୍କର ଡାଏରୀ ଏବଂ ମୋବାଇଲ ଜବତ ହୋଇଛି। ଶୁକ୍ରବାର ରାତିରେ ଶୈଳଶ୍ରୀବିହାରର ଏକ ଆପାର୍ଟମେଣ୍ଟରେ ଶ୍ୱେତା…

ଆଜି ରାଜ୍ୟରେ ୨୮୭ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨୧।୮(ବ୍ୟୁରୋ): ରାଜ୍ୟରେ ରବିବାର ୨୮୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟର ୬୨ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତ ମଧ୍ୟରୁ ୧୬୮ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୧୯ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା…

ସ୍ବଚ୍ଛ ନ ରହିଲେ ଜରିମାନା ଗଣିବେ ରାଜଧାନୀବାସୀ

ଭୁବନେଶ୍ୱର, ୨୧।୮(ବ୍ୟୁରେ): ଏଣିକି ମନଇଚ୍ଛା ଯେ କୌଣସି ସ୍ଥାନରେ ଅଳିଆ ପକାଇ ପାରିବେ ନାହିଁ ରାଜଧାନୀବାସୀ। ଏଥିସହିତ ନିଜ ଘର ବା ଦୋକାନ ଆଖପାଖ ୫ମିଟର ପରିମିତ ଅଞ୍ଚଳକୁ ନିଜେ ସଫା ରଖିବାକୁ ପଡିବ। ନଚେତ୍‌ ସେମାନଙ୍କୁ ଜରିମାନା ଗଣିବାକୁ ପଡିବ…

‘ଆଉ ଏଭଳି ଭୁଲ୍‌ ହେବନି’

ଭୁବନେଶ୍ୱର,୨୧।୮ବ୍ୟୁରୋ): ଓଲିଉଡ ଅଭିନେତା ବାବୁସାନ୍‌ ମହାନ୍ତି ଶନିବାର ଏକ ଭିଡିଓ ଜାରି କରିଛନ୍ତି, ଯେଉଁଥିରେ ସେ ନିକଟରେ ଘଟିଥିବା ଘଟଣାକୁ ନେଇ ଅନୁତାପ ପ୍ରକାଶ କରୁଛନ୍ତି। ଭିଡିଓ ମାଧ୍ୟମରେ ସେ ଓଡ଼ିଶାବାସୀଙ୍କୁ କ୍ଷମା ମାଗିବା ସହ ଏଭଳି ଭୁଲ୍‌ ଆଉ କେବେ…

ସରକାରୀ କଲେଜରେ ୩୩୪ଜଣଙ୍କୁ ନିଯୁକ୍ତି

ଭୁବନେଶ୍ୱର, ୨୧।୮(ବ୍ୟୁରୋ): ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ସରକାରୀ ଡିଗ୍ରୀ ମହାବିଦ୍ୟାଳୟରେ ୩୩୪ଜଣ ଶିକ୍ଷକ ଓ ଅଣଶିକ୍ଷକ ନିଯୁକ୍ତ ହେବେ। ଏମାନଙ୍କ ମଧ୍ୟରେ ୧୮ଜଣ ଶାରୀରିକ ଶିକ୍ଷା ପ୍ରଶିକ୍ଷକ (ପିଇଟି), ୨୫ଜଣ କନିଷ୍ଠ ଗ୍ରନ୍ଥାଗାରିକ(ଜୁନିୟର ଲାଇବ୍ରେରିଆନ) ଓ ୨୯୧ଜଣ ବିଜ୍ଞାନାଗାର ସହାୟକ…

ନୂଆ କୋଲ୍‌ ବ୍ଲକ ଅଞ୍ଚଳ ପାଇଁ ହେବ ବନ୍ୟଜନ୍ତୁ ପରିଚାଳନା ଯୋଜନା

ଭୁବନେଶ୍ୱର,୨୧।୮(ବ୍ୟୁରୋ)-ଖଣି ଖନନ ଯୋଗୁ ରାଜ୍ୟରେ ବନ୍ୟଜନ୍ତୁଙ୍କ ଜୀବନ ବିପନ୍ନ ହେଉଛି। ନୂତନ ଭାବେ ପ୍ରଦାନ କରାଯାଇଥିବା କୋଇଲା ଖଣି ଅଞ୍ଚଳରେ ହାତୀ ସମେତ ବନ୍ୟ ଜୀବଜନ୍ତୁମାନଙ୍କର ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏକ ସମନ୍ବିତ ବନ୍ୟଜନ୍ତୁ ପରିଚାଳନା ଯୋଜନା ପ୍ରସ୍ତୁତ…

