ମେଟ୍ରୋ

ବ୍ୟାଙ୍କିଙ୍ଗ୍‌ ଠକେଇ ରୋକିବ ‘ରାପିଡ୍‌ ଆଲର୍ଟ ସିଷ୍ଟମ’

ଭୁବନେଶ୍ୱର,୫।୧୨(ଅନୁରାଧା ମହାରଣା):ଡିଜିଟାଲ ବ୍ୟାଙ୍କିଂର ବ୍ୟବହାର ବୃଦ୍ଧି ସହିତ ବ୍ୟାଙ୍କିଙ୍ଗ ଠକେଇ ଘଟଣା ମଧ୍ୟ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ତେବେ ଏପରି ଠକେଇ ମାମଲାକୁ ନିୟନ୍ତ୍ରଣ କରିବା ପାଇଁ ସରକାର ବର୍ତ୍ତମାନ ବିଭିନ୍ନ ପଦକ୍ଷେପ ଗ୍ରହଣ କରିବା ସହ ନୂଆ...

ଆଜି ଉପକୂଳରେ ମାଡ଼ହେବ ‘ମିଗ୍‌ଜୋମ୍‌’: ଓଡ଼ିଶାର ୫ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୫ା୧୨ (ଅନିଲଦାସ):ପଶ୍ଚିମ କେନ୍ଦ୍ରୀୟ ଏବଂ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଦକ୍ଷିଣ ଆନ୍ଧ୍ର ଓ ତାମିଲନାଡୁ ଉପକୂଳରେ କେନ୍ଦ୍ରୀଭୂତ ହୋଇଥିବା ସାମୁଦ୍ରିକ ଝଡ଼ ‘ମିଗ୍‌ଜୋମ’ ଭୟଙ୍କର ରୂପ ନେଇଛି। ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଘଣ୍ଟା ପ୍ରତି ୮କି.ମି. ବେଗରେ...

ନାରୀ ନିର୍ଯାତନାରେ ଓଡ଼ିଶା ୪ର୍ଥ

ଭୁବନେଶ୍ୱର,୫ା୧୨(ସତ୍ୟଜିତ୍‌ ରାଉତ):ଦେଶବ୍ୟାପୀ ମହିଳା ଓ ଶିଶୁ ବିରୋଧୀ ହିଂସା, ଅପରାଧ ବୃଦ୍ଧି ଚିନ୍ତାଜନକ ରହିଛି। ଅଧିକାଂଶ ମହିଳା ଘରୋଇ ହିଂସାର ଶିକାର ହେଉଛନ୍ତି। ଦେଶରେ ମହିଳା ବିରୋଧୀ ଅପରାଧ ମାମଲା ୨୦୨୧ ତୁଳନାରେ ୨୦୨୨ରେ ୪% ବଢ଼ିଥିବାବେଳେ ଶିଶୁ ବିରୋଧୀ...

ବାତ୍ୟା ‘ମିଗଜୋମ’ର ପ୍ରଭାବ: ଆସନ୍ତାକାଲି ଗଜପତିରେ ସବୁ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ୱର,୫।୧୨: ବାତ୍ୟା ‘ମିଗଜୋମ’ର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପାଗ କୋହଲା ରହିଛି। ଏହାସହ କିଛି ସ୍ଥାନରେ ବର୍ଷା ମଧ୍ୟ ହେଉଛି। ଏହାକୁ ଦୃଷ୍ଟିରେ ରଖି ଗଜପତି ଜିଲାରେ ଆସନ୍ତାକାଲି ସବୁ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଗଜପତିର ବହୁ...

ଜେଲରୁ ମୁକୁଳିବେ ଅର୍ଚ୍ଚନା ନାଗ୍‌ : ଇଡି ମାମଲାରେ ହାଇକୋର୍ଟରୁ ମିଳିଲା ଜାମିନ

ଭୁବନେଶ୍ୱର,୪।୧୧ (ସତ୍ୟଜିତ୍‌ ରାଉତ): ବହୁଚର୍ଚ୍ଚିତ ହନିଟ୍ରାପ୍‌ ଓ ବେଆଇନ ଅର୍ଥ କାରବାର ମାମଲାରେ ଗିରଫ ହୋଇଥିବା ଅର୍ଚ୍ଚନା ନାଗ ଖୁବ୍‌ଶୀଘ୍ର ଝାରପଡ଼ା ଜେଲରୁ ମୁକୁଳିବେ। ପୂର୍ବରୁ ୨ଟି ମାମଲାରେ ତାଙ୍କୁ ଜାମିନ ମିଳିଥିବାବେଳେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ହୋଇଥିବା...

ବାଲିଯାତ୍ରାକୁ ଆଉ ଗୋଟିଏ ଦିନ ବଢ଼ାଇଲେ ସରକାର

ଭୁବନେଶ୍ୱର,୪ା୧୨: କଟକର ପ୍ରସିଦ୍ଧ ବାଲିଯାତ୍ରା ଆଉ ଗୋଟିଏ ଦିନ ବଢ଼ିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଜନସାଧାରଣଙ୍କ ଆଗ୍ରହକୁ ଦୃଷ୍ଟିରେ ରଖି ଏହି ଐତିହାସିକ ବାଲିଯାତ୍ରାକୁ ଆଉ ଗୋଟିଏ ଦିନ ପାଇଁ ବଢ଼ାଇଛନ୍ତି। ଏସମ୍ପର୍କରେ ଆବଶ୍ୟକ ପଦକ୍ଷେପ ନେବା ପାଇଁ...

