ମେଟ୍ରୋ

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୪୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୫ା୩(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୪୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୯,୬୪୯ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ...

ପୁଣି ଯାଞ୍ଚ ହେବ ସ୍କୁଲ ବସ୍‌

ଭୁବନେଶ୍ୱର,୨୫।୬(ବ୍ୟୁରୋ): ରାଜ୍ୟରେ ପୁଣି ସ୍କୁଲ ବସ୍‌ ଓ ଅଟୋରିକ୍ସା ଯାଞ୍ଚ କଡ଼ାକଡ଼ି ହେବ । କୌଣସି ଗାଡ଼ି ଓଭରଲୋଡିଂ କରିବ ନାହିଁ । କ୍ଷମତା ଅନୁସାରେ ଗାଡ଼ିରେ ପିଲାମାନେ ସ୍କୁଲ ଯିବେ । ଏ ନେଇ ସମସ୍ତ ଆଞ୍ଚଳିକ ପରିବହନ...

ବିନା ହେଲ୍‌ମେଟ୍‌ରେ ଯାଇ ତଣ୍ଡ ଗଣିଲେ ମନ୍ତ୍ରୀ, ବିଧାୟକ

ଭୁବନେଶ୍ୱର,୨୫।୬(ବ୍ୟୁରୋ): ହେଲ୍‌ମେଟ୍‌ ନ ପିନ୍ଧି ତଣ୍ଡ ଗଣିଲେ ମନ୍ତ୍ରୀ ଓ ବିଧାୟକ। ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ଓ ବାଲେଶ୍ୱର ବିଧାୟକ ସ୍ବରୂପ ଦାସଙ୍କୁ ଟ୍ରାଫିକ ପୋଲିସ ଧରିଛି। ବିନା ହେଲମେଟରେ ସମୀରଙ୍କୁ ପଛରେ ବସାଇ ସ୍ବରୂପ ବାଇକ...

ଦ୍ରୌପଦୀଙ୍କ ପାଇଁ ସୋନିଆଙ୍କୁ ଚିଠି ଲେଖିବେ ସୁର

ଭୁବନେଶ୍ୱର,୨୫।୬(ବ୍ୟୁରୋ): ଦ୍ରୌପଦୀ ମୁର୍ମୁଙ୍କୁ ନେଇ କଂଗ୍ରେସରେ ଫାଟ ସୃଷ୍ଟି ହୋଇଥିବା ଚର୍ଚ୍ଚା ହେଉଛି। ଓଡ଼ିଶା କଂଗ୍ରେସ ଦ୍ରୌପଦୀଙ୍କୁ ସମର୍ଥନ କରୁ ନ ଥିବା ବେଳେ ଦଳର ହାଇକମାଣ୍ଡ ଯାହା ନିଷ୍ପତି ନେବେ ସେ ତାହାକୁ ଗ୍ରହଣ କରିବେ ବୋଲି ପିସିସି...

ଜୁଲାଇ ପ୍ରଥମ ସପ୍ତାହରେ ମାଟ୍ରିକ ରେଜଲ୍ଟ

ଭୁବନେଶ୍ୱର,୨୫।୬(ବ୍ୟୁରୋ): ଜୁଲାଇ ପ୍ରଥମ ସପ୍ତାହରେ ମାଟ୍ରିକ ରେଜଲ୍ଟ ପ୍ରକାଶ ପାଇବ । ଏ ନେଇ ଶନିବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି । ବର୍ତ୍ତମାନ ମୂଲ୍ୟାଙ୍କନ ପାଇଁ ସମସ୍ତ ପ୍ରକ୍ରିୟା ଶେଷ ହୋଇଛି।...

୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୨ କରୋନା ପଜିଟିଭ୍‌

ଭୁବନେଶ୍ୱର,୨୫।୬(ବ୍ୟୁରୋ) : ରାଜ୍ୟରେ ବଢୁଛି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍‌ ବୟସର ପିଲା ୪ ଜଣ ଆକ୍ରାନ୍ତ ହୋଇଛନ୍ତି।...

ଓଡ଼ିଶାକୁ ଡବ୍ଲ୍ୟୁଏଫ୍‌ପିର ପ୍ରଶଂସା

ଭୁବନେଶ୍ୱର, ୨୫ା୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ରୋମ୍‌ସ୍ଥିତ ବିଶ୍ୱ ଖାଦ୍ୟ କାର୍ଯ୍ୟକ୍ରମ (ଡବ୍ଲ୍ୟୁଏଫ୍‌ପି) ମୁଖ୍ୟାଳୟରେ ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। ଓଡ଼ିଶାରେ ଗରିବ, ମହିଳାଙ୍କ ଜୀବନଜୀବିକା, ଖାଦ୍ୟ ସୁରକ୍ଷା କାର୍ଯ୍ୟକ୍ରମକୁ କିଭଳି ସୁଦୃଢ଼ କରାଯାଇପାରିଛି, ସେ ସମ୍ପର୍କରେ...

ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଭାଜପା-କଂଗ୍ରେସ ବାକ୍‌ଯୁଦ୍ଧ

ଭୁବନେଶ୍ୱର,୨୫ା୬(ବ୍ୟୁରୋ): ରାଷ୍ଟ୍ରପତି ନିର୍ବାଚନକୁ ନେଇ ଭାଜପା ଓ କଂଗ୍ରେସ ମଧ୍ୟରେ ବାକ୍‌ଯୁଦ୍ଧ ଆରମ୍ଭ ହୋଇଯାଇଛି। ଭାଜପା ସମର୍ଥିତ ଏନ୍‌ଡିଏ ସରକାର ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁଙ୍କୁ ପ୍ରାର୍ଥୀ କରିଥିବା ବେଳେ ବିଜେଡି ଏହାକୁ ସମର୍ଥନ କରିସାରିଛି। ହେଲେ କଂଗ୍ରେସ କିନ୍ତୁ...

ନବୀନଙ୍କୁ ଧନ୍ୟବାଦ ଦେଲେ ନଡ୍ଡା

ଭୁବନେଶ୍ୱର,୨୫ା୬(ବ୍ୟୁରୋ): ଏନ୍‌ଡିଏ ରାଷ୍ଟ୍ରପତି ପ୍ରାର୍ଥୀଙ୍କୁ ନିଃସର୍ତ୍ତ ସମର୍ଥନ କରିବା ବିଜେଡିର ରାଜନୈତିକ ସମୀକରଣକୁ ବଦଳାଇ ଦେଇଛି। ଭାଜପା ଓ କଂଗ୍ରେସ ସହ ସମଦୂରତ୍ୱ ରକ୍ଷା କରୁଥିବା ବିଜେଡି ଏନ୍‌ଡିଏ ପ୍ରାର୍ଥୀ ମୁର୍ମୁଙ୍କୁ ସମ୍ପୂର୍ଣ୍ଣ ସମର୍ଥନ କରିଛି। ଓଡ଼ିଶାର ଝିଅଙ୍କୁ ସବୁ...

ଉତ୍କଳ ବିଶ୍ୱବିଦ୍ୟାଳୟରେ ଅଣଛାତ୍ରଙ୍କ ଆତଙ୍କରାଜ

ଭୁବନେଶ୍ୱର,୨୫।୬(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟରେ ଅଣଛାତ୍ରଙ୍କ ଦୌରାତ୍ମ୍ୟ ସୀମା ଟପିଛି। ଶୁକ୍ରବାର ଅପରାହ୍ନରେ ୫ ଗାଡିରେ ୧୦ରୁ ଅଧିକ ଅଣଛାତ୍ର ପହଞ୍ଚତ୍ ଖଣ୍ଡା ଓ ଭୁଜାଲି ବୁଲାଇ ଆତଙ୍କ ଖେଳାଇଛନ୍ତି। ଭୟରେ ଛାତ୍ରୀଛାତ୍ର ଦୌଡ଼ି ଜୀବନ ବଞ୍ଚାଇଥିବାବେଳେ ଯେଉଁମାନେ ପ୍ରତିବାଦ କରିଛନ୍ତି...

୨୭ରେ ଘଟଣାସ୍ଥଳ ଯିବ ଏସ୍‌ଆଇଟି

ଭୁବନେଶ୍ୱର,୨୫।୬(ବ୍ୟୁରୋ): କଟକ ଜିଲା ଆଠଗଡ଼ ବନଖଣ୍ଡରୁ ଉଦ୍ଧାର ହୋଇଥିବା ଦୁଇଟି ହାତୀ କଙ୍କାଳ ଘଟଣାରେ ରାଜ୍ୟ ସରକାର ସ୍ବତନ୍ତ୍ର ତଦନ୍ତକାରୀ ଟିମ୍‌(ଏସ୍‌ଆଇଟି) ଗଠନ କରିଛନ୍ତି। ମାସକ ଭିତରେ ତଦନ୍ତ କରି ରିପୋର୍ଟ ଦେବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ମିଳିଥିବା ସୂଚନାନୁସାରେ,...

ଓଭରଲୋଡ୍‌ ସ୍କୁଲ ଗାଡ଼ିର ହେବ କଡ଼ା ଯାଞ୍ଚ

ଭୁବନେଶ୍ୱର,୨୫।୬(ବ୍ୟୁରୋ): ସ୍କୁଲ ବସ୍‌ ଓ ଅଟୋରେ ଯାଉଥିବା ଛାତ୍ରୀଛାତ୍ରଙ୍କ ଓଭରଲୋଡିଂକୁ ନେଇ କଡ଼ାକଡ଼ି ଯାଞ୍ଚ କରାଯିବ। ଏ ନେଇ ରାଜ୍ୟ ପରିବହନ କର୍ତ୍ତୃପକ୍ଷ ସମସ୍ତ ଆଞ୍ଚଳିକ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ନିର୍ଦ୍ଦେଶ ଦିଆଯାଇଛି ଯେ, ଏପ୍ରିଲ୍‌ ୧୯ରେ ଅନୁଷ୍ଠିତ ବିଧାନସଭାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri