ମେଟ୍ରୋ

ଅଲୋଡ଼ା ଐତିହ୍ୟ ଓଡ଼ିଆ ଶିଳ୍ପୀଙ୍କୁ ଅଣଆଡ଼ିଆ କରିଦେଲା

ଆମେ ‘ବଢ଼େଇ’ ଶବ୍ଦର ରହସ୍ୟ ପ୍ରସଙ୍ଗରେ ସୂଚନା ଦେଇଥିଲୁ। ପଥରସୁଆଁସିଆଙ୍କର କାର୍ଯ୍ୟ ଅନୁଶୀଳନ କଲେ ଜଣାଯାଉଛି ସେମାନେ ବଢ଼େଇ ନ ଥିଲେ। ମନ୍ଦିର ନିର୍ମାଣ ପାଇଁ ଆସିଥିବା ୨୩୨୪ ଜଣ ଶିଳ୍ପୀଙ୍କ ମଧ୍ୟରୁ ୫୩୦ଜଣ ଯୁବଶିଳ୍ପୀ ଗଜପତିଙ୍କ ସହିତ ବିଜୟକୋଣ୍ଡା (ବିଜୟଓ୍ବାଡ଼ା)…

ଚିତ୍ରକଳାରେ ପୁଣି ଝଲସିବ ସ୍ମାର୍ଟସିଟି କାନ୍ଥ

ଭୁବନେଶ୍ୱର,୭।୧୧(ବ୍ୟୁରୋ):ସ୍ମାର୍ଟସିଟି ଭୁବନେଶ୍ୱରକୁ ଆହୁରି ସୁନ୍ଦର କରିବା ପାଇଁ ଓଭରବ୍ରିଜ କାନ୍ଥ, ବିଭିନ୍ନ କାର୍ଯ୍ୟାଳୟ ଓ ଆବାସିକ ଗୃହର ବଡ଼ ବଡ଼ କାନ୍ଥକୁ ଚିତ୍ରିତ କରାଯାଉଛି। ତେବେ ଏହି କାର୍ଯ୍ୟକ୍ରମକୁ ତ୍ୱରାନ୍ବିତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଏମସି ଓ ବିଡିଏ…

୬ଷ୍ଠରୁ ୮ମ ପିଲାଙ୍କ ମିଡ୍‌ ଟର୍ମ ଆସେସ୍‌ମେଣ୍ଟ ହେବ

ଭୁବନେଶ୍ୱର, ୬।୧୧(ବ୍ୟୁରୋ): ରାଜ୍ୟରେ ଷଷ୍ଠରୁ ଅଷ୍ଟମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ଶିକ୍ଷାଗତ ଦକ୍ଷତା ମାପିବାକୁ ମିଡ୍‌ ଟର୍ମ ଆସେସ୍‌ମେଣ୍ଟ କରାଯିବ। ପରୀକ୍ଷାରେ କାହାକୁ ଫେଲ୍‌ କରାଯିବ ନାହିଁ। ଅନ୍ୟ ବିଦ୍ୟାଳୟର ଶିକ୍ଷକ ମୂଲ୍ୟାୟନ କରିବା ସହ ଶିକ୍ଷାଦାନରେ ଆବଶ୍ୟକତା ନେଇ ସମୀକ୍ଷା କରିବେ।…

୮ରେ ବର୍ଷର ଶେଷ ଚନ୍ଦ୍ରଗ୍ରହଣ

ଭୁବନେଶ୍ୱର, ୭ା୧୧(ବ୍ୟୁରୋ):ଏବର୍ଷର ଶେଷ ପୂର୍ଣ୍ଣ ଚନ୍ଦ୍ରଗ୍ରହଣ ଆସନ୍ତା ୮ ତାରିଖ ମଙ୍ଗଳବାର ଦିନ ସଙ୍ଗଠିତ ହେବ। ଅପରାହ୍ନ ୨ଟା ୩୮ରୁ ଗ୍ରହଣ ସ୍ପର୍ଶ ଓ ୬ଟା ୧୯ରେ ସର୍ବମୋକ୍ଷ ହେବ। ତେବେ ପୂର୍ଣ୍ଣ ଚନ୍ଦ୍ରଗ୍ରହଣ ଅପରାହ୍ନ ୩ଟା ୪୭ରେ ଆରମ୍ଭ ହେଉଥିଲେ…

ଅସାବଧାନତାରୁ ଜୀବନ ହାନି

ଭୁବନେଶ୍ୱର,୭।୧୧ବ୍ୟୁରୋ):ରାଜ୍ୟରେ ଗମନାଗମନ କ୍ଷେତ୍ରରେ ସୁବିଧା ପାଇଁ ସରକାରଙ୍କ ପକ୍ଷରୁ ଅନେକ ପଦକ୍ଷେପ ଗ୍ରହଣ କରାଯାଉଛି। ହେଲେ ସଡ଼କ ଦୁର୍ଘଟଣାରେ ରୋକ ଲଗାଯାଇ ପାରୁନାହିଁ। ପ୍ରତିବର୍ଷ ସଡ଼କ ଦୁର୍ଘଟଣାରେ ବହୁ ଲୋକଙ୍କ ଜୀବନ ଯାଉଛି। ଚାଳକଙ୍କ ବେପରୁଆ ମନୋଭାବ, ପ୍ରଶାସନ ପକ୍ଷରୁ ସଚେତନତାର…

ବାଜି ମାରିଲେ ସୂର୍ଯ୍ୟବଂଶୀ

ଭୁବନେଶ୍ୱର,୬ା୧୧(ବ୍ୟୁରୋ): ଧାମନଗର ଉପନିର୍ବାଚନରେ ଭାଜପା ପ୍ରାର୍ଥୀ ସୂରଜ ସୂର୍ଯ୍ୟବଂଶୀ ବିଜୟ ଲାଭ କରିଛନ୍ତି। ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀ ତଥା ବିଜେଡିର ଅବନ୍ତୀ ଦାସଙ୍କୁ ୯,୮୦୨ଖଣ୍ଡ ଭୋଟରେ ହରାଇ ବିଜୟ ମୁକୁଟ ପିନ୍ଧିଛନ୍ତି। ମୋଟ୍‌ ୧୯ ରାଉଣ୍ଡ ତଥା ଅନ୍ତିମ ରାଉଣ୍ଡରେ…

ନବମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ଭାଜପା ଆଗୁଆ

ଭୁବନେଶ୍ୱର,୬।୧୧(ବ୍ୟୁରୋ): ଭଦ୍ରକସ୍ଥିତ ସଂସ୍କୃତି ଭବନଠାରେ ରବିବାର ସକାଳ ୮ରୁ ଭୋଟଗଣନା କାର୍ଯ୍ୟ ଆରମ୍ଭ ହୋଇଯାଇଛି। ତେବେ ଗୋଟିଏ ପରେ ଗୋଟିଏ ରାଉଣ୍ଡରେ ଭାଜପା ଆଗରେ ରହୁଛି । ନବମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ଭାଜପା ୫୨୬୫ ଖଣ୍ଡ ଭୋଟରେ ଆଗୁଆ…

ଗୋଟିଏ ପରେ ଗୋଟିଏ ରାଉଣ୍ଡରେ ଭାଜପା ଆଗରେ

ଭୁବନେଶ୍ୱର,୬।୧୧(ବ୍ୟୁରୋ): ଭଦ୍ରକସ୍ଥିତ ସଂସ୍କୃତି ଭବନଠାରେ ରବିବାର ସକାଳ ୮ରୁ ଭୋଟଗଣନା କାର୍ଯ୍ୟ ଆରମ୍ଭ ହୋଇଯାଇଛି। ତେବେ ଗୋଟିଏ ପରେ ଗୋଟିଏ ରାଉଣ୍ଡରେ ଭାଜପା ଆଗରେ ରହୁଛି । ଚତୁର୍ଥ ରାଉଣ୍ଡ ଗଣତି ଶେଷ ସୁଦ୍ଧା ଭାଜପା ୩୨୬୧ ଖଣ୍ଡ ଭୋଟରେ ଆଗୁଆ…

ତୃତୀୟ ରାଉଣ୍ଡ ଗଣତି ଶେଷ ସୁଦ୍ଧା ବି ଭାଜପା ଆଗୁଆ

ଭୁବନେଶ୍ୱର,୬।୧୧(ବ୍ୟୁରୋ): ଓଡ଼ିଶାବାସୀଙ୍କ ନଜରରେ ଧାମନଗର ଉପ-ନିର୍ବାଚନ ଫଳାଫଳ ରହିଥିବା ବେଳେ ପ୍ରଥମ ରାଉଣ୍ଡ ଓ ୨ୟ ରାଉଣ୍ଡରେ ଭାଜପା ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ ଆଗୁଆ ରହିଛନ୍ତି। ତେବେ ତୃତୀୟ ରାଉଣ୍ଡରେ ବି ଭାଜପା ଆଗରେ ରହିଛି। ତୃତୀୟ ରାଉଣ୍ଡ ଗଣତି ଶେଷ…

ଆଜି ରାଜ୍ୟରେ ୬ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୬।୧୧(ବ୍ୟୁରୋ): ରାଜ୍ୟରେ ରବିବାର ୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ କେହି ପିଲା ନାହାନ୍ତି। ଚିହ୍ନଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୪ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ…

ପ୍ରାରମ୍ଭିକ ପର୍ଯ୍ୟାୟରେ ଭାଜପା ଆଗୁଆ

ଭୁବନେଶ୍ୱର,୬।୧୧(ବ୍ୟୁରୋ): ଆଜି ଆସିବ ନିର୍ବାଚନ ଫଳାଫଳ। କିଏ ମାରିବ ବାଜି! ଏ ନେଇ ସବୁଠି ଚର୍ଚ୍ଚା। ଓଡ଼ିଶାବାସୀଙ୍କ ନଜରରେ ରହିଛି ଧାମନଗର ନିର୍ବାଚନ ଫଳାଫଳ। କାହା ଅଙ୍କକଷା କେତେ କାମ କରିବ? ୩ ପ୍ରମୁଖ ଦଳ ମଧ୍ୟରେ ଅଛନ୍ତି ସ୍ବାଧୀନ ପ୍ରାର୍ଥୀ।…

ସ୍ମାର୍ଟସିଟି ରାସ୍ତା ପାଲଟିଛି ଗୋରୁ ଗୋଠ

ଭୁବନେଶ୍ୱର,୬।୧୧(ବ୍ୟୁରୋ): ସ୍ମାର୍ଟସିଟି ଭୁବନେଶ୍ୱରକୁ ଏକ ମଡେଲ ସିଟିରେ ପରିଣତ କରିବା ପାଇଁ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ବିଭିନ୍ନ ଯୋଜନା ଆରମ୍ଭ କରାଯାଉଛି। ତେବେ ଅଧିକାଂଶ ଯୋଜନା କାର୍ଯ୍ୟକାରୀ ହେବାର କେଇଟା ଦିନରେ ବାଟବଣା ହୋଇଯାଉଛି। ସହର ରାସ୍ତାକୁ ବୁଲା ଗୋରୁମୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?