ମେଟ୍ରୋ

ନବଦମ୍ପତିଙ୍କୁ ମିଳିବ ଉପହାର

ଭୁବନେଶ୍ୱର, ୧୨।୮(ବ୍ୟୁରୋ): ନବଦମ୍ପତିଙ୍କ ବୈବାହିକ ଜୀବନକୁ ସୁସ୍ଥ, ସୁନ୍ଦର କରିବା ପାଇଁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସ୍ବତନ୍ତ୍ର ପଦକ୍ଷେପ ଗ୍ରହଣ କରାଯାଇଛି। ଉପହାର ମାଧ୍ୟମରେ ସଚେତନ କରିବ ଜାତୀୟ ସ୍ବାସ୍ଥ୍ୟ ମିଶନ। ଉକ୍ତ ଉପହାରର ନାଁ ରହିଛି ‘ନବଦମ୍ପତି କିଟ୍‌’। ଏ…

୧୮ରେ ଆଉ ଏକ ଲଘୁଚାପ ସମ୍ଭାବନା, ୨ ଦିନ ଲାଗି ରହିବ ପ୍ରବଳ ବର୍ଷା

ଭୁବନେଶ୍ୱର,୧୨ା୮(ବ୍ୟୁରୋ): ରାଜ୍ୟରେ ଗୋଟିଏ ଗୋଟିଏ ଲଘୁଚାପ ଜାରି ରହିଛି। ଉତ୍ତର ବଙ୍ଗୋପସାଗର ଏବଂ ଓଡ଼ିଶା ଉପକୂଳରେ ଶୁକ୍ରବାର ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ପରବର୍ତ୍ତୀ ୨୪ ଘଣ୍ଟାରେ…

କଂଗ୍ରେସରୁ ମୁହଁ ଫେରାଉଛନ୍ତି ନେତା

ଭୁବନେଶ୍ୱର,୧୨।୮(ବ୍ୟୁରୋ): ଅନେକ ନେତା ଏବଂ କର୍ମୀ ଏବେ କଂଗ୍ରେସରୁ ମୁହଁ ଫେରାଇ ନେଉଛନ୍ତି। କ୍ରାନ୍ତି ଦିବସରେ ୩୦ରୁ ଅଧିକ ନେତା କଂଗ୍ରେସ ଛାଡ଼ିଥିବା ବେଳେ ପୁଣି ଶୁକ୍ରବାର ୫୦ରୁ ଅଧିକ ଯୁବ କଂଗ୍ରେସ ନେତା ଦଳ ଛାଡ଼ିଛନ୍ତି । ପିସିସି ସଭାପତି…

ଓଡ଼ିଶାର ୪ ପୋଲିସ ଅଧିକାରୀ ହେବେ ସମ୍ମାନିତ

ଭୁବନେଶ୍ୱର,୧୨।୮(ବ୍ୟୁରୋ): କେନ୍ଦ୍ର ଗୃହ ମନ୍ତ୍ରାଣାଳୟ ପକ୍ଷରୁ ଦେଶର ୧୫୧ ପୋଲିସ ଅଧିକାରୀଙ୍କୁ ସମ୍ମାନିତ କରାଯିବ। ସେମାନଙ୍କ ମଧ୍ୟରୁ ଓଡ଼ିଶାର ୪ ଜଣ ପୋଲିସ ଅଧିକାରୀଙ୍କ ନାମ ଘୋଷଣା କରାଯାଇଛି। ଆସନ୍ତା ୧୫ ତାରିଖରେ ସ୍ବାଧୀନତା ଦିବସ ଅବସରରେ ଏହି ଦକ୍ଷ ପୋଲିସ…

ପୁଣି ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୧୨ା୮(ବ୍ୟୁରୋ): ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ଶୁକ୍ରବାର ୬୦୦ ତଳେ ଥିବା ବେଳେ ଆଜି ଆଉ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକ ଜଣଙ୍କ କେନ୍ଦ୍ରାପଡ଼ାର ଜଣେ ୭୫…

ସୁବର୍ଣ୍ଣରେଖା, ଦେଓ ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୨।୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ମୟୁରଭଞ୍ଜ ଗସ୍ତ କରି ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପ ଏବଂ ଦେଓ ଜଳସେଚନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏହା ପରେ ରାସଗୋବିନ୍ଦପୁରସ୍ଥିତ ଟିକପଦାଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଜନଜାତି…

