ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୦୫୫ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୧୦ା୮(ବ୍ୟୁରୋ): ରାଜ୍ୟରୁ ବୁଧବାର ଆଉ ୧୦୫୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍ ୧୩,୦୭,୩୦୪ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…
୯ ଅଧିକାରୀଙ୍କ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର,୧୦ା୮(ବ୍ୟୁରୋ): ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ଉପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ୫ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦେଇଥିବା ବେଳେ ୨ ଜଣଙ୍କୁ ଚାକିରୀରୁ ବହିଷ୍କାର ଓ ଅନ୍ୟ ୨ ଜଣଙ୍କ ପେନ୍ସନ୍ ସ୍ଥାୟୀ ଭାବେ ବନ୍ଦ…
୭୯ ବର୍ଷରେ ବିଧାୟକ ସୁର ରାଉତରାୟ
ଭୁବନେଶ୍ୱର,୧୦।୮(ବ୍ୟୁରୋ): ୭୯ ବର୍ଷରେ ଜଟଣୀ ବିଧାୟକ ତଥା କଂଗ୍ରେସର ବରିଷ୍ଠ ନେତା ସୁରେଶ ରାଉତରାୟ। ବୁଧବାର ରାଜନେତାଙ୍କ ପ୍ରଶଂସକ ଓ କଂଗ୍ରେସ କର୍ମୀ ତାଙ୍କ ବାସଭବନ ପହଞ୍ଚି ଅଭିନନ୍ଦନ ଜଣାଇଛନ୍ତି । କହିବାକୁ ଗଲେ ବୟସାଧିକ ସତ୍ତ୍ୱେ ଓଡ଼ିଶା ରାଜନୀତିରେ ଯେଉଁ…
ସୁନୀଲ ବଂଶଲ ରାଜ୍ୟ ଭାଜପା ପ୍ରଭାରୀ
ଭୁବନେଶ୍ୱର,୧୦ା୮(ବ୍ୟୁରୋ): ରାଜ୍ୟ ଭାଜପା ପାଇଁ ନୂଆ ପ୍ରଭାରୀ ନିଯୁକ୍ତ ହୋଇଛନ୍ତି। ବୁଧବାର ସୁନୀଲ ବଂଶଲଙ୍କୁ ରାଜ୍ୟ ଭାଜପା ପ୍ରଭାରୀ ଭାବେ ନିଯୁକ୍ତ କରାଯାଇଥିବା ରାଷ୍ଟ୍ରୀୟ ମହାସଚିବ ଅରୁଣ ସିଂହ ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ସୁନୀଲଙ୍କୁ ଓଡ଼ିଶା ସହିତ ପଶ୍ଚିମବଙ୍ଗ ଏବଂ…
ପୁଣି ଆଉ ଏକ ଲଘୁଚାପ
ଭୁବନେଶ୍ୱର,୧୦।୮(ବ୍ୟୁରୋ): ପୁଣି ଆଉ ଏକ ଲଘୁଚାପ ଆସୁଛି। ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଅଗଷ୍ଟ ୧୩ ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ସୃଷ୍ଟି ହେବାର ୨୪ ଘଣ୍ଟା ମଧ୍ୟରେ ଏହା ଅଧିକି ଘନୀଭୂତ…
ଲଗାଣ ବର୍ଷା ଯୋଗୁ ବ୍ୟାପିପାରେ ହଇଜା: ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ
ଭୁବନେଶ୍ୱର,୧୦।୮(ବ୍ୟୁରୋ): ଲଗାଣ ବର୍ଷା ଯୋଗୁ ପୁଣି ହଇଜା, ଝାଡାବାନ୍ତି ବ୍ୟାପିପାରେ। ଏନେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମଶ୍ର ସତର୍କ କରାଇଛନ୍ତି। ସେ କହିଛନ୍ତି, ସବୁ ଜିଲା ସିଡିଏମ୍ଓଙ୍କୁ ସତର୍କ ରହିବାକୁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ପୂର୍ବରୁ ଝାଡାବାନ୍ତି ବ୍ୟାପିଥିବା…
ବଦଳିଲା ନିଷ୍ପତ୍ତି: ସ୍ବାଧୀନତା ଦିବସରେ ସାମିଲ ହେବେ ଛାତ୍ରୀଛାତ୍ର
ଭୁବନେଶ୍ୱର,୧୦।୮(ବ୍ୟୁରୋ): ବଦଳିଲା ନିଷ୍ପତ୍ତି। ସ୍ବାଧୀନତା ଦିବସରେ ଛାତ୍ରୀଛାତ୍ର ସାମିଲ ହେବେ। ଏନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ସୂଚନା ଦେଇଛନ୍ତି। ପୂର୍ବରୁ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସ୍କୁଲ୍ରେ ଛାତ୍ରୀଛାତ୍ର ସାମିଲ ହେବେନି ବୋଲି ସରକାରଙ୍କ ପକ୍ଷରୁ ନିଷ୍ପତ୍ତି ହୋଇଥିଲା।…
ଡରାଉଛି କରୋନା: ରାଜ୍ୟରେ ୬୫୩ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୧୦।୮(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ବୁଧବାର ୬୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟର ୧୨୮ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତ ମଧ୍ୟରୁ ୩୮୪ ଜଣ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୨୬୯…
ରାଜଧାନୀରେ ଟ୍ରାଫିକ୍ ସମସ୍ୟା: ସ୍ଥିତି ଅନୁଧ୍ୟାନ କଲେ ୫ଟି ସଚିବ
ଭୁବନେଶ୍ୱର,୧୦।୮(ବ୍ୟୁରୋ): ରାଜଧାନୀରେ ଏବେ ଟ୍ରାଫିକ୍ ନିୟନ୍ତ୍ରଣ ଏକ ମୁଖ୍ୟ ସମସ୍ୟା ପାଲଟିଛି। ଏହି ଟ୍ରାଫିକ୍ ବ୍ୟବସ୍ଥାରେ ଉନ୍ନତି ଆଣିବା ପାଇଁ ରାଜ୍ୟ ସରକାରଙ୍କ ତତ୍ପରତା ପ୍ରକାଶ ପାଇଛି। ତେବେ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ୫ଟି ସଚିବ ଭିକେ ପାଣ୍ଡିଆନ ବୁଧବାର…
ଦୁର୍ବଳ ହେଲା ଅବପାତ!
ଭୁବନେଶ୍ୱର,୧୦।୮(ବ୍ୟୁରୋ): ଦୁର୍ବଳ ହେଲା ଅବପାତ। ବୁଧବାର ସକାଳ ୫.୩୦ ସମୟରେ ଅବପାତ ଛତିଶଗଡ ଏବଂ ପାର୍ଶବର୍ତ୍ତୀ ପୂର୍ବ ମଧ୍ୟପ୍ରଦେଶ ଉପରେ ଦୁର୍ବଳ ହୋଇ ଗୋଟିଏ ସୁଦୃଶ-ଲଘୁଚାପ କ୍ଷେତ୍ର ଭାବେ ସକ୍ରିୟ ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା…
କରୋନା ନେଲା ଆଉ ଜଣଙ୍କ ଜୀବନ
ଭୁବନେଶ୍ୱର,୧୦।୮(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ କମୁଥିବା ବେଳେ ମୃତ୍ୟୁ ସଂଖ୍ୟାରେ ବ୍ରେକ୍ ଲାଗୁନି। ଗତ ୨୪ ଘଣ୍ଟାରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ଜୀବନ ଯାଇଛି। ଏନେଇ ବୁଧବାର ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।…
ଆରମ୍ଭ ହେଲା ପଦଯାତ୍ରା ପ୍ରତିଯୋଗିତା
ଭୁବନେଶ୍ବର, ୧୦ା୮(ବ୍ୟୁରୋ): ସ୍ବାଧୀନତାର ୭୫ ବର୍ଷ ପୂର୍ତ୍ତି ଉପଲକ୍ଷେ ଅଖିଳ ଭାରତ କଂଗ୍ରେସ କମିଟି କ୍ରାନ୍ତି ଦିବସ ଅର୍ଥାତ୍ ମଙ୍ଗଳବାରରୁ ଅଗଷ୍ଟ ୧୪ ପର୍ଯ୍ୟନ୍ତ ଦେଶବ୍ୟାପୀ ସ୍ବାଧୀନତା ଗୌରବ ଯାତ୍ରା କରିବା ପାଇଁ ନିଷ୍ପତ୍ତି ନେଇଛି। ସେହି ଅନୁଯାୟୀ ପ୍ରତି ଜିଲାରେ…
Archives


