ମେଟ୍ରୋ

ମିଥ୍ୟା ଏକ୍‌ଜିଟ୍‌ ପୋଲ୍‌ କରି ଭ୍ରମିତ କରୁଛି ବିଜେଡି

ଭୁବନେଶ୍ବର,୪ା୧୧(ବ୍ୟୁରୋ):ଧାମନଗର ଉପନିର୍ବାଚନ ଜିତିବା ଲାଗି ବିଜେଡି ଏବେ ସାମାଜିକ ଗଣମାଧ୍ୟମ ଜରିଆରେ ଭୋଟରଙ୍କୁ ଭ୍ରମିତ କରୁଛି। ପୂର୍ବରୁ ବିଜେଡି ପ୍ରଶାସନିକ ଅଧିକାରୀ, ଏସ୍‌ଏଚ୍‌ଜି, ଏମ୍‌ବିକେ, ସିଆର୍‌ପି ମାଧ୍ୟମରେ ଟଙ୍କା ବଣ୍ଟନକରି ଭୋଟରଙ୍କୁ ବିଚଳିତ କରିବାର ସମସ୍ତ ଅପଚେଷ୍ଟା କରିଥିଲା। ଏନେଇ ଭାଜପା…

ଆଇପିଏସ୍‌ ଲଳିତ ଦାସଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭୁବନେଶ୍ୱର,୩।୧୧(ବ୍ୟୁରୋ): ୧୯୯୨ ବ୍ୟାଚ୍‌ ଓ ଆଇପିଏସ୍‌ ଲଳିତ ଦାସଙ୍କୁ ମିଳିଲା ନୂଆ ଦାୟିତ୍ୱ। ତାଙ୍କୁ କଟକସ୍ଥିତ ରାଜ୍ୟ ପ୍ରିଣ୍ଟିଂ,ଷ୍ଟେସନାରୀ ଓ ପବ୍ଲିକେଶନ ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି । ଆଇପିଏସ୍‌ ବିକେ ଶର୍ମା ଚାକିରିରୁ ଅବସର ନେବା ପରେ ଏହି ପଦବୀ…

୨୪ରୁ ବିଧାନସଭା ଶୀତକାଳୀନ ଅଧିବେଶନ

ଭୁବନେଶ୍ୱର,୩ା୧୧(ବ୍ୟୁରୋ): ନଭେମ୍ବର ୨୪ରୁ ବିଧାନସଭା ଶୀତକାଳୀନ ଅଧିବେଶନ ଆରମ୍ଭ ହେବ। ଏହା ଡିସେମ୍ବର ୩୧ ପର୍ଯ୍ୟନ୍ତ ଚାଲିବ। ଚଳିତ ଶୀତକାଳୀନ ଅଧିବେଶନରେ ମୋଟ୍‌ ୩୩ଟି କାର୍ଯ୍ୟ ଦିବସ ରହିବ। ଏହି ଅଧିବେଶନର ପ୍ରଥମ ଦିନ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଅତିରିକ୍ତ ବଜେଟ୍‌…

ପୋଲିଂ ଅଫିସରଙ୍କ ଦେହାନ୍ତରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩ା୧୧(ବ୍ୟୁରୋ): ଧାମନଗର ଉପନିର୍ବାଚନରେ ନିୟୋଜିତ ଥିବା ପୋଲିଂ ଅଫିସର ନଟବର ମୁଣ୍ଡାଙ୍କ ଗୁରୁବାର ମୃତ୍ୟୁ ଘଟିଛି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି କହିଛନ୍ତି, ଧାମନଗର ଉପନିର୍ବାଚନରେ ନିୟୋଜିତ ଥିବା ପୋଲିଂ ଅଫିସର ନଟବର…

ରାଜ୍ୟରୁ ଚିହ୍ନଟ ହେଲେ ଆଉ ୨୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୩।୧୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୨୨ କରୋନା ଆକ୍ରାନ୍ତ। ଏଥିମଧ୍ୟରେ କ୍ୱାରାଣ୍ଟାଇନ୍‌ରୁ ୧୩ଜଣ ଥିବା ବେଳେ ୯ ଲୋକାଲ କେସ୍‌ ରହିଛି। ଏହାଛଡ଼ା ଜଣେ ଆକ୍ରାନ୍ତ ୧୮ ବର୍ଷରୁ କମ୍‌ର ଅଛନ୍ତି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ମୋଟ…

ସ୍କୁଲ କ୍ରୀଡ଼ାରେ ଭିତ୍ତିଭୂମି ବାଧକ

କ୍ରୀଡ଼ା ଜରିଆରେ ଓଡ଼ିଶାର ଛାତ୍ରୀଛାତ୍ରମାନଙ୍କ ବ୍ୟକ୍ତିତ୍ୱ ବିକାଶ କରିବା ରାଜ୍ୟ ସରକାରଙ୍କ ଏକ ଗୁରୁତ୍ୱପୂର୍ଣ୍ଣ ଲକ୍ଷ୍ୟ। ସରକାର ସବୁବେଳେ ଶିକ୍ଷା ଓ କ୍ରୀଡ଼ା କ୍ଷେତ୍ରର ଉତ୍କର୍ଷ ଉପରେ ଗୁରୁତ୍ୱ ଦେଇ ଆସୁଛନ୍ତି। ସେଥିପାଇଁ ଭାରତରେ ଓଡ଼ିଶା ଏକ ବୃହତ୍‌ କ୍ରୀଡ଼ା ହବ୍‌…

ରାତି ପାହିଲେ ଧାମନଗର ଉପନିର୍ବାଚନ: ୧୦୦ ମିଟର ଭିତରେ କଥାବାର୍ତ୍ତା ହେଲେ ବନ୍ଧା ହେବେ

ଭୁବନେଶ୍ୱର,୨ା୧୧(ବ୍ୟୁରୋ): ରାତି ପାହିଲେ ଧାମନଗର ଉପନିର୍ବାଚନ। ଏଥିପାଇଁ ଶେଷ ହୋଇଛି ପାଇଁ ସମସ୍ତ ପ୍ରସ୍ତୁତି । ଗୁରୁବାର ସକାଳ ୭ଟାରୁ ସନ୍ଧ୍ୟା ୬ଯାଏ ଭୋଟଗ୍ରହଣ କରାଯିବ। ତେବେ ସକାଳ ୭ଟାରୁ ସନ୍ଧ୍ୟା ସାଢ଼େ ୬ ଯାଏ ଏକ୍‌ଜିଟ୍‌ ପୋଲ୍‌ ଉପରେ କଟକଣା…

ଆସନ୍ତା ୧୦ରେ ଓଡ଼ିଶା ଆସିବେ ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର,୨।୧୧(ବ୍ୟୁରୋ): ଆସନ୍ତା ୧୦ ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିବେ । ଅପରାହ୍ନରେ ସେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ। ସେଠାରେ ତାଙ୍କୁ ଗାର୍ଡ ଅଫ୍‌ ଅନର୍‌ ଦିଆଯିବା ପରେ ସେ ରାଜଭବନ ଯିବେ। ରାଜଭବନରେ ରାତ୍ରି ରହଣି…

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୩୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨ା୧୧(ବ୍ୟୁରୋ): ରାଜ୍ୟରୁ ବୁଧବାର ଆଉ ୩୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୩,୨୬,୬୯୫ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ଅର୍ଚ୍ଚନା ନାଗ ଘଟଣା: ୪ ଜଣଙ୍କ ନାଁରେ ମାମଲା ରୁଜୁ କଲା ଇଡି

ଭୁବନେଶ୍ୱର,୨ା୧୧(ବ୍ୟୁରୋ): ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ ଘଟଣାରେ ବୁଧବାର ମାମଲା ରୁଜୁ କରିଛି ଇଡି ବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ। ଏହି ଘଟଣାର ମୁଖ୍ୟ କୁହାଯାଉଥିବା ଅର୍ଚ୍ଚନା ନାଗ, ତାଙ୍କ ସ୍ବାମୀ ଜଗବନ୍ଧୁ ଚାନ୍ଦ, ଖଗେଶ୍ୱର ସାହୁ ଏବଂ ଶ୍ରଦ୍ଧାଞ୍ଜଳି ବେହେରାଙ୍କ ନାମରେ…

ଆସନ୍ତା ୧୦ରେ ଓଡ଼ିଶା ଆସିବେ ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର,୨।୧୦(ବ୍ୟୁରୋ): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୧୦ ତାରିଖରେ ଓଡ଼ିଶା ଗସ୍ତରେ ଆସିବେ। ରାଷ୍ଟ୍ରପତି ହେବା ପରେ ସେ ପ୍ରଥମ ଥର ଲାଗି ଓଡ଼ିଶା ଆସୁଛନ୍ତି। ୧୦ ତାରିଖରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ରାଜଭବନକୁ ଯିବେ। ଏହାପରେ ପୁରୀ ଯାଇ…

ଆଜି ରାଜ୍ୟରେ ୨୬ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨।୧୦(ବ୍ୟୁରୋ): ରାଜ୍ୟରେ ବୁଧବାର ୨୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୪ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୧୫ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୧ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?