ମେଟ୍ରୋ

୩ ଯାଏ ପ୍ରବଳ ବର୍ଷିବ

ଭୁବନେଶ୍ବର,୨୯।୬(ବ୍ୟୁରୋ): ଆସନ୍ତା ୫ ଦିନ ଯାଏ ରାଜ୍ୟରେ ଲାଗି ରହିବ ବର୍ଷା। ଏନେଇ ୯ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରିଛି ପାଣିପାଗ ବିଭାଗ। ଅଧିକାଂଶ ଜିଲାରେ ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି। ନବରଙ୍ଗପୁର, କୋରାପୁଟ, ମାଲକାନଗିରି,...

ଶ୍ରୀଜିଉଙ୍କ ନବଯୌବନ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ

ପୁରୀ ଅଫିସ,୨୯।୬: ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ନବଯୌବନ ଦର୍ଶନ ଆରମ୍ଭ ହୋଇଛି। ତାଟି ଫିଟିବା ପରେ ଦକ୍ଷିଣ ଦ୍ୱାର ଦେଇ ଭକ୍ତ ମହାପ୍ରଭୁଙ୍କ ପରିମାଣିକ ଦର୍ଶନ କରୁଛନ୍ତି। ଶୃଙ୍ଖଳିତ ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ସକାଳ...

ଆଜି ଭାଜପାର କାର୍ଯ୍ୟକାରିଣୀ ବୈଠକ

ଭୁବନେଶ୍ୱର,୨୯।୬(ବ୍ୟୁରୋ): ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ବୁଧବାର ଅନୁଷ୍ଠିତ ହେବ। ଚାଷୀ ନୀତି, ଦାଦନ ଶ୍ରମିକଙ୍କ ସଂଖ୍ୟା ବଢିବା, ଆଇନ ଶୃଙ୍ଖଳା ପରିସ୍ଥିତି, ମହିଳା ନିର୍ଯାତନା ଭଳି ପ୍ରସଙ୍ଗକୁ ନେଇ ଆଲୋଚନା କରିବ ଭାଜପା। ଅନ୍ୟପଟେ, ଭାଜପା ରାଜ୍ୟ ସଭାପତି...

ମୌସୁମୀ ଅଧିବେଶନ: ଆଜି ବସିବ ସର୍ବଦଳୀୟ ବୈଠକ

ଭୁବନେଶ୍ବର,୨୯।୬(ବ୍ୟୁରୋ): ମୌସୁମୀ ଅଧିବେଶନ ପାଇଁ ବୁଧବାର ସର୍ବଦଳୀୟ ବୈଠକ ଅନୁଷ୍ଠିତ ହେବ। ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଦିନ ସାଢେ ୧୧ଟାରେ ଏହି ବୈଠକ ବସିବ। ସୂଚନାଯୋଗ୍ୟ, ଜୁଲାଇ ୨ ତାରିଖରୁ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେବ। ୨ ତାରିଖରୁ ଆରମ୍ଭ...

‘ପ୍ରାଣୀ ଚିକିତ୍ସାଳୟ ଭିତ୍ତିଭୂମି ସୁଦୃଢ଼ କରାଯିବ’

ଭୁବନେଶ୍ୱର,୨୯।୬(ବ୍ୟୁରୋ): ପ୍ରାଣୀ ସମ୍ପଦକୁ ଉନ୍ନତମାନର ସ୍ବାସ୍ଥ୍ୟସେବା ଯୋଗାଇଦେବାକୁ ରାଜ୍ୟ ସରକାର ପ୍ରାଥମିକତା ଦେଉଛନ୍ତି। ପଶୁପାଳନ ଚାଷୀଙ୍କୁ ଅତିରିକ୍ତ ରୋଜଗାର ଯୋଗାଇବା ସହ ଗ୍ରାମ୍ୟ ଅର୍ଥନୀତିର ବିକାଶ ପ୍ରମୁଖ ଭୂମିକା ଗ୍ରହଣ କରିଛି। ଗୋପାଳନ ଓ କୁକୁଡ଼ା ପାଳନ ଦିଗରେ ଓଡ଼ିଶା...

ଅର୍ଦ୍ଧେନ୍ଦୁଙ୍କ ନାଁରେ ଠକେଇ ମାମଲା

ଭୁବନେଶ୍ୱର,୨୯।୬(ବ୍ୟୁରୋ): ବଡ଼ ଖବରର ସମ୍ପାଦକ ଅର୍ଦ୍ଧେନ୍ଦୁ ଦାସଙ୍କ ନାଁରେ ୨ଟି ଠକେଇ ମାମଲା ରୁଜୁ ହୋଇଛି। କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖାରେ ଗୋଟିଏ ମାମଲା(ନଂ.୧୨/୨୦୨୨) ଏବଂ ଅନ୍ୟଟି କମିଶନରେଟ ପୋଲିସର ପୁରୀଘାଟ ଥାନାରେ(ନଂ.୧୫୧/୨୦୨୨) ହୋଇଛି। ୧ କୋଟିରୁ ଊର୍ଦ୍ଧ୍ୱ ଠକେଇ...

ବଦଳୁନି ଇସ୍କନ ମନ୍ଦିର ସମ୍ମୁଖ ଚିତ୍ର

ଭୁବନେଶ୍ୱର, ୨୯।୬(ବ୍ୟୁରୋ): ଘଣ୍ଟାଏ ବର୍ଷାରେ ବେହାଲ ହେଉଛି ସ୍ମାର୍ଟସିଟି। ବିଶେଷକରି ଇସ୍କନ ମନ୍ଦିର ସମ୍ମୁଖ ରାସ୍ତାରେ ପାଣି ଜମିବା ଏକ ସାଧାରଣ କଥା ହୋଇଗଲାଣି। କେବେ ଆଣ୍ଠୁଏ ତ ଆଉ କେବେ ଛାତିଏ ପାଣିରେ ପଶି ଲୋକଙ୍କୁ ରାସ୍ତାରେ ଯାତାୟାତ...

କଂଗ୍ରେସ କ୍ଷମତାକୁ ଆସିଲେ ୨୦୦ ୟୁନିଟ୍‌ ବିଦ୍ୟୁତ୍‌ ଛାଡ଼

ବାରିପଦା ଅଫିସ,୨୯ା୬: ଓଡ଼ିଶାରେ କଂଗ୍ରେସ ସରକାର ଆସିଲେ ପ୍ରତି ଘରକୁ ୨୦୦ ୟୁନିଟ୍‌ ମାଗଣା ବିଦ୍ୟୁତ୍‌ ଯୋଗାଇ ଦିଆଯିବ ବୋଲି ମୟୂରଭଞ୍ଜ ଜିଲା ଗସ୍ତରେ ଆସିଥିବା ପିସିସି ସଭାପତି ଶରତ ପଟ୍ଟନାୟକ ଏକ ଖବରଦାତା ସମ୍ମିଳନୀରେ ପ୍ରକାଶ କରିଛନ୍ତି। ସୋମବାର...

ପ୍ରସ୍ତୁତ ହେଲା ୩ ମାସିଆ ଖସଡ଼ା

ଭୁବନେଶ୍ୱର,୨୯ା୬(ବ୍ୟୁରୋ): ଭାଜପା ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ରାଜ୍ୟ କାର୍ଯ୍ୟାଳୟଠାରେ ଦଳର ଗୁରୁତ୍ୱପୂର୍ଣ୍ଣ ପଦାଧିକାରୀମାନଙ୍କ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ କେନ୍ଦ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁଙ୍କ ସମେତ ବହୁ ବରିଷ୍ଠ ନେତା ଯୋଗଦେଇଥିଲେ। ରାଜ୍ୟର ସାମ୍ପ୍ରତିକ ରାଜନୈତିକ ଓ...

ପ୍ରଦୀପ୍ତଙ୍କ ଅସୁସ୍ଥତା ବିରୋଧୀଙ୍କୁ ମୌକା

ଭୁବନେଶ୍ୱର,୨୯ା୬(ବ୍ୟୁରୋ): ଆସନ୍ତା ଜୁଲାଇ ୨ରେ ବିଧାନସଭାର ମୌସୁମୀ ଅଧିବେଶନ। ଏହା ପୂର୍ବରୁ ଭାଜପା ଶିବିର ଚଳଚଞ୍ଚଳ ହୋଇଉଠିଛି। ବିରୋଧୀ ଦଳ ନେତା ପଦବୀ ପାଇଁ ବିଧାୟକମାନଙ୍କ ମଧ୍ୟରେ ଆରମ୍ଭ ହୋଇଗଲାଣି ଜୋରଦାର ପ୍ରତିଯୋଗିତା। ଏହି ରେସ୍‌ରେ ଆଗରେ ରହିଛନ୍ତି ବିରୋଧୀ...

ଷ୍ଟେଜ୍‌-୩ରେ ଭଲ ହୋଇପାରିବ ସ୍ତନ କର୍କଟ

ଭୁବନେଶ୍ୱର, ୨୯।୬(ବ୍ୟୁରୋ): ସ୍ତନ କର୍କଟର ବି ଚିକିତ୍ସା ହୋଇପାରିବ। ଖୁବ୍‌ଶୀଘ୍ର ଏଥିପାଇଁ ଔଷଧ ଆସିବ। ଷ୍ଟେଜ୍‌-୩ରେ ଥିବା ସ୍ତନ କର୍କଟ ରୋଗ ମଧ୍ୟ ଭଲ ହୋଇପାରିବ। ଏହାର ଚିକିତ୍ସା କ୍ଷେତ୍ରରେ ଓଡ଼ିଆ ବୈଜ୍ଞାନିକ ସଫଳତା ହାସଲ କରିଛନ୍ତି। ଭୁବନେଶ୍ୱର ଜୀବ...

୨୮ ଲକ୍ଷର ବ୍ରାଉନସୁଗାର ଜବତ,୨ ଗିରଫ

ଭୁବନେଶ୍ୱର,୨୮।୭(ବ୍ୟୁରୋ): ରାଜଧାନୀରୁ ବ୍ରାଉନସୁଗାର ଜବତ। ୟୁନିଟ ୮ ନାରାୟଣୀ ବସ୍ତିରୁ ୨୮୦ ଗ୍ରାମ ବ୍ରାଉନସୁଗାର ଜବତ କରିଛି ଅବକାରୀ ବିଭାଗ। ଏଥିରେ ଦୁଇ ଭାଇଙ୍କୁ ଗିରଫ କରାଯାଇଛି। ଏମାନେ ଖୋର୍ଦ୍ଧାରୁ ବ୍ରାଉନସୁଗାର ଆଣି ଭୁବନେଶ୍ୱରରେ ବିକ୍ରି କରୁଥିଲେ। ତେବେ ଜବତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri