ମେଟ୍ରୋ

ନିର୍ମାଣ ହେବ ଆଉ ୨୫ ଭେଣ୍ଡିଂ ଜୋନ୍‌

ଭୁବନେଶ୍ୱର,୯।୮(ବ୍ୟୁରୋ):ଖୁବ୍‌ଶୀଘ୍ର ସହରରେ ଆଉ ୨୫ଟି ଭେଣ୍ଡିଂ ଜୋନ୍‌ ନିର୍ମାଣ କରିବାକୁ ଯୋଜନା କରୁଛି ବିଏମ୍‌ସି। ତେବେ ମୁଖ୍ୟମନ୍ତ୍ରୀ କର୍ମତତ୍ପର ଅଭିଯାନ(ମୁକ୍ତା) ଯୋଜନାରେ ଏହା ନିର୍ମାଣ ହେବ। ଏନେଇ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି ବୋଲି ବିଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛି। ଏହାଦ୍ୱରା ୨ହଜାରରୁ…

ମାର୍କେଟ ବିଲ୍ଡିଂ ମନା, ଦୁର୍ଦ୍ଦିନରେ ୨୦ରୁ ଊର୍ଦ୍ଧ୍ୱ ଦୃଷ୍ଟିହୀନ ବ୍ୟବସାୟୀ ପରିବାର

ଭୁବନେଶ୍ୱର,୯।୮(ବ୍ୟୁରୋ):ଦୀର୍ଘ ୧୫ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ମାର୍କେଟ ବିଲ୍ଡିଂରେ ଉଠା ଦୋକାନ କରି ବ୍ୟବସାୟ କରୁଥିଲୁ। ଖେଳନା ଏବଂ ଅନ୍ୟାନ୍ୟ ଛୋଟମୋଟ ସାମଗ୍ରୀ ବିକ୍ରି କରି ସେଥିରେ ପରିବାର ଚଳୁଥିଲା। ମାତ୍ର ସେଣ୍ଟ୍ରାଲ ମାର୍କେଟ ଆସୋସିଏଶନ୍‌ର ଦାବି ଏବଂ ଦାଦାଗିରି…

‘ପଞ୍ଚାୟତ ସ୍ତରରେ ମହିଳା ପଛରେ’

ଭୁବନେଶ୍ୱର,୯।୮(ବ୍ୟୁରୋ):ଓଡ଼ିଆ ଦୈନିକ ପ୍ରଗତିବାଦୀ ପରିସରରେ ସ୍ବାଧୀନତାର ଅମୃତ ମହୋତ୍ସବ ଓ ପ୍ରଗତିବାଦୀର ୫୦ତମ ଜୟନ୍ତୀ ଅବସରରେ ସୋମବାର ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ଏହି ମହୋତ୍ସବ ଚାଲିବ। ଉଦ୍‌ଘାଟନୀ ଉତ୍ସବର ପ୍ରସଙ୍ଗ ରହିଥିଲା ‘ସ୍ବାଧୀନତାରେ…

ଗାଁ ଗାଁ ବୁଲିବ ବୁଷ୍ଟର ଟିକା ଭ୍ୟାନ

ଭୁବନେଶ୍ୱର, ୯ା୮(ବ୍ୟୁରୋ): ସାରା ଦେଶରେ ଏବେ ମାଗଣା ବୁଷ୍ଟର ଡୋଜ୍‌ ଟିକାକରଣ ଚାଲିଛି। ଓଡ଼ିଶାରେ ବି ଏହି ଟିକାକରଣ ଚାଲିଥିବାବେଳେ ବହୁ ଲୋକ ଟିକା ନେବା ପାଇଁ ଆଗ୍ରହ ପ୍ରକାଶ କରୁନାହାନ୍ତି। ଏନେଇ ପରିବାର କଲ୍ୟାଣ ନିର୍ଦ୍ଦେଶକ ଡା. ବିଜୟ ପାଣିଗ୍ରାହୀ…

ରାଜ୍ୟପାଳଙ୍କୁ ଜାତୀୟ ପତାକା ପ୍ରଦାନ

ଭୁବନେଶ୍ୱର, ୯ା୮ (ବ୍ୟୁରୋ):ଆଜାଦୀ କା ଅମୃତ ମହୋତ୍ସବ ପାଳନକୁ ସ୍ମରଣୀୟ କରିବା ପାଇଁ ଆସନ୍ତା ୧୩ରୁ ୧୫ ଅଗଷ୍ଟ ୩ଦିନ ପର୍ଯ୍ୟନ୍ତ ନିଜ ଘରେ ଜାତୀୟ ପତାକା ଉତ୍ତୋଳନ କରିବା ପାଇଁ ସରକାର ଦେଶର ସମସ୍ତ ନାଗରିକଙ୍କୁ ନିବେଦନ କରିଛନ୍ତି। ଏହି…

କିଏ କେଉଁଠି ଜାତୀୟ ପତାକା ଉତ୍ତୋଳନ କରିବେ

ଭୁବନେଶ୍ୱର,୯ା୮(ବ୍ୟୁରୋ):ଅଗଷ୍ଟ ୧୫ରେ କେଉଁ ମନ୍ତ୍ରୀ କେଉଁଠି ଜାତୀୟ ପତାକା ଉଡ଼ାଇବେ ସେନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଧିବଦ୍ଧ ତାଲିକା ଘୋଷଣା କରାଯାଇଛି। ଉକ୍ତ ଘୋଷଣା ଅନୁଯାୟୀ, ଏସ୍‌ସି/ଏସ୍‌ଟି ଉନ୍ନୟନ ମନ୍ତ୍ରୀ ଜଗନ୍ନାଥ ସାରକା କନ୍ଧମାଳରେ ଜାତୀୟ ପତାକା ଉତ୍ତୋଳନ କରିବା ବେଳେ…

ସହର ଭିତରେ ବଜ୍ରକାପ୍ତା ବିଚରଣ

ଭୁବନେଶ୍ୱର, ୯ା୮(ବ୍ୟୁରୋ):ଭୁବନେଶ୍ୱର କଲୋନୀରେ ବୁଲୁଛନ୍ତି ବଜ୍ରକାପ୍ତା। ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ଆଦିମାତା କଲୋନୀରେ ଏକ ବଜ୍ରକାପ୍ତା ଶନିବାର ରାତି ପ୍ରାୟ ୧୧ଟାରେ ବୁଲୁଥିବାବେଳେ ଅମିତ ରଞ୍ଜନ ଦାସ ତାକୁ ଧରି ଘରେ ରଖିଥିଲେ। ଖବର ପାଇ ନଗର ବନଖଣ୍ଡ ଭୁବନେଶ୍ୱର ରେଞ୍ଜ୍‌ର…

ଜେଇଇ(ମେନ୍‌)-୧: ଦିବ୍ୟାଂଶୁ ରାଜ୍ୟ ଟପ୍ପର

ଭୁବନେଶ୍ୱର, ୮।୮(ବ୍ୟୁରୋ): ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସିଂ ପକ୍ଷରୁ ସୋମବାର ଜେଇଇ(ମେନ୍‌) ପେପର-୧ ରେଜଲ୍ଟ ପ୍ରକାଶ ପାଇଛି। ଏଥିରେ ୨୪ଜଣ ଛାତ୍ରୀଛାତ୍ର ୧୦୦ ପର୍ସେଣ୍ଟାଇଲ ସ୍କୋର୍‌ ରଖି ଉତ୍ତୀର୍ଣ୍ଣ ହୋଇଛନ୍ତି। ଓଡ଼ିଶାର ଦିବ୍ୟାଂଶୁ ମଲ୍ଲୁ ରାଜ୍ୟ ଟପ୍ପର ହୋଇଛନ୍ତି। ସେ ୯୯.୯୮୯ ପର୍ସେଣ୍ଟାଇଲ…

ଲଘୁଚାପ: ତୁହାକୁ ତୁହା ବର୍ଷା

ଭୁବନେଶ୍ୱର,୯ା୮(ବ୍ୟୁରୋ):ଉତ୍ତର ବଙ୍ଗୋପସାଗର, ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅବପାତ(ଡିପ୍ରେଶନ)ରେ ପରିଣତ ହେବ। ଏଥିସହିତ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ମଧ୍ୟ ରାଜ୍ୟରେ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୧୨ ତାରିଖ ଯାଏ ରାଜ୍ୟର…

ବର୍ଷ ଶେଷସୁଦ୍ଧା ୩୦୦ ଚେକ୍‌ଡ୍ୟାମ୍‌ ସାର

ଭୁବନେଶ୍ୱର,୯ା୮(ବ୍ୟୁରୋ):ରାଜ୍ୟରେ ଗତ ୨ ମାସ ମଧ୍ୟରେ ୪୫ଟି ପୋଲତଳ ଚେକ୍‌ଡ୍ୟାମ୍‌ ନିର୍ମାଣ ସରିଛି। ସେଥିମଧ୍ୟରୁ ୩୧ଟି ପୂର୍ତ୍ତ ଏବଂ ୧୪ଟି ଗ୍ରାମ୍ୟ ଉନ୍ନୟନ ବିଭାଗ ନିର୍ମାଣ କରିଛି। ଏହାଛଡ଼ା ଏହି ଦୁଇ ବିଭାଗ ଦ୍ୱାରା ପ୍ରାୟ ୪୮୦ଟି ପୋଲତଳ ଚେକ୍‌ଡ୍ୟାମ୍‌ ଚିହ୍ନଟ…

ଅସରାଏ ବର୍ଷାରେ ସ୍ମାର୍ଟ ସିଟିର ଦୃଶ୍ୟ

ଭୁବନେଶ୍ୱର,୮।୮(ବ୍ୟୁରୋ): ଲଗାଣ ବର୍ଷାରେ ସୋମବାର ରାଜଧାନୀରେ ପୁଣି ବେହାଲ ପରିସ୍ଥିତି ସୃଷ୍ଟି ହୋଇଛି। ଲଘୁଚାପ ଜନିତ ତୁହାକୁ ତୁହା ବର୍ଷାରେ ଇସ୍କନ ମନ୍ଦିର ସାମ୍ନାରେ ପାଣି ଲହଡ଼ି ଭାଙ୍ଗୁଥିବା ପରିସ୍ଥିତି ସୃଷ୍ଟି ହୋଇଥିଲା। ଏଥିରେ ଅନେକ ଗାଡ଼ି ଫଶି ରହିଥିବା ଦେଖିବାକୁ…

‘ଗାଁରେ ବୁଲିବ ବୁଷ୍ଟର ଟିକା ଭ୍ୟାନ୍‌’

ଭୁବନେଶ୍ୱର, ୮।୮(ବ୍ୟୁରୋ): ରାଜ୍ୟରେ ଜାରି ରହିଛି ମାଗଣା ବୁଷ୍ଟର ଡୋଜ୍‌ ଟିକାକରଣ। ତେବେ ଟିକାକରଣକୁ ନେଇ ପରିବାର କଲ୍ୟାଣ ନିର୍ଦ୍ଦେଶକ ଡା. ବିଜୟ ପାଣିଗ୍ରାହୀ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଟିକାକରଣକୁ ବଢ଼ାଇବା ଉପରେ ସ୍ବାସ୍ଥ୍ୟ ବିଭାଗ ଗୁରୁତ୍ୱ ଦେଉଛି। ଏହା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri