ମେଟ୍ରୋ

୫-ଟି ସଚିବଙ୍କ ଶିଖରଚଣ୍ଡୀ, ଟାଉନ ପ୍ଲାନିଂ ସ୍କିମ୍‌ ସମୀକ୍ଷା

ଭୁବନେଶ୍ୱର,୧୫ା୧୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି) ଭି.କେ. ପାଣ୍ଡିଆନ ସୋମବାର ଭୁବନେଶ୍ୱର ଉପକଣ୍ଠ ପଥରଗାଡ଼ିଆ ନିକଟସ୍ଥ ଶିଖରଚଣ୍ଡୀ ମନ୍ଦିର ପରିଦର୍ଶନ କରିବା ସହ ମନ୍ଦିର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳର ବିକାଶ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଭୁବନେଶ୍ୱର ଉନ୍ନୟନ…

କୋର୍ଟ ନ ଆସିଲେ ରଦ୍ଦ ହେବ ଲାଇସେନ୍ସ

ନୂଆଦିଲ୍ଲୀ,୧୫ା୧୧: ଓଡ଼ିଶାର ବିଭିନ୍ନ ଜିଲା ବାର୍‌ ଆସୋସିଏଶନ ଆନ୍ଦୋଳନରେ ସାମିଲ ହୋଇଥିବାରୁ ସୁପ୍ରିମକୋର୍ଟ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ବୁଧବାର ସୁଦ୍ଧା ଆନ୍ଦୋଳନ ପ୍ରତ୍ୟାହାର ନ କଲେ ଆଇନଜୀବୀମାନଙ୍କ ଲାଇସେନ୍ସ ରଦ୍ଦ ହୋଇପାରେ ବୋଲି ସର୍ବୋଚ୍ଚ ଅଦାଲତ ଚେତାବନୀ ଦେଇଛନ୍ତି। ସମସ୍ତଙ୍କୁ ନ୍ୟାୟ…

ନବୀନ ନିବାସ ସମ୍ମୁଖରୁ ଦମ୍ପତିଙ୍କୁ ଉଠାଇ ନେଲା ପୋଲିସ

ଭୁବନେଶ୍ୱର,୧୫ା୧୧(ବ୍ୟୁରୋ): ଯାଜପୁର ଜିଲା କୋରେଇ ଥାନାଧିକାରୀଙ୍କ ଦ୍ୱାରା ଶାରୀରିକ ଓ ମାନସିକ ନିର୍ଯାତନାର ଶିକାର ହୋଇଥିବା ଏକ ଦଳିତ ପରିବାର ନ୍ୟାୟ ପାଇଁ ଶେଷରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସୋମବାର ମଧ୍ୟାହ୍ନରେ ନିର୍ଯାତିତ ସ୍ବାମୀ ବଳରାମ ଜେନା ଓ ତାଙ୍କ ସ୍ତ୍ରୀ…

ବିହନ ସଙ୍କଟରେ ଆଳୁଚାଷୀ

ଭୁବନେଶ୍ୱର (ବ୍ୟୁରୋ)/କେନ୍ଦ୍ରାପଡ଼ା ଅଫିସ୍‌/ପାରଳାଖେମୁଣ୍ଡି (ଡି.ଏନ୍‌.ଏ.)/ଯାଜପୁର ଅଫିସ୍‌/ ବଲାଙ୍ଗୀର ଅଫିସ୍‌, ୧୫ା୧୧ ରାଜ୍ୟ ସରକାର ଆଳୁ ମିଶନକୁ ଜୋରସୋରରେ ପ୍ରଚାର ପ୍ରସାର କଲେ। ବଜାରର ଚାହିଦା ଓ ମୂଲ୍ୟକୁ ଦେଖି ବିଭିନ୍ନ ଜିଲାରେ ଚାଷୀମାନେ ଏହି ଚାଷ ପ୍ରତି ଆଗ୍ରହ ଦେଖାଇଥିଲେ। ତେବେ…

ଯନ୍ତ୍ରୀଙ୍କ କୋଟି କେଟି ଟଙ୍କାର ସମ୍ପତ୍ତି ଠାବ

ଭୁବନେଶ୍ୱର,୧୪।୧୧(ବ୍ୟୁରୋ): ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସହକାରୀ ନିର୍ବାହୀ ଯନ୍ତ୍ରୀ ରବି ନାରାୟଣ ପଣ୍ଡାଙ୍କ ଘରେ ଭିଜିଲାନ୍ସ ଚଢାଉ କରିଥିଲା। ଏହି ଚଢାଉ ବେଳେ ଯନ୍ତ୍ରୀଙ୍କର କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ କରାଯାଇଛି। କୋଟିଏ ୩ ମହଲା କୋଠା,…

ବାପାଙ୍କ କାମକୁ ଦେଖି ମୋତେ ଟିକେଟ୍‌ ମିଳିଛି : ବର୍ଷା ବରିହା

ଭୁବନେଶ୍ୱର,୧୪।୧୧(ବ୍ୟୁରୋ): ପଦ୍ମପୁର ଉପନିର୍ବାଚନ ପାଇଁ ବର୍ଷା ସିଂ ବରିହାଙ୍କ ନାମ ବିଜେଡି ସୋମବାର ଘୋଷଣା କରିଛି। ତେବେ ନାଁ ଘୋଷଣା ହେବା ପରେ ବର୍ଷା ବରିହା ନିଜର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ବାପାଙ୍କ କାମକୁ ଦେଖି ମୋତେ ଟିକେଟ୍‌ ମିଳିଛି।…

ନାମାଙ୍କନ ଦାଖଲ କଲେନି ପ୍ରଦୀପ ପୁରୋହିତ

ଭୁବନେଶ୍ୱର,୧୪।୧୧(ବ୍ୟୁରୋ): ପଦ୍ମପୁର ଉପନିର୍ବାଚନ ପାଇଁ ନାମାଙ୍କନପତ୍ର ଦାଖଲ କଲେ ନାହିଁ ଭାଜପା ପ୍ରାର୍ଥୀ ପ୍ରଦୀପ ପୁରୋହିତ। ଚାଷୀଙ୍କୁ ସମର୍ଥନ ଜଣାଇ ନାମାଙ୍କନ ପତ୍ର ଭରି ନାହାନ୍ତି । ଚାଷୀଙ୍କ ସମସ୍ୟା ସରକାର ବୁଝି ନ ଥିବାରୁ ସେ ଏହାକୁ ବିରୋଧ କରି…

ପଦ୍ମପୁର ଉପନିର୍ବାଚନ: ବର୍ଷା ବରିହା ବିଜେଡି ପ୍ରାର୍ଥୀ

ଭୁବନେଶ୍ୱର,୧୪।୧୧(ବ୍ୟୁରୋ): ପଦ୍ମପୁର ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି। ସ୍ବର୍ଗତ ବିଧାୟକ ବିଜୟ ସିଂ ବରିହାଙ୍କ ବଡ ଝିଅ ବର୍ଷା ସିଂ ବରିହା ହେଲେ ବିଜେଡି ପ୍ରାର୍ଥୀ। ସୋମବାର ବିଜେଡି ସଭାପତି ନବୀନ ପଟ୍ଟନାୟକ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛନ୍ତି।…

ପଦ୍ମପୁର ଉପନିର୍ବାଚନ: କମିଲା ଅବଧି, ୭ଟାରୁ ୪ଟା ଯାଏ ଭୋଟିଂ

ଭୁବନେଶ୍ୱର,୧୪।୧୧(ବ୍ୟୁରୋ): ପଦ୍ମପୁର ଉପନିର୍ବାଚନ ପାଇଁ ପୂର୍ବରୁ ଧାର୍ଯ୍ୟ ହୋଇଥିବା ସମୟସୀମାକୁ ହ୍ରାସ କରାଯାଇଛି। ସକାଳ ୭ଟାରୁ ଭୋଟିଂ ଆରମ୍ଭ ହୋଇ ଅପରାହ୍ନ ୪ଟା ଯାଏ ଚାଲିବ। ଶୀତଦିନ ଏବଂ ମାଓ ଅଞ୍ଚଳ ହୋଇଥିବାରୁ ଅବଧି କମାଯାଇଛି। ପଦ୍ମପୁରରେ ଉପନିର୍ବାଚନ ଡିସେମ୍ବର ୫ରେ…

ବିଦେଶୀ ପକ୍ଷୀଙ୍କ ଆଗମନ

ଭୁବନେଶ୍ୱର,୧୪ା୧୧: ଶୀତର ଆଗମନରେ ଗଞ୍ଜାମ ତଟବର୍ତ୍ତୀ ଅଞ୍ଚଳରେ ବିଭିନ୍ନ ବିଦେଶୀ ପକ୍ଷୀଙ୍କ ଆଗମନ ଆରମ୍ଭ ହୋଇଛି। ଛତ୍ରପୁର ତହସିଲ ଅନ୍ତର୍ଗତ ପାଇକପଡା ଅଞ୍ଚଳରେ ବିରଳ ଗ୍ଲୋସୀ ଆଇବିସ ଦେଖାଯାଉଛନ୍ତି। ସେମାନଙ୍କ ଦଳରେ ପଚାଶରୁ ଉର୍ଦ୍ଧ ପକ୍ଷୀ ରହିଛନ୍ତି l ଚାଷ କ୍ଷେତ…

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ

ଭୁବନେଶ୍ୱର,୧୪ା୧୧(ବ୍ୟୁରୋ): ସୋମବାର ପୁଣି ଜଣେ ଯନ୍ତ୍ରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଉଦଳା ଆର୍‌ଡବ୍ଲ୍ୟୁଏସ୍‌ଏସ୍‌ର ସହକାରୀ ନିର୍ବାହୀ ଯନ୍ତ୍ରୀ ରବି ନାରାୟଣ ପଣ୍ଡାଙ୍କ ଘରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଭୁବନେଶ୍ୱରରେ ୪ଟି…

ଆଜି ଶିଶୁ ଦିବସ: ଟ୍ରାଇଥ୍‌ଲନରେ ଅଲିମ୍ପିକ ଜିତିବା ଓସିନ୍‌ଙ୍କ ଲକ୍ଷ୍ୟ

ଭୁବନେଶ୍ୱର,୧୪।୧୧(ବ୍ୟୁରୋ): ସୋମବାର ଶିଶୁ ଦିବସ। ଶିଶୁଙ୍କୁ ଉସତ୍ାହିତ କରିବା ପାଇଁ ଏହି ଦିବସଟି ପାଳନ କରାଯାଉଥିବାବେଳେ କୁନି ଝିଅ ଓସିନ୍‌ ଅନ୍ୟମାନଙ୍କ ପାଇଁ ପ୍ରେରଣା ପାଲଟିଛନ୍ତି। ପାଠପଢ଼ା, ଖେଳକୁଦ ସବୁଥିରେ ସେ ଆଗୁଆ। ଭୁବନେଶ୍ୱର ନନ୍ଦନବିହାରର ୮ ବର୍ଷର ଝିଅ ଓସିନ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?