ମେଟ୍ରୋ

ରାଜୁ ଘିବେଲା ବିଜେଡି ସାଧାରଣ ସମ୍ପାଦକ

ଭୁବନେଶ୍ୱର,୧୩।୧୧(ବ୍ୟୁରୋ): ପଦ୍ମପୁର ଉପନିର୍ବାଚନ ପାଇଁ ତାରିଖ ଘୋଷଣା ହେବା ପରଠାରୁ ରାଜ୍ୟର ୩ ପ୍ରମୁଖ ଦଳ ନିଜର ରଣନୀତି ପ୍ରସ୍ତୁତ କରିଛନ୍ତି। ନିକଟରେ ବିଜେଡିରେ ମିଶିଥିବା ରାଜୁ ଘିବେଲାଙ୍କୁ ବିଜୁ ଜନତା ଦଳର ରାଜ୍ୟ ସମ୍ପାଦକ ଭାବେ ନିଯୁକ୍ତ କରାଯାଇଛି। ଶନିବାର…

ରଣାଙ୍ଗନକୁ ଓହ୍ଲାଇଲେ ୨ ପୂର୍ବତନ ବିଧାୟକ

ଭୁବନେଶ୍ୱର,୧୩।୧୧(ବ୍ୟୁରୋ): ପଦ୍ମପୁର ଉପନିର୍ବାଚନ ମଇଦାନକୁ ଓହ୍ଲାଇଛନ୍ତି ଦୁଇ ଜଣ ପୂର୍ବତନ ବିଧାୟକ। ଏହି ଉପନିର୍ବାଚନ ପାଇଁ କଂଗ୍ରେସ ଶନିବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବିଧାୟକ ସତ୍ୟଭୂଷଣ ସାହୁଙ୍କ ଉପରେ ଦଳ ଭରସା କରିଛି। ସତ୍ୟଭୂଷଣଙ୍କୁ ପ୍ରାର୍ଥୀ କରାଯିବା ନେଇ ଅଖିଳ…

ଶୀତ ବଢ଼ିବ: ୧୬ ଡିଗ୍ରୀ ତଳେ ୬ ସହର

ଭୁବନେଶ୍ୱର,୧୩।୧୧(ବ୍ୟୁରୋ): ରାଜ୍ୟରେ ଶୀତର ପ୍ରକୋପ ଆରମ୍ଭ ହୋଇଛି। ପାରଦ ତଳମୁହାଁ ହୋଇଛି। ସର୍ବନିମ୍ନ ତାପମାତ୍ରା ୧୩ ଡିଗ୍ରୀ ସେଲ୍‌ସିୟସକୁ ଖସିଛି। ୬ଟି ସହରର ସର୍ବନିମ୍ନ ତାପମାତ୍ରା ୧୬ ଡିଗ୍ରୀ ତଳେ ରହିଛି। କୋରାପୁଟରେ ସର୍ବନିମ୍ନ ତାପମାତ୍ରା ୧୩ ଡିଗ୍ରୀ ସେଲ୍‌ସିୟସ ରେକର୍ଡ…

ରାଷ୍ଟ୍ରପତି ଦେଖିବାକୁ କେମିତି: ଅଖିଳ ଗିରି

କୋଲକାତା/ନୂଆଦିଲ୍ଲୀ(ପି.ଟି.)/ ଭୁବନେଶ୍ୱର(ବ୍ୟୁରୋ) ୧୩।୧୧:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଉପରେ ଆପତ୍ତିଜନକ ମନ୍ତବ୍ୟ ଦେଇ ବିବାଦରେ ଫସିଛନ୍ତି ପଶ୍ଚିମବଙ୍ଗର ମନ୍ତ୍ରୀ ଅଖିଳ ଗିରି। ନନ୍ଦିଗ୍ରାମରେ ଶୁକ୍ରବାର ରାତିରେ ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ଏକ ସଭାକୁ ସମ୍ବୋଧନ କରି ଅଖିଳ କହିଥିଲେ, ସ୍ଥାନୀୟ ବିଧାୟକ ତାଙ୍କୁ…

ଆସନ୍ତା ତିନିରୁ ଚାରି ଦିନ ମଧ୍ୟରେ ବଢ଼ିବ ଶୀତ

ଭୁବନେଶ୍ୱର,୧୨ା୧୧(ବ୍ୟୁରୋ): ରାଜ୍ୟରେ ଆରମ୍ଭ ହୋଇଛି ଶୀତର ପ୍ରକୋପ । ପାରଦ ତଳମୁହାଁ ହେବା ଯୋଗୁ ସର୍ବନିମ୍ନ ତାପମାତ୍ରା ୧୩ ଡିଗ୍ରୀ ସେଲ୍‌ସିୟସକୁ ଖସିଛି। ୬ଟି ସହରର ସର୍ବନିମ୍ନ ତାପମାତ୍ରା ୧୬ ଡିଗ୍ରୀ ତଳେ ରହିଛି। ତେବେ ଆସନ୍ତା ୩ରୁ ୪ ଦିନ…

ବିଜେଡି ସାଧାରଣ ସମ୍ପାଦକ ଭାବେ ନିଯୁକ୍ତ ହେଲେ ରାଜୁ ଘିବେଲା

ଭୁବନେଶ୍ୱର,୧୨ା୧୧(ବ୍ୟୁରୋ): ଧାମନଗ ପରେ ପଦ୍ମପୁର ଉପନିର୍ବାଚନ ପାଇଁ ରାଜ୍ୟ ରାଜନୀତି ସରଗରମ ରହିଛି। ଏହି ସିଟ୍‌ରେ ବାଜିମାତ କରିବା ଲାଗି ରାଜ୍ୟର ୩ ପ୍ରମୁଖ ଦଳ ନିଜର ରଣନୀତି ପ୍ରସ୍ତୁତ କରିଛନ୍ତି। ନିକଟରେ ବିଜେଡିରେ ମିଶିଥିବା ରାଜୁ ଘିବେଲାଙ୍କୁ ବିଜୁ ଜନତା…

ବିଧିବଦ୍ଧ ଭାବେ ସତ୍ୟଭୂଷଣଙ୍କୁ ପ୍ରାର୍ଥୀ ଭାବେ ଘୋଷଣା କଲା କଂଗ୍ରେସ

ଭୁବନେଶ୍ୱର,୧୨।୧୧(ବ୍ୟୁରୋ): ପଦ୍ମପୁର ଉପନିର୍ବାଚନକୁ ନେଇ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ। ସତ୍ୟଭୂଷଣ ସାହୁଙ୍କୁ ବିଧିବଦ୍ଧ ଭାବେ ଦଳ ପ୍ରାର୍ଥୀ କରିଛି। ସଭାପତି ମଲ୍ଲିକାର୍ଜୁନ ଖଡ୍‌ଗେଙ୍କ ଅନୁମୋଦନ ପରେ ଏଆଇସିସି ପକ୍ଷରୁ ପ୍ରେସ ରିଲିଜ ଯୋଗେ ଶନିବାର ପ୍ରାର୍ଥୀ ଘୋଷଣା କରାଯାଇଛି। ଡିସେମ୍ବର…

‘ପଦ୍ମପୁରରେ କଂଗ୍ରେସର ବିଜୟ’

ଭୁବନେଶ୍ୱର,୧୨।୧୧(ବ୍ୟୁରୋ): ପଦ୍ମପୁର ଉପନିର୍ବାଚନ ପାଇଁ କଂଗ୍ରେସ ଆପାତତଃ ପ୍ରାର୍ଥୀ ଚୟନ କରିସାରିଛି । ସତ୍ୟଭୂଷଣ ସାହୁ କଂଗ୍ରେସ ପ୍ରାର୍ଥୀ ହେବା ଫାଇନାଲ। ଖୁବଶୀଘ୍ର ବିଧିବଦ୍ଧ ଭାବେ ପ୍ରାର୍ଥୀ ଘୋଷଣା କରାଯିବ ବୋଲି କଂଗ୍ରେସର ବରିଷ୍ଠ ନେତା ତାରାପ୍ରସାଦ ବାହିନୀପତି ଶନିବାର କହିଛନ୍ତି…

ସତ୍ୟଭୂଷଣ ସାହୁ ହେବେ କଂଗ୍ରେସ ପ୍ରାର୍ଥୀ: ସୁର ରାଉତରାୟ

ଭୁବନେଶ୍ୱର,୧୨।୧୧(ବ୍ୟୁରୋ): ପଦ୍ମପୁର ଉପନିର୍ବାଚନ ପାଇଁ କଂଗ୍ରେସରୁ ପ୍ରାର୍ଥୀ ହେବେ ସତ୍ୟଭୂଷଣ ସାହୁ। ବିଧାୟକ ସୁରେଶ ରାଉତରାୟ ଏବଂ ତାରା ବାହିନୀପତି ଏହି ସୂଚନା ଦେଇଛନ୍ତି। ପଦ୍ମପୁରରେ ଉପନିର୍ବାଚନ ଡିସେମ୍ବର ୫ରେ ହେବ। ଏଥିଲାଗି ନଭେମ୍ବର ୧୦ରେ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି।…

ଏଏସ୍‌ଓ ପରୀକ୍ଷାଫଳ ବିଭ୍ରାଟ: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ପରୀକ୍ଷାର୍ଥୀ

ଭୁବନେଶ୍ୱର,୧୨।୧୧(ବ୍ୟୁରୋ): ଏଏସ୍‌ଓ ପରୀକ୍ଷାରେ ବ୍ୟାପକ ଅନିୟମିତତା ଓ ଦୁର୍ନୀତି ପ୍ରସଙ୍ଗରେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି ଆଶାୟୀ ପରୀକ୍ଷାର୍ଥୀ। ଚୟନ ପ୍ରକ୍ରିୟାରେ ତ୍ରୁଟି ଦର୍ଶାଇ ଏକାଧିକ ମାମଲା ଦାୟର ହୋଇଛି। ଏହି ମାମଲାକୁ ନେଇ ଆସନ୍ତା ସୋମବାର ଶୁଣାଣି ହୋଇପାରେ। ଅନ୍ୟପଟେ, ଏହି…

ପ୍ରଦୀପ ପୁରୋହିତ ହେଲେ ଭାଜପା ପ୍ରାର୍ଥୀ

ଭୁବନେଶ୍ୱର,୧୧।୧୧(ବ୍ୟୁରୋ) : ପଦ୍ମପୁର ଉପନିର୍ବାଚନ ପାଇଁ ଭାଜପା ପ୍ରାର୍ଥୀ ହେଲେ ବରିଷ୍ଠ ନେତା ପ୍ରଦୀପ ପୁରୋହିତ। ଏନେଇ ଭାଜପା କେନ୍ଦ୍ରୀୟ ନିର୍ବାଚନ କମିଟି ପକ୍ଷରୁ ପ୍ରଦୀପଙ୍କ ନାଁ ଘୋଷଣା କରାଯାଇଛି। ପଦ୍ମପୁରରେ ବିଜେଡି ବିଧାୟକଙ୍କ ଦେହାନ୍ତ ପରେ ଆସନ ଖାଲି ପଡିଥିଲା…

୨ ନେତାଙ୍କୁ ନୂଆ ଦାୟିତ୍ୱ

ଭୁବନେଶ୍ବର,୧୨ା୧୧(ବ୍ୟୁରୋ): ଭାଜପାରେ ଦୁଇ ଜଣ ବରିଷ୍ଠ ନେତାଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରାଯାଇଛି। ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ଅନୁମୋଦନକ୍ରମେ ଭାଜପା ଆର୍ଥତ୍କ ଦୁର୍ବଳଶ୍ରେଣୀ ବର୍ଗ ପ୍ରକୋଷ୍ଠ (ଇଡବ୍ଲ୍ୟୁଏସ୍‌ ସେଲ୍‌)ର ରାଜ୍ୟ ସଂଯୋଜକ ଭାବେ କୁଳମଣି ମିଶ୍ରଙ୍କୁ ଦାୟିତ୍ୱ ମିଳିଛି। ସେହିପରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?