ମେଟ୍ରୋ

ବଢ଼ିଲା ଯୁକ୍ତ ୨ ନାମଲେଖା ଅବଧି

ଭୁବନେଶ୍ୱର,୨୦।୮(ବ୍ୟୁରୋ): ଯୁକ୍ତ ୨ ନାମଲେଖା ଲାଗି ପ୍ରଥମ ପର୍ଯ୍ୟାୟ ଅବଧିକୁ ବଢ଼ାଇ ଦିଆଯାଇଛି। ଅଗଷ୍ଟ ୨୫ ଯାଏ ହେବାକୁ ଥିବା ନାମଲେଖାକୁ ୩୦ ଯାଏ ବୃଦ୍ଧି କରାଯାଇଛି। ସେହିଭଳି ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ଲାଗି ସେପ୍ଟେମ୍ବର ୮ରୁ ୧୦ ମଧ୍ୟରେ ନିଷ୍ପତ୍ତି…

ରାଜଧାନୀରେ ହସ୍ପିଟାଲ ଛାତରୁ ଡେଇଁ ରୋଗୀଙ୍କ ଜୀବନ ଗଲା

ଭୁବନେଶ୍ୱର,୨୦ା୮(ବ୍ୟୁରୋ): ରାଜଧାନୀସ୍ଥିତ ଏମ୍ସ ହସ୍ପିଟାଲ ଛାତରୁ ଡେଇଁ ଶନିବାର ଜଣେ ରୋଗୀଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ପୁରୀ ଅଞ୍ଚଳର ମହେନ୍ଦ୍ର ସ୍ବାଇଁ। ସେ କିଛିଦିନ ଧରି ଏମ୍ସ ସର୍ଜରୀ ବିଭାଗର ପଞ୍ଚମ ମହଲାରେ ଚିକିତ୍ସିତ ହେଉଥିଲେ। ସାଙ୍ଗରେ ତାଙ୍କ…

ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୨୦।୮(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଶନିବାର ସୂଚନା ଦିଆଯାଇଛି। ତେବେ ମୃତକଜଣଙ୍କ ହେଲେ ଭୁବନେଶ୍ୱରର ୭୨ ବର୍ଷିୟ ମହିଳା। ସେ ଉଚ୍ଚ ରକ୍ତଚାପରେ…

ବନ୍ୟାଞ୍ଚଳ ଅନୁଧ୍ୟାନ କରିବ ରାଜ୍ୟ କଂଗ୍ରେସ

ଭୁବନେଶ୍ୱର,୨୦।୮(ବ୍ୟୁରୋ): ଆସନ୍ତା ୨୧ ତାରିଖରୁ ରାଜ୍ୟ କଂଗ୍ରେସ ବନ୍ୟା ପ୍ରଭାବିତ ଅଞ୍ଚଳ ଅନୁଧ୍ୟାନ କରିବେ। ୨୩ ତାରିଖ ସୁଦ୍ଧା ବନ୍ୟାଞ୍ଚଳ ଅନୁଧ୍ୟାନ କରି ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ ରିପୋର୍ଟ ପ୍ରଦାନ କରିବେ ବୋଲି ଦଳ ପକ୍ଷରୁ ସୂଚନା ଦିଆଯାଇଛି ।…

ତଳମୁହାଁ ସଂକ୍ରମଣ: ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩୨୦ ପଜିଟିଭ୍‌

ଭୁବନେଶ୍ୱର,୨୦।୮(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୩୨୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍‌ ବୟସର ପିଲା ୪୧ ଜଣ ଅଛନ୍ତିି। ସେହିପରି କ୍ୱାରାଣ୍ଟାଇନ୍‌ରୁ ୧୮୭ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୧୩୩…

୨ ମାସରେ କିଷାନ କଂଗ୍ରେସକୁ ସୁଦୃଢ଼ କରାଯିବ: ଶରତ

ଭୁବନେଶ୍ବର, ୨୦ା୮(ବ୍ୟୁରୋ): କେନ୍ଦ୍ରରେ ଭାଜପା ଏବଂ ରାଜ୍ୟରେ ବିଜେଡି ଶାସନ କାଳରେ ଚାଷୀ ସବୁଠୁ କ୍ଷତିଗ୍ରସ୍ତ ହୋଇଛନ୍ତି। ଏଣିକି ଚାଷୀକୁଳ ଆଉ ସରକାରଙ୍କ କୃଷକମାରଣ ନୀତିକୁ ବରଦାସ୍ତ କରିବେ ନାହିଁ। ଗାଁ ଗଣ୍ଡାରେ ଚାଷୀ ମେଳି ଦୁର୍ବାର ରୂପ ନେବ ବୋଲି…

ଯୁବ ବିଜେଡିର ସାଙ୍ଗଠନିକ ପୁନର୍ଗଠନ

ଭୁବନେଶ୍ବର, ୨୦ା୮(ବ୍ୟୁରୋ): ବିଜୁ ଯୁବ ଜନତା ଦଳ ପକ୍ଷରୁ ରାଜ୍ୟସ୍ତରୀୟ ବିଭିନ୍ନ ପଦ ପଦବୀରେ ବହୁ ନେତାଙ୍କୁ ନୂଆ ନିଯୁକ୍ତି ଦିଆଯାଇଛି। ଏନେଇ ମୁଖ୍ୟମନ୍ତ୍ରୀ ତଥା ଦଳର ସଭାପତି ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ଦଳର ସଙ୍ଗଠନ ସମ୍ପାଦକ ପ୍ରଣବ ପ୍ରକାଶ…

ପିଜି ନାମଲେଖା ଘୁଞ୍ଚିଲା

ଭୁବନେଶ୍ୱର, ୨୦ା୮(ବ୍ୟୁରୋ): ରାଜ୍ୟରେ ଥିବା ବିଶ୍ୱବିଦ୍ୟାଳୟ ଓ ଡିଗ୍ରୀ କଲେଜରେ ପିଜି ପାଠ୍ୟକ୍ରମରେ ନାମଲେଖା ପାଇଁ ଏକକ ପିଜି ପ୍ରବେଶିକା ପରୀକ୍ଷା ଶେଷ ହୋଇଥିବାବେଳେ ଆସନ୍ତା ୨୫ ତାରିଖରେ ମେଧା ତାଲିକା ପ୍ରକାଶ ପାଇଥାନ୍ତା। କିନ୍ତୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏହାକୁ…

ସେପ୍ଟେମ୍ବରରେ ଆସିବ ଚଳଚ୍ଚିତ୍ର ‘ଏଡିୟୁ ଗୋଦାର’

ଭୁବନେଶ୍ୱର, ୨୦।୮(ବ୍ୟୁରୋ): ସର୍ବଭାରତୀୟ ସ୍ତରରେ ସେପ୍ଟେମ୍ବର ୨ରେ ପ୍ରେକ୍ଷାଳୟକୁ ଆସୁଛି ଓଡ଼ିଆ ଫିଚର୍‌ ଚଳଚ୍ଚିତ୍ର ‘ଏଡିୟୁ ଗୋଦାର’। ଚଳଚ୍ଚିତ୍ରଟି ଜାତୀୟ, ଅନ୍ତର୍ଜାତୀୟ ସ୍ତରରେ ଅନେକ ଫେଷ୍ଟିଭାଲରୁ ସଫଳତା ହାସଲ କରିସାରିଲାଣି। ତେବେ ଏହା ଓଡ଼ିଆମାନଙ୍କ ମନ ଜିଣିପାରିବ କି ନାହିଁ ତାହା…

ବିକାଶ ପାଇଁ ପ୍ରତି ଓ୍ବାର୍ଡକୁ କୋଟିଏ

ଭୁବନେଶ୍ୱର, ୨୦।୮ (ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ର ଦ୍ୱିତୀୟ କର୍ପୋରେଶନ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ମେୟର ସୁଲୋଚନା ଦାସଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ବିଏମ୍‌ସି କାର୍ଯ୍ୟାଳୟରେ ଏହି ବୈଠକ ବସିଥିଲା। ଏଥିରେ ବିକାଶମୂଳକ କାର୍ଯ୍ୟ, ପରିମଳ ସମେତ ବିଭିନ୍ନ ସମସ୍ୟା…

ଭିକୁଙ୍କ ସ୍ତ୍ରୀଙ୍କ ବିରୋଧରେ ଲୁକ୍‌ ଆଉଟ୍‌ ସର୍କୁଲାର

ଭୁବନେଶ୍ୱର,୨୦ା୮(ବ୍ୟୁରୋ) : ଗଞ୍ଜାମ ଜିଲା ଭଞ୍ଜନଗରରେ ଅଫିସ ଖୋଲି ଚାକିରି ଦେବା ଆଳରେ ବହୁ ଆଶାୟୀଙ୍କଠାରୁ ୧.୯୧ କୋଟି ଟଙ୍କା ଠକେଇ ମାମଲାରେ କ୍ରାଇମ୍‌ବ୍ରାଞ୍ଚ ଇଓଡବ୍ଲ୍ୟୁ ଖୋଳତାଡ଼ ଜାରି ରଖିଛି। ଏଥିରେ ସମ୍ପୃକ୍ତ ଥିବା ଏମ୍‌/ଏସ୍‌ କିନ୍ନି ଇନ୍‌ଫୋଟେକ୍‌ ପ୍ରାଇଭେଟ୍‌ ଲିଃର…

କାର୍ଯ୍ୟରେ ଯୋଗଦେଲେ ୫୫୦ ଟେକ୍ନିସିଆନ

ଭୁବନେଶ୍ବର, ୨୦ା୮(ବ୍ୟୁରୋ): ସ୍ବାସ୍ଥ୍ୟସେବାକୁ ଅଧିକ ଉନ୍ନତ କରିବା ଲାଗି ରାଜ୍ୟ ସରକାର ୫୫୦ ଲାବରେଟୋରି ଟେକ୍ନିସିଆନଙ୍କୁ ନିଯୁକ୍ତି ଦେଇଛନ୍ତି। ଲୋକସେବା ଭବନର ନୂତନ ସମ୍ମିଳନୀ କକ୍ଷରେ ଶୁକ୍ରବାର ଅନୁଷ୍ଠିତ ଦିଗ୍‌ଦର୍ଶନ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଭାସି ମାଧ୍ୟମରେ ଯୋଡ଼ିହୋଇ ସମ୍ପୃକ୍ତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri