ଆଜି ରାଜ୍ୟରେ ୧୧ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୮।୧୧(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୬…
‘ମୋତେ ପଢ଼ିବାକୁ ଦିଆଯାଉ’
ଭୁବନେଶ୍ୱର, ୮।୧୧(ବ୍ୟୁରୋ):‘ମୋତେ କଲେଜରେ ରହି ପଢ଼ିବାକୁ ଦିଆଯାଉ। ନ୍ୟାୟ ମିଳୁ। ନଚେତ ମୋତେ ଆତ୍ମହତ୍ୟା କରିବାକୁ ଅନୁମତି ଦିଆଯାଉ।’ ରାଗିଂ ଅଭିଯୋଗ ଆଣିଥିବା ନିମାପଡ଼ା ସ୍ବୟଂଶାସିତ ମହାବିଦ୍ୟାଳୟର ଯୁକ୍ତ୩ ଦ୍ୱିତୀୟ ବର୍ଷ ଛାତ୍ରୀ ରୋଜାଲିନ ବିଶ୍ୱାଳ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ଏପରି…
ଫେରିବ ‘ରାହାଗିରି’: ଶୀତୁଆ ସକାଳରେ ଝୁମିବେ ରାଜଧାନୀବାସୀ
ଭୁବନେଶ୍ୱର, ୮।୧୧ (ବ୍ୟୁରୋ):ରାଜଧାନୀ ଭୁବନେଶ୍ୱରକୁ ଫେରିବ ‘ରାହାଗିରି’ ଓ ‘ସିଟି ଫେଷ୍ଟ’ ଭଳି ମନୋରଞ୍ଜନ ଭିତ୍ତିକ କାର୍ଯ୍ୟକ୍ରମ। ଶୀତୁଆ ସକାଳରେ ରାଜଧାନୀବାସୀ ପୁଣିଥରେ ରାହାଗିରିର ମଜା ଉଠାଇବେ। ନାଚ, ଗୀତରେ ଝୁମିବେ, ମତୁଆଲା ହେବେ। ତା’ ସାଙ୍ଗକୁ ସାଇକେଲ ଚାଳନା, ସ୍କେଟିଂ…
ଓଡ଼ିଶାର ପରିବର୍ତ୍ତନକୁ ବିଶ୍ୱରେ ପ୍ରଶଂସା କରାଯାଉଛି: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୮।୧୧(ବ୍ୟୁରୋ):ଆଜିର ବିକାଶ ପଥରେ ଓଡ଼ିଶା ବଡ଼ ଅଗ୍ରଗତି କରିଛି। ଓଡ଼ିଶାର ପରିବର୍ତ୍ତନକୁ ଦେଶ ତଥା ସାରା ବିଶ୍ୱରେ ପ୍ରଶଂସା କରାଯାଉଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ସୋମବାର ଆୟୋଜିତ ଦୈନିକ ଖବରକାଗଜ ‘ପ୍ରଗତିବାଦୀ’ର ସୁବର୍ଣ୍ଣ ଜୟନ୍ତୀ ତଥା ପ୍ରତିଷ୍ଠାତା ସ୍ବର୍ଗତ…
‘ତଦନ୍ତ କମିଶନ ସତ୍ତ୍ୱେ ପଦୋନ୍ନତି କେମିତି’
ଭୁବନେଶ୍ବର,୮ା୧୧(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ବଚ୍ଛତା ଓ ସାଧୁତାର ଆହ୍ବାନକୁ ଗୃହ ବିଭାଗର ଉଚ୍ଚପଦସ୍ଥ ଅଫିସର ବେଖାତିର କରୁଛନ୍ତି। ଏ ବାବଦରେ ସରକାରଙ୍କ ପାଖରେ ତଥ୍ୟ ରହିଛି ନା ଜାଣିଶୁଣି ସରକାର ଏହାକୁ ଏଡ଼େଇ ଯାଉଛନ୍ତି ବୋଲି ଛାତ୍ର କଂଗ୍ରେସ ରାଷ୍ଟ୍ରୀୟ ସଂଯୋଜକ…
ଓଡ଼ିଶାର ୩ଜଣଙ୍କୁ ଜାତୀୟ ଫ୍ଲୋରେନ୍ସ ନାଇଟିଙ୍ଗେଲ ପୁରସ୍କାର
ଭୁବନେଶ୍ୱର, ୮।୧୧(ବ୍ୟୁରୋ):ନର୍ସିଂ ସେବା କ୍ଷେତ୍ରରେ ଶ୍ରେଷ୍ଠ ପ୍ରଦର୍ଶନ ଲାଗି ଭାରତ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ୨୦୨୧ ପାଇଁ ସୋମବାର ‘ଜାତୀୟ ଫ୍ଲୋରେନ୍ସ ନାଇଟଙ୍ଗେଲ ପୁରସ୍କାର’ ଦିଆଯାଇଛି। ରାଷ୍ଟ୍ରପତି ଭବନରେ ଅନୁଷ୍ଠିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ରାଷ୍ଟ୍ରପତି…
ଓଏଏସ୍ ଅଫିସରସ୍ତରରେ ଅଦଳବଦଳ
ଭୁବନେଶ୍ୱର,୮ା୧୧(ବ୍ୟୁରେ):ରାଜ୍ୟ ସରକାର ସୋମବାର ବରିଷ୍ଠ ଓଏଏସ୍ ଅଫିସରସ୍ତରରେ ଅଦଳବଦଳ କରିଛନ୍ତି। ୮ ଜଣ ଅଫିସରଙ୍କୁ ଅଦଳବଦଳ କରାଯାଇଛି। ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, ମନୋଜ କୁମାର ପାଢ଼ୀଙ୍କୁ ଏସ୍ସି/ଏସ୍ଟି ବିଭାଗର…
ପ୍ରଲୋଭନ କାମ ଦେଲାନି
ଭୁବନେଶ୍ବର,୮ା୧୧(ବ୍ୟୁରୋ):ଧାମନଗର ଉପନିର୍ବାଚନ ଫଳାଫଳ ରାଜ୍ୟରେ ଏକ ନୂତନ ବାତାବରଣ ସୃଷ୍ଟି କରିଛି। ବିଜେଡି ପ୍ରାର୍ଥୀ ଅବନ୍ତୀ ଦାସ ୯୮୮୧ ଖଣ୍ଡ ଭୋଟ୍ରେ ହାରିବା ପରେ ଆଶ୍ଚର୍ଯ୍ୟଜନକ ଭାବେ ସେହି ପରାଜୟ ଶାସକ ଦଳ ଭିତରେ ଚାପା ଉଲ୍ଲାସ ସୃଷ୍ଟି କରିଛି। ବିଜେଡିର…
ଚନ୍ଦ୍ରଗ୍ରହଣ ଲାଗି ପ୍ଲାନେଟାରିୟମ୍ରେ ସ୍ବତନ୍ତ୍ର ବ୍ୟବସ୍ଥା
ଭୁବନେଶ୍ୱର,୭।୧୧(ବ୍ୟୁରୋ): ଆସନ୍ତାକାଲି ଅର୍ଥାତ ନଭେମ୍ବର ୮ ତାରିଖରେ ଚଳିତ ବର୍ଷର ଶେଷ ଚନ୍ଦ୍ରଗ୍ରହଣ ଲାଗିବାକୁ ଯାଉଛି । ଭୁବନେଶ୍ୱରବାସୀ ଏହି ପୂର୍ଣ୍ଣ ଚନ୍ଦ୍ରଗ୍ରହଣ ମାତ୍ର ୬ ମିନିଟ (ସନ୍ଧ୍ୟା ୫ଟା ୫ରୁ ୫ଟା ୧୧)ଯାଏ ଦେଖିପାରିବେ । ପରେ ସନ୍ଧ୍ୟା ୫ଟା…
ଆଜି ରାଜ୍ୟରେ ମାତ୍ର ୬ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୭।୧୧(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୩ ଚିହ୍ନଟ ହୋଇଥିବାବେଳେ…
କ୍ରୁଟ୍କୁ ପୁଣି ଜାତୀୟ ଉତ୍କର୍ଷ ପୁରସ୍କାର
ଭୁବନେଶ୍ୱର,୭।୧୧ (ବ୍ୟୁରୋ):‘ମୋ ବସ୍’ ସେବା ଯୋଗାଉଥିବା କ୍ୟାପିଟାଲ ରିଜିଅନ୍ ଅର୍ବାନ ଟ୍ରାନ୍ସପୋର୍ଟ (କ୍ରୁଟ୍) ଆଉଏକ ସଫଳତାର ପାହାଚ ଚଢିବା ସହିତ ପୁଣି ଜାତୀୟ ପୁରସ୍କାର ହାତେଇଛି। ସର୍ବୋତ୍ତମ ନଗର ପରିବହନ ପ୍ରକଳ୍ପ କାର୍ଯ୍ୟକାରୀ କରିବା କ୍ଷେତ୍ରରେ କ୍ରୁଟ୍ ଚତୁର୍ଥଥର ପାଇଁ ରାଜ୍ୟ/କେନ୍ଦ୍ରଶାସିତ…
ପ୍ରତିଦିନ ହାଟରୁ ଉଠିବ ଅଳିଆ
ଭୁବନେଶ୍ୱର, ୭।୧୧(ବ୍ୟୁରୋ):ରାଜଧାନୀ ଭୁବନେଶ୍ୱରରେ ଥିବା ହାଟଗୁଡିକୁ ଆବର୍ଜନାମୁକ୍ତ କରାଯିବ। ଦୋକାନରୁ ବାହାରୁଥିବା ଅଳିଆ ଯଥା ପରିବା ଚୋପା, ପଚାଶଢ଼ା ପରିବା ଏବଂ ଅନ୍ୟାନ୍ୟ ବର୍ଜ୍ୟବସ୍ତୁ ସିଧାସଳଖ ଅଳିଆ ଗାଡ଼ିକୁ ଯିବ। ବ୍ୟବସାୟୀମାନେ କୌଣସି ଜାଗାରେ ଅଳିଆ ପକାଇବେ ନାହିଁ କିମ୍ବା ହାଟରେ…

