ଆଜି ଦର୍ଶନ ଦେବେ ରଥାରୂଢ଼ ଦାରୁଦିଅଁ
ପୁରୀ ଅଫିସ,୧ା୭: ଆଷାଢ଼ ମାସ ଶୁକ୍ଳପକ୍ଷ ପ୍ରତିପଦା ତିଥି ଶୁକ୍ରବାର ପବିତ୍ର ଘୋଷଯାତ୍ରା। ଏଥିପାଇଁ ରଥ, ପଥ ଓ ଭକ୍ତ ସମସ୍ତେ ପ୍ରସ୍ତୁତ। କେବଳ ମହାପ୍ରଭୁଙ୍କୁ ଅପେକ୍ଷା। ଭକ୍ତଙ୍କୁ ଦର୍ଶନ ଦେବା ଲାଗି ଶ୍ରୀମନ୍ଦିର ଛାଡ଼ି ବଡ଼ଦାଣ୍ଡକୁ ଓହ୍ଲାଇ ଆସିବେ...
ଶୁକ୍ରବାରଠୁ ନିୟମ କଡାକଡି, ନ ମାନିଲେ କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର,୩୦।୬(ବ୍ୟୁରୋ): ଜୁଲାଇ ୧ ଅର୍ଥାତ୍ ଶୁକ୍ରବାରଠୁ ଭୁବନେଶ୍ବରରେ ଜୁଲାଇ ସିଙ୍ଗଲ ୟୁଜ୍ ପ୍ଲାଷ୍ଟିକ୍ ଉପରେ ପ୍ରତିବନ୍ଧକ ଲଗାଇଛି ବିଏମ୍ସି। ପ୍ଲାଷ୍ଟିକ୍ ବିପର୍ଯ୍ୟୟ ପରିଚାଳନା ଆଇନ-୨୦୨୧ରେ ସଂଶୋଧନ ହୋଇଛି । ଏହି ସଂଶୋଧିତ ଆଇନ ଅନୁଯାୟୀ ଆସନ୍ତାକାଲିଠାରୁ ଏହି ନିୟମ କାର୍ଯ୍ୟକାରୀ...
ରାଜଧାନୀରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ
ଭୁବନେଶ୍ୱର,୩୦।୬(ବ୍ୟୁରୋ): ରାଜ୍ୟରେ ଏବେ ଧୀରେ ଧୀରେ ବଢୁଛି କରୋନା ସଂକ୍ରମଣ। ଯାହାକୁ ନେଇ ବିଏମ୍ସି ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ବଢୁଥିବା ସଂକ୍ରମଣକୁ ଦୃଷ୍ଟିରେ ରଖି ସର୍ବସାଧାରଣ ସ୍ଥାନରେ ଏଣିକି ମାସ୍କ ପିନ୍ଧିବା ବାଧ୍ୟତାମୂଳକ ବୋଲି ବିଏମ୍ସି ନିଷ୍ପତ୍ତି ନେଇଛି।...
ରାଜ୍ୟରୁ ସୁସ୍ଥ ହେଲେ ଆଉ ୬୧ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୩୦।୬(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୬୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଏଯାବତ୍ ୧୨ଲକ୍ଷ ୭୯ ହଜାର ୯୧୦ ଜଣ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ...
‘ଥଣ୍ଡା, କାଶ ହୋଇଥିଲେ ପୁରୀ ନ ଆସି ଘରେ ବସି ରଥଯାତ୍ରା ଦେଖନ୍ତୁ ’
ଭୁବନେଶର,୩୦।୬(ବ୍ୟୁରୋ): ମହାପ୍ରଭୁଙ୍କ ରଥଯାତ୍ରାକୁ ନେଇ ରାଜ୍ୟ ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ଯେ, ରଥଯାତ୍ରା ବେଳେ ଯେପରି ଭାବରେ କେହି ବିନା ମାସ୍କରେ ବୁଲିବେ ନାହିଁ ସେଥିପାଇଁ ସାସ୍ଥ୍ୟ ବିଭାଗ ପକ୍ଷରୁ ୧୦ ଲକ୍ଷ...
ବିଧାନସଭା ଅଧିବେଶନ ପୂର୍ବରୁ ସୁରକ୍ଷା ଯାଞ୍ଚ
ଭୁବନେଶ୍ୱର,୩୦।୬(ବ୍ୟୁରୋ): ବିଧାନସଭା ମୌସୁମୀ ଅଧିବେଶନ ପୂର୍ବରୁ କମିଶନରେଟ୍ ପୋଲିସ ସୁରକ୍ଷା ଯାଞ୍ଚ କରିଛି । ସିପି, ଗୁଇନ୍ଦା ନିର୍ଦ୍ଦେଶକ, ଗୁଇନ୍ଦା ଡିଆଇଜି ଏବଂ ଡିସିପିଙ୍କ ଦ୍ୱାରା ବିଧାନସଭା ଯାଞ୍ଚ କରାଯାଇଛି। ବିଧାନସଭା ଅଧିବେଶନ ପାଇଁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ରହିବ।...
ଅର୍ଦ୍ଧେନ୍ଦୁ ଦାସ ଗିରଫ
ଭୁବନେଶ୍ୱର,୩୦ା୬(ବ୍ୟୁରୋ): ଏକ ଘରୋଇ ନ୍ୟୁଜ୍ ଚ୍ୟାନେଲର ସମ୍ପାଦକ ଅର୍ଦ୍ଧେନ୍ଦୁ ଦାସଙ୍କୁ ଗିରଫ କରିଛି ଇଓଡବ୍ଲ୍ୟୁ। ଅର୍ଦ୍ଧେନ୍ଦୁଙ୍କ ନାଁରେ ୧ କୋଟି ଟଙ୍କାର ଠକେଇ ମାମଲା ରହିଛି। ବୁଧବାର ରାତିରୁ ଅର୍ଦ୍ଧେନ୍ଦୁଙ୍କୁ ନୟାଗଡ଼ ଜିଲା ଓଡ଼ଗାଁ ଅଞ୍ଚଳରୁ ଉଠାଇ ନେଇ ଜେରା...
ବିଧାନସଭା ଅଧିବେଶନ ସମୟରେ ଯାନବାହନ ଚଳାଚଳ ଉପରେ ରହିବ କଟକଣା, ଜାଣନ୍ତୁ…
ଭୁବନେଶ୍ବର,୩୦।୬(ବ୍ୟୁlରୋ): ବିଧାନସଭା ମୌସୁମୀ ଅଧିବେଶନ ସମୟରେ ଯାନବାହନ ଚଳାଚଳ ଉପରେ କଟକଣା କରାଯାଇଛି। ଓଡ଼ିଶା ସହରାଞ୍ଚଳ ଆଇନ ୨୦୦୩ ଧାରା ଅନୁଯାୟୀ ଏହି କଟକଣା କରାଯାଇଛି। ବିଧାନସଭାକୁ ସଂଲଗ୍ନ କରୁଥିବା ରାସ୍ତା ଉପରେ ଆସନ୍ତା ଜୁଲାଇ ୨ରୁ ଅଧିବେଶନ ଶେଷ...
୧୭ ଜିଲାରେ କରୋନା: ଚିହ୍ନଟ ହେଲେ ୧୫୫ ସଂକ୍ରମିତ
ଭୁବନେଶ୍ୱର,୩୦।୬(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୫୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୧ ଜଣ କ୍ୱାରାଣ୍ଟାଇନ୍ରୁ ଥିବା ବେଳେ ୬୪ ଲୋକାଲ କେସ୍ ରହିଛି। ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ...
ଓଡ଼ିଶାକୁ ବିଦେଶୀ ପୁଞ୍ଜିର ସୁଅ
ଭୁବନେଶ୍ୱର,୩୦ା୬(ବ୍ୟୁରୋ): ଦୁବାଇ ଓ ଅନ୍ୟ ଦେଶର ଏକାଧିକ ପ୍ରତିଷ୍ଠିତ କମ୍ପାନୀ ଓଡ଼ିଶାରେ ବ୍ୟାପକ ନିବେଶ କରିବାକୁ ଆଗ୍ରହ ଦେଖାଇଛନ୍ତି। ଦୁବାଇରେ ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାର ଅନୁଷ୍ଠିତ ଇନ୍ଭେଷ୍ଟର୍ସ ମିଟ୍ରେ ବିଭିନ୍ନ ବହୁରାଷ୍ଟ୍ରୀୟ କମ୍ପାନୀ ମୁଖ୍ୟମାନେ ଏଭଳି ପ୍ରତିଶ୍ରୁତି ଦେଇଛନ୍ତି।...
ରାଜ୍ୟରୁ ସୁସ୍ଥ ହେଲେ ଆଉ ୫୫ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୨୯ା୬(ବ୍ୟୁରୋ): ରାଜ୍ୟରୁ ବୁଧବାର ଆଉ ୫୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍ ୧୨,୭୯,୮୪୯ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ...
ମୌସୁମୀ ଅଧିବେଶନ: ଏଥର ଦିନକୁ ୬ ଘଣ୍ଟା ଯାଏ ଚାଲିବ ବିଧାନସଭା କାର୍ଯ୍ୟ
ଭୁବନେଶ୍ୱର,୨୯।୬(ବ୍ୟୁରୋ): ଏଥର ଦିନକୁ ୬ ଘଣ୍ଟା ଚାଲିବ ବିଧାନସଭା କାର୍ଯ୍ୟ। ମୌସୁମୀ ଅଧିବେଶନରେ ଦୁଇଟି ପର୍ଯ୍ୟାୟରେ ଚାଲିବ ଗୃହ କାର୍ଯ୍ୟ। ପ୍ରଥମ ପର୍ଯ୍ୟାୟ ସାଢ଼େ ୧୦ରୁ ସାଢ଼େ ଗୋଟାଏ ଓ ଦ୍ୱିତୀୟ ପର୍ଯ୍ୟାୟରେ ଅପରାହ୍ନ ୪ ଟାରୁ ୬ଟା ପରିବର୍ତ୍ତେ...
Archives


