ପବିତ୍ର ବିଶ୍ୱକର୍ମା ପୂଜାରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ
ଭୁବନେଶ୍ୱର,୧୭।୯(ବ୍ୟୁରୋ): ଆଜି ହେଉଛ ପବିତ୍ର ବିଶ୍ୱକର୍ମା ପୂଜା। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍ ମାଧ୍ୟମରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ ଟୁଇଟ୍ କରି କହିଛନ୍ତି, ପବିତ୍ର ବିଶ୍ୱକର୍ମା ପୂଜା ଅବସରରେ ସଭିଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା।…
ମୋଦିଙ୍କ ଜନ୍ମଦିନରୁ ଅକ୍ଟୋବର ୨ ‘ସେବାପକ୍ଷ’ପାଳିବ ଭାଜପା
ଭୁବନେଶ୍ୱର,୧୭।୯(ବ୍ୟୁରୋ): ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ। ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କ ନିର୍ଦ୍ଦେଶ କ୍ରମେ ସେପ୍ଟେମ୍ବର ୧୭ରୁ ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀ ପର୍ଯ୍ୟନ୍ତ ୧୫ ଦିନ ଧରି ଭାଜପା ପକ୍ଷରୁ ‘ସେବାପକ୍ଷ’ ପାଳନ କରାଯିବ। ଏଥିପାଇଁ ସମଗ୍ର…
୨ ଦିନିଆ ଓଡ଼ିଶା ଗସ୍ତରେ ଦିଗ୍ବିଜୟ, ଜୟରାମ
ଭୁବନେଶ୍ୱର,୧୭।୯(ବ୍ୟୁରୋ): ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) ପକ୍ଷରୁ ଆରମ୍ଭ କରାଯାଇଥିବା ଭାରତ ଯୋଡ଼ୋ କାର୍ଯ୍ୟକ୍ରମ ପ୍ରସ୍ତୁତିକୁ ତଦାରଖ କରିବା ସହ ରାଜ୍ୟରେ କଂଗ୍ରେସର ସ୍ଥିତି ପରଖିବାକୁ ବରିଷ୍ଠ କଂଗ୍ରେସ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଦିଗ୍ବିଜୟ ସିଂ, ଏମ୍ପି ଜୟରାମ…
ଆକର୍ଷଣ ସାଜିବ ରୁଷିଆର ଷ୍ଟେଟ୍ ହର୍ମିଟେଜ୍ ସଂଗ୍ରହାଳୟ
ଭୁବନେଶ୍ୱର,୧୭।୯(ବ୍ୟୁରୋ): ଧରାବତରଣ କରିବେ ଜଗଜ୍ଜନନୀ ମା’ ଦୁର୍ଗା। ହାତରେ ଆଉ ମାତ୍ର କେଇଟା ଦିନ। ମା’ଙ୍କୁ ସାଦରରେ ଆବାହନ କରିବା ପାଇଁ ବିଭିନ୍ନ ପୂଜା କମିଟି ପକ୍ଷରୁ ଜୋରଦାର ପ୍ରସ୍ତୁତି ଚାଲିଛି। ଅନ୍ୟମାନଙ୍କଠାରୁ କିଛି ନିଆରା କରି ଦେଖାଇବା ପାଇଁ ସମସ୍ତ…
ଭଙ୍ଗାହେଲା ମଟନ ହୋଟେଲ
ଭୁବନେଶ୍ୱର, ୧୭।୯ (ବ୍ୟୁରୋ): ନିୟମ ଉଲ୍ଲଂଘନ କରି ବ୍ୟବସାୟ କରିବା ଓ ପରେ ବିଏମ୍ସି ନିର୍ଦ୍ଦେଶକୁ ଅବମାନନା କରିବା ଶେଷରେ ମହଙ୍ଗା ପଡିଛି। ଦୂରଦର୍ଶନ କେନ୍ଦ୍ର ନିକଟରେ ଥିବା ଭୁବନେଶ୍ୱରର ପ୍ରସିଦ୍ଧ କିଶୋର ଭାଇନା ହୋଟେଲକୁ ବିଏମ୍ସି ଓ ବିଡିଏ ପକ୍ଷରୁ…
ମା’ ପୁଅ ସମେତ ୧୫ ଗିରଫ
ଭୁବନେଶ୍ୱର ୧୭।୯ (ବ୍ୟୁରୋ): ରାଜଧାନୀରେ ଦିନକୁ ଦିନ ବ୍ରାଉନସୁଗାର, ଗଞ୍ଜେଇ ଆଦି ନିଶା କାରବାର ବଢି ଚାଲିଛି। ନିଶା କବଳରେ ପଡି ସହରର ଯୁବପିଢି ବିଭିନ୍ନ ଆପରାଧିକ କାର୍ଯ୍ୟରେ ସାମିଲ ହେଉଛନ୍ତି। ତେଣୁ ନିଶା କାରବାର ରୋକିବା ପାଇଁ କମିଶନରେଟ ପୋଲିସ…
ରାଜଧାନୀ କଲେଜର ନୂତନ ଅଧ୍ୟକ୍ଷ ହେଲେ ଅରୁଣ ସାମଲ
ଭୁବନେଶ୍ୱର, ୧୬।୯(ବ୍ୟୁରୋ) – ରାଜଧାନୀ କଲେଜର ନୂତନ ଅଧ୍ୟକ୍ଷ ହେଲେ ପ୍ରଫେସର ଅରୁଣ କୁମାର ସାମଲ। ଏନେଇ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ସେ ଶୁକ୍ରବାର ନିଜର ଦାୟିତ୍ୱ ଗ୍ରହଣ କରିଛନ୍ତି। ରାଜଧାନୀ କଲେଜର ଶିକ୍ଷା ବିଭାଗର…
୨ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଦିଗ୍ବିଜୟ, ଜୟରାମ
ଭୁବନେଶ୍ୱର,୧୬ା୯(ବ୍ୟୁରୋ)- ୨ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ବରିଷ୍ଠ କଂଗ୍ରେସ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଦିଗ୍ବିଜୟ ସିଂ, ଏମ୍ପି ଜୟରାମ ରମେଶ। କଂଗ୍ରେସ ପକ୍ଷରୁ ଆରମ୍ଭ କରାଯାଇଥିବା ଭାରତ ଯୋଡ଼ୋ କାର୍ଯ୍ୟକ୍ରମ ପ୍ରସ୍ତୁତିକୁ ତଦାରଖ କରିବା ସହ ରାଜ୍ୟରେ…
୪୮ଘଣ୍ଟାରେ ଲଘୁଚାପ!
ଭୁବନେଶ୍ୱର,୧୬।୯(ବ୍ୟୁରୋ): ଆସନ୍ତା ୧୮ ତାରିଖ ବେଳକୁ ଉତ୍ତର-ପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ବାୟୁମଣ୍ଡଳର ଉପରିଭାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟିହେବାର ସମ୍ଭାବନା ରହିଛି। ଫଳରେ ପରବର୍ତ୍ତୀ ୪୮ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ…
ମାଟିରେ ମିଶିଲା କିଶୋର ଭାଇନାଙ୍କ ମଟନ ହୋଟେଲ
ଭୁବନେଶ୍ୱର,୧୬ା୯(ବ୍ୟୁରୋ): ରାଜଧାନୀର ପ୍ରସିଦ୍ଧ କିଶୋର ଭାଇନାଙ୍କ ମଟନ ହୋଟେଲ ଶୁକ୍ରବାର ମାଟିରେ ମିଶିଛି। ଅପମିଶ୍ରିତ ଖାଦ୍ୟ ପ୍ରସ୍ତୁତି ନେଇ ବିଏମ୍ସି ପକ୍ଷରୁ ଆଜି କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ବିଏମ୍ସି ପକ୍ଷରୁ ବୁଧବାର ଦୋକାନ ସିଲ୍ କରାଯାଇଥିବା ବେଳେ ଗୁରୁବାର ପୁଣି…
ସିଏସ୍ଆର୍ କାର୍ଯ୍ୟ ପରିସର ବୁଲିଲେ ବିମଳେନ୍ଦ୍ର
ଭୁବନେଶ୍ୱର,୧୬।୯:ଦେଶର ପ୍ରମୁଖ ଘରୋଇ କମ୍ପାନୀ ଜିନ୍ଦଲ ଷ୍ଟିଲ୍ ଆଣ୍ଡ ପାୱାର (ଜେଏସ୍ପି)ର କର୍ପୋରେଟ ସାମାଜିକ ଦାୟିତ୍ୱବୋଧ (ସିଏସ୍ଆର୍) କାର୍ଯ୍ୟକ୍ରମ ଅଧୀନରେ ଜାରି ରହିଥିବା କାର୍ଯ୍ୟ ଓ ଯୋଜନାଗୁଡ଼ିକର ବାସ୍ତବ ସ୍ଥିତ ସମ୍ପର୍କରେ ଅବଗତ ନିମନ୍ତେ ଜେଏସ୍ପିର ପରିଚାଳନା ନିର୍ଦ୍ଦେଶକ ବିମଳେନ୍ଦ୍ର ଝା…
ଆଜିଠୁ ପିଜି ନାମଲେଖା ପ୍ରକ୍ରିୟା ଆରମ୍ଭ
ଭୁବନେଶ୍ୱର,୧୬।୯(ବ୍ୟୁରୋ): ରାଜ୍ୟର ବିଭିନ୍ନ ବିଶ୍ବବିଦ୍ୟାଳୟ ଓ ମହାବିଦ୍ୟାଳୟରେ ସ୍ନାତକତ୍ତୋର (ପିଜି) ପାଠ୍ୟକ୍ରମରେ ଶୁକ୍ରବାରଠୁ ନାମଲେଖା ପ୍ରକ୍ରିୟା ଆରମ୍ଭ ହୋଇଛି। ମେଧା ତାଲିକା ପ୍ରକାଶ ପାଇବା ପରେ ଯୋଗ୍ୟ ବିବେଚିତ ଛାତ୍ରୀଛାତ୍ର ଶୁକ୍ରବାର ଏବଂ ଶନିବାର ନାମ ଲେଖାଇବେ। ଏହା ପରେ ଆସନ୍ତା…
Archives


