ମେଟ୍ରୋ

ଉପନିର୍ବାଚନ ପ୍ରସ୍ତୁତି: ଷ୍ଟ୍ରଙ୍ଗ ରୁମରେ ପହଞ୍ଚିଲା ଇଭିଏମ୍‌

ଭୁବନେଶ୍ୱର,୧୫।୧୧(ବ୍ୟୁରୋ): ପଦ୍ମପୁର ଉପନିର୍ବାଚନ ପାଇଁ ପ୍ରସ୍ତୁତି ଜୋରଦାର ଚାଲିଛି। ପଦ୍ମପୁର ଆରଏମ୍‌ସି ସ୍ଥିତ ଷ୍ଟ୍ରଙ୍ଗ ରୁମରେ ଇଭିଏମ୍‌ ପହଞ୍ଚିଛି l ଡିସେମ୍ବର ୫ ରେ ଭୋଟ ହେବାକୁ ଥିବା ବେଳେ ଉପଜିଲାପାଳ ତଥା ରିଟର୍ଣ୍ଣ ଅଫିସର ଏବଂ ଅନ୍ୟ ଅଧିକାରୀଙ୍କ ଉପସ୍ଥିତିରେ…

ପଦ୍ମପୁର ଉପନିର୍ବାଚନ: ଆଜିଠୁ ପ୍ରଚାର ମଇଦାନକୁ ଓହ୍ଲାଇବେ ୩ ପ୍ରମୁଖ ଦଳ

ଭୁବନେଶ୍ୱର,୧୫।୧୧(ବ୍ୟୁରୋ): ଡିସେମ୍ବର ୫ରେ ପଦ୍ମପୁର ଉପନିର୍ବାଚନ। ଏହାକୁ ନେଇ ରାଜନୀତି ସରଗରମ ରହିଛି। ୩ ପ୍ରମୁଖ ଦଳ ପକ୍ଷରୁ ପ୍ରାର୍ଥୀ ଘୋଷଣା ହେବା ପରେ ଆଜିଠୁ ଜୋରଦାର ପ୍ରଚାର ଆରମ୍ଭ କରିଛନ୍ତି। ତେବେ ଭାଜପା ପ୍ରାର୍ଥୀ ପ୍ରଦୀପ ପୁରୋହିତ ଆଜି ନାମାଙ୍କନ…

ଆଜିଠୁ ପାରାଦୀପରେ ସମରାଭ୍ୟାସ

ଭୁବନେଶ୍ୱର,୧୫।୧୧: ଆଜିଠୁ ପାରାଦୀପ ଉପକୂଳରେ ସମରାଭ୍ୟାସ। ଯାହାର ନାଁ ରଖାଯାଇଛି ‘ସି-ଭିଜିଲ’। ଓଡ଼ିଶା ସମେତ ଆନ୍ଧ୍ର, ପଶ୍ଚିମବଙ୍ଗ ଓ ମହାରାଷ୍ଟ୍ର ଆଦି ୪ଟି ରାଜ୍ୟ ମିଳିତ ଭାବେ ଏହି ସମରାଭ୍ୟାସ କରିବେ। ନୌସେନା, ସାମୁଦ୍ରିକ ପୋଲିସ, ବନ ବିଭାଗ, ମତ୍ସ୍ୟ ବିଭାଗ,…

୧ଲକ୍ଷ ପରିବାରକୁ ମିଳିବ ଭୂମି ଅଧିକାର ପ୍ରମାଣପତ୍ର

ଭୁବନେଶ୍ୱର, ୧୫।୧୧ (ବ୍ୟୁରୋ):ଓଡ଼ିଶା ସରକାରଙ୍କର ଫ୍ଲାଗ୍‌ସିପ୍‌ କାର୍ଯ୍ୟକ୍ରମ ଜାଗା ମିଶନ୍‌ ଅଧୀନରେ ହିତାଧିକାରୀଙ୍କୁ ରାଜ୍ୟର ବିଭିନ୍ନ ମହାନଗର ନିଗମ ତଥା ସହରାଞ୍ଚଳରେ ଭୂମି ଅଧିକାର ପ୍ରମାଣପତ୍ର ଯୋଗାଇ ଦେବାର ପ୍ରକ୍ରିୟା ଆରମ୍ଭ ହୋଇଛି। ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ମଧ୍ୟ…

ଜରାଜୀର୍ଣ୍ଣ ଯାତ୍ରୀ ନିବାସ, ଅସୁରକ୍ଷିତ ଅତିଥି

ଭୁବନେଶ୍ୱର,୧୫।୧୧(ବ୍ୟୁରୋ):ଭୁବନେଶ୍ୱର ମହାନଗର ନିଗମ(ବିଏମସି) ଦ୍ୱାରା ପରିଚାଳିତ ସ୍ଥାନୀୟ କଟକ ରୋଡ଼ସ୍ଥିତ ଯାତ୍ରୀ ନିବାସ ଏବେ ଜରାଜୀର୍ଣ୍ଣ ଅବସ୍ଥାରେ। କେଉଁଠି ଛାତରୁ ସିଲିଂ ଖସି ରଡ୍‌ ଦେଖାଯାଉଛି ତ ଆଉ କେଉଁଠି ଖଣ୍ଡଖଣ୍ଡ ପଲସ୍ତରା ବିପଦପୂର୍ଣ୍ଣ ଭାବେ ଝୁଲି ରହିଛି। କେଉଁ କୋଠରୀର…

‘ଅକ୍ଷର’ ଅନିଶ୍ଚିତତା: ହୋଇପାରୁନି ନିଷ୍ପତ୍ତି

ଭୁବନେଶ୍ବର, ୧୫ା୧୧ (ବ୍ୟୁରୋ): ରାଜ୍ୟ ପୁସ୍ତକ ମହୋତ୍ସବ ‘ଅକ୍ଷର’ ଆୟୋଜନ ନେଇ ଅନିଶ୍ଚିତତା ଲାଗି ରହିଛି। ଏ ନେଇ ସୋମବାର ଦୁଇଥର ବୈଠକ ଓ ଆଲୋଚନା ସତ୍ତ୍ୱେ କୌଣସି ନିଷ୍ପତ୍ତି ହୋଇପାରି ନାହିଁ। ଏହି ମହୋତ୍ସବ ପାଇଁ ଭୁବନେଶ୍ବରରେ ଜାଗା ମିଳୁନାହିଁ…

ଅନ୍ତର୍ଜାତୀୟ ପ୍ରସ୍ତର ମେଳାରେ ଓଡ଼ିଶା ପୁରସ୍କୃତ

ଭୁବନେଶ୍ୱର, ୧୫।୧୧(ବ୍ୟୁରୋ):ରାଜସ୍ଥାନ ସରକାରଙ୍କ ପକ୍ଷରୁ ରାଜସ୍ଥାନର ଜୟପୁରସ୍ଥିତ ସୀତାପୁର ଶିଳ୍ପାଞ୍ଚଳରେ ଏକାଦଶ ଅନ୍ତର୍ଜାତୀୟ ଭାରତ ପ୍ରସ୍ତର ମେଳା (ଇଣ୍ଡିଆ ଷ୍ଟୋନ୍‌ ମାର୍ଟ-୨୦୨୨) ଗତ ୧୦ ତାରିଖରୁ ଆରମ୍ଭ ହୋଇ ୧୩ ତାରିଖ ପର୍ଯ୍ୟନ୍ତ ଚାଲିଥିଲା। ଏଥିରେ ଓଡ଼ିଶା ଷ୍ଟଲ୍‌କୁ ଦ୍ୱିତୀୟ ପୁରସ୍କାର…

ଲକ୍ଷେ ଦୀପରେ ଝଲସିବ ବଡ଼ଦାଣ୍ଡ

ଭୁବନେଶ୍ୱର, ୧୫।୧୧ (ବ୍ୟୁରୋ):କରୋନା ମହାମାରୀକୁ ପ୍ରତିହତ କରିବା ପାଇଁ ଗତବର୍ଷ ସିଂହଦ୍ୱାରଠାରୁ ଶରଧାବାଲି ଯାଏ, ନୃସିଂହ ମନ୍ଦିରଠାରୁ ଶ୍ରୀଜଗନ୍ନାଥ ମନ୍ଦିର ବଡ଼ଦାଣ୍ଡରେ ବିଶ୍ୱବାସୀଙ୍କ ମଙ୍ଗଳ କାମନା ପାଇଁ ୧ଲକ୍ଷ ଦୀପ ଜଳାଯାଇଥିଲା। ଚଳିତ ବର୍ଷ ମଧ୍ୟ ମହାମାରୀମୁକ୍ତ ବିଶ୍ୱ ଏବଂ ଜଗତକଲ୍ୟାଣ…

୧୭ରୁ ତୃତୀୟରୁ ନବମ ଶ୍ରେଣୀ ମିଡ୍‌-ଟର୍ମ ଆସେସ୍‌ମେଣ୍ଟ

ଭୁବନେଶ୍ୱର, ୧୫।୧୧(ବ୍ୟୁରୋ):ରାଜ୍ୟର ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ସ୍କୁଲରେ ତୃତୀୟରୁ ନବମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କ ମିଡ୍‌-ଟର୍ମ ଆସେସ୍‌ମେଣ୍ଟ ଆସନ୍ତା ୧୭ ତାରିଖରୁ ଆରମ୍ଭ ହେବ। ଏ ନେଇ ଓସେପା ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଅନୁପମ ସାହା ସୋମବାର ସମସ୍ତ…

କିସ୍‌ ଢାଞ୍ଚାରେ ବାଂଲାଦେଶରେ ଖୋଲିଲା ‘ଡିସ୍‌’

ଭୁବନେଶ୍ୱର, ୧୫।୧୧(ବ୍ୟୁରୋ):ବିଶ୍ୱର ସର୍ବବୃହତ ଆବାସିକ ଜନଜାତି ବିଦ୍ୟାଳୟ ଭୁବନେଶ୍ୱରସ୍ଥିତ ‘କିସ୍‌’ ଢାଞ୍ଚାରେ ବାଂଲାଦେଶରେ ଖୋଲିଛି ଡାଫୋଡିଲ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ସୋସିଆଲ୍‌ ସାଇନ୍ସେସ୍‌(ଡିସ୍‌)। ଢାକାଠାରେ କିଟ୍‌ ଓ କିସ୍‌ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ସୋମବାର ଏହାର ଉଦ୍‌ଘାଟନ କରିଛନ୍ତି। ଡାଫୋଡିଲ୍‌ ଇଣ୍ଟରନ୍ୟାଶନାଲ ୟୁନିଭର୍ସିଟି…

୧୫ ଡିଗ୍ରୀ ତଳେ ୮ ସହର

ଭୁବନେଶ୍ୱର,୧୫ା୧୧(ବ୍ୟୁରେ):ରାଜ୍ୟରେ ଶୀତର ପ୍ରକୋପ ସାମାନ୍ୟ ବୃଦ୍ଧି ପାଇଛି। ଗତ ଦୁଇଦିନ ହେବ ପାରଦ ତଳମୁହାଁ ହୋଇଛି। ସର୍ବନିମ୍ନ ତାପମାତ୍ରା ୧୨ ଡିଗ୍ରୀ ତଳକୁ ଖସିଛି। ରାଜ୍ୟର ୮ଟି ସହର ୧୫ ଡିଗ୍ରୀ ସେଲସିୟସ ତଳେ ରହିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ…

ରାଜନୈତିକ ଦଳ ପାଇଁ ଚାଷୀ ମୋହରା

ଭୁବନେଶ୍ୱର,୧୫ା୧୧(ବ୍ୟୁରୋ): ଆସନ୍ତା ଡିସେମ୍ବର ୫ରେ ପଦ୍ମପୁର ଉପନିର୍ବାଚନ ଅନୁଷ୍ଠିତ ହେବ। ଏହା ପୂର୍ବରୁ ସେଠାକାର ରାଜନୀତି ସରଗରମ ହୋଇଛି। ଭୋଟ ହାତେଇବା ପାଇଁ ରାଜନୈତିକ ଦଳଗୁଡିକ ଚାଷୀଙ୍କୁ ମୋହରା ବନାଇଛନ୍ତି। ଫସଲ ବୀମା ବିଳମ୍ବକୁ ନେଇ ରାଜ୍ୟର ପ୍ରମୁଖ ରାଜନୈତିକ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?