ମୟୁରଭଞ୍ଜରେ ମୁଖ୍ୟମନ୍ତ୍ରୀ: ୨ଟି ବଡ଼ ପ୍ରକଳ୍ପର କରିବେ ଉଦ୍‌ଘାଟନ

ଭୁବନେଶ୍ୱର,୧୨।୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ମୟୁରଭଞ୍ଜ ଜିଲାରେ  ପହଞ୍ଚିଛନ୍ତି। ସେଠାରେ ପହଞ୍ଚିବା ପରେ ସୁବର୍ଣ୍ଣରେଖା ପ୍ରକଳ୍ପ ଏବଂ ଦେଓ ପ୍ରକଳ୍ପର ଉଦ୍‌ଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ସେହିପରି ଭିଡିଓ କନ୍‌ଫରେନସ୍‌ ଜରିଆରେ ବାରିପଦାର ପୌର ପରିଷଦର ୬ଟି ଖେଳ ପଡିଆର…

ସନ୍ଧ୍ୟାରେ ବସିବ କ୍ୟାବିନେଟ୍‌ ବୈଠକ

ଭୁବନେଶ୍ୱର,୧୨।୮(ବ୍ୟୁରୋ): ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ ଶୁକ୍ରବାର ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟା ୫.୪୫ରେ ଏହି ବୈଠକ ବସିବା ନେଇ ସୂଚନା ମିଳିଛି। ବୈଠକରେ ବହୁ ଗୁରୁତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା ହୋଇପାରେ।

୧୩ରୁ ବଢିବ ବର୍ଷା: ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ୱର,୧୨।୮(ବ୍ୟୁରୋ): ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ୧୩ ତାରିଖରୁ ବର୍ଷାର ପରିମାଣ ବଢିବ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ୧୩ ତାରିଖରୁ ୧୫ ଯାଏ ଝଡ-ପବନ ହେବା ସହ ସର୍ବାଧିକ ୬୫ କି.ମି. ବେଗରେ ପବନ…

ଆଜି ରାଜ୍ୟରୁ ୫୮୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୨ା୮(ବ୍ୟୁରୋ):  ରାଜ୍ୟରୁ ଶୁକ୍ରବାର ୫୮୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୨୧,୭୮୦ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୩୪୦ ଜଣ ଚିହ୍ନଟ ହୋଇଥିବା…

ବାଇକ୍‌ ଲୁଟେରା ଗ୍ୟାଙ୍ଗ୍‌ ଧରାପଡ଼ିଲା

ଭୁବନେଶ୍ୱର(ବ୍ୟୁରୋ)/ଜଟଣୀ, ୧୨ା୮ (ଡି.ଏନ୍‌.ଏ.): ଜଟଣୀ, ଖୋର୍ଦ୍ଧା, ପୁରୀ, ଟାଙ୍ଗୀ ଓ ଭୁବନେଶ୍ୱର ଆଦି ସ୍ଥାନରୁ ଛିନ୍‌ତାଇ ଓ ଲୁଟ୍‌ କରୁଥିବା ଏକ ଗ୍ୟାଙ୍ଗର ପର୍ଦ୍ଦାଫାଶ କରିଛି କମିଶନରେଟ୍‌ ପୋଲିସ। ଏକ ନମ୍ବରବିହୀନ ଗାଡ଼ିରେ ଯାଇ ଲୋକଙ୍କଠାରୁ ମୋବାଇଲ, ଭ୍ୟାନିଟ୍‌, ଟଙ୍କା ଆଦି…

ପିଏନ୍‌ବି ଦ୍ୱାରା ‘ଫିଲ୍ମ ସମୀକ୍ଷା ଲେଖା ପ୍ରତିଯୋଗିତା’

ଭୁବନେଶ୍ୱର,୧୨।୮:ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ (ପିଏନ୍‌ବି)ର ଆଞ୍ଚଳିକ କାର୍ଯ୍ୟାଳୟ ଭୁବନେଶ୍ୱର ଏବଂ ଟାଉନ୍‌ ଅଫିସିଆଲ୍‌ ଲାଙ୍ଗୁଏଜ୍‌ ଇମ୍ପ୍ଲିମେଣ୍ଟସନ କମିଟି (ବ୍ୟାଙ୍କ) ଭୁବନେଶ୍ୱରର ସହଯୋଗିତାରେ ଏକ ‘ଫିଲ୍ମ ସମୀକ୍ଷା ଲେଖା ପ୍ରତିଯୋଗିତା’ ନିକଟରେ ଆୟୋଜିତ ହୋଇଯାଇଛି। ଏହି ଅବସରରେ ଟାଉନ ଅଫିସିଆଲ୍‌ ଲାଙ୍ଗୁଏଜ୍‌ ଇମ୍ପ୍ଲିମେଣ୍ଟସନ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri