ଫଟୋ ଖବରଦାତାଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧ା୭(ବ୍ୟୁରୋ): ବରିଷ୍ଠ ଫଟୋ ଖବରଦାତା ଅଶୋକ ପଣ୍ଡାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ଟୁଇଟ୍ କରି କହିଛନ୍ତି, ବରିଷ୍ଠ ଫଟୋ ସାମ୍ବାଦିକ ଅଶୋକ ପଣ୍ଡା ଦୁର୍ଘଟଣାରେ ପ୍ରାଣ ହରାଇଥିବା ଖବର ଜାଣି ମୁଁ...
ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଲେ ଫଟୋ ଖବରଦାତା ଅଶୋକ ପଣ୍ଡା,ରଥଯାତ୍ରା ଖବର ସଂଗ୍ରହ ପାଇଁ ଯାଉଥିଲେ ପୁରୀ
ଭୁବନେଶ୍ୱର,୧ା୭(ବ୍ୟୁରୋ): ବରିଷ୍ଠ ଫଟୋ ଖବରଦାତା ଅଶୋକ କୁମାର ପଣ୍ଡାଙ୍କର ଶୁକ୍ରବାର ସକାଳେ ଏକ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ସେ ଦୈନିକ ଖବର କାଗଜ ‘ସମୟ’ ସହିତ ଦୀର୍ଘ ବର୍ଷ ହେଲା ଜଡ଼ିତ ଥିଲେ। ତେବେ ଆଜି ଅଶୋକ ରଥଯାତ୍ରା...
ରାଜ୍ୟରେ ବଢ଼ିଚାଲିଛି କରୋନା: ଆଜି ୨୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା
ଭୁବନେଶ୍ୱର,୧ା୭(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୨୦୪ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୯,୯୬୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୧୧୯ ଜଣ ଚିହ୍ନଟ...
ରାଜ୍ୟବାସୀଙ୍କୁ ରଥଯାତ୍ରାର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧ା୭(ବ୍ୟୁରୋ): ଆଜି ହେଉଛି ପବିତ୍ର ରଥଯାତ୍ରା। ଦୀର୍ଘ ଦୁଇବର୍ଷ ପରେ ଆଜି ଭକ୍ତମାନଙ୍କ ଗହଣରେ ଗୁଣ୍ଡିଚା ଯାତ୍ରା ଆରମ୍ଭ ହୋଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍ କରି କହିଛନ୍ତି, ମହାପ୍ରଭୁ ଜଗନ୍ନାଥଙ୍କ...
ଶ୍ରୀ ଜଗନ୍ନାଥଙ୍କ ପହଣ୍ଡି ଆରମ୍ଭ
ପୁରୀ ଅଫିସ,୧ା୭: ଆଜି ହେଉଛି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ଏଥିପାଇଁ ଭକ୍ତିମୟ ହୋଇଉଠିଛି ବଡ଼ଦାଣ୍ଡ। ପ୍ରଥମେ ଚକ୍ରରାଜ ଶ୍ରୀ ସୁଦର୍ଶନଙ୍କ ପହଣ୍ଡି ହୋଇଥିଲା। ପରେ ବଳଭଦ୍ରଙ୍କର ପହଣ୍ଡି ଏବଂ ଏହା ପରେ ମା’ ସୁଭଦ୍ରାଙ୍କ ପହଣ୍ଡି ହୋଇଥିଲା। ଏବେ ମହାବାହୁ...
ମହୀପୁର-ନୂଆଗାଁ ରେଳ ଚଳାଚଳ ଶୁଭାରମ୍ଭ
ନୂଆଗାଁ,୧।୭(ଡି.ଏନ.ଏ.): ମହୀପୁରରୁ ନୂଆଗାଁକୁ ରେଳ ଚଳାଚଳ ଗୁରୁବାର ଆରମ୍ଭ ହୋଇଛି। ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଉକ୍ତ ବ୍ୟବସ୍ଥାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ଭୁବନେଶ୍ୱର-ମହୀପୁର-ଭୁବନେଶ୍ୱର ସ୍ପେଶାଲ ଟ୍ରେନର ନୂଆଗାଁ ରୋଡ ପର୍ଯ୍ୟନ୍ତ ସମ୍ପ୍ରସାରଣ ଓ ନୂଆଗାଁ ଠାରୁ ପୁରୀ ପର୍ଯ୍ୟନ୍ତ...
ବିଦେଶ ଗସ୍ତରୁ ଫେରିଲେ ନବୀନ: ଆଜି ଘୋଷଯାତ୍ରାରେ ଯୋଗଦେବେ
ଭୁବନେଶ୍ୱର,୧ା୭(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୦ ଦିନିଆ ବିଦେଶ ଗସ୍ତ ଶେଷ କରି ଗୁରୁବାର ଓଡ଼ିଶା ଫେରିଛନ୍ତି। ସେ ଶୁକ୍ରବାର ପୁରୀଠାରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରାରେ ଯୋଗ ଦେବେ। ମୁଖ୍ୟମନ୍ତ୍ରୀ ଦୁବାଇରୁ ନୂଆଦିଲ୍ଲୀ ଓ ସେଠାରୁ ଓଡ଼ିଶାକୁ ଫେରି ଆସିଛନ୍ତି। ଏହି...
ଓଏଏସ୍ ଅଫିସର ସ୍ତରରେ ଅଦଳବଦଳ
ଭୁବନେଶ୍ୱର,୧ା୭(ବ୍ୟୁରୋ):ରାଜ୍ୟ ସରକାର ଓଏଏସ୍ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ଗୁରୁବାର ଏ ନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ଗୃହ ବିଭାଗର ଅତିରିକ୍ତ ସଚିବ ବିଭୂତିଭୂଷଣ ମିଶ୍ରଙ୍କୁ...
ଶ୍ରୀ ବଳଭଦ୍ରଙ୍କ ପହଣ୍ଡି ଆରମ୍ଭ
ପୁରୀ ଅଫିସ,୧ା୭: ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ନେଇ ପ୍ରଭୁ ବଳଭଦ୍ରଙ୍କ ପହଣ୍ଡି ଆରମ୍ଭ ହୋଇଛି। ପ୍ରଥମେ ଚକ୍ରରାଜ ସୁଦର୍ଶନଙ୍କ ପହଣ୍ଡି ହୋଇଥିଲା। ପ୍ରଭୁ ସୁଦର୍ଶନ ରଥାରୂଢ଼ ହେବା ପରେ ଏବେ ବଳଭଦ୍ରଙ୍କ ପହଣ୍ଡି ଆରମ୍ଭ ହୋଇଛି। ଭୋର୍ ୩ଟାରେ ମଙ୍ଗଳ...
ପ୍ରସନ୍ନ ପ୍ରଧାନ ଭୁବନେଶ୍ୱର ବିମାନବନ୍ଦର ନୂଆ ନିର୍ଦ୍ଦେଶକ
ଭୁବନେଶ୍ୱର,୧।୭(ବ୍ୟୁରୋ):ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରର ନୂତନ ନିର୍ଦ୍ଦେଶକ ହେଲେ ପ୍ରସନ୍ନ ପ୍ରଧାନ। ସେ ଗୁରୁବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହାପୂର୍ବରୁ ସେ ଦିଲ୍ଲୀର କର୍ପୋରେଟ୍ ମୁଖ୍ୟାଳୟରେ ଜେନେରାଲ ମ୍ୟାନେଜର(ଆଡ଼ମିନ) ଭାବେ କାର୍ଯ୍ୟରତ ଥିଲେ। ଇଞ୍ଜିନିୟରିଂ ଗ୍ରାଜୁଏଟ ପ୍ରଧାନଙ୍କ ଏୟାର...
୫ ଯାଏ ବର୍ଷା ସମ୍ଭାବନା
ଭୁବନେଶ୍ୱର,୧ା୭(ବ୍ୟୁରୋ):ଉପକୂଳ ଓଡ଼ିଶା ଏବଂ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୫ ତାରିଖ ଯାଏ ରାଜ୍ୟର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ରାଜ୍ୟର ଆଭ୍ୟନ୍ତରୀଣ ସମେତ ଦକ୍ଷିଣ ଏବଂ...
ଶ୍ରୀ ସୁଦର୍ଶନଙ୍କ ପହଣ୍ଡି ଆରମ୍ଭ
ପୁରୀ ଅଫିସ,୧ା୭: ଆଜି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ଏଥିଲାଗି ଭକ୍ତିମୟ ପରିବେଶ ସାଙ୍ଗକୁ ଶ୍ରୀକ୍ଷେତ୍ର ଲୋକାରଣ୍ୟ ହୋଇଉଠିଛି। ପ୍ରଥମେ ଚକ୍ରରାଜ ଶ୍ରୀ ସୁଦର୍ଶନ ମହାପ୍ରଭୁଙ୍କ ପହଣ୍ଡି ଆରମ୍ଭ ହୋଇଛି। ଗୋଟି ପହଣ୍ଡିରେ ରଥକୁ ବିଜେ କରୁଛନ୍ତି ଶ୍ରୀ ସୁଦର୍ଶନ। ନିର୍ଦ୍ଧାରିତ...
Archives