ମୋଦିଙ୍କୁ ଅଭିନନ୍ଦନ ଜଣାଇଲେ ନବୀନ

ଭୁବନେଶ୍ୱର,୪ା୧୨: ମଧ୍ୟପ୍ରଦେଶ, ଛତିଶଗଡ଼ ଓ ରାଜସ୍ଥାନରେ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ଭାଜପାର ବିପୁଳ ବିଜୟ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଆଜି ସକାଳେ ମୁଖ୍ୟମନ୍ତ୍ରୀ ଫୋନ୍‌ ଯୋଗେ ପ୍ରଧାନମନ୍ତ୍ରୀଙ୍କ ସହ କଥା...

ସ୍ମାର୍ଟସିଟିବାସୀଙ୍କୁ ମଶାରି ଭରସା

ଭୁବନେଶ୍ୱର,୪।୧୨ (ବନ୍ଦନା ସେଠୀ): ଯଦି ଆପଣ ଭୁବନେଶ୍ୱରକୁ ବୁଲିବାକୁ କିମ୍ବା କାମରେ ଆସୁଛନ୍ତି, ତେବେ ଆଉ କିଛି ଆଣନ୍ତୁ କି ନ ଆଣନ୍ତୁ ସାଙ୍ଗରେ ଏୟାର ଫ୍ରେଶ୍‌ନର ଏବଂ ମଶାରି ନଚେତ୍‌ ମଶାବାଡ଼ି ନେଇକି ଆସିବାକୁ ପଡିବ। କାରଣ ସହରର...

୨ ଲକ୍ଷ ଆବାସ ନିର୍ମାଣ କରି ଓଡ଼ିଶା ଆଗରେ

ଭୁବନେଶ୍ୱର,୪ା୧୨(ସୁନିତ୍‌ ମିଶ୍ର): ପ୍ରଧାନମନ୍ତ୍ରୀ ଆବାସ ଯୋଜନା(ଗ୍ରାମୀଣ) ବା ପିଏମ୍‌ଏଓ୍ବାଇ(ଜି)ରେ ଚଳିତ ଆର୍ଥିକ ବର୍ଷରେ ୨ ଲକ୍ଷରୁ ଊର୍ଦ୍ଧ୍ୱ ପକ୍କାଘର ନିର୍ମାଣ କରି ଓଡ଼ିଶା ଦେଶରେ ପ୍ରଥମ ସ୍ଥାନ ଅଧିକାର କରିଛି। ମିଳିଥିବା ସୂଚନା ମୁତାବକ, ପ୍ରଧାନମନ୍ତ୍ରୀ ଆବାସ ଯୋଜନା(ଗ୍ରାମୀଣ)ରେ ସମଗ୍ର...

୩ ଦିନରେ ଗଲାଣି ୩୦ରୁ ଊର୍ଦ୍ଧ୍ୱ ଜୀବନ

ଭୁବନେଶ୍ୱର,୪ା୧୨(ସତ୍ୟଜିତ୍‌ ରାଉତ): ସଡ଼କ ଦୁର୍ଘଟଣାଜନିତ ମୃତ୍ୟୁ ରୋକିବାକୁ ଡିସେମ୍ବର ପ୍ରଥମ ସପ୍ତାହକୁ ରାଜ୍ୟ ସରକାର ‘ଶୂନ୍ୟ ମୃତ୍ୟୁ ସପ୍ତାହ’ ଭାବେ ପାଳନ କରୁଛନ୍ତି। ବ୍ୟାପକ ସଚେତନତା ସହ ରାସ୍ତାରେ ଚେକିଂ, ଆହତଙ୍କୁ ତୁରନ୍ତ ଉଦ୍ଧାର, ନିୟମ ଉଲ୍ଲଂଘନକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ...

‘ରାସ୍ତାରୁ ପାର୍କିଂ ଗାଡ଼ି ହଟାଅ’

ଭୁବନେଶ୍ୱର,୪।୧୨(ସୁନିତ୍‌ ମିଶ୍ର): ରାଜ୍ୟ ପରିବହନ ବିଭାଗ ପକ୍ଷରୁ ଏବେ ‘ଶୂନ୍ୟ ମୃତ୍ୟୁ ସପ୍ତାହ’ ପାଳନ ହେଉଥିବାବେଳେ ପ୍ରତିଦିନ ରାସ୍ତା ଦୁର୍ଘଟଣାରେ ବହୁ ଜୀବନ ଯାଉଛି। ବିଭିନ୍ନ ଜିଲାରେ ବଡ଼ ବଡ଼ ଦୁର୍ଘଟଣା ଘଟିଥିବାବେଳେ ଜାତୀୟ ରାଜପଥ(ଏନ୍‌ଏଚ୍‌)ରେ ସର୍ବାଧିକ ଦୁର୍ଘଟଣାଜନିତ ମୃତ୍ୟୁ...

ବାତ୍ୟା ରୂପ ନେଲା ‘ମିଗ୍‌ଜୋମ୍‌’: ଓଡ଼ିଶାକୁ ୩ଦିନ ଭାରି ବର୍ଷା

ଭୁବନେଶ୍ୱର,୪।୧୨(ଅନୁରାଧା ମହାରଣା): ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ରବିବାର ସାମୁଦ୍ରିକ ଝଡ଼ ବା ବାତ୍ୟାର ରୂପ ନେଇଛି। ଭାରତୀୟ ପାଣିପାଗ ବିଭାଗ(ଆଇଏମଡି)ର ସୂଚନାନୁସାରେ, ରବିବାର ସନ୍ଧ୍ୟା ୭ଟା ୪୫ ସୁଦ୍ଧା ଏହା ପୁଡୁଚେରୀଠାରୁ ପ୍ରାୟ ୨୪୦ କି.ମି....

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri