ମେଟ୍ରୋ

ତୁଟୁନି ଏସ୍‌ଏଚ୍‌ଜି ମହିଳା ଟଙ୍କା ବାଣ୍ଟିବା ରାଜନୀତି

ଭୁବନେଶ୍ବର,୩୧ା୧୦(ବ୍ୟୁରୋ): ଧାମନଗର ଉପନିର୍ବାଚନକୁ ନେଇ ଏବେ ରାଜ୍ୟ ରାଜନୀତି ଉଠୁଛି ପଡୁଛି। ଉପନିର୍ବାଚନରେ ବିପୁଳ ଟଙ୍କା କାରବାର ହେଉଥିବା ନେଇ ଚର୍ଚ୍ଚା ଚାଲିଛି। ଏସ୍‌ଏଚ୍‌ଜି ମହିଳାମାନଙ୍କ ଜରିଆରେ ବିଜେଡି ଟଙ୍କା କାରବାର କରୁଥିବା ନେଇ ଭାଜପା ଲଗାତର ଭାବେ ଅଭିଯୋଗ କରି…

ତଦନ୍ତ ପ୍ରକ୍ରିୟାରେ ସ୍ବଚ୍ଛତାକୁ ନେଇ ପ୍ରଶ୍ନ

ଭୁବନେଶ୍ୱର,୩୧।୧୦(ବ୍ୟୁରୋ): ଜଣେ ଦଳିତ ଯୁବକଙ୍କୁ ମାଡ଼ ମାରିବା ଅଭିଯୋଗରେ ଭୁବନେଶ୍ୱର ଉପକଣ୍ଠ ବାଲିପାଟଣା ଥାନା ଅଧିକାରୀ କୃପାସିନ୍ଧୁ ବରାଡ଼ ନିଜ ସମେତ ଏସ୍‌ଆଇ ରାକେଶ ସାମଲ ଏବଂ ଅନ୍ୟ କର୍ମଚାରୀଙ୍କ ନାଁରେ ମାମଲା ରୁଜୁ କରିବା ଘଟଣାକୁ ନେଇ ଚର୍ଚ୍ଚା ଲାଗି…

ଆନ୍ଦୋଳନକୁ ଓହ୍ଲାଇବ ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ

ଭୁବନେଶ୍ୱର,୩୧।୧୦(ବ୍ୟୁରୋ): ନିକଟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଠିକା ନିଯୁକ୍ତିକୁ ଉଚ୍ଛେଦ କରିଥିବାବେଳେ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ଶିକ୍ଷକ ବିଶେଷକରି ଏନ୍‌ପିଏସ୍‌ ବର୍ଗର ପ୍ରାୟ ୧ଲକ୍ଷରୁ ଊର୍ଦ୍ଧ୍ୱ ଶିକ୍ଷକମାନଙ୍କୁ ଏଥିରୁ ବଞ୍ଚତ୍ତ କରିଛନ୍ତି, ଯାହାକୁ ନେଇ ପ୍ରାଥମିକ ଶିକ୍ଷକମାନେ ଅସନ୍ତୋଷ ଜାହିର…

ଆଜି ରାଜ୍ୟରୁ ୧୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୩୧ା୧୦(ବ୍ୟୁରୋ): ରାଜ୍ୟରୁ ସୋମବାର ୧୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୬,୧୩୨ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୯ ଜଣ ଚିହ୍ନଟ ହୋଇଥିବା…

ଜାଗା ମିଶନ, ଆଶଙ୍କାରେ ଭୂମିହୀନ

ଭୁବନେଶ୍ୱର,୩୧।୧୦(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅଞ୍ଚଳରେ ଭୂମିହୀନଙ୍କୁ ଭୂମି ତଥା ବାସସ୍ଥାନ ପ୍ରଦାନ ନିମନ୍ତେ ରାଜ୍ୟ ସରକାରଙ୍କ ‘ଜାଗା ମିଶନ’କୁ କାର୍ଯ୍ୟକାରୀ କରାଯାଇଛି। ଏନେଇ ପ୍ରକୃତ ହିତାଧିକାରୀ ଚୟନ ପାଇଁ ଚୂଡ଼ାନ୍ତ ସର୍ଭେ ଖୁବ୍‌ଶୀଘ୍ର ଆରମ୍ଭ ହେବାକୁ ଯାଉଛି। ଏହି…

ଶ୍ରୀଲିଙ୍ଗରାଜଙ୍କ ରୋଷଘର ମରାମତି ହେଉ

ପୁରୁଣା ଭୁବନେଶ୍ୱର,୩୧ା୧୦ (ଡି.ଏନ୍‌.ଏ.): ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଦୈନନ୍ଦିନ ନୀତିକାନ୍ତି ସେବା ସମ୍ପାଦନ ପାଇଁ ଛତିଶା ନିଯୋଗ ନିୟୋଜିତ ଅଛନ୍ତି। ସେହିଭଳି ନୀତିକାନ୍ତିରେ ଶଙ୍କୁଡ଼ି ଏବଂ ଶୁଖିଲି ଭୋଗ ଠାକୁରଙ୍କ ପାଖରେ ଲାଗି ହୋଇଥାଏ। ଏହି ଭୋଗ ପ୍ରସ୍ତୁତ ପାଇଁ ମନ୍ଦିର ପରିସରରେ…

ରାଜମହଲ ଓଭରବ୍ରିଜରେ ଦୁର୍ଘଟଣା: କାର୍‌ ଧକ୍କାରେ ବିଏମ୍‌ସି ଇନ୍ସପେକ୍ଟର ମୃତ

ଭୁବନେଶ୍ୱର ୩୧ା୧୦ ( ବ୍ୟୁରୋ): କ୍ୟାପିଟାଲ ଥାନା ଅନ୍ତର୍ଗତ ରାଜମହଲ ଓଭରବ୍ରିଜ ଉପରେ ରବିବାର ରାତି ପ୍ରାୟ ୧୨ଟା ୩୦ରେ ଏକ ଦୁର୍ଘଟଣା ଘଟିଛି। ଏଜି ଛକରୁ କଳ୍ପନା ଅଭିମୁଖେ ଯାଉଥିବା ବାଇକକୁ ପଛପଟୁ ଏକ କାର୍‌ (ଓଡି୦୨ସିଏ୦୯୮୭) ଧକ୍କା ଦେଇଥିଲା।…

ଆଜି ଭୁବନେଶ୍ୱରରୁ ଜୟପୁରକୁ ଉଡ଼ିବ ବିମାନ

ଭୁବନେଶ୍ୱର/କୋରାପୁଟ,୩୧ା୧୦(ବ୍ୟୁରୋ/ନି.ପ୍ର.):କୋରାପୁଟ ଜିଲାବାସୀଙ୍କ ଦୀର୍ଘଦିନ ପ୍ରତୀକ୍ଷାର ଅନ୍ତ ହେବାକୁ ଯାଉଛି। ସୋମବାର ଭୁବନେଶ୍ୱରରୁ ଦକ୍ଷିଣ ଓଡ଼ିଶାର ପ୍ରମୁଖ ସହର ଜୟପୁର ବିମାନବନ୍ଦରକୁ ନିୟମିତ ବିମାନ ଉଡ଼ାଣ ଆରମ୍ଭ ହେବ। ଅହମ୍ମଦାବାଦସ୍ଥିତ ଇଣ୍ଡିଆନ ଏୟାର ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର (ବିପିଆଇଏ)ରୁ ଓଡ଼ିଶାର…

ଧାମନଗର ଉପନିର୍ବାଚନ:ଆଜି ଭର୍ଚୁଆଲ ମୋଡ୍‌ରେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୧ା୧୦(ବ୍ୟୁରୋ): ଭଦ୍ରକ ଜିଲାର ଧାମନଗର ଉପନିର୍ବାଚନରେ ବିଜେଡି ପ୍ରାର୍ଥୀ ଅବନ୍ତୀ ଦାସଙ୍କ ପାଇଁ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରରୁ ଭର୍ଚୁଆଲ ମୋଡ୍‌ରେ ପ୍ରଚାର କରିବେ। ଏଥିଲାଗି ଧାମନଗର ନିର୍ବାଚନମଣ୍ଡଳୀର ବିଭିନ୍ନ ସ୍ଥାନରେ ଏଲଇଡି ଲଗାଯାଇଛି। ଧୂଷୁରୀ, ଅସୁରାଳି, ଧାମନଗର, ତିହିଡ଼ି…

ଆଜିଠାରୁ ଭିଜିଲାନ୍ସ ସଚେତନତା ସପ୍ତାହ

ଭୁବନେଶ୍ୱର,୩୧ା୧୦(ବ୍ୟୁରୋ): ସୋମବାରଠାରୁ ଭିଜିଲାନ୍ସ ସଚେତନତା ସପ୍ତାହ ଆରମ୍ଭ ହେଉଛି। ଏଥିପାଇଁ ଭିଜିଲାନ୍ସ ପକ୍ଷରୁ ସପ୍ତାହବ୍ୟାପୀ ବିଭିନ୍ନ କାର୍ଯ୍ୟକ୍ରମ କରାଯିବ। ଲୋକସେବା ଭବନରେ ସୋମବାର ପୂର୍ବାହ୍ନ ୧୧ଟାରେ ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରିବେ। ସମ୍ମାନିତ ଅତିଥି ଭାବ ମୁଖ୍ୟ…

ପିଜି ସିଟ୍‌ ପୂରଣ ପାଇଁ ୧ରୁ ଆବେଦନ

ଭୁବନେଶ୍ୱର,୩୧ା୧୦(ବ୍ୟୁରୋ): ରାଜ୍ୟର ବିଭିନ୍ନ ବିଶ୍ୱବିଦ୍ୟାଳୟ ଏବଂ କଲେଜଗୁଡ଼ିକରେ ଖାଲି ପଡ଼ିଥିବା ପିଜି ସିଟ୍‌ରେ ନାମଲେଖା ପାଇଁ ପୁଣିଥରେ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ। ଏ ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଯେଉଁମାନେ ଏକକ ପିଜି ପ୍ରବେଶିକା ପରୀକ୍ଷା…

ଓଡ଼ିଶାରେ ପ୍ରମୁଖ ବ୍ରିଜ୍‌ ଦୁର୍ଘଟଣା: ବମିଖାଲରୁ ବଲାଙ୍ଗୀର ଯାଏ

ଭୁବନେଶ୍ୱର,୩୧ା୧୦ (ବ୍ୟୁରୋ): ଭୁବନେଶ୍ୱରର ବମିଖାଲଠାରୁ ବଲାଙ୍ଗୀର ଯାଏ ଓଡ଼ିଶାରେ ବିଭିନ୍ନ ସ୍ଥାନରେ ଅନେକ ବ୍ରିଜ୍‌ ଭୁଶୁଡ଼ିବା ଘଟଣା ଦେଖିବାକୁ ମିଳିଛି। ସେଥିରେ କେତେକ ପୁରୁଣା ବ୍ରିଜ୍‌ ହୋଇଥିବାବେଳେ ଆଉ କେତେକ ନିର୍ମାଣାଧୀନ ଅବସ୍ଥାରେ ଭାଙ୍ଗିପଡ଼ିଛି। ବେଶି ପୂର୍ବର କଥା ନୁହଁ, ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?