ଏମ୍‌ସ ୫ମ ମହଲାରୁ ଡେଇଁ ରୋଗୀ ମୃତ

ଭୁବନେଶ୍ୱର,(ବ୍ୟୁରୋ)୨୧।୮: ରାଜଧାନୀସ୍ଥିତ ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ (ଏମ୍‌ସ)ରେ ଏକ ଦୁଃଖଦ ଘଟଣା ଘଟିଛି। ଶନିବାର ପୂର୍ବାହ୍ନ ୧୧ଟାରେ ମେଡିକାଲର ୫ମ ମହଲାରୁ ଡେଇଁ ଜଣେ ରୋଗୀ ଜୀବନ ହାରିଛନ୍ତି। ସ୍ତ୍ରୀଙ୍କ ଆଗରେ ସ୍ବାମୀ ଜୀବନ ହାରିବା ଘଟଣା ଶୋକାକୁଳ ପରିବେଶ…

ଯୁକ୍ତ୨ ନାମଲେଖା ଅବଧି ବଢ଼ିଲା

ଭୁବନେଶ୍ୱର, ୨୧।୮(ବ୍ୟୁରୋ): ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଯୁକ୍ତ୨ ନାମଲେଖା ଅବଧିକୁ ରାଜ୍ୟ ସରକାର ୫ଦିନ ବୃଦ୍ଧି କରିଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ଅନୁମୋଦନକ୍ରମେ ପରିବର୍ତ୍ତିତ ନାମଲେଖା କାର୍ଯ୍ୟସୂଚୀ ପ୍ରସ୍ତୁତ ହୋଇଛି। ବର୍ତ୍ତମାନ ରାଜ୍ୟର ଉଚ୍ଚ…

ଏବେ ବି ୪.୭୨ ଲକ୍ଷ ଜଳବନ୍ଦୀ

ଭୁବନେଶ୍ୱର,୨୧।୮(ବ୍ୟୁରୋ): ଉତ୍ତର ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଶନିବାର ଦୁର୍ବଳ ହୋଇ ଝାଡ଼ଖଣ୍ଡ ଏବଂ ଛତିଶଗଡ଼କୁ ଚାଲିଯାଇଛି। ଫଳରେ ଓଡ଼ିଶାରେ ବର୍ଷା ପରିମାଣ ହ୍ରାସପାଇଛି। ଆସନ୍ତା ସପ୍ତାହେ ଯାଏ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ନାହିଁ ବୋଲି ଭୁବନେଶ୍ୱର ଆଞ୍ଚଳିକ…

ଅଟକିଛି ୮ରେଳ ପ୍ରକଳ୍ପ

ଭୁବନେଶ୍ୱର,୨୧।୮(ବ୍ୟୁରୋ): ରାଜ୍ୟରେ ରେଳ ପ୍ରକଳ୍ପ କଚ୍ଛପ ଗତିରେ ଚାଲିଛି। ଭୌଗୋଳିକ ଦୃଷ୍ଟିକୋଣରୁ ଓଡ଼ିଶା ଦେଶର ଅଷ୍ଟମ ବୃହତ୍‌ ରାଜ୍ୟ ହୋଇଥିଲେ ମଧ୍ୟ ଅନ୍ୟ ରାଜ୍ୟ ତୁଳନାରେ ରେଳ ସାନ୍ଧ୍ରତା କ୍ଷେତ୍ରରେ ବହୁ ପଛରେ ରହିଛି। ଏପରି କି ଦେବଗଡ଼, ନବରଙ୍ଗପୁର, କନ୍ଧମାଳ,…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୪୫୯ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୦ା୮(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୪୫୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୩,୧୩,୩୬୦ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ଅଗଷ୍ଟ ୨୭ରେ ଏଏସ୍‌ଓ ପରୀକ୍ଷା, ଜାଣନ୍ତୁ ସମସ୍ତ ସୂଚନା…

ଭୁବନେଶ୍ୱର,୨୦।୮(ବ୍ୟୁରୋ): ଅଗଷ୍ଟ ୨୭ରେ ହେବ ଆସିଷ୍ଟାଣ୍ଟ ସେକ୍ସନ ଅଫିସର (ଏଏସ୍‌ଓ) ପରୀକ୍ଷା। ରାଜ୍ୟରେ ବନ୍ୟାସ୍ଥିତି ଯୋଗୁ ଏହି ପରୀକ୍ଷା ଘୁଞ୍ଚିଥିବା ବେଳେ ଶନିବାର ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ତେବେ ଏହି ପରୀକ୍ଷା ୩ ସିଟିଂରେ ହେବ। ପ୍ରଥମ ସିଟିଂ ପରୀକ୍ଷା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri