ଓଡ଼ିଶାରେ ଗ୍ୟାସ ସିଲିଣ୍ଡରକୁ ନେଇ ସରକାର ବଡ଼ ଘୋଷଣା, କାଲିଠୁ…
ଭୁବନେଶ୍ୱର,୧୦।୩: ଓଡ଼ିଶାରେ ରନ୍ଧନ ଗ୍ୟାସ (LPG) ସଙ୍କଟକୁ ନେଇ ଚାଲିଥିବା ଚର୍ଚ୍ଚା ମଧ୍ୟରେ ରାଜ୍ୟ ସରକାର ଏକ ବଡ଼ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ବିଶେଷ କରି ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଯୋଗୁଁ ଗ୍ୟାସ ଅଭାବ ହେବା ନେଇ ଯେଉଁ ଗୁଜବ…
ଓଡ଼ିଶା ପାଇଁ ବଡ଼ ଘୋଷଣା କଲେ ଅଶ୍ୱିନ ବୈଷ୍ଣବ: ଖୁସିରେ ଗଦ୍ଗଦ୍ ହେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୦।୩: ଓଡିଶାରେ ରେଳ ସଂଯୋଗୀକରଣକୁ ନେଇ ଏକ ଖୁସି ଖବର ଆସିଛି। କେନ୍ଦ୍ର ସରକାର ପୋତ୍ତନୁର (Podanur Junction, Coimbatore) ଏବଂ ଧାନବାଦକୁ ସଂଯୋଗ କରିବା ପାଇଁ ଏକ ନୂତନ ଅମୃତ ଭାରତ ଟ୍ରେନ ସେବା ଆରମ୍ଭ କରିବାକୁ ଅନୁମୋଦନ କରିଛନ୍ତି।…
ଯୁଦ୍ଧକୁ ନେଇ ନବୀନ ଦେଲେ ବଡ଼ ସୂଚନା: ଓଡ଼ିଶା ସରକାରଙ୍କୁ କଲେ ଏହି ଅନୁରୋଧ
ଭୁବନେଶ୍ୱର,୧୦।୩: ଇରାନ-ଆମେରିକା ଯୁଦ୍ଧ ସୋମବାର ସୁଦ୍ଧା ୧୦ ଦିନ ଅତିକ୍ରମ କରିଛି। ପଛକୁ ହଟିବାକୁ କୌଣସି ପକ୍ଷ ରାଜି ନଥିବାରୁ ଦିନକୁ ଦିନ ଯୁଦ୍ଧ ପ୍ରକୋପ ବଢି ଚାଲିଛି। ଏହି ସମୟରେ ଏହି ସମୟରେ ଯୁଦ୍ଧକୁ ନେଇ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ…
ଚିନ୍ତା ବଢାଇଲା ଯୁଦ୍ଧ: ଗ୍ୟାସ ପାଇଁ ଭୁବନେଶ୍ୱରରେ ହାହାକାର! ରାତିରୁ ଲମ୍ବା ଲାଇନ୍
ଭୁବନେଶ୍ୱର,୧୦।୩: ଚିନ୍ତା ବଢାଇଲା ମଧ୍ୟପ୍ରାଚ୍ୟ ଯୁଦ୍ଧ । ରାଜଧାନୀ ଭୁବନେଶ୍ୱରରେ ବଢିଲା ଗ୍ୟାସ ଟେନସନ। LPG ସିଲିଣ୍ଡର ପାଇଁ ରାତିରୁ ଲମ୍ବା ଲାଇନ୍ ଲାଗିଛି । ଗ୍ୟାସ ଖାତା ଜମା ରଖି ଗ୍ରାହକ ବସିଛନ୍ତି। ହିତାଧିକାରୀଙ୍କ ଅଭିଯୋଗ ଅନୁସାରେ, ୨୦-୨୫ ଦିନ…
ବି.ଏଡ୍ ନାମଲେଖା ପାଇଁ ଆଜି ଏନ୍ସିଇଟି ଆବେଦନର ଶେଷ ତାରିଖ
ଭୁବନେଶ୍ୱର,୧୦ା୩ (ସୁଚିସ୍ମିତା ସାହୁ): ୪ ବର୍ଷିଆ ବି.ଏଡ୍ରେ ନାମଲେଖା ଲାଗି ପ୍ରବେଶିକା ପରୀକ୍ଷା ନ୍ୟାଶନାଲ କମନ୍ ଏଣ୍ଟ୍ରାନ୍ସ ଟେଷ୍ଟ(ଏନ୍ସିଇଟି)-୨୦୨୬ର ଆବେଦନ ମଙ୍ଗଳବାର ଶେଷ ହେଉଛି। ରାତି ୧୧ଟା ୫୦ ପର୍ଯ୍ୟନ୍ତ ଛାତ୍ରୀଛାତ୍ର ନ୍ୟାଶନାଲ ଟେଷ୍ଟିଙ୍ଗ୍ ଏଜେନ୍ସିର ୱେବ୍ସାଇଟ exams.nta.nic.in/ncet/ରେ ଆବେଦନ କରିପାରିବେ। ରାଜ୍ୟ…
ଘନ ଘନ ବୈଠକ କରୁଛନ୍ତି ନବୀନ: ବିଧାୟକଙ୍କୁ କହୁଛନ୍ତି ଏମିତି କଥା, ଭବିଷ୍ୟତ ଖରାପ…
ଭୁବନେଶ୍ୱର,୧୦ା୩ (ସୁନିତ୍ ମିଶ୍ର):ରାଜ୍ୟ ସଭାର ୪ ଆସନରେ ନିର୍ବାଚନ ପାଇଁ ନାମାଙ୍କନ ଶେଷ ହେବା ପରଠାରୁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ପ୍ରତ୍ୟେକ ଦିନ ବିଧାୟକମାନଙ୍କୁ ଡାକି ବୈଠକ କରୁଛନ୍ତି। ବୈଠକରେ ରାଜ୍ୟ ସଭା ବିଷୟରେ ହିଁ ପଚାରୁଛନ୍ତି। ସବୁ…
ଭାଜପାର ଭିତିରି ଚାଲ୍: ରାଜ୍ୟ ସଭାର ଚତୁର୍ଥ ଆସନ ପାଇଁ ଚାଲିଛି…
ଭୁବନେଶ୍ୱର,୧୦।୩(ସୁନିତ୍ ମିଶ୍ର):ଓଡ଼ିଶାର ୪ ରାଜ୍ୟ ସଭା ଆସନରେ ହେବାକୁ ଥିବା ନିର୍ବାଚନ ଏବେ ଧୀରେ ଧୀରେ ରୋଚକ ମୋଡ଼ ନେବାକୁ ଲାଗିଲାଣି। ପ୍ରାର୍ଥତ୍ପତ୍ର ଦାଖଲ ଯାଏ ରାଜ୍ୟ ସଭା ନିର୍ବାଚନ ନେଇ ସବୁ ଦଳର ବିଧାୟକମାନଙ୍କର ଯେଉଁ ଆଭିମୁଖ୍ୟ ଥିଲା, ଏବେ…
ସଚିବାଳୟରେ ଖାଲି ପଡ଼ିଛି ବଡ଼ବାବୁଙ୍କ ପଦବୀ
ଭୁବନେଶ୍ୱର,୯ା୩: ଓଡ଼ିଶା ସଚିବାଳୟରେ ବଡ଼ବାବୁଙ୍କ ପଦବୀ ଖାଲି ପଡ଼ିଛି। ବିଧାୟକ ସୌଭିକ ବିଶ୍ୱାଳଙ୍କ ପ୍ରଶ୍ନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲିଖିତ ଉତ୍ତର ରଖିଛନ୍ତି। ସୌଭିକ ମୁଖ୍ୟମନ୍ତ୍ରୀଙ୍କୁ ପଚାରିଥିଲେ ଓଡ଼ିଶା ସଚିବାଳୟ ସେବାରେ କେଉଁ ପଦବୀରେ କେତେ ପଦବୀ ଖାଲି ପଡ଼ିଛି…
ହିନ୍ଦୁ ଯୁବତୀଙ୍କୁ ମୁସଲମାନ ଯୁବକଙ୍କ ପ୍ରତାରଣା: ହୋଟେଲରେ ରଖି ଦେଉଥିଲେ ନିର୍ଯାତନା, ଶାରୀରିକ ସମ୍ପର୍କ ରଖିବା ସହ…
ଭୁବନେଶ୍ୱର,୯ା୩ (ତ୍ରିନାଥ ମହାନ୍ତି): ଜଣେ ହିନ୍ଦୁ ଯୁବତୀଙ୍କୁ ଜନୈକ ମୁସଲମାନ ଯୁବକ ପ୍ରେମ ପ୍ରତାରଣା କରିଛନ୍ତି। ଯୁବକ ଜଣକ ମୁସଲମାନ ବୋଲି ନ ଜଣାଇ ଯୁବତୀଙ୍କୁ ପ୍ରଥମେ ପ୍ରେମରେ ଫସାଇଥିଲେ। ପରେ ତାଙ୍କ ସହ ଶାରୀରିକ ସମ୍ପର୍କ ରଖିବା ସହ ଧର୍ମ…
୩ ରାଜ୍ୟ ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ଭାଜପା: ଓଡ଼ିଶା ଦାୟିତ୍ୱରେ ରହିବେ…
ଭୁବନେଶ୍ୱର,୯।୩: ରାଜ୍ୟ ସଭା ନିର୍ବାଚନ ପାଇଁ ୩ ରାଜ୍ୟ ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତ କରିଛି ଭାଜପା। ଓଡ଼ିଶା, ବିହାର ଓ ହରିୟାଣା ପାଇଁ ଭାଜପା ପର୍ଯ୍ୟବେକ୍ଷକ ନିଯୁକ୍ତ କରିଛି। ମହାରାଷ୍ଟ୍ର ସରକାରର ମନ୍ତ୍ରୀ ଚନ୍ଦ୍ରଶେଖର ବାବନକୁଳେଙ୍କୁ ଓଡ଼ିଶା ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତ…
ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ: ଖାଉଟିଙ୍କ ପକେଟକୁ ବଡ଼ ଝଟକା, ଏତିକି ଟଙ୍କା ବଢ଼ିଲା ତେଲ ଦର
ଭୁବନେଶ୍ବର,୯।୩: ବଢ଼ିଲା ଖାଇବା ତେଲ ଦର । ଲିଟର ପିଛା ୧୦ ଟଙ୍କା ବଢ଼ିଥିବା ନେଇ ସୂଚନା । ତିନିରୁ ଚାରି ଦିନ ପୂର୍ବେ ରିଫାଇନ୍ ତେଲ ଦର ୧୬୦ଟଙ୍କାରେ ବିକ୍ରି ହେଉଥିବା ବେଳେ ବର୍ତ୍ତମାନ ୧୦ ଟଙ୍କା ବୃଦ୍ଧି ପାଇ…
ଆଜିଠୁ ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ: ଆସିବ ବ୍ୟୟମଞ୍ଜୁରୀ ବିଲ୍
ଭୁବନେଶ୍ୱର,୯।୩ (ରବିନାରାୟଣ ଜେନା): ସପ୍ତଦଶ ବିଧାନସଭାର ଷଷ୍ଠ ତଥା ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ ସୋମବାରଠାରୁ ଆରମ୍ଭ ହେବ। ଏହି ସମୟରେ ବିଭିନ୍ନ ବିଭାଗର ଖର୍ଚ୍ଚ ଦାବି ଆଲୋଚନା ସହିତ ବ୍ୟୟମଞ୍ଜୁରୀ ବିଲ୍ ଆସିବ। ଏପ୍ରିଲ ୮ ପର୍ଯ୍ୟନ୍ତ ହେବାକୁ ଥିବା ଏହି…
Archives


