ବଙ୍ଗୋପସାଗରରେ ଲଘୁଚାପ: ୧୦ ଜିଲାରେ ଝଡ଼ବର୍ଷା, ୟେଲୋ ଓ୍ବାର୍ନିଂ ଜାରି…
ଭୁବନେଶ୍ୱର, ୧୦ା୯(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଗୁରୁବାର ସକାଳ ୫ଟା ୩୦ରେ ଲଘୁଚାପର ରୂପ ନେଇଛି। ଏହା ଅପରାହ୍ନ ୨ଟା ୩୦ ସୁଦ୍ଧା ଉତ୍ତର ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ କେନ୍ଦ୍ରୀଭୂତ ରହିଛି। ଏହାସହ ସମ୍ପୃକ୍ତ ଘୂର୍ଣ୍ଣିବଳୟ ସମୁଦ୍ରପତ୍ତନଠାରୁ…
ୟୁଏଇ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ସାକ୍ଷାତ କଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶାରେ ହେବ…
ଭୁବନେଶ୍ୱର,୧୦ା୯: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୟୁଏଇର ପର୍ଯ୍ୟଟନ ମନ୍ତ୍ରୀ ତଥା ଅନ୍ତର୍ଜାତୀୟ ବିନିଯୋଗ ପରିଷଦର ଅଧ୍ୟକ୍ଷ ଅବ୍ଦୁଲ୍ଲା ବିନ ତୌକ ଅଲ ମାରିଙ୍କ ସହ ବୈଠକ କରିଛନ୍ତି। ଓଡ଼ିଶା ଏବଂ ୟୁଏଇ ମଧ୍ୟରେ ଅର୍ଥନୈତିକ ଏବଂ ପୁଞ୍ଜିନିବେଶ ସମ୍ପର୍କକୁ ସୁଦୃଢ଼…
ଓଡ଼ିଶା, ଆଇଏଚ୍ସି, ଆଦାନୀ ମଧ୍ୟରେ ୧୪ ନୂଆ ପ୍ରକଳ୍ପ ପାଇଁ ଏମ୍ଓୟୁ
ଭୁବନେଶ୍ୱର, ୧୦।୯(ସୁନିତ୍ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ଦ୍ୱିତୀୟ ଦିନରେ ଓଡ଼ିଶା ବୈଦେଶିକ ନିବେଶ କ୍ଷେତ୍ରରେ ଏକ ବିରାଟ ସଫଳତା ହାସଲ କରିଛି। ରାଜ୍ୟ ସରକାର, ଆବୁଧାବିର ଇଣ୍ଟରନ୍ୟାଶନାଲ ହୋଲ୍ଡିଂ କମ୍ପାନୀ (ଆଇଏଚ୍ସି) ଏବଂ ଆଦାନୀ ଗ୍ରୁପ…
ଯୁକ୍ତ୨ରେ ଯୋଡ଼ିହେଲା ୨ ନୂଆ ଧନ୍ଦାମୂଳକ ପାଠ୍ୟକ୍ରମ
ଭୁବନେଶ୍ୱର,୧୦ା୯(ସୁଚିସ୍ମିତା ସାହୁ): ରାଜ୍ୟର ଯୁକ୍ତ୨ ଶିକ୍ଷା ବ୍ୟବସ୍ଥାରେ ଛାତ୍ରୀଛାତ୍ରଙ୍କ ପାଇଁ ଆଉ ଦୁଇଟି ନୂଆ ଧନ୍ଦାମୂଳକ ପାଠ୍ୟକ୍ରମ ସାମିଲ କରାଯାଇଛି। ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ପକ୍ଷରୁ ଏକାଦଶ ଓ ଦ୍ୱାଦଶ ଶ୍ରେଣୀ ପାଇଁ ହେଲ୍ଥକେୟାର ଏବଂ ଆପାରେଲ୍ସକୁ…
୧୧,୯୩୩ ଛୁଇଁବ ଡାକ୍ତର ସଂଖ୍ୟା, ଖୁବ୍ଶୀଘ୍ର ୮୨୨ ଡାକ୍ତରଙ୍କୁ ମୁଖ୍ୟମନ୍ତ୍ରୀ ବାଣ୍ଟିବେ ନିଯୁକ୍ତିପତ୍ର
ଭୁବନେଶ୍ୱର୧୦,ା୯(ରବିନାରାୟଣ ଜେନା): ରାଜ୍ୟରେ ରୋଗୀସେବାକୁ ତ୍ୱରାନ୍ୱିତ କରିବା ଦିଗରେ ଆବଶ୍ୟକ ସଂଖ୍ୟକ ଡାକ୍ତର ନିଯୁକ୍ତିର ନିହାତି ଆବଶ୍ୟକତା ରହିଛି। ଅନେକ ସମୟରେ ଡାକ୍ତରଙ୍କ ଅଭାବକୁ ନେଇ ବିରୋଧୀଙ୍କ ପକ୍ଷରୁ ଦାବି ହୋଇ ଆସୁଥିବାବେଳେ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସ୍ୱାସ୍ଥ୍ୟସେବାକୁ ଲୋକଙ୍କ ନିକଟତ୍ତର…
ଆଜି ଲଘୁଚାପ, ପ୍ରବଳ ବର୍ଷିବ: ଏହି ସବୁ ଜିଲାକୁ…
ଭୁବନେଶ୍ୱର, ୧୦ା୯(ସୌମ୍ୟରଞ୍ଜନ ରାଉତ): ଉତ୍ତର ବଙ୍ଗୋପସାଗର ସଂଲଗ୍ନ ବାଂଲାଦେଶ ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ସମୁଦ୍ର ପତ୍ତନଠାରୁ ପ୍ରାୟ ୫.୮ କି.ମି. ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପିଛି। ଏହାର ପ୍ରଭାବରେ ଆସନ୍ତା ୧୦ ତାରିଖରେ ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ…
ବଙ୍ଗୋପସାଗରରେ ଲଘୁଚାପ: ରାଜ୍ୟର ୧୧ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ସତର୍କ କଲା…
ଭୁବନେଶ୍ୱର, ୯ା୯(ସୌମ୍ୟରଞ୍ଜନ ରାଉତ) – ଉତ୍ତର ବଙ୍ଗୋପସାଗର ସଂଲଗ୍ନ ବାଂଲାଦେଶ ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ସମୁଦ୍ର ପତ୍ତନଠାରୁ ପ୍ରାୟ ୫.୮ କି.ମି. ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପିଛି। ଏହାର ପ୍ରଭାବରେ ଆସନ୍ତା ୧୦ ତାରିଖରେ ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ…
ଓଡ଼ିଆ ଶିଶୁ ସାହିତ୍ୟର ଅତୀତ, ବର୍ତ୍ତମାନ ଓ ଭବିଷ୍ୟତ ଉପରେ ଆଲୋଚନା
ଭୁବନେଶ୍ୱର,୯ା୯: ସ୍ଥାନୀୟ ବୁଦ୍ଧମନ୍ଦିର ପରିସରରେ ଓଡ଼ିଶା ସାହିତ୍ୟ ଏକାଡେମୀ ଓ ବଉଳଫୁଲ ଶିଶୁ ସାହିତ୍ୟ ସଂସଦର ମିଳିତ ଆନୁକୂଲ୍ୟରେ ବିଶିଷ୍ଟ ଶିଶୁ ସାହିତି୍ୟକ ତଥା ‘ଗାଁ ଭୂଇଁ’ ପତ୍ରିକାର ସମ୍ପାଦକ ସ୍ବର୍ଗତ ବୀରକିଶୋର ପାଢ଼ୀଙ୍କ ସ୍ମୃତି ସଭା ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶା…
ଆବୁଧାବି ଗସ୍ତରେ ମୁଖ୍ୟମନ୍ତ୍ରୀ, ଆଜି ଆଇଏଚ୍ସିର ବ୍ୟବସାୟିକ ୟୁନିଟ୍-ଗ୍ରୁପ୍ କମ୍ପାନୀ ସହ କରିବେ ଆଲୋଚନା
ଭୁବନେଶ୍ୱର,୯ା୯(ସୁନିତ୍ ମିଶ୍ର): ଓଡ଼ିଶା ସରକାରଙ୍କ ୟୁଏଇ ନିବେଶ ଅଭିଯାନର ଅଂଶ ଭାବେ ୯ ସେପ୍ଟେମ୍ବର ୨୦୨୬ରେ ବ୍ୟବସାୟ ନିବେଶ ଓ କୂଟନୈତିକ କ୍ଷେତ୍ରରେ ଏକାଧିକ ଉଚ୍ଚସ୍ତରୀୟ ଆଲୋଚନା ଓ ବୈଠକ ଅନୁଷ୍ଠିତ ହେବ। ଏହି ପରିପ୍ରେକ୍ଷୀରେ ବ୍ୟବସାୟିକ ୟୁନିଟ୍ ଓ ଗ୍ରୁପ…
ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ୫ ଓରାଙ୍ଗଉଟାନ: ଦେଖନ୍ତୁ…
ଭୁବନେଶ୍ୱର,୯।୯: ବାଲେଶ୍ୱର ବିଚିତ୍ରପୁର ଜଙ୍ଗଲରୁ ଉଦ୍ଧାର ହୋଇଥିବା ୫ଟି ଓରାଙ୍ଗଉଟାନ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ପହଞ୍ଚିଛନ୍ତି। ଉଦୟପୁର ଫରେଷ୍ଟ ଅଫିସରୁ ଏହି ୫ଟି ଓରାଙ୍ଗଉଟାନଙ୍କୁ ନନ୍ଦନକାନନକୁ ଅଣାଯାଇଛି। ବିଚିତ୍ରପୁର ଜଙ୍ଗଲରୁ ଉଦ୍ଧାର ପରେ ବନ ବିଭାଗ ପକ୍ଷରୁ ସେମାନଙ୍କୁ ସୁରକ୍ଷିତ ଭାବେ…
ରାଜଧାନୀରେ ଚାଞ୍ଚଲ୍ୟ: ଗୋଟିଏ ରାତିରେ ଯୁବତୀ-ମହିଳାଙ୍କୁ ବଳାତ୍କାର, ଘରେ ପଶି…
ଭୁବନେଶ୍ୱର,୯ା୯(ତ୍ରିନାଥ ମହାନ୍ତି):ରାଜଧାନୀରେ ଗୋଟିଏ ରାତିରେ ଯୁବତୀ ଏବଂ ମହିଳାଙ୍କୁ ବଳାକତ୍ାର କରାଯାଇଛି। ଭରତପୁର ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ପଡୋଶୀ ବଳାତ୍କାର କରିଥିବା ବେଳେ ଚନ୍ଦ୍ରଶେଖରପୁର ଥାନାଞ୍ଚଳରେ ଜଣେ ଡ୍ରାଇଭର ମହିଳା ରୋଷେୟାଙ୍କୁ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଉଭୟ ଥାନା…
ଆସୁଛି ପୁଣି ଲଘୁଚାପ: ଘଡ଼ଘଡ଼ି ସହ ପ୍ରବଳ ବର୍ଷିବ, ଆଜିଠାରୁ…
ଭୁବନେଶ୍ୱର, ୯ା୯(ବନ୍ଦନା ସେଠୀ):ଆସନ୍ତା ୧୧ ତାରିଖ ବେଳକୁ ପଶ୍ଚିମ-ମଧ୍ୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡ଼ିଶା ଉପକୂଳ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଓଡ଼ିଶାରେ ବୁଧବାରଠାରୁ ବର୍ଷାର ପରିମାଣ ବଢ଼ିବା…

